ଶିଳାନ୍ୟାସରେ ଅଟକିଛି ଉନ୍ନତୀକରଣ
ବଡ଼ଚଣା,୮ା୭(ଦିଲୀପ କୁମାର ମହାନ୍ତି): ବଡ଼ଚଣା ବ୍ଲକ୍ ଅଧୀନ ୧୬ନଂ. ଜାତୀୟ ରାଜପଥର ସଂଯୋଗସ୍ଥଳ ବନ୍ଦାଳୋଠାରୁ ଏଣ୍ଡରପଦା ଗ୍ରାମ ପର୍ଯ୍ୟନ୍ତ ୧୫ କି.ମି. ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ଏହା ୧୬ ନମ୍ବର ଜାତୀୟ ରାଜପଥଠାରୁ ପଶ୍ଚିମ ବଡ଼ଚଣାର ୧୦ ପଞ୍ଚାୟତ…
ମୃଦଙ୍ଗ କାରିଗରଙ୍କୁ ମିଳୁନି ସରକାରୀ ସହାୟତା
କଳିଙ୍ଗନଗର,୮ା୭(ଶୁଭାଶିଷ ରାଉତ): ଆଜି ବି ଓଡ଼ିଶାର ପୁରପଲ୍ଲୀରେ ସଞ୍ଜ ନଇଁବା ମାତ୍ରେ ଗାଁଗଣ୍ଡାରେ ଗୁଞ୍ଜରିତ ହେଉଛି ସଙ୍କୀର୍ତ୍ତନର ସ୍ବର। ଭାଗବତ ଟୁଙ୍ଗୀରେ ବିଭିନ୍ନ ବାଦ୍ୟ ଯନ୍ତ୍ର ତାଳରେ ବୋଲାଯାଏ ହରିନାମ। ଏସବୁ ପାଇଁ ଆବଶ୍ୟକ ପଡ଼ିଥାଏ ମୃଦଙ୍ଗ, ତବଲା, ଢୋଲକ, ଖୋଳ,…
କୁସୁମା କଟେଜ୍ ନିର୍ମାଣକୁ ନେଇ ବଢୁଛି ସନ୍ଦେହ
ଯାଜପୁର,୭ା୭(ହର୍ଷବର୍ଦ୍ଧନ ବେହେରା)ଯାଜପୁର ସହରର କୁସୁମା ପୋଖରୀ ପରିସରରେ ୨ ମହଲାବିଶିଷ୍ଟ ୯ଟି କଟେଜ୍ ନିର୍ମାଣକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ଯାଜପୁର ପୌର ପରିଷଦ ପକ୍ଷରୁ ଏହି କଟେଜ୍ଗୁଡିକ କର୍ପୋରେଟ ସାମାଜିକ ଦାୟିତ୍ୱ(ସିଏସ୍ଆର୍) ପାଣ୍ଠିରୁ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ନିର୍ମାଣ…
କୁସୁମା ବଙ୍ଗଳା କାହାର: ବଢ଼ୁଛି ଚର୍ଚ୍ଚା, ସ୍ପଷ୍ଟୀକରଣ ରଖିଲେ…
ଯାଜପୁର,୬।୭: ଯାଜପୁର କୁସୁମାରେ ଥିବା ବିବାଦୀୟ ବଙ୍ଗଳାକୁ ନେଇ ଚର୍ଚ୍ଚା ବଢ଼ୁଥିବା ବେଳେ ଏଗୁଡିକ କାହାର ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେବେ ଶନିବାର ଏହି ବିଳାସପୂର୍ଣ୍ଣ ବଙ୍ଗଳାଗୁଡିକ ସମ୍ପର୍କରେ ପୌରପାଳିକା ସ୍ପଷ୍ଟୀକରଣ ରଖିଛି । ଖବରଦାତା ସମ୍ମିଳନୀରେ ପୌରପାଳିକା…
ବିଡିଓ ଅନୁପସ୍ଥିତ, ସମୀକ୍ଷା ବୈଠକ ବାତିଲ କଲେ ବିଜେଡି ବିଧାୟକ:ବଢିଲା ସନ୍ଦେହ
ରସୁଲପୁର,୫ା୭(ରଂଜିତ ରାଉତ):ଦୀର୍ଘଦିନର ଅପେକ୍ଷା ପରେ ଶୁକ୍ରବାର ପୂର୍ବାହ୍ନରେ ବରୀ ବିଜେଡି ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ ରସୁଲପୁର ବ୍ଲକକୁ ସମୀକ୍ଷା କରିବାକୁ ଆସି ଫେରିଯାଇଛନ୍ତି। ବିଡିଓ ଅବନିକାନ୍ତ ସାହୁ ରାତିଅଧିଆ ଛୁଟିରେ ରହିବାରୁ ବିଧାୟକ ସମୀକ୍ଷା ବୈଠକୁ ବାତିଲ କରିଦେଇଛନ୍ତି। ସମୀକ୍ଷା ବୈଠକ…
ଟ୍ରକ୍ ପଛରେ ପିଟି ହେଲା କାର୍: ଚାଲିଗଲା ସ୍ତ୍ରୀ-ସ୍ବାମୀଙ୍କ ଜୀବନ, ଅନ୍ୟ ୨ ଜଣ ଗୁରୁତର
ଯାଜପୁର,୪ା୭: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନଂ ଜାତୀୟ ରାଜପଥର ପାଣିକୋଇଲି ଛକ ଶର୍ମା ପେଟ୍ରୋଲ ପମ୍ପ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଟ୍ରକ ପଛରେ କାର୍ ପିଟି ହେବାରୁ ଘଟଣାସ୍ଥଳରେ ୨…
କୁସୁମା ବଙ୍ଗଳାର ତଦନ୍ତ ହେବ
ଯାଜପୁର,୪ା୭(ହର୍ଷବର୍ଦ୍ଧନ ବେହେରା)ଯାଜପୁର ସହରର କୁସୁମା ପୋଖରୀ ପରିସରରେ ୨ ମହଲା ବିଶିଷ୍ଟ ୯ଟି କଟେଜ ନିର୍ମାଣର ରହସ୍ୟକୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି। ବୁଧବାର ଯାଜପୁର ଜିଲାପାଳ ନିଖିଲ ପବନ କଲ୍ୟାଣ ଏହି କାର୍ଯ୍ୟର ସ୍ବଚ୍ଛତା ଓ ବୈଧତାର ତଦନ୍ତ କରାଯିବ…
ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଲାଞ୍ଚ ନେଉଥିଲେ ସବ ଇନ୍ସପେକ୍ଟର, ମାଡ଼ି ବସିଲା ଭିଜିଲାନ୍ସ
ଯାଜପୁର,୩।୭: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ସବ ଇନ୍ସପେକ୍ଟର। ଜଣେ ବ୍ୟକ୍ତିଙ୍କୁ ବ୍ୟବଚ୍ଛେଦ ରିପୋର୍ଟ ଦେବା ଲାଗି ବିଂଝାରପୁର ଥାନା ସବ ଇନ୍ସପେକ୍ଟର କେଶବ ଦାଶ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସୂଚନା ଅନୁସାରେ ଗତ ମାସ ୨୦…
୫-ଟି ସ୍କୁଲ ଛାତରୁ ପ୍ଲାଷ୍ଟର ଖଣ୍ଡ ଖସି ୫ ଛାତ୍ରୀ ଆହତ
ଚଣ୍ଡିଖୋଲ,୩।୭(ପ୍ରଦୀପ୍ତ କୁମାର ପୃଷ୍ଟି):ବଡ଼ଚଣା ବ୍ଲକ ଅନ୍ତର୍ଗତ କୁନ୍ଦଳ ପଞ୍ଚାୟତର ମା’ ମଲିହାଶୁଣୀ ୫-ଟି ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ଛାତରୁ ପ୍ଲାଷ୍ଟର ଖଣ୍ଡ ଖସିପଡ଼ିଛି। ପ୍ରାର୍ଥନା ସାରି ଛାତ୍ରୀଛାତ୍ର ବିଦ୍ୟାଳୟ ମଧ୍ୟକୁ ପ୍ରବେଶ କରିବା ମାତ୍ରେ ସେମାନଙ୍କ ଉପରେ ଛାତର ପ୍ଲାଷ୍ଟର ଖଣ୍ଡ…
ଜାବରା ସେତୁରେ ଲହଡ଼ି ମାରୁଛି ବର୍ଷାଜଳ
ଜେନାପୁର,୩।୭(ଅଶୋକ ଦାସ):ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରି ସେହି ଅଞ୍ଚଳର ବିକାଶ ପ୍ରକ୍ରିୟାରେ ସନ୍ତୁଳନ ରକ୍ଷା ଲାଗି ବିଭିନ୍ନ ନଦୀ ନାଳ ଉପରେ ସେତୁ ନିର୍ମାଣ କରଯାଇଛି। ଏଥିପାଇଁ ରାଜ୍ୟ ସରକାର ଅନେକ କୋଟି ଟଙ୍କା ଖର୍ଚ୍ଚ…
ସିଲ୍ ହେଲା ବଲେ ବଲେ ଢାବା
ଧର୍ମଶାଳା,୨ା୭:ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ ଢାବା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସିଲ୍ ହୋଇଛି। ଏହାସହ ହୋଟେଲ୍ରେ ଥିବା ସମସ୍ତଙ୍କ ଆସବାବପତ୍ର ଖୋଲି ନିଆଯାଇଛି। ପୂର୍ବରୁ ପ୍ରଶାସନ ପକ୍ଷରୁ ସିଲ୍ ହେବା ନେଇ ନୋଟିସ୍ ଜାରି କରାଯାଇଥିଲା। ନେଉଳପୁରସ୍ଥିତ ଧର୍ମଶାଳା…
ମହିଳାଙ୍କଠାରୁ ଠକିନେଲେ କୋଟିଏ ଟଙ୍କା
ଯାଜପୁର ଟାଉନ,୨ା୭ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ଜଣେ ଯୁବକ ପ୍ରଲୋଭନ ଦେଖାଇ ଶତାଧିକ ମହିଳାଙ୍କଠାରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍ କରିନେଇଥିବା ଅଭିଯୋଗ ହୋଇଥିଲା ା ସମ୍ପୃକ୍ତ ମହିଳାମାନେ ଜିଲା ପ୍ରଶାସନ ଓ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ଯାଜପୁର ଟାଉନ୍ ଥାନା…
Archives


