ଯାଜପୁର

ବାଇକ୍‌କୁ ଧକ୍କା ଦେଇ ରାସ୍ତାରେ ଜଳିଗଲା ବସ୍‌, ଜଣଙ୍କ ଜୀବନ ଗଲା

ଯାଜପୁର,୧୪ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁରର ଏନ୍‌ଏଚ୍‌ ୧୬ ଛତିଆ ନିକଟରେ ଏକ ବାଇକ୍‌କୁ ଧକ୍କା ଦେଇ ବସ୍‌ଟି ଜଳିଯାଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଚକାଡୋଳା ନାମକ ବସ୍‌ଟି ବାରିପଦାରୁ ଭୁବନେଶ୍ବର ଅଭିମୁଖେ ଆସୁଥିବାବେଳେ…

ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ପାଳିତ

ଯାଜପୁର,୧୨।୧୦: ଯାଜପୁରର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଜୟ ମହାକାଳ ଫାଉଣ୍ଡେସନ ତରଫରୁ ‘ଓ୍ବଲ୍ଡ ମେଣ୍ଟାଲ ହେଲଥ ଡେ’ ବା ‘ବିଶ୍ବ ମାନସିକ ସ୍ବାସ୍ଥ୍ୟ ଦିବସ ’ ପାଳିତ ହୋଇଯାଇଛି। ଯାଜପୁର ରୋଡ଼ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର କନଫରେନ୍ସ ହଲରେ ଏହା ଅନୁଷ୍ଠିତ ହୋଇଛି…

ଭିସା ଷ୍ଟିଲ୍‌ କାରଖାନାକୁ ବନ୍ଦ ଚେତାବନୀ

ଯାଜପୁର,୧୨ା୧୦(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କଳିଙ୍ଗନଗର ଭିସା ଷ୍ଟିଲ କାରଖାନା ପରିସରରୁ ଅମ୍ଲଯୁକ୍ତ ପଦାର୍ଥ(ପିଏଚ୍‌) ସହ ଫେନୋଲିକ କମ୍ପାଉଣ୍ଡ ଏବଂ ସାଇନାଇଡ୍‌ ପାଣି ଗଣ୍ଡାନାଳରେ ମିଶି ପ୍ରଦୂଷିତ କରୁଛି। ନିୟମିତ ଭାବେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ର ପ୍ରତିନିଧି ଦଳ କାରଖାନା…

ନାବାଳିକାଙ୍କୁ ଉଦ୍ଧାର କରିବାକୁ ଯାଇ ମାଡ଼ ଖାଇଲେ ଥାନା ଅଧିକାରୀଙ୍କ ସହ ୪ ପୋଲିସ

ଯାଜପୁର,୧୧।୧୦: ପୁଣି ପୋଲିସ ଉପରେ ଆକ୍ରମଣ । ଏଥିରେ ୭ ପୋଲିସ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ବଡ଼ଚଣା ଥାନା ଅଞ୍ଚଳରେ। ପିପିଲି ଅଞ୍ଚଳର ହୋଇଥିବା ଜଣେ ନାବାଳିକାଙ୍କୁ ଉଦ୍ଧାର କରିବାକୁ ଯାଜପୁର ଯାଇଥିବା ପୋଲିସ…

ବିଜେଡିର ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଯୋଗ ଦେଲେନି ଅମର, ପ୍ରତିକ୍ରିୟାରେ କହୁକହୁ କହିଦେଲେ…

ଯାଜପୁର,୧୦ା୧୦: ଯାଜପୁର ବିଜେଡି ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଅମର ଶତପଥୀ ଯୋଗ ନ ଦେବାକୁ ନେଇ ରାଜ୍ୟ ରାଜନୀତି ଚର୍ଚ୍ଚା ଜୋର୍‌ ଧରିଛି। ଅମର କାହିଁକି ସଭ୍ୟ ସଂଗ୍ରହ ଅଭିଯାନରେ ସାମିଲ ହେଲେ ନାହିଁ। ବିଭିନ୍ନ ଚର୍ଚ୍ଚା, ଆଲୋଚନା, ତର୍କ ବିତର୍କ…

ଚୋରି କରିନେଲେ କୋଟିଏ ଟଙ୍କାର କଳାପଥର

ଯାଜପୁର,୬ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଡଙ୍କାରୀ ପାହାଡ଼ ପାଦଦେଶରେ ପ୍ରଶାସନ ପକ୍ଷରୁ ମହଜୁଦ ଥିବା ପ୍ରାୟ କୋଟିଏ ଟଙ୍କାର କଳାପଥର ଲୁଟ ହୋଇଛି। ଉକ୍ତ କଳାପଥର ଗତ ମେ ୧୬ ତାରିଖରେ ପାହାଡ଼ରୁ ଧସିଯାଇଥିଲା। ଫଳରେ କଳାପଥର…

