ଯାଜପୁର

କମ୍ପାନୀକୁ କାମ କରିବାକୁ ଆସି ପୁଅ ନିଖୋଜ: ବଢୁଛି ସନ୍ଦେହ…

କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ନୀଳାଚଳ ଇସ୍ପାତ ନିଗମ ଲିମିଟେଡର ଭେଣ୍ଡର ପାର୍ଟନର ସତ୍ୟମ୍‌ ଏଣ୍ଟରପ୍ରାଇଜେସ ଅଧୀନରେ ହେଲପର ଭାବେ କାର୍ଯ୍ୟ କରୁଥିବା ସିଲୁ ପ୍ରଧାନ ଗତ ୩୦ ତାରିଖରୁ ନିଖୋଜ ଥିବା ନେଇ ନେଇ ଶୁକ୍ରବାର ପରିବାର ଲେକେ ଅଭିଯୋଗ…

ମାଟି ଅତଡ଼ାରେ ଚାପି ହୋଇ ଝିଅ ମୃତ, ବାପା ଗୁରୁତର

କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ନଡ଼ିଆଭଙ୍ଗା ବାଉଁଶନଳୀ ଗାଁରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମାଟି ଅତଡ଼ାରେ ଚାପି ହୋଇ ୮ବର୍ଷର ଝିଅ ଗୀତା ମୁଣ୍ଡାଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ଈଶ୍ୱର ମୁଣ୍ଡା ଗୁରୁତର ହୋଇଛନ୍ତି। ଗୁରୁତର…

ଭାଜପାରେ ଯୋଗଦେବେ ସୁନନ୍ଦା ଦାସ! ରାଜନୀତି ହଲଚଲ

ଭୁବନେଶ୍ୱର,୩୧।୧୦: ପଦ୍ମ ଧରିବେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ନଭେମ୍ବର ୩ ତାରିଖରେ ସେ ଭାଜପାରେ ମିଶିପାରନ୍ତି ବୋଲି ସୂଚନା ମିଳିଛି। ଶୁକ୍ରବାର ସୁନନ୍ଦା ଦାସ ବିଜେଡିରୁ ଇସ୍ତଫା ଦେଇଥିଲେ । ଦଳୀୟ କାର୍ୟ୍ୟକ୍ରମରେ କୋଣଠେସା କରାଯିବା ସହ…

କୁଟ୍ଟେ, ଆଶିଷ ସିଂ ଟିକେଟ କଥା ବୁଝୁଥିଲେ: ସୁନନ୍ଦା

ଯାଜପୁର,୩୧ା୧୦(ହର୍ଷବର୍ଦ୍ଧନ ବେହେରା): ଗତ ନିର୍ବାଚନରେ ବିଜୁ ଜନତା ଦଳର ଟିକେଟ କଥା ବରିଷ୍ଠ ଅଫିସର ଡି.ଏସ. କୁଟ୍ଟେ ଓ ଆଶିଷ ସିଂହ ବୁଝୁଥିଲେ। ଏହା କହିଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ମଙ୍ଗଳବାର ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ…

‘୫ ମାସ ହେଲା ଦଳରେ ଅଣଦେଖା ହେଉଥିଲି’, ବିଜେଡି ଛାଡିଲେ ଶ୍ରେଷ୍ଠ ବିଧାୟିକା ସୁନନ୍ଦା ଦାସ

ବରୀ,୨୯।୧୦: ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି। ୫ ମାସ ହେଲା ଦଳରେ ଅଣଦେଖା…

ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର  ବ୍ୟକ୍ତି: ମାଡ଼ି ବସିଲା ପୋଲିସ 

ଯାଜପୁର,୨୭।୧୦: ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ କରିଛି। ପଟାମୁଣ୍ଡାଇ ଥାନା ଦାଣ୍ଡି ସାହି ଅଞ୍ଚଳରେ ଜଣେ ଔଷଧ ବ୍ୟବସୀୟଙ୍କ ଘରେ ଥିବା…

ଯାଜପୁରରେ ଶୁଟିଂ ହେଲା ପୁଷ୍ପା-୨

ଯାଜପୁର,୨୨ା୧୦: ବହୁ ପ୍ରତିକ୍ଷିତ ତେଲୁଗୁ ଫିଲ୍ମ ପୁଷ୍ପା-୨ ଏକ ଦୃଶ୍ୟର ସୁଟିଂ ଓଡ଼ିଶାର ଯାଜପୁର ଜିଲାରେ ହୋଇଛି। ସୋମବାର ଜିଲାର କାଳିଆପାଣି ଥାନା ଓଏମ୍‌ସି କଲରଙ୍ଗି ଟ୍ରକ୍ ପାକିଂ ୟାର୍ଡରେ ନିକଟରେ ମୈତ୍ରୀ ମୁଭି ମେକର୍ସ ପକ୍ଷରୁ ବହୁଚର୍ଚ୍ଚିତ ପୁଷ୍ପା-୨ ଫିଲ୍ମ…

ଭାଜପାରେ ସରପଞ୍ଚଙ୍କୁ ମିଶିବାକୁ ବିରୋଧ

କାଏମା,୨୦ା୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀ ବେଶ୍‌ କିଛିଦିନ ହେବ ଚର୍ଚ୍ଚାରେ ରହିଆସିଛି। ଗତ ସାଧାରଣ ନିର୍ବାଚନରେ ଏଠାରେ ବିଜେଡିର ପରାଜୟ ହୋଇଛି। ସ୍ବାଧୀନ ପ୍ରାର୍ଥୀଭାବେ ହିମାଂଶୁ ଶେଖର ସାହୁ ନିର୍ବାଚନରେ ବିଜୟ ହୋଇ ଭାଜପାକୁ ସମର୍ଥନ କରୁଛନ୍ତି।…

ବିଜେଡିକୁ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଟାର୍ଗେଟ, କହିଲେ…

ସିଂହପୁର,୧୯।୧୦(ଅନଙ୍ଗ ଉଦୟ ବେଉରିଆ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁରସ୍ଥିତ କାଳୀପଡ଼ିଆଠାରେ ଶୁକ୍ରବାର ଅପରାହ୍ନରେ ବିଞ୍ଝାରପୁର ଭାଜପା ପକ୍ଷରୁ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ…

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଟାଉନ ଥାନା ରାମ୍ବାଗ ଗାଁରେ। ସୂଚନାନୁସାରେ, ଗ୍ରାମବାସୀ…

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିପାରିବ ବୋଲି ପରିକଳ୍ପନା କରାଯାଇଛି। ଏଥିରେ ଜିଲାର ବ୍ୟାସନଗର ପୌରାଞ୍ଚଳ ସମେତ ସୁକିନ୍ଦା,…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ ବିଭିନ୍ନ ସମୟରେ ଟଣାଓଟରା ଲାଗି ରହିଛି। ଏହିକ୍ରମରେ ଗୁରୁବାର ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri