ଫସଲ ଅମଳ ପାଇଁ ନାହିଁ ଖଳା
ପ୍ରୀତିପୁର,୧୦ା୫(ସୁଶାନ୍ତ ବେହୁରିଆ): ଖଳା ନ ଥିବାରୁ ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଅଧୀନ ବିଭିନ୍ନ ପଞ୍ଚାୟତର ଚାଷୀମାନେ ସେମାନଙ୍କ ଉତ୍ପାଦିତ ସାମଗ୍ରୀ ଅମଳ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଅଞ୍ଚଳରେ ଧାନ, ବିରି ଓ ମୁଗ ପ୍ରମୁଖ ଅର୍ଥକାରୀ ଫସଲ। ଏସବୁ ଫସଲର…
ନଗଡ଼ା ବାମ, ଡାହାଣ ପାର୍ଶ୍ୱ ଅବହେଳିତ
ଯାଜପୁର,୧୦ା୫(ହର୍ଷବର୍ଦ୍ଧନ ବେହେରା): ପ୍ରତି ୫ ବର୍ଷରେ ଥରେ ସାଧାରଣ ନିର୍ବାଚନ ହୁଏ। କିନ୍ତୁ ଆଦିବାସୀ ବହୁଳ ସୁକିନ୍ଦା ବ୍ଲକର ଭାଗ୍ୟ ବଦଳେ ନାହିଁ। ଯାହାର ଉଦାହରଣ ଏବେ ବି ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତୁମୁଣି…
ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ
ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ ମନ୍ଦିରରେ ପୁଜାର୍ଚ୍ଚନା କରିବା ପରେ ସମର୍ଥକଙ୍କ ସହ ଯାଜପୁରରେ ସଂଧ୍ୟାରାଣୀ ପହଞ୍ଚିଥିଲେ। ଉପଜିଲ୍ଲାପାଳଙ୍କ ଅଫିସରେ…
୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ
ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ ପରେ ଆସୁଛି ବର୍ଷା ଦିନ। ଏଭଳି ସ୍ଥଳେ ଠିକାଦାରମାନଙ୍କ ଦ୍ୱାରା ନିର୍ମାଣ ଚାଲିଥିବା ୬ଟି…
ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ
ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା। ଏହାପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା ନଗଡ଼ାରେ କରାଯାଇଥିଲା। ପ୍ରାୟ ୨୩ କୋଟି…
ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ
କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ ବାଲି ଉତ୍ତୋଳନ କରି ଚୋରା ଚାଲାଣ କରୁଥିବା ଅଭିଯୋଗ ହୋଇଛି ା ରାଜସ୍ବ କିମ୍ବା…
ଅସହ୍ୟ ଗୁୁଳୁଗୁଳି ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍ କାଟ
କାଏମା,୫ା୫(ଶିବପ୍ରସାଦ ମହାନ୍ତି): ଦିନକୁ ଦିନ ଅଘୋଷିତ ବିଦ୍ୟୁତ୍ କାଟ ଗ୍ରୀଷ୍ମ ପ୍ରବାହ ବେଳେ କଷ୍ଟଦାୟକ ହୋଇଛି ା ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏପରି ସମସ୍ୟା ଚିନ୍ତାର କାରଣ ପାଲଟିଛି। ଦିନ ହେଉ କି ରାତି ବିଦ୍ୟୁତ୍ କାଟ୍ ଲୋକମାନଙ୍କୁ ହନ୍ତସନ୍ତ…
ଯାଜପୁର ରୋଡ୍ରେ ଟ୍ରାଫିକ୍ ବ୍ୟବସ୍ଥା ବିପର୍ଯ୍ୟସ୍ତ
ଯାଜପୁରରୋଡ଼,୬।୫(ପବିତ୍ର ରଞ୍ଜନ ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ଯାଜପୁରରୋଡ଼ ସହରର ଅଭିବୃଦ୍ଧି ଦିନକୁ ଦିନ ଘଟୁଛି। ଏଥିଯୋଗୁ ସହରର ଟ୍ରାଫିକ ବ୍ୟବସ୍ଥା ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। ଏହି ସହର କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖ୍ୟ ଦ୍ୱାର ହୋଇଥିବାରୁ ଯାନବାହାନ ସଂଖ୍ୟା ଆଶାତୀତ ଭାବେ…
ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳରେ ଯୋଗ ଦେବାର ଗୋଟିଏ ଦିନ ପରେ କଂଗ୍ରେସ ତାଙ୍କୁ ପ୍ରାର୍ଥୀ ଘୋଷଣା କରିଛି।…
ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର
ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗ୍ରାମର ଗଣେଶ ମଣ୍ଡଳ ଓ ଆସୁ ମଣ୍ଡଳ। ତେବେ…
ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ
ଯାଜପୁର,୫ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ ଷ୍ଟେନ୍ଲେସ୍ ଷ୍ଟିଲ୍ (ଜେଏସ୍ଏଲ୍)ରେ ନିୟୋଜିତ ଏକ ଅଣଓଡ଼ିଆ ଠିକାସଂସ୍ଥା ଜିଏମ୍ ଏଣ୍ଟରପ୍ରାଇଜର୍ସ ୪୬ ଜଣ ଗରିବ ଶ୍ରମିକଙ୍କୁ ଦରମା ନ ଦେଇ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ହେଲେ ଶ୍ରମ ବିଭାଗ…
ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର
ରସୁଲପୁର,୪ା୫(ରଂଜିତ ରାଉତ): ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି। ୨ ଆସନ ମଧ୍ୟରୁ ବରୀର ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ଏବଂ ଧର୍ମଶାଳାର ହିମାଂଶୁ…
Archives


