ଯାଜପୁର

କୁସୁମା ବଙ୍ଗଳାର ତଦନ୍ତ ହେବ

ଯାଜପୁର,୪ା୭(ହର୍ଷବର୍ଦ୍ଧନ ବେହେରା)ଯାଜପୁର ସହରର କୁସୁମା ପୋଖରୀ ପରିସରରେ ୨ ମହଲା ବିଶିଷ୍ଟ ୯ଟି କଟେଜ ନିର୍ମାଣର ରହସ୍ୟକୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି। ବୁଧବାର ଯାଜପୁର ଜିଲାପାଳ ନିଖିଲ ପବନ କଲ୍ୟାଣ ଏହି କାର୍ଯ୍ୟର ସ୍ବଚ୍ଛତା ଓ ବୈଧତାର ତଦନ୍ତ କରାଯିବ…

ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଲାଞ୍ଚ ନେଉଥିଲେ ସବ ଇନ୍ସପେକ୍ଟର, ମାଡ଼ି ବସିଲା ଭିଜିଲାନ୍ସ

ଯାଜପୁର,୩।୭: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ସବ ଇନ୍ସପେକ୍ଟର। ଜଣେ ବ୍ୟକ୍ତିଙ୍କୁ ବ୍ୟବଚ୍ଛେଦ ରିପୋର୍ଟ ଦେବା ଲାଗି ବିଂଝାରପୁର ଥାନା ସବ ଇନ୍ସପେକ୍ଟର କେଶବ ଦାଶ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସୂଚନା ଅନୁସାରେ ଗତ ମାସ ୨୦…

୫-ଟି ସ୍କୁଲ ଛାତରୁ ପ୍ଲାଷ୍ଟର ଖଣ୍ଡ ଖସି ୫ ଛାତ୍ରୀ ଆହତ

ଚଣ୍ଡିଖୋଲ,୩।୭(ପ୍ରଦୀପ୍ତ କୁମାର ପୃଷ୍ଟି):ବଡ଼ଚଣା ବ୍ଲକ ଅନ୍ତର୍ଗତ କୁନ୍ଦଳ ପଞ୍ଚାୟତର ମା’ ମଲିହାଶୁଣୀ ୫-ଟି ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ଛାତରୁ ପ୍ଲାଷ୍ଟର ଖଣ୍ଡ ଖସିପଡ଼ିଛି। ପ୍ରାର୍ଥନା ସାରି ଛାତ୍ରୀଛାତ୍ର ବିଦ୍ୟାଳୟ ମଧ୍ୟକୁ ପ୍ରବେଶ କରିବା ମାତ୍ରେ ସେମାନଙ୍କ ଉପରେ ଛାତର ପ୍ଲାଷ୍ଟର ଖଣ୍ଡ…

ଜାବରା ସେତୁରେ ଲହଡ଼ି ମାରୁଛି ବର୍ଷାଜଳ

ଜେନାପୁର,୩।୭(ଅଶୋକ ଦାସ):ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରି ସେହି ଅଞ୍ଚଳର ବିକାଶ ପ୍ରକ୍ରିୟାରେ ସନ୍ତୁଳନ ରକ୍ଷା ଲାଗି ବିଭିନ୍ନ ନଦୀ ନାଳ ଉପରେ ସେତୁ ନିର୍ମାଣ କରଯାଇଛି। ଏଥିପାଇଁ ରାଜ୍ୟ ସରକାର ଅନେକ କୋଟି ଟଙ୍କା ଖର୍ଚ୍ଚ…

ସିଲ୍‌ ହେଲା ବଲେ ବଲେ ଢାବା

ଧର୍ମଶାଳା,୨ା୭:ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ ଢାବା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସିଲ୍‌ ହୋଇଛି। ଏହାସହ ହୋଟେଲ୍‌ରେ ଥିବା ସମସ୍ତଙ୍କ ଆସବାବପତ୍ର ଖୋଲି ନିଆଯାଇଛି। ପୂର୍ବରୁ ପ୍ରଶାସନ ପକ୍ଷରୁ ସିଲ୍‌ ହେବା ନେଇ ନୋଟିସ୍‌ ଜାରି କରାଯାଇଥିଲା। ନେଉଳପୁରସ୍ଥିତ ଧର୍ମଶାଳା…

ମହିଳାଙ୍କଠାରୁ ଠକିନେଲେ କୋଟିଏ ଟଙ୍କା

ଯାଜପୁର ଟାଉନ,୨ା୭ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ଜଣେ ଯୁବକ ପ୍ରଲୋଭନ ଦେଖାଇ ଶତାଧିକ ମହିଳାଙ୍କଠାରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍‌ କରିନେଇଥିବା ଅଭିଯୋଗ ହୋଇଥିଲା ା ସମ୍ପୃକ୍ତ ମହିଳାମାନେ ଜିଲା ପ୍ରଶାସନ ଓ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ଯାଜପୁର ଟାଉନ୍‌ ଥାନା…