ଯାଜପୁରରେ ବିକାଶ ନାଁରେ ୩ ପରିବାରର ଲୁଟ୍‌ ପ୍ରସଙ୍ଗ:ଜୋର୍‌ ଧରିଛି ଆରୋପ ପ୍ରତ୍ୟାରୋପ

ଯାଜପୁର,୫ା୧୦(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ବିକାଶ ନାମରେ ୩ ପରିବାର ଲୁଟ୍‌ କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମନ୍ତବ୍ୟ ପରେ ଉଭୟ ବିଜେଡି ଓ ଭାଜପା ମଧ୍ୟରେ ଆରୋପ ଏବଂ ପ୍ରତ୍ୟାରୋପ ଜୋର ଧରିଛି। ମୁଖ୍ୟମନ୍ତ୍ରୀ ମାଝୀ ୩ ପରିବାରଙ୍କ ନାମ…

ସ୍ମୃତିରେଖାଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା

ଧର୍ମଶାଳା/ଜେନାପୁର,୪ା୧୦(ବଟକୃଷ୍ଣ ପରିଡ଼ା/ ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀ ଅଧୀନ ଜାରକା ବଜାର ପାଖରେ ଥିବା ଭାଜପା ନେତ୍ରୀ ସ୍ମୃତିରେଖା ପହିଙ୍କ କାର୍ଯ୍ୟାଳୟରେ ବୁଧବାର ରାତିରେ ଭଙ୍ଗାରୁଜା ହୋଇଛି। କାର୍ଯ୍ୟାଳୟରେ ଲାଗିଥିବା ହୋର୍ଡିଂ ଓ ଝାରକା କାଚକୁ ଦୁର୍ବୃତ୍ତ ଟେକାପଥର…

ଅସୁରକ୍ଷିତ କଳାପଥର ଖାଦାନ: ଡିଜିଏମ୍‌ଏସ୍‌ଙ୍କ ନିର୍ଦ୍ଦେଶକୁ ଅବମାନନା

ଯାଜପୁର,୪ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ କଳାପଥର ଉତ୍ତୋଳନରେ କୌଣସି ଆଇନକାନୁନ୍‌କୁ ଲିଜ୍‌ଧାରୀମାନେ ମାନୁ ନାହାନ୍ତି। କେନ୍ଦ୍ର ଖଣି ସୁରକ୍ଷା ନିର୍ଦ୍ଦେଶକ ତଥା ଡାଇରେକ୍ଟୋରେଟ ଜେନେରାଲ ଅଫ୍‌ ମାଇନ୍ସ ସେଫ୍ଟି(ଡିଜିଏମ୍‌ଏସ୍‌), ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଯାଜପୁର ଲଘୁ…

ବବିଙ୍କ ବଡ଼ ନିଷ୍ପତ୍ତି, ରାଜନୀତିରେ ହଲଚଲ…

ଭୁବନେଶ୍ୱର,୩।୧୦: ମୁଁ ପୁଣି ନିର୍ବାଚନ ଲଢିବାକୁ ପ୍ରସ୍ତୁତ। ଏପରି କହି ଯାଜପୁର ରାଜନୀତିକୁ ସରଗରମ କରିଛନ୍ତି ବିଜେଡିର ବଡ଼ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ। ଆଜି ବିଜେଡିର ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ ଅବସରରେ ବବି ପୁଣିଥରେ…

ଭାଜପାରେ ଗୋଷ୍ଠୀ କନ୍ଦଳ: ଗାନ୍ଧୀ ଜୟନ୍ତୀ ପାଳନବେଳେ ଉତ୍ତେଜନା, ଝାଡୁମାଡ଼

ଯାଜପୁର/ଜେନାପୁର,୩ା୧୦ (ହର୍ଷବର୍ଦ୍ଧନ ବେହେରା/ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀରେ ଭାଜପାର ଗୋଷ୍ଠୀ କନ୍ଦଳ ବୁଧବାର ଉଗ୍ରରୂପ ଧାରଣ କରିଛି। ଗାନ୍ଧୀ ଜୟନ୍ତୀ ପାଳନ ବେଳେ ଦୁଇ ଗୋଷ୍ଠୀ ମୁହଁାମୁହିଁ ହୋଇଥିଲେ। ପରିସ୍ଥିତି ଏପରି ହୋଇଥିଲା ଯେ, କର୍ମୀଙ୍କ ମଧ୍ୟରେ ଠେଲାପେଲା, ଗାଳିଗୁଲଜ…

ବଡ଼ଚଣା ବିଜେଡି ୩ ଫାଳ:ପୃଥକ୍‌ଭାବେ ପାଳିଲେ ଗାନ୍ଧୀ ଜୟନ୍ତୀ

ଚଣ୍ଡିଖୋଲ/ଛତିଆ,୩ା୧୦(ପ୍ରଦୀପ୍ତ କୁମାର ପୃଷ୍ଟି/ସୌମ୍ୟ ରଞ୍ଜନ ସାହୁ):ବିଜେଡି ପକ୍ଷରୁ ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ ପଦଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ ଏଠାରେ ବିଜେଡି ପକ୍ଷରୁ ୩ ଗୋଷ୍ଠୀ ପୃଥକ୍‌ ଭାବେ ଗାନ୍ଧୀ ଜୟନ୍ତୀ ପାଳନ କରିଛନ୍ତି। ପ୍ରଥମେ ବଡ଼ଚଣାର ପୂର୍ବତନ ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?