ଯାଜପୁର

ଏକାଧିକ ଆଶାୟୀ, ଛକାପଞ୍ଝାରେ ସୁନନ୍ଦା-ବିଶ୍ୱରଞ୍ଜନ

ବରୀ,୨୦ା୩ (ମହେନ୍ଦ୍ର ସ୍ବାଇଁ): ଆସନ୍ତା ଜୁନ ୧ରେ ବରୀ ନିର୍ବାଚନମଣ୍ଡଳୀର ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଭାଜପା ଓ ବିଜେଡି ମଧ୍ୟରେ ମେଣ୍ଟ ଚିତ୍ର ଅସ୍ପଷ୍ଟ ରହିଥିବା ବେଳେ ଶାସକ ଦଳରେ ପ୍ରାର୍ଥୀ ହେବା ପାଇଁ ଆଶାୟୀଙ୍କ ସଂଖ୍ୟା…

ବିପଦସଙ୍କୁଳ ଅଚଳ ମୋବାଇଲ ଟାୱାର

ଯାଜପୁରରୋଡ୍‌,୧୯ା୩(ପବିତ୍ର ରଞ୍ଜନ ମହାନ୍ତି):ଯାଜପୁର ଜିଲାର ବିଭିନ୍ନ ଅଞ୍ଚଳରେ ଛତୁ ଫୁଟିଲା ପରି ମୋବାଇଲ ଟାୱାର ନିର୍ମାଣ ହୋଇଛି। ମୋବାଇଲ ଟାୱାର କମ୍ପାନୀଗୁଡ଼ିକ ସେମାନଙ୍କ ସୁବିଧା ଅନୁଯାୟୀ ଲୋକଙ୍କଠାରୁ ଲିଜ ସୂତ୍ରରେ ଘରଛାତ ଏବଂ ଘର ନିକଟରେ ଜମି ନେଇ ସୁଉଚ୍ଚ ଟାୱାର…

୮ କୋଟି ଟଙ୍କାର ରାସ୍ତା ୮ ଦିନରେ ଫାଟିଲା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲା ଆର୍‌ ଏଣ୍ଡ ବି ଡିଭିଜନ ତଥା ପୂର୍ତ୍ତ ବିଭାଗ ଅଧୀନରେ ୮ କୋଟି ଟଙ୍କାର ରାମବାଗ-ଛତ୍ରପଡା ରାସ୍ତା କାର୍ଯ୍ୟ ୮ ଦିନ ମଧ୍ୟରେ ଫାଟି ଉଠି ଯାଇଛି ା ଏନେଇ ଅଞ୍ଚଳବାସୀଙ୍କ ପକ୍ଷରୁ ଉଦ୍‌ବେଗ ପ୍ରକାଶ…

ନିଯୁକ୍ତି, କ୍ଷତିପୂରଣ ଅପେକ୍ଷାରେ ଜମିହରା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣରେ ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇଛି । ସେହି ସମୟରେ ସାଧାରଣ ପ୍ରଜାଙ୍କ ଜମିର ମୂଲ୍ୟ କମ ଆକଳନ…

ଖଣି ପାଣିରେ ଡମଶାଳା ବିଷାକ୍ତ

ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୧୮ା୩: ଯାଜପୁର ଜିଲା କାଳିଆପାଣି ଖଣି ଖାଦାନ ମାଲିକମାନେ କେବଳ ନିଜର ଲାଭ ଜଗିବାରେ ବ୍ୟସ୍ତ। ପ୍ରଶାସନର ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଖାଦାନ ପରିସରରୁ ବିଷାକ୍ତ କ୍ରୋମିୟମ ଓ ଅମ୍ଲଯୁକ୍ତ ପାଣି ବାହାରକୁ ଛଡା ଯାଉଛି। ଏଥିରେ ସାଧାରଣ…

ଦବିଯାଉଛି ପୋଲ ସଂଯୋଗୀକରଣ ରାସ୍ତା

ରସୁଲପୁର,୧୮ା୩(ରଞ୍ଜିତ ରାଉତ): ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ-୨ ଅନ୍ତର୍ଗତ କୁଆଖିଆ ସେକ୍ସନର ୨ ପଞ୍ଚାୟତର ୨ଟି ଗାଁକୁ ସଂଯୋଗ କରୁଥିବା ବିଭାଗୀୟ ରାସ୍ତାର ଏକ ପୋଲର ଉଭୟ ପାର୍ଶ୍ୱ ସଂଯୋଗୀକରଣ ଅଞ୍ଚଳ ଦବିଯାଉଛି। ଚାରି ଚକିଆ ଯାନ ଏହି ରାସ୍ତାଦେଇ ଯାତାୟାତ…

