ଯାଜପୁର

ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ: ଚିଙ୍ଗୁଡ଼ିପାଳକୁ ହରାଇ କାଳିଆପାଣି ଚାମ୍ପିୟନ

କାଳିଆପାଣି/ସୁକିନ୍ଦା, ୭|୯(ଡି.ଏନ୍‌.ଏ.)- ଖଣି ନିଗମ କାଳିଆପାଣି ଟାଉନ୍‌ଶିପ କଲୋନୀ ପଡ଼ିଆରେ ଚାଲିଥିବା (ଓଡ଼ିଶା ଖଣି ନିଗମ) ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ପ୍ରଥମେ ସେମିଫାଇନାଲ ମ୍ୟାଚ୍‌ କାଳିଆପାଣି ଫୁଟବଲ ଦଳ ଏବଂ ରାଁସୋଲ ମଧ୍ୟରେ ଅନୁଷ୍ଠିତ...

ବ୍ଲକସ୍ତରୀୟ ଗୁରୁଦିବସ :‘ରାଷ୍ଟ୍ର ଗଠନରେ ଗୁରୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବିଞ୍ଝାରପୁର,୬ା୯(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅରେଇସ୍ଥିତ ବରୁଣେଶ୍ୱର କଲ୍ୟାଣ ମଣ୍ଡପଠାରେ ଗୁରୁବାର ବ୍ଲକ ସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ବିଞ୍ଝାରପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ନନ୍ଦ କିଶୋର ସାମଲଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ...

ଭତ୍ତା ଅପେକ୍ଷାରେ କୁନି

ଜେନାପୁର,୬ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ ରାଇଛନ୍ଦା ପଞ୍ଚାୟତ ଅଧୀନ ରାଇଛନ୍ଦା ଗ୍ରାମର କୁନ ପ୍ରଧାନ (୬୮) ବାର୍ଦ୍ଧକ୍ୟ ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଏ ନେଇ ବାରମ୍ବାର ସ୍ଥାନୀୟ ପଞ୍ଚୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଲକ କର୍ଯ୍ୟାଳୟରେ ଅଭିଯୋଗ କରି...

ଦ୍ୱିତୀୟ ଦିନରେ ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ:ରାଁସୋଳକୁ ପରାସ୍ତକରି ଫାଇନାଲରେ ଚିଙ୍ଗୁଡ଼ିପାଳ

କାଳିଆପାଣି,୬ା୯(ଡି.ଏନ୍‌.ଏ.)- ଖଣି ନିଗମ କାଳିଆପାଣି ଟାଉନଶିପ କଲୋନୀ ପଡ଼ିଆରେ ଚାଲିଥିବା (ଓଡ଼ିଶା ଖଣି ନିଗମ) ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ଏହି ଅବସରରେ ମୁଖ୍ୟ ଅତିଥିଭାବେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ଯୋଗଦେଇ...

କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେଶନ ପକ୍ଷରୁ ଗୁରୁଦିବସ ପାଳିତ

ଧର୍ମଶାଳା,୬ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜାରକାସ୍ଥିତ କଳ୍ପତରୁ ଦାସ ଷ୍ଟାଡିୟମ ପରିସରରେ କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେଶନ ପକ୍ଷରୁ ଗୁରୁଦିବସ ପାଳିତ ହୋଇଯାଇଛି। ପ୍ରିୟନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ...

କୋଟପୁର ଗ୍ରାମରେ ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ଦଶରଥପୁର,୫।୯(ଡି.ଏନ୍‌.ଏ.): ଯାଜପୁର ଜିଲା ଦଶରଥପୁର ବ୍ଲକ ମଙ୍ଗଳପୁର ଥାନା ନିଜାମପୁର ପଞ୍ଚାୟତ କୋଟପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। କୌଣସି କାରଣକୁ ନେଇ ଗ୍ରାମର ଜଣେ ବୃଦ୍ଧ ଦମ୍ପତି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତକ ହେଲେ ଘନଶ୍ୟାମ...

ଯୌତୁକଜନିତ ବଧୂ ହତ୍ୟା ଅଭିଯୋଗ

କଳିଙ୍ଗନଗର, ୫।୯(ଡି.ଏନ୍‌.ଏ.)- ଟମକା ଥାନା ଅନ୍ତର୍ଗତ ଗୋବରଧନପୁର ଗ୍ରାମରେ ବୁଧବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ଅଜୟ ବେହେରାଙ୍କ ସ୍ତ୍ରୀ ଲିପିକା ବେହେରା। ଯୌତୁକ ପାଇଁ ଶାଶୁଘର ଲୋକେ ଲିପିକାଙ୍କୁ ମାରି ଟାଙ୍ଗି...