ମୃତ ବ୍ୟକ୍ତିଙ୍କ ନାମରେ ଆସୁଛି ଭତ୍ତା ଟଙ୍କା

କାଏମା,୨ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ପାଟପୁର ପଞ୍ଚାୟତରେ ଭତ୍ତା ଟଙ୍କା ବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏଠାରେ ବର୍ଷ ବର୍ଷ ଧରି ମୃତବ୍ୟକ୍ତିଙ୍କ ନାମରେ ଆସୁଛି ଭତ୍ତା ଟଙ୍କା। ଏହି ପଞ୍ଚାୟତରେ ପାଖାପାଖି ୭୦୦ ହିତାଧିକାରୀ ଭତ୍ତା ପାଉଛନ୍ତି।…

ଖଣି ଅଞ୍ଚଳରୁ ହଟୁଛି ଘଡ଼େଇ ପରିବାରର ପତିଆରା

କାଳିଆପାଣି,୨ା୭(ଅସିତ୍‌ ମହନ୍ତ):ଶ୍ରମିକ ସଂଘ (ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦାନ ମଜଦୁର ସଂଘ ବା ଏସ୍‌ଆର୍‌ସିକେଏମ୍‌ଏସ୍‌) ପକ୍ଷରୁ କାଳିଆପାଣି ଖଣି ଅଞ୍ଚଳରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିବାବେଳେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇ ତାହା ଉପରେ ଲଗାମ ଲଗାଯାଇଛି।…

ବଲେ ବଲେ ଢାବାକୁ ନେଇ ଆସିଲା ଚାଞ୍ଚଲ୍ୟକର ତଥ୍ୟ: ସିଲ୍‌ ହେବ ଢାବା

ଧର୍ମଶାଳା,୨ା୭ (ବଟକୃଷ୍ଣ ପରିଡା):ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ ଢାବା ସିଲ୍‌ ହେବ ବୋଲି ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ସୋମବାର ସୂଚନା ଦେଇଛନ୍ତି। ନେଉଳପୁରସ୍ଥିତ ଧର୍ମଶାଳା ଭବନ ପରିସରରେ ଥିବା ଏହି ଢାବା ବେଆଇନ ଭାବେ ଚାଲିଥିବା ଦର୍ଶାଇ…

ବଲେ ବଲେ ପରେ କୁସୁମାର ୨ ବଙ୍ଗଳା: ସରକାର ବଦଳିବା ପରେ ଚର୍ଚ୍ଚାରେ ସରକାରୀ ସମ୍ପତ୍ତି

ଯାଜପୁର/ଯାଜପୁର ସଦର,୧ା୭(ହର୍ଷବର୍ଦ୍ଧନ ବେହେରା/ସମର ବିଜୟ ଶରଣ): ସରକାରୀ ଜମି ଓ ଅର୍ଥରେ ନିର୍ମାଣ ହୋଇଥିବା ବିଭିନ୍ନ କୋଠାଘର ବ୍ୟକ୍ତିଗତ ସମ୍ପତ୍ତି ଭାବେ ବ୍ୟବହାର ହେଉଥିବାର ଅଭିଯୋଗ ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି। ସରକାରୀ ସମ୍ପତ୍ତିକୁ କେବଳ କବ୍‌ଜା କରିବା ନୁହେଁ,…

ହାଲୁଆ ପ୍ୟାକେଟରେ ପୋକ ସାଲୁବାଲୁ; ବିପଦରେ ଶିଶୁଙ୍କ ଜୀବନ, କାହାର ନିଘା ନାହିଁ

ଯାଜପୁର,୧ା୭(ହର୍ଷବର୍ଦ୍ଧନ ବେହେରା): ଶିଶୁମାନଙ୍କ ମାନସିକ ଓ ଶାରୀରିକ ବିକାଶ ଲାଗି ସରକାର ସମନ୍ବିତ ଶିଶୁ ବିକାଶ ଯୋଜନାରେ ହାଲୁଆ ପ୍ୟାକେଟ ବଣ୍ଟନ କରିବାର ବ୍ୟବସ୍ଥା କରିଛନ୍ତି। ୬ ମାସରୁ ୩ ବର୍ଷ ପର୍ଯ୍ୟନ୍ତ ସାଧାରଣ ଶିଶୁଙ୍କ ପାଇଁ ଏହା ଉର୍ଦ୍ଦିଷ୍ଟ। ଯୋଜନା…

ଆମ୍ବ, ନଡ଼ିଆ, କାଜୁ ବଗିଚା ନାଁରେ ଅର୍ଥ ଆତ୍ମସାତ୍‌

କୋରେଇ,୨୯।୬(ଚନ୍ଦ୍ରକାନ୍ତ ପତି): କୋରେଇ ବ୍ଲକର ବିଭିନ୍ନ ପଞ୍ଚାୟତ ତଥା ଗାଁ ଗହଳିର ହିତାଧିକାରୀଙ୍କ ନାମରେ ଆମ୍ବ, ନଡ଼ିଆ, କାଜୁ ଆଦି ମିଥ୍ୟା ବଗିଚା ସୃଷ୍ଟି କରି ଉଦ୍ୟାନ ବିଭାଗର କେତେଜଣ କର୍ମଚାରୀ ସମସ୍ତ ଅର୍ଥ ଆତ୍ମସାତ୍‌ କରିଛନ୍ତି। ଏନେଇ ହୋଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?