ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍: କହିଲେ…
ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ ଅବହେଳିତ ଥିବା ଅନୁଭବ ହୋଇଛି। ବିଜେଡିର ଅନେକ ନେତୃତ୍ୱ ମଧ୍ୟ ଏହି ଭଳି ସ୍ଥିତିରେ…
ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ
ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର ରୋଡର ଷ୍ଟେସନ ପାଖ ଚୂନଭାଟି ଅଂଚଳରେ ଥିବା ଅସହାୟ ଲୋକଙ୍କୁ ପୁରୁଣା ବ୍ୟବହାର ଉପଯୋଗୀ…
ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…
ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ସାମିଲ ହୋଇଛନ୍ତି। ନିକଟରେ ମୋକିମ ନିଜର ବିବାଦୀୟ ମନ୍ତବ୍ୟ ପାଇଁ କଂଗ୍ରେସ ଦଳ…
୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼
ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ ଶେଷ ହେବାକୁ ଯାଉଛି। ଏହି ମହୋତ୍ସବରେ ପ୍ରତିବର୍ଷ ହଜାର ହଜାର ସଂଖ୍ୟାରେ ଲୋକଙ୍କ ଭିଡ଼…
ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!
କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସ ନିର୍ମାଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ୧୯ା୧୨ା୨୦୨୫ରେ ଧର୍ମଶାଳା ତହସିଲ ପକ୍ଷରୁ ପ୍ରଣବଙ୍କୁ…
ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…
ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର କରିଥାନ୍ତି। ବିଭିନ୍ନ ପ୍ରକାର କର୍ମ ଅଙ୍ଗାଙ୍ଗୀ ଭାବେ ଆମ ସହିତ ଜଡ଼ିତ। ସେଥିମଧ୍ୟରୁ ଏମିତି…
ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…
ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍ନିକ୍ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି। ହେଲେ ଯାଜପୁର ଜିଲାର ଅନ୍ୟତମ ପର୍ଯ୍ୟଟନ କେନ୍ଦ୍ର ତଥା ବୌଦ୍ଧକୀର୍ତ୍ତିର ମୁଖଶାଳା ଉଦୟଗିରି, ରତ୍ନଗିରି,…
ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ନାବାଳକ, ଦେଖାକରିବାକୁ ଯାଇ…
ବିଞ୍ଝାରପୁର, ୨୦ା୧୨(ରାମକୃଷ୍ଣ ଦାସ): ପ୍ରେମ ପାଇଁ ଆସିଥିବା ଜଣେ ନାବାଳକ ପ୍ରେମିକଙ୍କ ଝୁଲନ୍ତା ମୃତଦେହକୁ ବିଞ୍ଝାରପୁର ଥାନା ଅଞ୍ଚଳର ପ୍ରେମିକାଙ୍କ ଘର ନିକଟରୁ ଶୁକ୍ରବାର ପୂର୍ବାହ୍ନରେ ପୋଲିସ ଝୁଲନ୍ତା ଅବସ୍ଥାରେ ଜବତ କରିଛି। ମୃତକ ହେଲେ କଟକ ଜିଲା ସାଲେପୁର ଥାନା…
ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା: ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ
ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ। ସୂଚନାଯୋଗ୍ୟ, ଜଣେ ନାବାଳିକା ପ୍ରସବ କରିବା…
୬ ଫୁଟ୍ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼
ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ ଫାର୍ମ ହାଉସ ନିକଟରୁ ଏହି ଅଜଗର ସାପଟିକୁ କିଛି ଲୋକେ ଦେଖିବାକୁ ପାଇଥିଲେ। ପରେ…
ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି
ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବୁଧବାର ସନ୍ଧ୍ୟାରେ ଭର୍ତ୍ତି ହୋଇଛନ୍ତି । ଏହି ଗ୍ରାମର ଲୋକେ ନିଜ…
ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣା: ୪ ଗିରଫ
ଧର୍ମଶାଳା,୧୫।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜେନାପୁର ଥାନା ଗଡମଧୁପୁର ପଞ୍ଚାୟତ ପନ୍ତୁରୀଠାରେ ଥିବା ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମ ହାଉସରେ ଗତକାଲି ଘଟିଥିବା ଗଣ୍ଡଗୋଳ ଘଟଣାରେ ୪ଜଣଙ୍କୁ ଗିରଫ କରାଯାଇଛି। ଏ ନେଇ ଯାଜପୁର ଏସଡିପିଓ ଲକ୍ଷ୍ମୀଧର…
Archives


