ଯାଜପୁର

ନିରୀହ ଜମିହରାଙ୍କୁ କାରଖାନା ମନା

ଯାଜପୁର/କଳିଙ୍ଗନଗର,୧୪ା୭(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ): କଳିଙ୍ଗନଗର ଶିଳ୍ପାଞ୍ଚଳର ମାଣତିରା ଗ୍ରାମର ନିରୀହ ଜମିହରାଙ୍କୁ କାରଖାନା ଗେଟ୍‌ ପରିସରରେ ବି ପାଦ ଥାପିବା ମନା। ଏଭଳି କଠୋର ନିଷ୍ପତ୍ତି ନେଇଛନ୍ତି ଡବଲ ବୁଲ୍‌ ସିମେଣ୍ଟ ନୁଭୋକୋ(ପୂର୍ବ ନାମ ଇମାମି ସିମେଣ୍ଟ)କାରଖାନା କର୍ତ୍ତୃପକ୍ଷ। ଏହି...

ମନକଥା ଖୋଲି କହିଲେ ହିମାଂଶୁ

ଧର୍ମଶାଳା,୧୩।୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ଅଂଶୁମାନ ମେମୋରିଆଲ ଟ୍ରଷ୍ଟର ସମ୍ପାଦକ ତଥା ସମାଜସେବୀ ହିମାଂଶୁ ଶେଖର ସାହୁ ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ମନକଥା ଖୋଲି କହିଛନ୍ତି। ଗତ ଦୁଇ ଦିନ ପୁର୍ବରୁ ଭାଜପା ରାଜ୍ୟ...

ମହାନଦୀର ସୃଷ୍ଟି ହେଉଛି ବୃହତ୍‌ ବାଲି ପଠା

ମହାକାଳପଡ଼ା,୧୩।୭(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଦେଇ ବହି ଯାଉଥିବା ମହାନଦୀର ଗତିପଥରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳୁଛି ା ଏହି କାରଣରୁ ନଦୀ ମଝିରେ ବୃହତ୍‌ ବାଲି ପଠା ସୃଷ୍ଟି ହୋଇଛି। ଫଳରେ ସାମୁଦ୍ରିକ ଜୁଆର...

ଡ୍ରପ୍‌ ଆଉଟ୍‌ ପିଲାଙ୍କ ଥଇଥାନ ଚିନ୍ତା

ଯାଜପୁର,୧୧ା୭(ହର୍ଷବର୍ଦ୍ଧନ ବେହେରା): ବହୁଳ ପ୍ରସାରିତ ସର୍ବଶିକ୍ଷା ଅଭିଯାନ ଯାଜପୁର ଜିଲାର ଗ୍ରାମାଞ୍ଚଳରେ ବିଫଳ ହୋଇଛି। ବିଶେଷକରି ଜିଲାର ଶିଳ୍ପ ସମୃଦ୍ଧ ଦାନଗଦି ବ୍ଲକରେ ଅଧାରୁ ପାଠ ଛାଡି(ଡ୍ରପ ଆଉଟ) କିମ୍ବା ସ୍କୁଲ ବାରଣ୍ଡା ମାଡି ନ ଥିବା ୬ ରୁ...

ନୀଳପଥର ଚୋରି ବୃଦ୍ଧି ପାଉଛି

କାଳିଆପାଣି,୧୧ା୭(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି ଅଞ୍ଚଳରେ କ୍ରୋମାଇଟ ବ୍ୟତୀତ ଏକ ମୂଲ୍ୟବାନ ନୀଳପଥର ବହୁଳ ମାତ୍ରାରେ ମିଳୁଛି। ହେଲେ ତାହାର ଗୁରୁତ୍ୱକୁ ସରକାର ଅଣଦେଖା କରୁଛନ୍ତି। ଏଥିସହିତ ବିଭାଗୀୟ ଅଧିକାରୀଙ୍କ ଅପାରଗତା ଯୋଗୁ...

ଅସହାୟ ଯୁବତୀଙ୍କ ବିବାହ କରାଇଲା କିନ୍ନର ସଂଘ

ଯାଜପୁର ଟାଉନ,୧୧ା୭ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଯାଜପୁର ସହରସ୍ଥିତ ଜଗନ୍ନାଥ ମନ୍ଦିରରେ ସୋମବାର ଜଣେ ଅସାହାୟ ଯୁବତୀଙ୍କୁ ନିଜ ଉଦ୍ୟମରେ କିନ୍ନର ସଂଘ ବିବାହ କରାଇଛନ୍ତି। ଏହି ଘଟଣା ସାରା ସହରରେ ଚର୍ଚ୍ଚାର ବିଷୟବସ୍ତୁ ପାଲଟିଛି। ଯାଜପୁର ସହରର ରଶ୍ମି...

ସ୍ବାମୀଙ୍କ ମାଡ଼ ସହି ନ ପାରି ଘର ଛାଡ଼ିଲେ ସ୍ତ୍ରୀ

ରସୁଲପୁର,୧୧ା୭(ରଞ୍ଜିତ ରାଉତ): ସ୍ବାମୀଙ୍କ ମାଡ଼ ସହ୍ୟ କରି ନ ପାରି ସ୍ବୀ ଘର ଛାଡ଼ିଛନ୍ତି। ଏଥିସହିତ ସ୍ବାମୀଙ୍କ ନାମରେ ଥାନାରେ ଅଭିଯୋଗ କରିବାକୁ ସେ ୧୦ କି.ମି. ଊର୍ଦ୍ଧ୍ୱ ରାସ୍ତା ଚାଲିଚାଲି ଆସିଛନ୍ତି। ଏଭଳି ଘଟଣା କୁଆଖିଆ ଥାନା ଅନ୍ତର୍ଗତ...

ସର୍ବେଶ୍ୱରଙ୍କ ପାଇଁ ଅଡୁଆ ବଢ଼ିଲା

ଯାଜପୁର/ଚଣ୍ଡିଖୋଲ,୧୧ା୭(ହର୍ଷବର୍ଦ୍ଧନ ବେହେରା/ପ୍ରଦୀପ୍ତ ପୃଷ୍ଟି): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ଥିବା ମାଣ୍ଡୁକା ପାହାଡ଼ରୁ ମୋରମ ଲୁଟ୍‌ ଅଭିଯୋଗ ଉପରେ ସୋମବାର ପ୍ରଶାସନ ପକ୍ଷରୁ ସାଟେଲାଇଟ୍‌ ମାପଚୁପ ହୋଇଛି। ଏଥିରେ ଦର୍ପଣ ତହସିଲଦାର, ମାଇନିଂ ଅଫିସର, ସରକାରୀ ମାପଚୁପ ସଂସ୍ଥା...

ପାଣି ପାଇଁ ହନ୍ତସନ୍ତ ଗ୍ରାମବାସୀ

କାଏମା,୧୦ା୭( ଶିବପ୍ରସାଦ ମହାନ୍ତି) : ଜଳ ହିଁ ଜୀବନ। ହେଲେ ଗ୍ରୀଷ୍ମ ପ୍ରବାହ ଯୋଗୁ ଦିନକୁ ଦିନ ଜଳସ୍ତର କମି ଚାଲିଥିବାରୁ ବିଭିନ୍ନ ଗ୍ରାମରେ ଦେଖା ଦେଇଛି ଜଳ ସଙ୍କଟ। ଅନେକ ଗାଁରେ ସ୍ବଚ୍ଛ ପାନୀୟ ଜଳ ମିଳୁନାହିଁ। ଏପରି...

ସାତ ସପନ ହୋଇଛି ଆବାସ ଯୋଜନା

ଜେନାପୁର,୧୦ା୭(ଅଶୋକ ଦାସ) : ରାଜ୍ୟ ସରକାର ଗରିବ ଖଟିଖିଆମାନଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। କିନ୍ତୁ କେତେଜଣ ବିଭାଗୀୟ ଅଧିକାରୀଙ୍କ ଅବହେଳା ଓ ଆନ୍ତରିକତାର ଅଭାବରୁ ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ହିତାଧିକାରୀମାନେ ପାଇପାରୁନାହାଁନ୍ତି। ଏଭଳି ଏକ ଅଭିଯୋଗ...

ବିକାଶ ପ୍ରତିଶ୍ରୁତି ଧୂଆଁବାଣ

ଯାଜପୁର,୧୦ା୭(ହର୍ଷବର୍ଦ୍ଧନ ବେହେରା): ୧୨୮ ବର୍ଷର ପୁରାତନ ଯାଜପୁର ରୋଡ ରେଳଷ୍ଟେଶନ ସବୁକ୍ଷେତ୍ରରେ ଅବହେଳିତ। ପ୍ରଧାନମନ୍ତ୍ରୀ ସ୍ବଚ୍ଛ ଭାରତ ଅଭିଯାନ ଚାଲିଥିବାବେଳେ ସହରର ମଧ୍ୟ ଭାଗରେ ଥିବା ଏହି ଷ୍ଟେଶନକୁ ଲାଗି ଗୁଡସ୍‌ ସେଡ୍‌ ବାୟୁ ପ୍ରଦୂଷଣର ମୁଖ୍ୟ କାରଣ ହୋଇଛି।...

ଶ୍ୱଶୁରଘରେ ସ୍ତ୍ରୀଙ୍କୁ ହତ୍ୟା

ଯାଜପୁର ଟାଉନ/ଯାଜପୁର ସଦର,୯।୭(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି/ସମର ବିଜୟ ଶରଣ):ଯାଜପୁର ସଦର ଥାନା ଅନ୍ତର୍ଗତ ଭୂଇଁପୁର ପଞ୍ଚାୟତ କତରାପୁର ଗ୍ରାମରେ ଶ୍ୱଶୁର ଘରେ ସ୍ତ୍ରୀଙ୍କୁ ସ୍ବାମୀ ହତ୍ୟା କରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ମହିଳାଙ୍କ ସ୍ବାମୀଙ୍କୁ ଅଟକ ରଖି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri