ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ
ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ସ୍ତ୍ରୀ ଶୁଭ୍ରଜ୍ୟୋତି ଦାସ ନାୟକ। ଆଜି ସେ ନିଜର ସହକର୍ମୀଙ୍କୁ ଧରି…
ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା
ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ ପାଇଁ ବିଜେଡିରୁ ସନ୍ଧ୍ୟାରାଣୀ ଦାସ ତଥା ବିଜେଡିର ସାଂଗଠନିକ ସାଧାରଣ ସମ୍ପାଦକ ପ୍ରଣବପ୍ରକାଶ ଦାସଙ୍କ…
ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ଆଶଙ୍କାରେ ଜିଲାବାସୀ
କେନ୍ଦ୍ରାପଡ଼ା,୩ା୫(ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଜିଲାକୁ ବନ୍ୟା, ବାତ୍ୟା ସହ ସୁନାମି ଆଶଙ୍କା ଅଛି। ଏପରିକି ସୁନାମି ପାଇଁ ଏହି ଜିଲାର ୬୪ ଗ୍ରାମ ବିପଦସଙ୍କୁଳ…
୨ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍
ଝୁମ୍ପୁରୀ,୩ା୫(ସରୋଜ ନାୟକ): ଦଶରଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍ ମାରିଥିବା ଜଣାପଡ଼ିଛି। ଏହି ଦୁଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କେମିତି ଅଛି ତାହାର ଏକ ସରଜମିନ ତଦନ୍ତ କରିବାକୁ ଦଶରଥପୁର…
କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ
ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। କୋରେଇରୁ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ଙ୍କ…
ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା
ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ଗାଁରେ। ଆଜି ସକାଳେ ଶିଶୁକନ୍ୟା ଜଣଙ୍କ ମା’ଙ୍କ…
ପଥର ଛଇକୁ ପୋଖରୀ ଦର୍ଶାଇ ଲକ୍ଷାଧିକ ଟଙ୍କା ଆତ୍ମସାତ
କାଳିଆପାଣି,୩୦ା୪(ଅସିତ ମହାନ୍ତ):ପୋଖରୀ ପୁନରୁଦ୍ଧାର ପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ କରି ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଟଙ୍କା ଆତ୍ମସାତ୍ କରାଯାଉଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ୨୦୨୩-୨୪ ଆର୍ଥିକ ବର୍ଷରେ ସୁକିନ୍ଦା ବ୍ଲକ ଅଧୀନ…
ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା
ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ମନେପକାଇ ପାରୁନାହାନ୍ତି ଭୋଟର। ଚଳିତ ନିର୍ବାଚନରେ ବିଜେଡିରୁ ସୁଜାତା ସାହୁ ଟିକେଟ ପାଇ ନିର୍ବାଚନ…
ଏକାଠି ହେଲେ ଗୌତମ, ପୁଲିନ
ଝୁମ୍ପୁରୀ,୩୦ା୪(ସରୋଜ ନାୟକ):ଧୀରେ ଧୀରେ ଯାଜପୁର ରାଜନୀତି ରୋଚକ ମୋଡ଼ ଧରିଛି ା ସୋମବାର ଭାଜପାର ଯାଜପୁର ବିଧାୟକ ପ୍ରାର୍ଥୀ ଗୌତମ ରାୟଙ୍କ ସହ ହାତ ମିଳାଇଛନ୍ତି ଟିକେଟ୍ ନ ପାଇ ଭାଜପାରୁ ଆଶାୟୀ ଥିବା ଯୁବନେତା ପୁଲିନ ପ୍ରକାଶ ପୁହାଣ ା…
ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର
ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର ପୁଣି ପ୍ରାର୍ଥୀ ବଦଳିବା ସମ୍ଭାବନା ରହିଛି। ଗତ ୪ଟି ବିଧାନସଭା ନିର୍ବାଚନରେ ଏଠାରେ ଜଣେ…
ବରୀରେ ପ୍ରାର୍ଥୀ ଘୋଷଣା କରିପାରୁନି ଭାଜପା
ବରୀ,୨୮ା୪(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲାର ବରୀ ନିର୍ବାଚନମଣ୍ଡଳୀରେ ଭାଜପା ଏଯାଏ ପ୍ରାର୍ଥୀ ଦେଇପାରିନାହିଁ। ଏଠାରେ ବିଜେଡି ବିଶ୍ୱରଞ୍ଜନ ମଲ୍ଲିକ ଓ କଂଗ୍ରେସ ଆରତୀ ଦେଓଙ୍କୁ ପ୍ରାର୍ଥୀ କରିବା ପରେ ସେମାନେ ପ୍ରଚାର ଅଭିଯାନକୁ ଜୋର୍ଦାର କରିଛନ୍ତି। ଭାଜପାରେ ଆଶାୟୀଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧି…
ଯାଜପୁର ରୋଡ୍ ଜିଆର୍ଓପି ହେବ ଜିଆର୍ପିଏସ୍
ଯାଜପୁର,୨୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର-କେନ୍ଦୁଝର ରୋଡ୍ ରେଳଷ୍ଟେଶନ (ଜେଜେକେଆର) ‘ଏ’ ବର୍ଗ ସତ୍ତ୍ବେ ଏଠାରେ ଦୀର୍ଘଦିନ ଧରି ଗର୍ଭମେଣ୍ଟ ରେଲଓ୍ବେ ଆଉଟପୋଷ୍ଟ (ଜିଆର୍ଓପି) ରହିଛି। ମାତ୍ର ୨ ଜଣ ଏଏସ୍ଆଇ ଏବଂ ୪ ଜଣ କନଷ୍ଟେବଳଙ୍କ ଦ୍ୱାରା ପ୍ରାୟ ୪୦୦ କି.ମି. ରେଳ ଅଞ୍ଚଳରେ…
Archives


