ଯାଜପୁର

ଆବଶ୍ୟକ ପଡ଼ିଲେ ଲାଗିବ କର୍ଫ୍ୟୁ: ଲକ୍‌ଡାଉନ୍‌କୁ ମାନୁ ନାହାନ୍ତି ଜନତା

ଯାଜପୁର ଅପିସ,୨୬ା୩: କରୋନା ଭୂତାଣୁ ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା ପରେ ଯାଜପୁର ଜିଲାରେ ବହିରାଗତଙ୍କ ସଂଖ୍ୟା ପ୍ରାୟ ୨ ହଜାର ହୋଇଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା...

କାଳିଆପାଣି ଖଣି ଅଞ୍ଚଳରେ ଲକ୍‌ଡାଉନ୍‌ ପ୍ରଭାବ ଶୂନ

କାଳିଆପାଣି, ୨୫।୩: କରୋନା (କୋଭିଡ୍‌-୧୯) ବିଶ୍ୱ ପାଇଁ ମହାମାରୀ ରୂପେ ଉଭା ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ଭଳି କଠୋର ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ମାତ୍ର ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି...

ଲକ୍‌ଡାଉନ୍‌କୁ ଗୁରୁତ୍ୱ ଦେଉନାହାନ୍ତି ଯାଜପୁର ରୋଡ୍‌ ବାସିନ୍ଦା: କିଣାକିଣି ବେଳେ ରଖାଯାଉନାହିଁ ସାମାଜିକ ଦୂରତା, ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ପ୍ରବଳ ଭିଡ଼

ଯାଜପୁର ଅଫିସ,୨୫।୩-କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲକ୍‌ଡାଉନ୍‌ ଘୋଷଣାକୁ ଯାଜପୁର ଜିଲାର ପ୍ରାୟ ଦୋକାନୀ ମାନୁଥିବାବେଳେ ଲୋକେ କିନ୍ତୁ ଏହାକୁ ଉଲ୍ଲଂଘନ କରୁଥିବା ଦେଖାଯାଇଛି। ଏଥିପାଇଁ ପୋଲିସକୁ ନାକେଦମ ହେବାକୁ ପଡୁଛି। ବୁଧବାର ଯାଜପୁର ରୋଡ ଗଣେଶ ମାର୍କେଟସ୍ଥିତ ଏକ...

ଶୂନ୍‌ଶାନ ହୋଇପଡ଼ିଛି ଯାଜପୁରରୋଡ୍‌

ଯାଜପୁର ଅଫିସ,୨୨।୩: ଜନତା କର୍ଫ୍ୟୁ ଯୋଗୁ ଯାଜପୁରରୋଡ୍‌ ଶୂନଶାନ ହୋଇପଡ଼ିଛି। କରୋନା ଭୂତାଣୁର ମୁକାବିଲା ପାଇଁ ଜିଲାବାସୀ ସ୍ବତଃପ୍ରବୃତ୍ତ ଭାବେ ସମସ୍ତ ଦେକାନ ବଜାର ବନ୍ଦ କରିଛନ୍ତି। ବଡ଼ବଡ଼ ଶପିଂମଲ୍‌ଠାରୁ ଆରମ୍ଭ କରି ଛୋଟ ଦୋକାନ ମଧ୍ୟ ବନ୍ଦ ରହିଛି।...

ପରମ୍ପରା ଉପରେ କରୋନା ଅଙ୍କୁଶ

ସର୍ବଧର୍ମ ସମନ୍ବୟର ପ୍ରତୀକ ବରାହ-ବିରଜା କ୍ଷେତ୍ରର ସଂସ୍କୃତି, ପରମ୍ପରା ଓ ଐତିହାସିକ ପୀଠଗୁଡ଼ିକର ଅନେକ ପ୍ରସିଦ୍ଧ କାର୍ଯ୍ୟକ୍ରମ ଉପରେ କରୋନା ଅଙ୍କୁଶ ଲାଗିଛି। ଫଳରେ ଚଳିତ ବର୍ଷ ବାରୁଣୀ ମେଳା, ବାରବାଟୀ ବିଶ୍ୱଶାନ୍ତି ମହାଯଜ୍ଞ, ଶଙ୍ଖଚିଲା ହିଙ୍ଗୁଳା ଯଜ୍ଞ, ରାଛିପୁର...

ସ୍କୁଲ ମିଶ୍ରଣକୁ ଗାଁ ଲୋକଙ୍କ ବିରୋଧ

ଡୁବୁରୀ,୧୯।୩(ଡିଏନଏ): ସିଆରିଆ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ନିକଟସ୍ଥ ଡୁବୁରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ ପାଇଁ ନିଷ୍ପତ୍ତି ହୋଇଛି। ତେବେ ଏହି ମିଶ୍ରଣ ପ୍ରକ୍ରିୟାକୁ ତୀବ୍ର ବିରୋଧ କରିଛନ୍ତି ସିଆରିଆ ଗାଁଲୋକେ। ଏ ନେଇ ବୁଧବାର ଏକ ବଡ଼...

