ଯାଜପୁର

ବିଜେଡି ପୁସିଂ କାର୍ଡ ଧରିଥିବା ମିଶନ ଶକ୍ତି ମହିଳାଙ୍କୁ ମାଡ଼

ଚଣ୍ଡିଖୋଲ,୨୩ା୫(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ମଝିପଡ଼ା ଗ୍ରାମରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ବୁଧବାର ମଝିପଡ଼ା ଗ୍ରାମ ମିଶନ ଶକ୍ତି ସଂଘର ମହିଳା ଶକୁନ୍ତଳା ବେହେରା ବିଜେଡି ପୁସିଂ କାର୍ଡ ଧରି ଯାଉଥିବାବେଳେ ତାଙ୍କୁ ମାଡ଼…

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ ବୁଡ଼ି ୨ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗ୍ରାମର ଗୋପ ମଲ୍ଲିକଙ୍କ…

ଅବଧିର ୫ ବର୍ଷ ପରେ ବି ସରୁନି ବିଜୁ ସେତୁ କାମ

ବ୍ରହ୍ମବରଦା,୨୦ା୫(ଯଯାତି କେଶରୀ ବେହେରା): ବ୍ରହ୍ମବରଦା-ଝାଲପଡ଼ା ବିଜୁ ସେତୁ କାମ ଅବଧିର ୫ ବର୍ଷ ପରେ ସରି ପାରୁନାହିଁ। ଫଳରେ ଲୋକେ ଯାତାୟାତ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନଦୀରେ ମୋଟ୍‌ ୮ ପିଲାର ହେବାକୁ ଥିବା ବେଳେ…

ଭୋଟରଙ୍କ ଅଗ୍ରାଧିକାର ସ୍ଥାନୀୟ ସମସ୍ୟା

ଯାଜପୁର,୨୦ା୫(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ନିର୍ବାଚନ ମଣ୍ଡଳିର ଭୋଟରମାନେ ଏବେ ନିଜ ଅଞ୍ଚଳର ସମସ୍ୟାକୁ ଅଗ୍ରାଧିକାର ଦେଉଥିବା ଦେଖିବାକୁ ମିଳିଛି। ଫଳରେ ସାଧାରଣ ଭୋଟର କାହାକୁ ଭୋଟ ଦେବେ ସେଥିପ୍ରତି ଅଧିକ ଯନତ୍ବାନ ହେଉଥିବା ଚର୍ଚ୍ଚା…

ରାସ୍ତା କାମ ଅଧାରୁ ଛାଡ଼ି ଠିକାଦାର ଛୁ’

ପାଣିକୋଇଲି,୧୯ା୫(ବିକାଶ ମଲ୍ଲିକ)ଅମୃତିଆଠାରୁ ପାଣିକୋଇଲି-ରଗଡ଼ି ପୂର୍ତ୍ତ ବିଭାଗ ରାସ୍ତା ଏବେ ଅର୍ଦ୍ଧନିର୍ମିତ ଅବସ୍ଥାରେ ରହିଛି। ପୂର୍ବରୁ ପାଣିକୋଇଲି ରଗଡ଼ି ପୂର୍ତ୍ତ ବିଭାଗ ରାସ୍ତାଠାରୁ ଅମୃତିଆ ଗ୍ରାମ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ କରାଯାଇଥିଲା। ମାତ୍ର ୨୦୨୩ରେ ଏହି ରାସ୍ତାକୁ ବଢ଼ାଯାଇ…

‘ପ୍ରତିଶ୍ରୁତି ନାହିଁ ତ ଭୋଟ ନାହିଁ’ ଚେତାବନୀ

ରସୁଲପୁର,୧୯ା୫(ରଞ୍ଜିତ ରାଉତ)ରସୁଲପୁର ବ୍ଲକ ଅନ୍ତର୍ଗତ ଭୋଟକା, ଗନ୍ଧଣ, ବଡ଼କଇଞ୍ଚି, ଟିକରପଡ଼ା, ରସୁଲପୁର ଓ ରାହାମ୍ବା ୬ ପଞ୍ଚାୟତର ଜୀବନରେଖା ହେଉଛି ମୂଳ ଖରସ୍ରୋତା ନଦୀ। ଏହି ମୃତ ମୂଳ ଖରସ୍ରୋତାକୁ ପୁନରୁଦ୍ଧାର ପ୍ରତିଶ୍ରୁତି ପାଇଁ ଦାବି କରିଛି ମୂଳ ଖରସ୍ରୋତା ବଞ୍ଚାଅ…

