ଯାଜପୁର

ଲଢ଼େଇ ଲକ୍ଷ୍ୟରେ ପୁରୁଖା ନେତାଙ୍କ ମେଳି: ୨୩ ଫେବୃଆରୀରେ ସମାବେଶ ପାଇଁ ସଜବାଜ

ରସୁଲପୁର,୩୧ା୧(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବାରବାଟୀ ପଞ୍ଚାୟତର ୧୬ନମ୍ବର ଜାତୀୟ ରାଜପଥ ପାର୍ଶ୍ୱସ୍ଥ ମା’ ତାରିଣୀ ମନ୍ଦିର ପରିସରରେ ବନ୍ଧୁମିଳନ ଆଳରେ ଧର୍ମଶାଳା ନିର୍ବାଚନମଣ୍ଡଳୀ ବିଜେଡିର ପୁରୁଖା ନେତାମାନଙ୍କ ଏକ ମେଳି ନିକଟରେ ଦେଖିବାକୁ ମିଳିଥିଲା। ୨୩…

କ୍ଲାସ୍‌ରୁମ୍‌ରେ ଛାତ୍ରୀଙ୍କ ବଳାତ୍କାର ଉଦ୍ୟମ ମାମଲା: ଅଧ୍ୟକ୍ଷ, ଅଧ୍ୟାପକ ନିଲମ୍ବିତ

ଯାଜପୁର,୨୩।୧(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲା ବରୀ ଥାନା ଅଧୀନ ଅଭିମନ୍ୟୁ ସାମନ୍ତସିଂହାର ଡିଗ୍ରୀ କଲେଜର ଜଣେ ଛାତ୍ରୀଙ୍କୁ କ୍ଲାସ୍‌ରୁମ୍‌ରେ ବଳାତ୍କାର ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଥିଲା ା ଏହି ଘଟଣାକୁ ନେଇ ଛାତ୍ର ଅଶାନ୍ତି ସୃଷ୍ଟି ହୋଇଥିଲା ା ପରିସ୍ଥିତି…

ହାଇଓ୍ବା ଚକା ତଳେ ଚାପି ହୋଇ ଜଣେ ମୃତ, ୨ ଗୁରୁତର

ପାଣିକୋଇଲି/କୋରେଇ,୨୩।୧(ବିକାଶ ମଲ୍ଲିକ/ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ପାଣିକୋଇଲି ଥାନା ଅନ୍ତର୍ଗତ ଷଠିପୁର-ଯାଜପୁର ରାସ୍ତାର ପଥପ୍ରାନ୍ତ ସୁବିଧା କେନ୍ଦ୍ର ନିକଟରେ ଗୁରୁବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ହାଇଓ୍ବା ଚକା ତଳେ ୩ ବାଇକ୍‌ ଆରୋହୀ ପଶିଯିବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁହୋଇଛି। ଅନ୍ୟ…

ଜୟ ମହାକାଳ ଫାଉଣ୍ଡେସନ ତରଫରୁ ପୋଷାକ ଓ ଶୀତବସ୍ତ୍ର ବଣ୍ଟନ

ଯାଜପୁର,୨୦।୧: ନୂଆବର୍ଷର ଆରମ୍ଭରେ ବିଭିନ୍ନ ଆଡ଼େ ଜମୁଛି ଭୋଜିଭାତ ମଜାମସ୍ତିର ଆସର। କିନ୍ତୁ ଏହାରି ମଧ୍ୟରେ ଜୟ ମହାକାଳ ଫାଉଣ୍ଡେସନ ତରଫରୁ ଏକ ନିଆରା କାର୍ଯ୍ୟକ୍ରମ କରାଯାଇଛି । ଜୟ ମହାକାଳ ଫାଉଣ୍ଡେସନ ଓଡ଼ିଶା ତରଫରୁ ଅସହାୟ ଲୋକଙ୍କୁ ପୋଷାକ ଓ…

ଦୋଳିରୁ ଖସି ଛାତ୍ରଙ୍କ ଜୀବନ ଗଲା

କଳିଙ୍ଗନଗର,୧୮ା୧(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଟମକା ଥାନା ନୟା ବଗପାଟିଆ ପ୍ରାଇମେରୀ ସ୍କୁଲରେ ଶନିବାର ଏକ ଅଘଟଣ ଘଟିଛି। ଦୋଳି ଖେଳୁଥିବା ବେଳେ ଦୋଳିରୁ ପଡ଼ି ୪ର୍ଥ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟିଛି। ସମ୍ପର୍କୀୟଙ୍କ ଦ୍ୱାରା ସ୍କୁଲ ଶିକ୍ଷକ ଅଟକ…

କଲେଜ କ୍ଲାସ୍‌ରୁମ୍‌ରେ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ

ଯାଜପୁର/ବରୀ (ହର୍ଷବର୍ଦ୍ଧନ ବେହେରା/ ମହେନ୍ଦ୍ର ସ୍ବାଇଁ), ୧୬ା୧: ଯାଜପୁର ଜିଲା ବରୀ ଥାନା ଅନ୍ତର୍ଗତ ଏକ ପ୍ରତିଷ୍ଠିତ କଲେଜର ଯୁକ୍ତ ୩ ଶେଷ ବର୍ଷର ଜଣେ ଛାତ୍ରୀଙ୍କୁ ଅଧ୍ୟାପକ ଯୌନ ନିର୍ଯାତନା ଦେବା ସହ କ୍ଳାସ୍‌ରୁମ୍‌ରେ ବଳାତ୍କାର ଉଦ୍ୟମ କରିଥିବା ଥାନାରେ…