ଖୋଲା ଛାତ ତଳେ ଗଢ଼ା ହେଉଛି ଶିଶୁଙ୍କ ଭବିଷ୍ୟତ

କୋରେଇ,୧୯।୩(ଡିଏନଏ): କୋରେଇ ଅଞ୍ଚଳର ବହୁ ଅଙ୍ଗନଓ୍ବାଡି କେନ୍ଦ୍ର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଆବଶ୍ୟକ ଭିତ୍ତିଭୂମି ଅଭାବରୁ କୁନିକୁନି ପିଲା ନିଜ ଅଧିକାରରୁ ବଞ୍ଚିତ୍ତ ହେଉଛନ୍ତି। ୧୫ରୁ ଊର୍ଦ୍ଧ୍ୱ ଭଙ୍ଗା ଘରେ ବିପଦପୂର୍ଣ୍ଣ ଭାବେ କୁନି ପିଲାଙ୍କୁ ପଢ଼ା ଯାଉଥିବା ଦେଖିବାକୁ...

୬ ମାସ ବିତିଲା, ଚିହ୍ନଟ ହୋଇପାରିଲାନି ଜମି

ଯାଜପୁର ଅଫିସ,୧୯।୩: ଯାଜପୁର ଜିଲା ରସୁଲପୁର ବ୍ଲକର ଗୋପାଳପୁର ଗ୍ରାମ ହସ୍ତତନ୍ତ ଶିଳ୍ପ ପାଇଁ ବେଶ ପ୍ରସିଦ୍ଧି ଲାଭ କରିଛି। ତେଣୁ ଗୋପାଳପୁର ଗ୍ରାମକୁ ହସ୍ତତନ୍ତ ଶିଳ୍ପ ଗ୍ରାମଭାବେ ପ୍ରତିଷ୍ଠା କରିବାକୁ ସେପ୍ଟେମ୍ବର ୧୩ରେ ନିଷ୍ପତ୍ତି ହୋଇଥିଲା। ଏହି ପ୍ରସ୍ତାବର...

ରାଉତରାପୁର ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ମାମଲା: ଫଳାଫଳ ଘୋଷଣା ୨୦କୁ ସ୍ଥଗିତ

ରସୁଲପୁର,୧୯।୩(ଡିଏନଏ): ରସୁଲପୁର ବ୍ଲକ ରାଉତରାପୁର ସରପଞ୍ଚ ରେଣୁ ସେଠୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ମାମଲା ରୋଚକ ମୋଡ଼ ନେଇଛି। ଫଳାଫଳ ଘୋଷଣା ପାଇଁ ବୁଧବାରକୁ ଧାର୍ଯ୍ୟ କରାଯାଇଥିଲା। ମାତ୍ର ତାହା ସମ୍ଭବପର ହୋଇପାରି ନାହିଁ। ଯାଜପୁର ଜିଲାପାଳଙ୍କ ପୂର୍ବ ନିର୍ଦ୍ଧାରିତ...

ଏପ୍ରିଲ ୧୫ ଯାଏ ମା’ ବିରଜାଙ୍କ ସାଧାରଣ ଦର୍ଶନ ବନ୍ଦ

ଯାଜପୁର ଅଫିସ୍‌,୧୮।୩: ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିରରେ ବୁଧବାରଠାରୁ ଏପ୍ରିଲ ୧୫ ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ। ମାତ୍ର ମା’ଙ୍କ ନୀତିକାନ୍ତିରେ କୌଣସି ପରିବର୍ତ୍ତନ ହେବନାହିଁ। ନିଜ ନିଜ ପାଳିରେ ସେବାୟତମାନେ ମା’ଙ୍କ ପୂଜା କରିବେ।...

୨ ସପ୍ତାହରେ ୨ କମ୍ପାନୀର ଶୁଭ କାର୍ଯ୍ୟକ୍ରମ ସ୍ଥଗିତ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୩: କଳିଙ୍ଗନଗର ଶିଳ୍ପାଞ୍ଚଳରେ ଗତ ୨ ସପ୍ତାହ ମଧ୍ୟରେ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ୨ କାରଖାନା ଶୁଭ ଦେଇ ନ ପାରି ଫେରିଯାଇଛି। ଗତ ୭ ତାରିଖରେ କଳିଙ୍ଗନଗର ବିଜୁ ପଟ୍ଟନାୟକ ପାର୍କ ନିକଟରେ କେସିକା...

ଯାଜପୁରରେ କରୋନା କଟକଣା: ବାରୁଣୀ ମହାସ୍ନାନ ବାତିଲ, ସହରରେ ୧୪୪ ଧାରା ଜାରି

ଯାଜପୁର ଅଫିସ,୧୬।୩: ପ୍ରସିଦ୍ଧ ବାରୁଣୀ ମେଳାକୁ ବାତିଲ କରାଯିବା ସହ ଯାଜପୁର ସହରରେ ୧୪୪ ଧାରା ଜାରି କରାଯାଇଛି।  ଯାଜପୁର ଜିଲା ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକ ମହାମାରୀ ରୋଗ ଆଇନ ୧୮୯୭ ଧାରା ୨(୧) ବଳରେ ସୋମବାର ଏହି...

Advertisement


Archives

Model This Week

Why Dharitri