ଆମ ଗାଁ ଆମ ବିକାଶ ଯୋଜନା : ରାଁସୋଳ ଶ୍ରେଷ୍ଠ ପଞ୍ଚାୟତଭାବେ ପୁରସ୍କୃତ

କାଳିଆପାଣି,୫।୯(ଡି.ଏନ୍‌.ଏ.)- ରାଜ୍ୟ ସରକାରଙ୍କ ‘ଆମ ଗାଁ ଆମ ବିକାଶ’ ଯୋଜନାର ସଫଳ ରୂପାୟନ ନେଇ ବୁଧବାର ସୁକିନ୍ଦା ବ୍ଲକ ଅନ୍ତର୍ଗତ ରାଁସୋଳ ପଞ୍ଚରାୟତକୁ ଶ୍ରେଷ୍ଠ ପଞ୍ଚାୟତଭାବେ ପୁରସ୍କୃତ କରାଯାଇଛି। ଏ ନେଇ ଯାଜପୁରଠାରେ ଏକ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ...

ଓଏମ୍‌ସି କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ : ଭାଗନେଲେ ୧୦ ପଞ୍ଚାୟତର ଶ୍ରେଷ୍ଠ ଦଳ

କାଳିଆପାଣି/ସୁକିନ୍ଦା,୫।୯(ଡି.ଏନ୍‌.ଏ.)- ଖଣି ନିଗମ କାଳିଆପାଣି ଟାଉନସିପ୍‌ କଲୋନୀ ପରିସରରେ ଥିବା ଖେଳ ପଡ଼ିଆରେ ବୁଧବାର ୩ ଦିନିଆ ଆନ୍ତଃଗ୍ରାମାଞ୍ଚଳ (ଓଡ଼ିଶା ଖଣି ନିଗମ) ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ ୨୦୧୯ ଉଦ୍‌ଘାଟିତ ହୋଇଯାଇଛି। ଏହି ଟୁର୍ନାମେଣ୍ଟକୁ ଆନୁଷ୍ଠାନିକ ଭାବେ ବିଧାୟକ...

ବିଜେଡିରେ ଯୋଗଦେଲେ ଉତ୍ତରପ୍ରତାପ ସରପଞ୍ଚ, ଯୁବ ସଂଗଠକ

ଧର୍ମଶାଳା,୫।୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଉତ୍ତରପ୍ରତାପ ପଞ୍ଚାୟତର ଭାଜପା ସମର୍ଥତ୍ତ ସରପଞ୍ଚ ବୁଧବାର ବିଜେଡିରେ ଯୋଗଦେଇଛନ୍ତି। ଏ ନେଇ ଜାରକାସ୍ଥିତ ବିଜେଡି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ଉପସ୍ଥିତିରେ ଉତ୍ତରପ୍ରତାପ ସରପଞ୍ଚ ସସ୍ମିତା ବେହେରା ଓ...

ଇନରହ୍ବିଲ୍‌ କ୍ଲବ ପରିଦର୍ଶନ କଲେ ଜିଲା ଅଧ୍ୟକ୍ଷା

ଧର୍ମଶାଳା,୫।୯(ଡି.ଏନ୍‌.ଏ.)- ଜାରକା ଇନରହ୍ବିଲ୍‌ କ୍ଲବର ବିଭିନ୍ନ ଜନହିତକର କାର୍ଯ୍ୟକୁ ବୁଧବାର ଇନରହ୍ବିଲ୍‌ କ୍ଲବ ୩୨୬ ଜିଲାର ଅଧ୍ୟକ୍ଷା ଜାଗୃତି ଯୋଶୀ ପରିଦର୍ଶନ କରି ତଦାରଖ କରିଛନ୍ତି। ଏହି ସମୟରେ କ୍ଲବ ପକ୍ଷରୁ ପୋଷ୍ୟ ସ୍କୁଲ ଭାବେ ନୀଳକଣ୍ଠପୁର ପ୍ରକଳ୍ପ ବିଦ୍ୟାଳୟ...

ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ:ପ୍ରଭାବିତ ଟ୍ରକ୍‌ ମାଲିକଙ୍କୁ ସ୍ବତନ୍ତ୍ର କୋଟା ପ୍ରଦାନ ଦାବି

ଯାଜପୁର ଅଫିସ/କାଳିଆପାଣି(ଡି.ଏନ୍‌.ଏ.),୪-୯- ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦରୁ ଗତ ୨ସପ୍ତାହରୁ ଊର୍ଦ୍ଧ୍ୱ ହେବ ଯାଜପୁର କାଳିଆପାଣି କ୍ରୋମ୍‌ ଖଣିରୁ ପରିବହନ ଠପ୍‌ ହୋଇ ପଡ଼ିଛି। ଏଥିଯୋଗୁ ଟ୍ରକ୍‌ ମାଲିକ, ଶ୍ରମିକ, ବ୍ୟବସାୟୀ ପ୍ରମୁଖଙ୍କ ଦାନାପାଣି ସଙ୍କଟ ମଧ୍ୟକୁ ଠେଲି...

ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କର୍ମଶାଳା

କଳିଙ୍ଗନଗର,୪-୯(ଡି.ଏନ୍‌.ଏ.)- ଦାନଗଦୀ ବ୍ଲକ ବିଜେଡି ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଦାନଗଦୀ ଭବନଠାରେ ସଭ୍ୟ ସଂଗ୍ରହ ଅଭିଯାନ ସମ୍ପର୍କୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଦାନଗଦୀ ବ୍ଲକ ବିଜେଡି ସଭାପତି ବୁଡାନ ସିଂ ଜାମୁଡାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥିଭାବେ...

ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ :ମରାମତି ଦାବି କଲା ବ୍ୟବସାୟୀ ସଂଘ

ଡୁବୁରୀ,୪-୯(ଡି.ଏନ୍‌.ଏ.)- ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଶୋଚନୀୟ ହୋଇପଡିଛି। ଡୁବୁରୀ-ସୁକିନ୍ଦା ୯ କିଲୋମିଟର ପାଖାପାଖି ରାସ୍ତାର ଅଧିକାଂଶ ସ୍ଥାନ ଖାଲଖମା ସୃଷ୍ଟି ହୋଇଛି। ଚଳିତ ଲଘୁଚାପ ଜନିତ ବର୍ଷା ଅବସ୍ଥାକୁ ଅଧିକ ସଙ୍ଗିନ...

ନୂତନ ଟ୍ରାଫିକ ନିୟମରେ ଜରିମାନା ଆଦାୟ

ଧର୍ମଶାଳା,୪-୯(ଡି.ଏନ୍‌.ଏ.)- ଧର୍ମଶାଳା ଓ ଜେନାପୁର ଥାନା ପୋଲିସ ପକ୍ଷରୁ ଟ୍ରାଫିକ ନିୟମ ଭଙ୍ଗ କରୁଥିବା ବାଇକ୍‌ ଚାଳକଙ୍କଠାରୁ ନୂତନ ଟ୍ରାଫିକ୍‌ ନିୟମ ଅନୁସାରେ ମଙ୍ଗଳବାର ଜରିମାନା ଆଦାୟ କରାଯାଇଛି। ଧର୍ମଶାଳା ଥାନାଧିକାରୀ ସରୋଜ କୁମାର ସାହୁ, ଏସ୍‌ଆଇ ଜହର ଆବେଦିନ,...

ଦିଗହରା ହୋଇଛି ସ୍ବଚ୍ଛ ଭାରତ ମିଶନ:ଅବ୍ୟବସ୍ଥାରେ ଜେନାପୁର ରେଳ ଷ୍ଟେଶନ

ଜେନାପୁର,୪-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଅନ୍ତର୍ଗତ ଜେନାପୁର ରେଲ୍‌ଓ୍ବେ ଷ୍ଟେଶନରେ ସ୍ବଚ୍ଛ ଭାରତ ଅଭିଯାନ ଦିଗହରା ହୋଇଛି। ବିଭାଗୀୟ ଅଧିକାରୀଙ୍କ ଦୁର୍ବଳମନୋଭାବ ଯୋଗୁ ଷ୍ଟେଶନଟି ଶୋଚନୀୟ ଅବସ୍ଥାରେ ପହଞ୍ଚତ୍ଥିବା ଅଭିଯୋଗ ହୋଇଛି। ଏଠାରେ ଯାତ୍ରୀମାନଙ୍କ ନିମନ୍ତେ ବସାଯାଇଥିବା ଶୁଦ୍ଧ ପିଇବା ପାଣି...

ଚୋରା ବାଲି ଚାଲାଣ ଯୋଗୁ ନଷ୍ଟ ହେଉଛି ଘେରିବନ୍ଧ

ଯାଜପୁର ଟାଉନ,୪-୯(ଡି.ଏନ୍‌.ଏ.)- ଚୋରା ବାଲି ଚାଲାଣ ଯୋଗୁ ଜଳସମ୍ପଦ ବିଭାଗର ୧୯କୋଟି ଟଙ୍କା ବ୍ୟୟରେ ନିର୍ମିତ ଘେରିବନ୍ଧ ନଷ୍ଟ ହେଉଛି। ଯାଜପୁର ବ୍ଲକ ଅଧିନସ୍ଥ ପଣସା ପଞ୍ଚାୟତର ବୈତରଣୀ ପଠାରୁ ଦୀର୍ଘବର୍ଷ ଧରି ଚୋରା ବାଲି ଚାଲାଣ କରାଯାଉଛି। ପ୍ରାୟ...

ପ୍ୟାକ୍ସରେ ଦୁର୍ନୀତି, ପ୍ରିୟାପ୍ରୀତି ମାମଲା:୩ବର୍ଷ ହେବ ମହିଳା ଚାଷୀଙ୍କୁ ମିଳିନି ଋଣ

ଯାଜପୁର ଅଫିସ,୪-୯:ଯାଜପୁର ଜିଲାର ବିଭିନ୍ନ ପ୍ରାଥମିକ କୃଷି ସେବା ସମବାୟ ସମିତି(ପ୍ୟାକ୍ସ)ରେ ଦୁର୍ନୀତି ଓ ପ୍ରିୟାପ୍ରୀତିକୁ ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇ ଆସିଛି। ଏବେ ପୁଣି ଚାଷୀଙ୍କୁ ୩ବର୍ଷ ହେଲା କୃଷି ଋଣ ମିଳୁ ନ ଥିବା ନେଇ...