ଯାଜପୁର

୪ ଶିଶୁ ଶ୍ରମିକ ଉଦ୍ଧାର

ସୁକିନ୍ଦା,୬।୮(ଡି.ଏନ୍‌.ଏ.) – ଦୀର୍ଘଦିନ ଧରି ଇଟାଭାଟିଠାରୁ ଆରମ୍ଭ କରି ମୋଟରସାଇକେଲ ଗ୍ୟାରେଜ ଏବଂ ଢାବାରେ ଶିଶୁ ଶ୍ରମିକଭାବେ ଏକ ରକମ ବନ୍ଧକ ରହିଥିବା ୪ ଶିଶୁ ଶ୍ରମିକଙ୍କୁ ସୋମବାର ସୁକିନ୍ଦା ପୋଲିସ ଉଦ୍ଧାର କରିଛି। ଉଦ୍ଧାର ଶିଶୁ ଶ୍ରମିକଙ୍କୁ ସିଡବ୍ଲ୍ୟୁସିକୁ ହସ୍ତାନ୍ତର…

ନୀଳାଚଳ କାରଖାନର ଠିକା ଶ୍ରମିକଙ୍କ ମୃତ୍ୟୁ ଘଟଣା: ମାମଲା ରଫାଦଫା ପାଇଁ ପକାଉଛି ଚାପ

କଳିଙ୍ଗନଗର, ୬।୮(ଡି.ଏନ.ଏ.)- ନୀଳାଚଳ କାରଖାନାରେ ଠିକାଶ୍ରମିକଭାବେ କାର୍ଯ୍ୟକରୁଥିବା ଜଣେ କର୍ମଚାରୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁକୁ ଦୁଇ ବର୍ଷ ବିତିଥିଲେ ମଧ୍ୟ ପରିବାରକୁ କ୍ଷତିପୁଣ ମିଳିପାରି ନାହଁି। ନୀଳଚଳ କମ୍ପାନୀର ଜଣେ ଅଧିକାରୀ ସମ୍ପୃକ୍ତ ଠିକା ସଂସ୍ଥାକୁ ଅଜାଚିତ ଅନୁକମ୍ପା ପ୍ରଦର୍ଶନ କରୁଥିବାରୁ…

ଯାଜପୁର ରୋଡ-ଧାମରା ରେଳପଥ ନିର୍ମାଣ ଦାବିରେ ଗଣ ସମ୍ମଳନୀ : ଆଗାମୀ ଦିନରେ ଜୋରଦାର କରାଯିବ ଆନ୍ଦୋଳନ

ଯାଜପୁର ରୋଡ,୫ା୮(ନି.ପ୍ର.): ଯାଜପୁର ରୋଡ୍‌ସ୍ଥିତ ଭୀମସେନ ପ୍ୟାଲେସଠାରେ ରବିବାର ଯାଜପୁର ରୋଡ-ଧାମରା ରେଳପଥ ସଂଗ୍ରାମ ସମିତି ପକ୍ଷରୁ ଏକ ଗଣ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ, ଯାଜପୁର ରୋଡ ଧାମରା ରେଳପଥ ସଂଗ୍ରାମ ସମିତି…

ଭ୍ୟାନିଟ୍‌ ବ୍ୟାଗ୍‌ ନେଇ କାର ଡ୍ରାଇଭର ଫେରାର ଘଟଣା : ଯାଜପୁରରୋଡ ଷ୍ଟେଶନ ବାଜାରରୁ ଡ୍ରାଇଭର ଗିରଫ

ଧର୍ମଶାଳା,୫ା୮(ଡି.ଏନ୍‌.ଏ.) : ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ବାରବାଟି ନିକଟରେ ମହିଳା ଯାତ୍ରୀଙ୍କୁ ଅଧାବାଟରେ ଛାଡି ଚମ୍ପଟ ମାରିଥିବା କାର୍‌ ଡ୍ରାଇଭରକୁ ରବିବାର ପୋଲିସ ଗିରଫ କରିଛି। ଏଥିସହ ଲୁଟ୍‌ ହୋଇଥିବା ମହିଳାଙ୍କ ଭ୍ୟାନିଟ୍‌…

ଦମ୍ପତିଙ୍କୁ ମାଡ଼ ମାରି ଲୁଟ୍‌

ଧର୍ମଶାଳା,୫ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ପଣ୍ଡୁଆ ମୌଜାରେ ରାମଚନ୍ଦ୍ର ପ୍ରଧାନଙ୍କ ଘରେ ଶନିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ ସହ ସ୍ତ୍ରୀଙ୍କୁ ମାଡ଼ ମାରି ଗଡ଼ରେଜରେ ଥିବା ଟଙ୍କା ଓ ସୁନା ଅଳଙ୍କାର ନେଇ ପଳାଇଥିବା…

ନାବାଳିକାଙ୍କୁ ଅପହରଣ, ହତ୍ୟା ମାମଲା: ତଦନ୍ତ ଆରମ୍ଭ, ଅଭିଯୁକ୍ତ କୋର୍ଟ ଚାଲଣ

ରସୁଲପୁର, ୪ା୮(ଡିଏନଏ): ରସୁଲପୁର ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ କରଜଙ୍ଗା ଗ୍ରାମର ତ୍ରିଲୋଚନ ଭୋଇଙ୍କ ଘରୁ ଶୁକ୍ରବାର ପୂର୍ବାହ୍ନରେ କୁଆଖିଆ ଥାନା ପୋଲିସ ପକ୍ଷରୁ ଜଣେ ନାବାଳିକା (୧୫)ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ନାବାଳିକାଙ୍କୁ ପରିବାର ଲୋକେ ସାବାଳିକା ବୋଲି ଦର୍ଶାଇବା ସହ…

