ଯାଜପୁର

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି। ୨୦୨୧ରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ଶୁଣିବାକୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା,୨୯।୩ (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭ ଦୋକାନରେ ନିଆଁ ଲାଗି ଯିବା ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତିି ନଷ୍ଟ ହୋଇଥିବା…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କର୍ତ୍ତବ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ଅଭିଯୋଗରେ ଯାଜପୁର ଏସ୍‌ପି ୟଶ ପ୍ରତାପ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ ୩ଟା ସମୟରେ ଚୋର ହାଜତରୁ ଫେରାର ହୋଇ ନିକଟସ୍ଥ ଗାଁରୁ ଏକ ବାଇକ୍‌…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା ସମ୍ପୂର୍ଣ୍ଣ ପୋତି ହୋଇ ଗଲାଣି, ଯଦ୍ଦ୍ବାରା ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ…

ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି

କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ ହୋଇଛନ୍ତି। ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିବା ଭାଗୀରଥି କୋଭିଡ୍‌-୧୯ ମହାମାରୀ ସମୟରେ…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ ମେଡିକାଲଠାରୁ କିଛି ଦୂରରେ ଥିବା ରାସ୍ତା କଡ ତାର ବାଡ଼ରେ ପିଟିହୋଇ ଯାଇଥିଲା।…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା କହିଛନ୍ତି। ଦୀର୍ଘ ବର୍ଷ ଧରି କର୍ମଚାରୀମାନେ କାର୍ଯ୍ୟ କରୁଥିଲେ ବି ଉପଯୁକ୍ତ ଦରମା…

ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟଙ୍କ ଭିତରେ ବିରାଟ ଫାଟ, ବୈଠକ ଆରମ୍ଭରୁ ସାମ୍ନାକୁ ଆସିଲା…

ଧର୍ମଶାଳା,୧୪ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଏକ ବୈଠକ ଗୋକର୍ଣ୍ଣେଶ୍ୱର ପୀଠରେ ଅନୁଷ୍ଠିତ ହେଉଥିବା ବେଳେ ସଂଗଠନ ମଧ୍ୟରେ ବିରାଟ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ବୈଠକ ଆରମ୍ଭରୁ ହୋ-ହଲ୍ଲା ହେବା ସହ…

ଶୋଷ ମେଣ୍ଟାଇବା ପାଇଁ ରୋଗକୁ ଆମନ୍ତ୍ରଣ! ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଉଠିଲା ପ୍ରଶ୍ନ

ଧର୍ମଶାଳା ୧୪।୩(ଶିବ ପ୍ରସାଦ ମହାନ୍ତି): ଜଳ ହିଁ ଜୀବନ। ଶୋଷ ମେଣ୍ଟାଇବାକୁ ଆମେ ଜଳକୁ ପିଇଥାଉ। ତେବେ ବଜାରରେ ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଏବେ ପ୍ରଶ୍ନ ଉଠୁଛି । କାର୍ଯ୍ୟରେ ବାହାରକୁ ଯାଉଥିବା ଲୋକେ ଶୋଷ ମେଣ୍ଟାଇବାକୁ ଦୋକାନରେ…

ସୁଧୁରୁନି ରାଶନ କାର୍ଡ ବିଭ୍ରାଟ, ଆବେଦନ କରି ଅପେକ୍ଷାରେ ବହୁ ଯୋଗ୍ୟ ବ୍ୟକ୍ତି

ଯାଜପୁର,୧୩ା୩(ହର୍ଷବର୍ଦ୍ଧନ ବେହେରା): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଆଧାରରେ ଓଡ଼ିଶାରେ ରାଶନକାର୍ଡ ହିତାଧିକାରୀ ଚୟନ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଛି। ଏହିକ୍ରମରେ ୨୦୧୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ୨୦୧୫ରେ ରାଜ୍ୟରେ ନୂଆ ରାଶନ କାର୍ଡ ବଣ୍ଟନ ହୋଇଥିଲା। ନୂଆ ତାଲିକାରେ ପ୍ରତି ଜିଲାରେ…

ବିନା ଲାଇସେନ୍ସ, କାଗଜପତ୍ରରେ ଗଡୁଛି ଟ୍ରାକ୍ଟର, ଗୋଟିଏ ରେଜିଷ୍ଟ୍ରେଶନ ନମ୍ବରରେ ଏକାଧିକ ଗାଡ଼ି

ଧର୍ମଶାଳା,୧୨ା୩(ଶିବ ପ୍ରସାଦ ମହାନ୍ତି): ପରିବହନ ବିଭାଗ ପକ୍ଷରୁ ନିୟମ ଅନେକ ରହିଥିଲେ ସୁଦ୍ଧା ତାହା ଟ୍ରାକ୍ଟରଗୁଡ଼ିକ ପାଇଁ ସଠିକ୍‌ ଭାବରେ ପାଳନ କରାଯାଉନାହିଁ। ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳୁଛି । ଟ୍ରାକ୍ଟରଗୁଡ଼ିକ ବିନା ଫିଟନେସ୍‌,ଇନ୍‌ସ୍ୟୁରାନସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri