ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା
ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ଗାଁରେ। ଆଜି ସକାଳେ ଶିଶୁକନ୍ୟା ଜଣଙ୍କ...
ପଥର ଛଇକୁ ପୋଖରୀ ଦର୍ଶାଇ ଲକ୍ଷାଧିକ ଟଙ୍କା ଆତ୍ମସାତ
କାଳିଆପାଣି,୩୦ା୪(ଅସିତ ମହାନ୍ତ):ପୋଖରୀ ପୁନରୁଦ୍ଧାର ପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ କରି ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଟଙ୍କା ଆତ୍ମସାତ୍ କରାଯାଉଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ୨୦୨୩-୨୪ ଆର୍ଥିକ ବର୍ଷରେ ସୁକିନ୍ଦା ବ୍ଲକ...
ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା
ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ମନେପକାଇ ପାରୁନାହାନ୍ତି ଭୋଟର। ଚଳିତ ନିର୍ବାଚନରେ ବିଜେଡିରୁ ସୁଜାତା ସାହୁ ଟିକେଟ ପାଇ...
ଏକାଠି ହେଲେ ଗୌତମ, ପୁଲିନ
ଝୁମ୍ପୁରୀ,୩୦ା୪(ସରୋଜ ନାୟକ):ଧୀରେ ଧୀରେ ଯାଜପୁର ରାଜନୀତି ରୋଚକ ମୋଡ଼ ଧରିଛି ା ସୋମବାର ଭାଜପାର ଯାଜପୁର ବିଧାୟକ ପ୍ରାର୍ଥୀ ଗୌତମ ରାୟଙ୍କ ସହ ହାତ ମିଳାଇଛନ୍ତି ଟିକେଟ୍ ନ ପାଇ ଭାଜପାରୁ ଆଶାୟୀ ଥିବା ଯୁବନେତା ପୁଲିନ ପ୍ରକାଶ ପୁହାଣ...
ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର
ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର ପୁଣି ପ୍ରାର୍ଥୀ ବଦଳିବା ସମ୍ଭାବନା ରହିଛି। ଗତ ୪ଟି ବିଧାନସଭା ନିର୍ବାଚନରେ ଏଠାରେ...
ବରୀରେ ପ୍ରାର୍ଥୀ ଘୋଷଣା କରିପାରୁନି ଭାଜପା
ବରୀ,୨୮ା୪(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲାର ବରୀ ନିର୍ବାଚନମଣ୍ଡଳୀରେ ଭାଜପା ଏଯାଏ ପ୍ରାର୍ଥୀ ଦେଇପାରିନାହିଁ। ଏଠାରେ ବିଜେଡି ବିଶ୍ୱରଞ୍ଜନ ମଲ୍ଲିକ ଓ କଂଗ୍ରେସ ଆରତୀ ଦେଓଙ୍କୁ ପ୍ରାର୍ଥୀ କରିବା ପରେ ସେମାନେ ପ୍ରଚାର ଅଭିଯାନକୁ ଜୋର୍ଦାର କରିଛନ୍ତି। ଭାଜପାରେ ଆଶାୟୀଙ୍କ ସଂଖ୍ୟା କ୍ରମଶଃ...
ଯାଜପୁର ରୋଡ୍ ଜିଆର୍ଓପି ହେବ ଜିଆର୍ପିଏସ୍
ଯାଜପୁର,୨୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର-କେନ୍ଦୁଝର ରୋଡ୍ ରେଳଷ୍ଟେଶନ (ଜେଜେକେଆର) ‘ଏ’ ବର୍ଗ ସତ୍ତ୍ବେ ଏଠାରେ ଦୀର୍ଘଦିନ ଧରି ଗର୍ଭମେଣ୍ଟ ରେଲଓ୍ବେ ଆଉଟପୋଷ୍ଟ (ଜିଆର୍ଓପି) ରହିଛି। ମାତ୍ର ୨ ଜଣ ଏଏସ୍ଆଇ ଏବଂ ୪ ଜଣ କନଷ୍ଟେବଳଙ୍କ ଦ୍ୱାରା ପ୍ରାୟ ୪୦୦ କି.ମି. ରେଳ...
କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି
ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ ଏଯାବତ ଆଠ ପର୍ଯ୍ୟାୟ କରି ବିଜେଡି ୧୪୪ ଆସନ ପାଇଁ ପ୍ରାର୍ଥୀ ଘୋଷଣା...
ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ
ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍କୋ ଜରିଆରେ ଦରଖାସ୍ତ କରି ଜମି ଅକ୍ତିଆର କରୁଛନ୍ତି। ଉକ୍ତ ଜମିରେ ଯଦି ବହୁ ମୂଲ୍ୟବାନ ଲଘୁ...
ଜାରକା ବସ୍ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର
କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ ବାହାର ସବୁଠି ତାତି ଥିବାବେଳେ ଜାରକା ବସ ଷ୍ଟାଣ୍ଡକୁ ଆସୁଥିବା ଲୋକେ ଛଟପଟ...
ବର୍ଷା, ଶର୍ମିଷ୍ଠାଙ୍କୁ ସ୍ବାଗତ ପାଇଁ ବିଜେଡିର ପ୍ରସ୍ତୁତି
ବଡ଼ଚଣା/ଛତିଆ,୨୫ା୪(ଦିଲୀପ କୁମାର ମହାନ୍ତି/ ସୌମ୍ୟ ରଞ୍ଜନ ସାହୁ)ଆସନ୍ତା ୨୬ ତାରିଖ ଶୁକ୍ରବାର ବଡ଼ଚଣା ବିଜେଡି ବିଧାୟକ ପ୍ରାର୍ଥିନୀ ବର୍ଷା ପ୍ରିୟଦର୍ଶିନୀ ଓ ଯାଜପୁର ସାଂସଦ ପ୍ରାର୍ଥତ୍ନୀ ଶର୍ମିଷ୍ଠା ସେଠୀ ବଡ଼ଚଣା ଆସିବେ। ଏଥିପାଇଁ ବଡ଼ଚଣା ବିଜେଡି ପକ୍ଷରୁ ୫ ଜୋନସ୍ତରୀୟ...
୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ
ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ ବବିତା ମଲ୍ଲିକ ୧୫ ଦିନ ପୂର୍ବରୁ ବିଜେଡି ନେତ୍ରୀ ତଥା ବିଧାୟିକା ପ୍ରାର୍ଥୀ...
Archives


