ଯାଜପୁର

ରଜ ମହୋତ୍ସବ ଉଦ୍‌ଯାପିତ

ବରୀ/ରତ୍ନଗିରି,୧୬।୬(ସ୍ବ.ପ୍ର./ଡି.ଏନ୍‌.ଏ.)- ଆଧୁନିକ ଚାକଚକ୍ୟରେ ଐତିହ୍ୟ, ସଂସ୍କୃତି, ପରମ୍ପରା, ସାହିତ୍ୟକଳା, ଲୋକଗୀତ ଓ ଭାଇଚାରା ହଜିଯାଉଛି। ଏସବୁ ଫେରିଲେ ବରୀ ହସିବା ସହ ରାଜ୍ୟ ହସିଉଠିବ ବୋଲି ଗଣପର୍ବ ରଜର ଶେଷ ଦିନରେ ବରୀ ବିଧାୟିକା ସୁନନ୍ଦା ଦାସ ସ୍ବାଇଁଖଣ୍ଡ ପଞ୍ଚାୟତ ଖରି…

ପିଏମ୍‌ଇଜିପି ଅଗ୍ରଗତି ନୈରାଶ୍ୟଜନକ: ଜିଲାସ୍ତରୀୟ କମିଟିର ନିଷ୍ପତ୍ତି ମାନୁନାହାନ୍ତି ବ୍ୟାଙ୍କ, ନିଯୁକ୍ତି ସୁଯୋଗ ସୃଷ୍ଟି ସଙ୍କୁଚିତ

ଯାଜପୁର ଅଫିସ,୧୬ା୬- ପ୍ରଧାନମନ୍ତ୍ରୀ କର୍ମନିଯୁକ୍ତି ସୃଷ୍ଟି କାର୍ଯ୍ୟକ୍ରମ(ପିଏମ୍‌ଇଜିପି) ଏକ ଗୁରୁତ୍ୱପୂର୍ଣ୍ଣ ଜାତୀୟ ଯୋଜନା। ସ୍ଥାନୀୟ ସମ୍ବଳକୁ ବ୍ୟବହାର କରି ଆମତ୍ନିଯୁକ୍ତି ଓ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏହି ଯୋଜନାର ମୂଳ ଲକ୍ଷ୍ୟ। ବ୍ୟାଙ୍କଗୁଡ଼ିକ ପିଏମ୍‌ଇଜିପି ହିତାଧିକାରୀଙ୍କୁ ଅର୍ଥ ଯୋଗାଣରେ ସହାୟତା…

ସରପଞ୍ଚଙ୍କ ବଦାନ୍ୟତାସୁନା, ଟଙ୍କା ଥିବା ବ୍ୟାଗ୍‌ ପାଇ ଫେରାଇଲେ

ଧର୍ମଶାଳା,୧୨ା୬(ଡି.ଏନ୍‌.ଏ.)- ରାସ୍ତାରେ ପଡିଯାଇଥିବା ସୁନା ଓ ଟଙ୍କା ଥିବା ବ୍ୟାଗ୍‌ ପାଇ ମଙ୍ଗଳବାର ଧର୍ମଶାଳା ବ୍ଲ୍ଳକ ପାଟପୁର ପଞ୍ଚାୟତ ସରପଞ୍ଚ ଫେରାଇ ନିଜର ବୈଦାନ୍ୟତା ଦେଖାଇଛନ୍ତି। ତାଙ୍କର ଏହି ବୈଦାନ୍ୟତା ଧର୍ମଶାଳା ଅଞ୍ଚଳରେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି। ପ୍ରକାଶ…

ନଦୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା

ଚଣ୍ଡିଖୋଲ,୧୦ା୬(ଡି.ଏନ୍‌.ଏ.) : ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ବାଇଶମୌଜା ସେତୁ ନିକଟରେ ବଡ଼ଗେଙ୍ଗୁଟି ନଦୀରେ ଗାଧୋଇବାବେଳେ ବୁଡ଼ିଯାଇ ଜଣେ ଛାତ୍ରଙ୍କ ଜୀବନ ଯାଇଛି। ମୃତ ଛାତ୍ର ଜଣକ ହେଲେ ବଡ଼ଚଣା ଥାନା ଅନ୍ତର୍ଗତ ଅରଖପୁର ପଞ୍ଚାୟତ ବାରବାଟୀ ଗ୍ରାମର ଯତୀନ୍ଦ୍ର…

ଖାଇବାକୁ ମାଗିବାରୁ ଗରମ ପେଯ ଫୋପାଡ଼ିଲେ ସ୍ତ୍ରୀ

ଯାଜପୁର ଟାଉନ,୧୦ା୬ (ଡିଏନଏ): ସ୍ବାମୀଙ୍କ ଉପରକୁ ସ୍ତ୍ରୀ ଗରମ ପେଯ ଫୋପାଡ଼ିବାରୁ ସ୍ବାମୀ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ଯାଜପୁର ଥାନା ଖଣ୍ଡରା ପଞ୍ଚାୟତ ଇନ୍ଦାସ ଗ୍ରାମରେ। ଖାଇବାକୁ ମାଗିବା ନେଇ…

ଅଗ୍ନିକାଣ୍ଡରେ ୭ ବଖରା ଭସ୍ମୀଭୂତ:୬ ଗୋରୁ ଆହତ

ବରୀ/ରତ୍ନଗିରି,୯ା୬(ସ୍ବ.ପ୍ର./ଡି.ଏନ.ଏ.): ବରୀ ବ୍ଲକ ଅଧୀନ ମନ୍ଦାରୀ ପଞ୍ଚାୟତର ମେଦୁଆକୁଳ ରାଜସ୍ବ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ୩ ପରିବାରର ୭ ବଖରା ସମ୍ପୂର୍ଣ୍ଣ ଜଳିଯିବା ସହ ୬ ଗୋରୁ ଆହତ ହୋଇଛନ୍ତି। ଉଦ୍ଦବ ଚରଣ ବେହେରା,…

