ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୨୫।୧୧: ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି…
ବିଧାୟକଙ୍କୁ ଆକ୍ରମଣ ଘଟଣା କାହିଁକି କ୍ରାଇମବ୍ରାଞ୍ଚଙ୍କୁ ଦିଆଗଲା ତଦନ୍ତ ଦାୟିତ୍ୱ: ଡିଜିପି କହିଲେ….
ଭୁବନେଶ୍ୱର,୨୫।୧୧ ଯାଜପୁର ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାରେ ଡିଜିପିଙ୍କ ପ୍ରତିକ୍ରିୟା ରଖିଛନ୍ତି। କାହିଁକି କ୍ରାଇମବ୍ରାଞ୍ଚଙ୍କୁ ତଦନ୍ତ ଦାୟିତ୍ୱ ଦିଆଗଲା ସେ ନେଇ ସେ କହିଛନ୍ତି, ସଠିକ ତଦନ୍ତ ପାଇଁ ୩ଟି ମାମଲା କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ…
ସକାଳୁ ସକାଳୁ ଯାଜପୁର ଟାଉନ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍: ଚାଲିଛି ତନାଘନା
ଭୁବନେଶ୍ୱର,୨୫ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତେବେ ସୋମବାର ସକାଳୁ ସକାଳୁ କ୍ରାଇମବ୍ରାଞ୍ଚ ଟିମ୍ ଯାଜପୁର ଟାଉନ ଥାନାରେ ପହଞ୍ଚି ତଦନ୍ତ ଅଆରମ୍ଭ କରିଛନ୍ତି। କ୍ରାଇମ୍ବ୍ରାଞ୍ଚର…
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର,୨୪ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତ ପାଇଁ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠିତ କରାଯାଇଛି। କ୍ରାଇମବ୍ରାଞ୍ଚ ୩ଟି ଏତଲା ଉପରେ ତଦନ୍ତ କରିବ।…
ତୀବ୍ର ହେଉଛି ଯାଜପୁର ରାଜନୀତି: ପ୍ରେସ୍ମିଟ୍ କରି ଖୁବ୍ ବର୍ଷିଲେ ପ୍ରମିଳା, କହିଲେ ଭାଜପା ସରକାର ଆସିବା ପରଠାରୁ…
ଭୁବନେଶ୍ୱର,୨୪ା୧୧: ଯାଜପୁରରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଭାଜପା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ଚହଳ ପଡ଼ିଛି। ଉଭୟ ଭାଜପା ଏବଂ ବିଜେଡି କେହି କାହାକୁ ଛାଡୁ ନାହାନ୍ତି। ଆକ୍ଷେପ ପ୍ରତି ଆକ୍ଷେପରେ ଚାଲିଛି ଯାଜପୁର…
ଧର୍ମଶାଳା ବିଧାୟକଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବର୍ଷିଲେ ପ୍ରମିଳା, କହିଲେ ରାତିରେ କାହିଁକି…
ଭୁବନେଶ୍ୱର,୨୩ା୧୧: ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଶନିବାର ପ୍ରବଳ ବର୍ଷିଛନ୍ତି। ପ୍ରମିଳା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ରାତିରେ କଳାକାର୍ରେ ବିଧାୟକ କେଉଁ କାମରେ ଯାଉଥିଲେ। ଗୋଟିଏ ଜାଗାରେ ଯଦି…
ବବି ଦାସଙ୍କ ଭାଇଙ୍କୁ ବାନ୍ଧିଲା ପୋଲିସ
ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ତାଙ୍କୁ ଗିରଫ କରାଯାଇ ଏସ୍ଡିଜିଏମ୍ଙ୍କ ବାସଭବନକୁ ଅଣାଯାଇଛି। ତାଙ୍କୁ ଗିରଫ କରାଯାଇ ଏସ୍ଡିଜିଏମ୍ଙ୍କ ବାସଭବନକୁ ଅଣାଯାଇଛି। ଗତ ବିଳମ୍ବିତ…
ଅଧରାତିରେ ବବି ଦାସଙ୍କ ଭାଇଙ୍କୁ ଅଟକ ରଖିଲା ପୋଲିସ
ଯାଜପୁର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣକୁ ନେଇ ରାଜନୀତି ଜୋର ଧରିଛି। ଏହି ଘଟଣାରେ ଶୁକ୍ରବାର ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ ଦ୍ୱାରା ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଅଟକ ରଖାଯାଇଛି।…
ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ…
ଯାଜପୁର,୨୨ା୧୧: ବିଜେଡି ନେତା ତଥା ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦିଆଯାଇଛି। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ ଏତଲା ଦେଇଛନ୍ତି ବ୍ୟବସାୟୀ ଜଣକ। ଭବଙ୍କ ସହଯୋଗୀ ଧମକ…
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା
ଯାଜପୁର,୨୨ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଆଇନ ମନ୍ତ୍ରୀ। ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ବିରୋଧରେ ଭୟଙ୍କର ଆକ୍ସନ ନିଆଯିବ କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। କିଛି ଲୋକଙ୍କର ଏପର୍ଯ୍ୟନ୍ତ ଦୋଷ ଛାଡ଼ିନି, ଆଜି…
ବନ୍ଦ ହେଲା ପାର୍ସଲ, ଲଗେଜ୍ ଟ୍ରାଫିକ୍
ଯାଜପୁର,୨୨ା୧୧(ହର୍ଷବର୍ଦ୍ଧନ ବେହେରା): ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝର ରୋଡ଼ ରେଳ ଷ୍ଟେଶନକୁ ଅଣଦେଖା କରୁଥିବା ଅଭିଯୋଗର ସତ୍ୟତା ଏବେ ବାରି ହୋଇ ପଡୁଛି। ଦୀର୍ଘବର୍ଷ ହେଲା କାର୍ଯ୍ୟକ୍ଷମ ଥିବା ପାର୍ସଲ ଏବଂ ଲଗେଜ୍ ଟ୍ରାଫିକକୁ ରେଳବିଭାଗ ପକ୍ଷରୁ ଆସିଷ୍ଟାଣ୍ଟ କମର୍ସିଆଲ ମ୍ୟାନେଜର…
ବିଜେଡି ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ: ହିମାଂଶୁ
ଯାଜପୁର/କାଏମା, ୨୨ା୧୧ (ହର୍ଷବର୍ଦ୍ଧନ ବେହେରା/ଶିବପ୍ରସାଦ ମହାନ୍ତି): ବିଜେଡିର ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ ବୋଲି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ(ଲିକୁ) କହିବା ସହ ତାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାକୁ ସେ ନିନ୍ଦା କରିଛନ୍ତି। ହିମାଂଶୁ ଏକ ଖବରଦାତା…
Archives


