ମାଟି ତଳେ ଥିଲା ଶ୍ରମିକଙ୍କ ହାତଗୋଡ଼ ବନ୍ଧା ମୃତଦେହ
ଯାଜପୁର/କଳିଙ୍ଗନଗର(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ),୩।୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା ଷ୍ଟିଲ୍ ଦ୍ୱାରା ପରିଚାଳିତ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍(ଏନ୍ଆଇଏନ୍ଏଲ୍)ର ବ୍ୟାଚିଂ ପ୍ଲାଣ୍ଟ ନିକଟରେ ମାଟି ତଳୁ ନିଖୋଜ ଶ୍ରମିକ ସିଲୁ ପ୍ରଧାନ(୨୨)ଙ୍କ ମୃତଦେହକୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଶନିବାର ସକାଳେ…
ଏନ୍ଆଇଏନ୍ଏଲ୍ କାରଖାନାରେ ଶ୍ରମିକ ନିଖୋଜ ମାମଲା: ମାଟି ତଳୁ ମିଳିଲା ମୃତଦେହ
ଯାଜପୁର/କଳିଙ୍ଗନଗର(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ),୨ା୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା ଷ୍ଟିଲ୍ ଦ୍ୱାରା ପରିଚାଳିତ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍(ଏନ୍ଆଇଏନ୍ଏଲ୍)ର ବ୍ୟାଚିଂ ପ୍ଲାଣ୍ଟ ନିକଟ ମାଟି ତଳୁ ନିଖୋଜ ଶ୍ରମିକ ସିଲୁ ପ୍ରଧାନ(୨୨)ଙ୍କ ମୃତଦେହକୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଶନିବାର କଢ଼ାଯାଇଛି।…
ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଦେବା ପଡ଼ିଲା ମହଙ୍ଗା
ଭୁବନେଶ୍ୱର,୨ା୧୧: ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ପୁଷ୍ଟିକର ସ୍ବାଦିଷ୍ଟ ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ପିଏମ୍-ପୋଷଣ ଅଭିଯାନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ମାତ୍ର ବିଭିନ୍ନ ସମୟରେ ଏଥିରେ ଅନିୟମିତା ହେଉଥିବା ଅଭିଯୋଗ ହେଉଛି। ଯାଜପୁର…
ମଧ୍ୟାହ୍ନ ଭୋଜନରେ ନାହିଁ ଡାଲି କି ଅଣ୍ଡା ମାଗିବାରୁ ଶିକ୍ଷୟିତ୍ରୀ କହୁଛନ୍ତି ଲଙ୍କା, ଲୁଣ ଲଗେଇ ଖା
କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦି ବ୍ଲକ ଟୋଲକାନି ଝାଡଶ୍ୱର ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଖାଇବାକୁ ଦିଆଯାଉଛି। ଶୁକ୍ରବାର ମଧ୍ୟାହ୍ନ ଭୋଜନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନଙ୍କୁ କେବଳ ଭାତ ଖାଇବାକୁ ଦିଆଯାଇଥିଲା। ପିଲାମାନେ ତରକାରି ମାଗିବାରୁ…
କମ୍ପାନୀକୁ କାମ କରିବାକୁ ଆସି ପୁଅ ନିଖୋଜ: ବଢୁଛି ସନ୍ଦେହ…
କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ନୀଳାଚଳ ଇସ୍ପାତ ନିଗମ ଲିମିଟେଡର ଭେଣ୍ଡର ପାର୍ଟନର ସତ୍ୟମ୍ ଏଣ୍ଟରପ୍ରାଇଜେସ ଅଧୀନରେ ହେଲପର ଭାବେ କାର୍ଯ୍ୟ କରୁଥିବା ସିଲୁ ପ୍ରଧାନ ଗତ ୩୦ ତାରିଖରୁ ନିଖୋଜ ଥିବା ନେଇ ନେଇ ଶୁକ୍ରବାର ପରିବାର ଲେକେ ଅଭିଯୋଗ…