ଢାବା ମାଲିକ ରବୀନ୍ଦ୍ର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଭଉଣୀଙ୍କୁ ନିର୍ଯାତନା, ପରକୀୟା ପ୍ରୀତି ଯୋଗୁ ହତ୍ୟା

ଯାଜପୁର ଅଫିସ/କୋରେଇ(ନି.ପ୍ର.), ୪ା୮: ଯାଜପୁର ଜିଲା ପାଣିକୋଇଲି ବସଷ୍ଟାଣ୍ଡ ରେଷ୍ଟସେଡ ନିକଟରେ ଥିବା ଢାବା ମାଲିକ ରବୀନ୍ଦ୍ର ସାହୁ (୩୧) ହତ୍ୟା ଘଟଣାର ଶନିବାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ୨ ଜଣଙ୍କୁ ପାଣିକୋଇଲି ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବାବେଳେ…

ଦୁର୍ଦ୍ଦିନରେ କଳିଙ୍ଗନଗର ଶିଳ୍ପାଞ୍ଚଳ: ବିକ୍ରି ଅପେକ୍ଷାରେ ନୀଳାଚଳ, ରୋହିତ

ଯାଜପୁର ଅଫିିସ, ୪ା୮: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଷ୍ଟିଲ ହବ୍‌ ଭାବେ ପରିଣତ କରିବାକୁ ରାଜ୍ୟ ସରକାର ସ୍ବପ୍ନ ଦେଖୁଛନ୍ତି। ଏହାବାଦ ମଧ୍ୟମ ଧରଣର ଶିଳ୍ପ ପ୍ରତିଷ୍ଠା ପାଇଁ ସରକାର ଇତିମଧ୍ୟରେ ୨ଥର ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ ଆୟୋଜନ…

ଦୋକାନ ଖୋଲିବାବେଳେ ଲୁଟିନେଲେ ଗହଣା

ଯାଜପୁର ଟାଉନ,୩।୮(ଡିଏନଏ): ଯାଜପୁରସହର ବିରଜା ହାଟ ନିକଟରେ ଥିବା ଗହଣା ଦୋକାନରୁ ଶୁକ୍ରବାର ଲୁଟ୍‌ ହୋଇଯାଇଛି। ପୂର୍ବାହ୍ନ ୯ଟାରେ ପଣ୍ଡା ଜୁଏଲର୍ସ ମାଲିକ ରମାକାନ୍ତ ପଣ୍ଡା ଦୋକାନ ଖୋଲିବା ପାଇଁ ଯାଉଥିବାବେଳେ ପୂର୍ବରୁ ପ୍ରସ୍ତୁତ ଥିବା ୨ଜଣ ଲୁଟେରା ଏକ କଳା…

ସ୍ତ୍ରୀଙ୍କୁ ବାଡ଼େଇ ହତ୍ୟା ଘଟଣା: ଅଭିଯୁକ୍ତ ସ୍ବାମୀଙ୍କୁ ୧୦ବର୍ଷ ଜେଲ

ଯାଜପୁର ରୋଡ, ୨।୮(ନି.ପ୍ର.): ୨୦୧୫ ମସିହାରେ ଯାଜପୁର ରୋଡ ଥାନା ଅନ୍ତର୍ଗତ ଦାନଗଦି ନୂଆଗାଁ ଗ୍ରାମର କୁନା ସିଂ ସ୍ତ୍ରୀ ରଜନୀ ମୁଣ୍ଡାଙ୍କୁ ବାଡେଇ ହତ୍ୟା କରିଥିଲେ। ଏ ନେଇ ପୋଲିସ କେସ (ନଂ ୩୧୮/୧୫)ରେ ଏକ ହତ୍ୟା ମାମଲା ରୁଜୁକରିବା…

ଏଲିଡି ଲାଇଟ୍‌ ବଣ୍ଟନ, ସଚେତନତା ଶିବିର:‘କମ୍‌ ବିଦ୍ୟୁତ ଖର୍ଚ୍ଚରେ ଅଧିକ ଆଲୋକ ମିଳିପାରିବ’

ଯାଜପୁର ରୋଡ,୨|୮(ନି.ପ୍ର.)- ଯାଜପୁର ରୋଡ ବିଦ୍ୟୁତ୍‌ ବିଭାଗ ତରଫରୁ ଗୁରୁବାର ବ୍ୟାସନଗର ପୌରପରିଷଦ ଅନ୍ତର୍ଗତ ଖଣ୍ଡାହାତ ଗ୍ରାମରେ ବିପିଏଲ କାର୍ଡଧାରୀଙ୍କୁ ଏଲ୍‌ଇଡି ବଲ୍‌ବ ବଣ୍ଟନ କରାଯାଇଛି। ଏହି ଅବସରରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଯାଜପୁର ରୋଡ୍‌ ବିଦ୍ୟୁତ୍‌…

ତହସିଲ ପକ୍ଷରୁ ଚଢାଉ: ଜେସିବି, ଟିପ୍ପର୍‌ ଜବତ

ଧର୍ମଶାଳା,୨|୮(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଅଞ୍ଜିରା ପାହାଡରେ ଗୁରୁବାର ଚଢାଉ କରି ବେଆଇ ଭାବେ ଖନନ କରୁଥିବା ଏକ ଜେସିବି ସହ ମାଣ୍ଡିଆ ଛକରୁ ଏକ ଟିପ୍ପର ଜବତ କରିଛି। ଧର୍ମଶାଳା ତହସିଲଦାର ସରୋଜ କୁମାର ପଣ୍ଡା ଓ ସହକର୍ମୀ ଚଢାଉରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?