ମହିଳା କାର୍ଡ ଖେଳିପାରେ ଭାଜପା

ଯାଜପୁର,୧୩ା୧(ହର୍ଷବର୍ଦ୍ଧନ ବେହେରା): ରାଜ୍ୟରେ ଗତ ସାଧାରଣ ନିର୍ବାଚନରେ ଭାଜପା ବିଜୟୀ ହେବା ପଛରେ ଦଳର ସାଙ୍ଗଠନିକ ବଳ ଅପେକ୍ଷା ବିଜେଡି ନେତାଙ୍କ ଅହଙ୍କାର ଓ ବିଭିନ୍ନ ଯୋଜନାରେ ବ୍ୟାପକ ଅନିୟମିତତା ବଡ଼ କାରଣ ବୋଲି ଚର୍ଚ୍ଚା ହେଉଛି। ତେଣୁ ଉଭୟ ଦଳ…

କୃଷି ବିଭାଗକୁ ଫେରିଲା ସୁକିନ୍ଦା ବିହନ ଫାର୍ମ

ଯାଜପୁର,୧୩ା୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ସୁକିନ୍ଦା ବିହନ ଫାର୍ମ ହସ୍ତାନ୍ତର ଚୁକ୍ତିକୁ ରାଜ୍ୟ କୃଷି ବିଭାଗ ବାତିଲ କରିଛି। ଏହାପରେ ଏହି ଫାର୍ମ କୃଷି ବିଭାଗ ଅଧୀନକୁ ପୂର୍ବପରି ଫେରି ଆସିଥିବା ଜଣାପଡିଛି। ସୁକିନ୍ଦା ବିହନ ଫାର୍ମ ଶ୍ରମିକ ସଂଘ ପକ୍ଷରୁ…

ସମୂହ ପ୍ରାର୍ଥନା କଲେ୧୭ ଦେଶର ସନ୍ନ୍ୟାସୀ

ଚଣ୍ଡିଖୋଲ,୧୩ା୧(ପ୍ରଦୀପ୍ତ କୁମାର ପୃଷ୍ଟି): ହୀରକ ତ୍ରିଭୁଜ ଅନ୍ତର୍ଗତ ଯାଜପୁର ଜିଲାର ବିଶ୍ୱପ୍ରସିଦ୍ଧ ବୌଦ୍ଧ ପୀଠ ଉଦୟଗିରିରେ ରବିବାରଠାରୁ ଆରମ୍ଭ ହୋଇଛି ୫ ଦିନିଆ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ। ଓଡ଼ିଶାରେ ଜନ୍ମିତ ତଥା ଦ୍ୱିତୀୟ ବୁଦ୍ଧ ଭାବେ ପରିଚିତ ଗୁରୁ ପଦ୍ମ ସମ୍ଭବଙ୍କ…

ରତ୍ନଗିରିରେ ସିକିମର ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ସୋନମ ଲାମା: ବୁଲିଦେଖିଲେ ଐତିହାସିକ କୀର୍ତ୍ତିରାଜି

ବରୀ,୧୨।୧(ମହେନ୍ଦ୍ର ସ୍ବାଇଁ): ଯାଯପୁର ଜିଲା ବୌଦ୍ଧ ପୀଠ ରତ୍ନଗିରି, ଐତିହାସିକ କୀର୍ତ୍ତିରାଜି ପାଇଁ ଏହି ପୀଠ ଭାରତ ବର୍ଷରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି, ପ୍ରବାସୀ ଭାରତୀୟଙ୍କ ଏହି ପୀଠକୁ ଆଗମନ ପରେ ସିକିମର ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ସୋନମ…

ଭାଜପାର ମିଶ୍ରଣ ପର୍ବ:ଶତାଧିକ ବିଜେଡି ନେତା, କର୍ମୀ ଭାଜପାରେ ସାମିଲ

ବରୀ, ୮ା୧(ମହେନ୍ଦ୍ର ସ୍ବାଇଁ):ଯାଜପୁର ଜିଲା ବରୀ ବିଧାନସଭା ନିର୍ବାଚନମଣ୍ଡଳୀର ଏରବାଙ୍କ ପଞ୍ଚାୟତ ରଘୁନାଥପୁର ପଡ଼ିଆରେ ମଙ୍ଗଳବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନମଣ୍ଡଳୀର ଭାଜପା ନେତା ଉମେଶ ଜେନାଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଯାଜପୁର ଜିଲା ଭାଜପା କାର୍ଯ୍ୟକାରୀ…

ବଲେବଲେ ଢାବାକୁ ନେଇ ପୁଣି ରାଜନୀତି:ବିଜେଡି-ଭାଜପା ମୁହାଁମୁହିଁ

କାଏମା,୭ା୧(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ବିଧାନସଭା ନିର୍ବାଚନମଣ୍ଡଳୀର ଧର୍ମଶାଳା ଭବନ ପରିସରରେ ଥିବା ବହୁ ଚର୍ଚ୍ଚିତ ବଲେବଲେ ଢାବାକୁ ନେଇ ପୁଣି ରାଜନୈତିକ ଝଡ଼ ସୃଷ୍ଟି ହୋଇଛି। ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧର୍ମଶାଳା ଗସ୍ତରେ ଆସିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?