ସହରକୁ ସ୍ବଚ୍ଛ କରିବା ସହରବାସୀଙ୍କ ଦାୟିତ୍ୱ : ଜିଲାପାଳ

ଯାଜପୁରରୋଡ଼,୭।୬(ନି.ପ୍ର.): ଯାଜପୁର ଜିଲା ବ୍ୟାସନଗର ପାୈରପରିଷଦକୁ ପ୍ରଦୂଷଣ ମୁକ୍ତ ତଥା ସ୍ବଚ୍ଛ ରଖିବା ପାଇଁ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ପ୍ରଶିକ୍ଷଣ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହାକୁ ଜିଲାପାଳ ରଞ୍ଜନ କୁମାର ଦାସ ଉଦ୍‌ଘାଟନ କରି କହିଛନ୍ତି ଯେ, ବ୍ୟାସନଗର…

ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ : ୬ମାସ ପରେ ଗଠନ ହେଲା ନାକ୍‌ କମିଟି

ଯାଜପୁରରୋଡ,୭ା୬(ନି.ପ୍ର)- ଯାଜପୁର ରୋଡସ୍ଥିତ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ରାଜ୍ୟର ଏକ ପ୍ରମୁଖ ମହାବିଦ୍ୟାଳୟ ଭାବେ ନିଜର ସ୍ବତନ୍ତ୍ର ପରିଚୟ ହାସଲ କରିଛି। ମାତ୍ର ଏବେ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷଙ୍କ ଅବହେଳା ଯୋଗୁ ଏହି ମହାବିଦ୍ୟାଳୟ ସ୍ବୟଂଶାସିତ ମାନ୍ୟତା ହରାଇବା ଆଶଙ୍କା ଦେଖାଦେଇଛି।…

ଯୁବକଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

ଛତିଆ,୬ା୬(ଡି.ଏନ୍‌.ଏ.): ବଡ଼ଚଣା ବ୍ଲକ ଛତିଆ ପଞ୍ଚାୟତ ଏକଡ଼ାଳିଆ ଗ୍ରାମର ଭାଗ୍ୟଧର ପ୍ରଧାନ(୨୪) ବୁଧବାର ରାତିରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଗୁରୁବାର ସକାଳୁ ପରିବାର ଲୋକେ ଜାଣିବା ପରେ ଛତିଆ ବିଟ୍‌ ହାଉସକୁ ଖବର ଦେଇଥିଲେ। ଛତିଆ ବିଟ୍‌ ହାଉସ ଅଧିକାରୀ…

ବିଶ୍ୱ ପରିବେଶ ଦିବସରେ ଚାରାରୋପଣ

ଧର୍ମଶାଳା,୬ା୬(ଡି.ଏନ୍‌.ଏ.): ବିଶ୍ୱ ପରିବେଶ ଦିବସ ଉପଲକ୍ଷେ କାନପୁରସ୍ଥିତ ପରିବେଶବିତ୍‌ କାର୍ଯ୍ୟାଳୟ ପରିସରରେ ପରିବେଶବିତ୍‌ ଶ୍ରୀନିବାସ ଜେନା ତାଙ୍କ ଜନ୍ମଦିନ ଉପଲକ୍ଷେ ସହସ୍ରାଧିକ ଚାରାଚୋପଣ କରିଥିଲେ। ଏଥି ଉପଲକ୍ଷେ ଆୟୋଜିତ ପଥପ୍ରାନ୍ତ ସଭାରେ ଜେନା ଅଧ୍ୟକ୍ଷତା କରି ସବୁଜ ସୁନ୍ଦର ସନ୍ତୁଳିତ ଓ…

ବାଟବଣା ଜନସେବା ଅଧିକାର ଆଇନ: ୩ମାସ ହେଲା ବିଏସ୍‌ଏନ୍‌ଏଲ୍‌ ସେବା ଠପ୍‌

ରସୁଲପୁର,୫।୬(ଡି.ଏନ୍‌.ଏ.)- ଯାଜପୁର ଜିଲା ରସୁଲପୁର ତହସିଲରେ ବାଟବଣା ହୋଇଛି ଜନସେବା ଅଧିକାର ଆଇନ। ଏଠାରେ ୩ମାସ ହେଲା ବିଏସ୍‌ଏନ୍‌ଏଲ୍‌ ସେବା ଠପ୍‌ ହୋଇଯାଇଛି। ଏଭଳି ଅବ୍ୟବସ୍ଥା ପାଇଁ ତହସିଲ ପକ୍ଷରୁ ଜିଲାପାଳ, ବିଏସଏନଏଲ ଅଧରକାରୀଙ୍କୁ ବାରମ୍ବାର ଅବଗତ କରାଯାଇଛି ା ହଲେ…

ବ୍ୟାସନଗର ପୌରପରିଷଦ: ବର୍ଷା ଆସୁଛି, ହେଲାନି ଡ୍ରେନ୍‌ ସଫେଇ

ଯାଜପୁର ଅଫିସ,୫ା୬- ରାଜ୍ୟକୁ ମୌସୁମୀ ବର୍ଷା ଆଗମନର ସମୟ ପ୍ରାୟ ଉପନୀତ ହୋଇଛି। କିଛି କିଛି ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ମଧ୍ୟ ହେଲାଣି। ହେଲେ ଯାଜପୁର ଜିଲାର ଅନ୍ୟତମ ସହର ତଥା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?