ମାଟି ଅତଡ଼ାରେ ଚାପି ହୋଇ ଝିଅ ମୃତ, ବାପା ଗୁରୁତର
କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ନଡ଼ିଆଭଙ୍ଗା ବାଉଁଶନଳୀ ଗାଁରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମାଟି ଅତଡ଼ାରେ ଚାପି ହୋଇ ୮ବର୍ଷର ଝିଅ ଗୀତା ମୁଣ୍ଡାଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ଈଶ୍ୱର ମୁଣ୍ଡା ଗୁରୁତର ହୋଇଛନ୍ତି। ଗୁରୁତର…
ଭାଜପାରେ ଯୋଗଦେବେ ସୁନନ୍ଦା ଦାସ! ରାଜନୀତି ହଲଚଲ
ଭୁବନେଶ୍ୱର,୩୧।୧୦: ପଦ୍ମ ଧରିବେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ନଭେମ୍ବର ୩ ତାରିଖରେ ସେ ଭାଜପାରେ ମିଶିପାରନ୍ତି ବୋଲି ସୂଚନା ମିଳିଛି। ଶୁକ୍ରବାର ସୁନନ୍ଦା ଦାସ ବିଜେଡିରୁ ଇସ୍ତଫା ଦେଇଥିଲେ । ଦଳୀୟ କାର୍ୟ୍ୟକ୍ରମରେ କୋଣଠେସା କରାଯିବା ସହ…
କୁଟ୍ଟେ, ଆଶିଷ ସିଂ ଟିକେଟ କଥା ବୁଝୁଥିଲେ: ସୁନନ୍ଦା
ଯାଜପୁର,୩୧ା୧୦(ହର୍ଷବର୍ଦ୍ଧନ ବେହେରା): ଗତ ନିର୍ବାଚନରେ ବିଜୁ ଜନତା ଦଳର ଟିକେଟ କଥା ବରିଷ୍ଠ ଅଫିସର ଡି.ଏସ. କୁଟ୍ଟେ ଓ ଆଶିଷ ସିଂହ ବୁଝୁଥିଲେ। ଏହା କହିଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ମଙ୍ଗଳବାର ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ…
‘୫ ମାସ ହେଲା ଦଳରେ ଅଣଦେଖା ହେଉଥିଲି’, ବିଜେଡି ଛାଡିଲେ ଶ୍ରେଷ୍ଠ ବିଧାୟିକା ସୁନନ୍ଦା ଦାସ
ବରୀ,୨୯।୧୦: ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି। ୫ ମାସ ହେଲା ଦଳରେ ଅଣଦେଖା…
ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର ବ୍ୟକ୍ତି: ମାଡ଼ି ବସିଲା ପୋଲିସ
ଯାଜପୁର,୨୭।୧୦: ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ କରିଛି। ପଟାମୁଣ୍ଡାଇ ଥାନା ଦାଣ୍ଡି ସାହି ଅଞ୍ଚଳରେ ଜଣେ ଔଷଧ ବ୍ୟବସୀୟଙ୍କ ଘରେ ଥିବା…
ଯାଜପୁରରେ ଶୁଟିଂ ହେଲା ପୁଷ୍ପା-୨
ଯାଜପୁର,୨୨ା୧୦: ବହୁ ପ୍ରତିକ୍ଷିତ ତେଲୁଗୁ ଫିଲ୍ମ ପୁଷ୍ପା-୨ ଏକ ଦୃଶ୍ୟର ସୁଟିଂ ଓଡ଼ିଶାର ଯାଜପୁର ଜିଲାରେ ହୋଇଛି। ସୋମବାର ଜିଲାର କାଳିଆପାଣି ଥାନା ଓଏମ୍ସି କଲରଙ୍ଗି ଟ୍ରକ୍ ପାକିଂ ୟାର୍ଡରେ ନିକଟରେ ମୈତ୍ରୀ ମୁଭି ମେକର୍ସ ପକ୍ଷରୁ ବହୁଚର୍ଚ୍ଚିତ ପୁଷ୍ପା-୨ ଫିଲ୍ମ…
ଭାଜପାରେ ସରପଞ୍ଚଙ୍କୁ ମିଶିବାକୁ ବିରୋଧ
କାଏମା,୨୦ା୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀ ବେଶ୍ କିଛିଦିନ ହେବ ଚର୍ଚ୍ଚାରେ ରହିଆସିଛି। ଗତ ସାଧାରଣ ନିର୍ବାଚନରେ ଏଠାରେ ବିଜେଡିର ପରାଜୟ ହୋଇଛି। ସ୍ବାଧୀନ ପ୍ରାର୍ଥୀଭାବେ ହିମାଂଶୁ ଶେଖର ସାହୁ ନିର୍ବାଚନରେ ବିଜୟ ହୋଇ ଭାଜପାକୁ ସମର୍ଥନ କରୁଛନ୍ତି।…
Archives