ଧର୍ମଶାଳାରେ ନିର୍ଣ୍ଣାୟକ ହେବେ ସ୍ବାଧୀନ ପ୍ରାର୍ଥୀ

ଯାଜପୁର,୧୭ା୫(ହର୍ଷବର୍ଦ୍ଧନ ବେହେରା) : ମତଦାନ ପାଇଁ ଆଉ ମାତ୍ର ୧୫ ଦିନ ବାକି ରହିଛି। ସେଥିପାଇଁ ନେତାମାନେ ଏବେ ପୂରା ଦମ୍‌ରେ ପ୍ରଚାରରେ ଲାଗି ପଡିଛନ୍ତି। ତେବେ ଯାଜପୁର ଲୋକ ସଭା ଅଧୀନ ଧର୍ମଶାଳା ନିର୍ବାଚନମଣ୍ଡଳୀରେ ଏବେ ନିର୍ବାଚନୀ ପରିବେଶ ସରଗରମ…

ଧସିଲା ପଥର ଖାଦାନ: ଜଣେ ଶ୍ରମିକ ମୃତ, ଆହୁରି ଶ୍ରମିକ ଚାପି ରହିଥିବା ସନ୍ଦେହ

ଯାଜପୁର,୧୬।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁରରେ ଗୁରୁବାର ଏକ ଅଘଟଣ ଘଟିଛି। ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ କଳା ପଥର ଖାଦାନରେ ପଥର ଓ ମାଟି ଧସି ଜଣେ ଶ୍ରମିକଙ୍କ ମୃତଦେହ ମିଳିଛି । ପଥର ତଳେ ବିଭିନ୍ନ ମେଶିନ ଓ ଆହୁରି ଶ୍ରମିକ…

ପାଇପ ଲାଇନ କାମବେଳେ ଖସିଲା ମାଟି ଅତଡା: ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଯାଜପୁର,୧୬।୫(ହର୍ଷବର୍ଦ୍ଧନ ବେହେରା):: ଯାଜପୁର ବିଞ୍ଝାରପୁର ଥାନା କପିଳା ପଞ୍ଚାୟତ ରାହାସ ଗାଁରେ ମାଟି ଅତଡା ଖସି ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହାସହ ଜଣେ ଆହତ ହୋଇଛନ୍ତି। ପାଇପ ଲାଇନ କାମ ବେଳେ ମାଟି ଧସିବାରୁ ୩ ଶ୍ରମିକ ଚାପି ହୋଇଯାଇଥିଲେ।…

ଭୋଟ ହାତେଇବାକୁ ନିଯୁକ୍ତି ଥୋପ

ଯାଜପୁର,୧୬ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର ସୁକିନ୍ଦା ନିର୍ବାଚନମଣ୍ଡଳୀରେ ସ୍ଥାନୀୟ ନିଯୁକ୍ତି ସମେତ କେତେକ କାରଖାନାରେ ଠିକା କାର୍ଯ୍ୟ, ପରିବହନ ଆଦି ନିର୍ବାଚିତ ଜନପ୍ରତିନିଧିଙ୍କ ନିୟନ୍ତ୍ରଣରେ ରହିଛି। ଜିଲାରେ ବିରୋଧୀ ଦଳ ନିଷ୍କ୍ରିୟ ହୋଇଥିବାର ସୁଯୋଗରେ ଏଭଳି ମନମାନି ଚାଲିଛି। ଯଦ୍ୱାରା ଅଭିଜ୍ଞତା ଥାଇ…

ବିଜେଡି, ଭାଜପା ପାଇଁ ସମ୍ମାନର ଲଢ଼େଇ

ଯାଜପୁର,୧୫ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୦୧୯ରେ ବିଜୟୀ ହୋଇଥିବା ବିଜେଡିର ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ଏଥର ସମ୍ବଲପୁର ଲୋକ ସଭା ଆସନରୁ ଦଳୀୟ ପ୍ରାର୍ଥୀ ହୋଇଛନ୍ତି। ପ୍ରଣବଙ୍କ ସ୍ଥାନରେ ଯାଜପୁର ବିଧାନସଭା ଆସନରୁ ଦଶରଥପୁର…

ବରୀ ବିଜେଡିରେ ଦଳଡିଆଁଙ୍କୁ ନେଇ ଚିନ୍ତା

ରସୁଲପୁର,୧୫ା୫(ରଂଜିତ ରାଉତ): ବରୀ ନିର୍ବାଚନମଣ୍ଡଳୀରେ ୩ପ୍ରମୁଖ ଦଳ ବିଜେଡି, ଭାଜପା, କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କପତ୍ର ଦାଖଲ ପରେ ଦଳୀୟ ପ୍ରଚାର ତୀବ୍ର ହେବାକୁ ଯାଉଛି। ଏଭଳି ସ୍ଥିତିରେ ବିଜେଡିକୁ ଦଳଡିଆଁ ଚିନ୍ତା ଘାରିଛି। ନିର୍ବାଚନ ପୂର୍ବରୁ ଦଳ ଯାହାକୁ ପ୍ରମୁଖ ଅସ୍ତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri