ଯାଜପୁର

ଛିଡା ହୋଇଥିବା ଟ୍ରକ୍‌ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ

କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ୧୬ନଂ ଜାତୀୟ ରାଜପଥ କୁଆଖିଆ ଓଭରବ୍ରିଜ ନିକଟରେ ଏହି ଦୁର୍ଘଟଣା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର ନଅ ଦିନ ପରେ ମୃତ ଶିଶୁର ମୃତଦେହକୁ ମାଟି ତଳୁ ଖୋଳି ବାହାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି। ଘଟଣା ଅନୁଯାୟୀ, ୨୦୨୫ ମସିହାରେ ସେହି ଅଞ୍ଚଳର ଶାରୀରିକ ଭିନ୍ନକ୍ଷମ ଅର୍ଜୁନ ବେହେରା…

୨ଘଣ୍ଟାରୁ ଅଧିକ ସମୟ ବିଦ୍ୟୁତ ସେବା ଠପ୍‌, ଅସନ୍ତୋଷ ପ୍ରକାଶ କଲେ ଲୋକେ, ଏସଡିଓ କହିଲେ…

ଧର୍ମଶାଳା,୧୫।୫(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ଜାରକା ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟ ପାଇଁ ଗ୍ରାହକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଖରା ଦିନ ଉଦୁଉଦିଆ ଖରାବେଳେ ୨ଘଣ୍ଟାରୁ ଅଧିକ ସମୟ ବିଦ୍ୟୁତ ସେବା ଠପ୍‌ ହୋଇଯାଇଥିବା ଦେଖିବାକୁ…

ଏକାବେଳେ ଦୁଇ ଭଉଣୀଙ୍କୁ କରିଦେଲେ ଗର୍ଭବତୀ

କଳିଙ୍ଗନଗର,୧୦।୫(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅଞ୍ଚଳର ୨ ନାବାଳିକା ଭଉଣୀଙ୍କୁ ଦୁଇ ସାଙ୍ଗ ବିବାହ ପ୍ରଲୋଭନ ଦେଖାଇ ଗର୍ଭବତୀ କରିଥିବା ଅଭିଯୋଗ ପରେ ପୋଲିସ ୨ ସାଙ୍ଗଙ୍କୁ ଶନିବାର ଗିରଫ କରି କୋର୍ଟଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ…

ବାହାଘର ଭୋଜିରୁ ଫେରିବାବେଳେ ମର୍ମନ୍ତୁଦ ଦୁର୍ଘଟଣା: ବୋଲେରୋ-ହାଇଓ୍ବା ଧକ୍କା, ଚାଲିଗଲା ୫ ଜୀବନ

ଧର୍ମଶାଳା,୪ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ବରଡ଼ା ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋଲେରୋ ସହିତ ହାଇଓ୍ବା ଧକ୍କା ହେବାରୁ ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଚାଳକ ଗୁରୁତର ରହିଛନ୍ତି।…

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ତାଳଗଛ ପଡ଼ି ଯୁବକଙ୍କ ଜୀବନ ଯାଇଥିବା ବେଳେ ଏ ଖବର ପାଇ ତାଙ୍କ ପତ୍ନୀ…

ଅହେତୁକ ବିଦ୍ୟୁତକାଟ ପ୍ରତିବାଦରେ ଏସଡିଓ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା, ପ୍ରତିଶ୍ରୁତି ମିଳିବା ପରେ…

ଧର୍ମଶାଳା,୨୮।୪(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଅଞ୍ଚଳରେ ଅହେତୁକ ବିଦ୍ୟୁତକାଟ ପ୍ରତିବାଦରେ ସ୍ଥାନୀୟ ବିଦ୍ୟୁତ ଏସଡିଓ କାର୍ଯ୍ୟାଳୟ ସମ୍ମୁଖରେ ସ୍ଥାନୀୟ ଉପଭୋକ୍ତାମାନେ ଗଣଧାରଣା ଦେଇଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ଋତୁ ଚାଲିଥିବା ବେଳେ ଅସହ୍ୟ ଗରମ ଗୁଳଗୁଳି ସହ ଅଘୋଷିତ ବିଦ୍ୟୁତକାଟ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଆସନ୍ତା ୨୫…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ ଯାଜପୁର ଜିଲା ସୁକିନ୍ଦା ବ୍ଲକ ସାରୁଆବିଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବାସୁଦେବ…

ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୂରାଇ ଦେଲେ ପ୍ରଧାନଶିକ୍ଷକ: ସ୍କୁଲରେ ହାଇଡ୍ରାମା 

କଳିଙ୍ଗନଗର,୧୯।୪(ଶୁଭାଶିଷ ରାଉତ ):ପିଲାଙ୍କ ପ୍ୟାଣ୍ଟ ଭିତରେ ପ୍ରଧାନଶିକ୍ଷକ ପୂରାଇ ଦେଲେ ବିଛୁଆତି। ଅଭିଭାବକ ମାନେ ଏହା ଜାଣିବା ପରେ ସ୍କୁଲରେ ହୋଇଥଲା ହାଇଡ୍ରାମା। ସ୍କୁଲକୁ ଆସି ପ୍ରଧାନଶିକ୍ଷକଙ୍କୁ ପଚାରିବା ସହ ହୋହଲ୍ଲା କରିଥିଲେ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି…

ଚଢ଼ାଉ ବେଳେ ଟ୍ରାକ୍ଟର ଚଢ଼ାଇ ଦେଲେ: ତହସିଲଦାର ଗୁରୁତର

ଯାଜପୁର/ବ୍ୟାସନଗର (ହର୍ଷବର୍ଦ୍ଧନ ବେହେରା/ ପବିତ୍ର ରଞ୍ଜନ ମହାନ୍ତି), ୧୯ା୪ : ମାଟି ଚୋରାଚାଲାଣ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଯାଜପୁର ଜିଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡାଙ୍କ ଉପରକୁ ଟ୍ରାକ୍ଟର ଚଢ଼ାଇ ଦିଆଯାଇଛି। କୋରେଇ ଥାନା ଅନ୍ତର୍ଗତ ମୀନାବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?