୬ ଥାକିଆ ରାସ୍ତା ନିର୍ମାଣରେ ଚଞ୍ଚକତା

ଯାଜପୁର,୧୮ା୩ (ହର୍ଷବର୍ଦ୍ଧନ ବେହେରା): ଯାଜପୁର ପୂର୍ତ୍ତ ବିଭାଗ ଅଧୀନରେ ୫୯.୧୮ କୋଟି ଟଙ୍କାର ୬ ଥାକିଆ ରାସ୍ତା ପ୍ରକଳ୍ପ ୪ ଥାକିଆ ଭାବେ ନିର୍ମାଣ ହୋଇଛି। ଏହା ପୁଣି ବହୁ ଗୁରୁତ୍ୱପୂର୍ଣ୍ଣ ଯାଜପୁର ରୋଡ ଚୋରଦା ଛକଠାରୁ ଡୁବୁରୀ ପର୍ଯ୍ୟନ୍ତ ଏସ୍‌ଏଚ୍‌-୧୦…

ସୁରକ୍ଷା ନାହିଁ, ଯାଉଛି ଜୀବନ

ଯାଜପୁର/ଧର୍ମଶାଳା,୧୮ା୩(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା): ପଥର ଖାଦାନ ଓ କ୍ରଶର ୟୁନିଟ୍‌ଗୁଡ଼ିକରେ ଆବଶ୍ୟକ ସୁରକ୍ଷା ଉପକରଣ ଅଭାବ, ଚିକିତ୍ସା ସୁବିଧା ନ ମିଳିବାରୁ ଅକାଳରେ ଶ୍ରମିକମାନେ ମୃତ୍ୟୁବରଣ କରୁଛନ୍ତି। ସରକାରୀ ଅନୁପାଳନ ବିନା ଗଢ଼ି ଉଠିଥିବା ପଥର କ୍ରଶର ୟୁନିଟ୍‌ରେ ଏଭଳି ଅବ୍ୟବସ୍ଥା…

ଯାଜପୁର ଜିଲାରେ ୩୯,୬୬୨ ନୂଆ ଭୋଟର

ଯାଜପୁର,୧୭ା୩(ହର୍ଷବର୍ଦ୍ଧନ ବେହେରା)ରାଜ୍ୟରେ ବିଧାନସଭା ଓ ଲୋକ ସଭା ପାଇଁ ନିର୍ବାଚନ ବିଗୁଲ ବାଜିସାରିଛି। ହେଲେ ଯାଜପୁର ଜିଲାରେ ମତଦାନ କ୍ଷେତ୍ରରେ ସେତେଟା ଉତ୍ସାହ ନ ଥିବା ମନେହେଉଛି। ୨୦୨୪ରେ ଜିଲାର ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୫ ଲକ୍ଷ ୩୦ ହଜାର…

ଗଭର୍ନିଂ ବଡି ସଭାପତି ନିଯୁକ୍ତି ବେଆଇନ

ଯାଜପୁର,୧୭ା୩(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟରେ ଗଭର୍ନିଂ ବଡି ସଭାପତି ନିଯୁକ୍ତି ପ୍ରକ୍ରିୟା ନିୟମରେ ବ୍ୟାପକ ଉଲ୍ଲଂଘନ କରାଯାଇଛି। ଏକା ସମୟରେ ଜଣେ ବ୍ୟକ୍ତି ଦୁଇଟି ପଦବୀ ଦାୟିତ୍ୱ ତୁଲାଇବାର ନିୟମ ନ ଥିବାବେଳେ ତାଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ…

ଖେଳିବାକୁ ଯାଇ ଘରକୁ ଫେରି ନ ଥିଲେ ଦୁଇ ଭଉଣୀ, ଆଜି ପୋଖରୀରୁ ମିଳିଲା ମୃତଦେହ

କଳିଙ୍ଗନଗର,୧୬ା୩(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦୀ ଫାଣ୍ଡି ଅନ୍ତର୍ଗତ ଯଖପୁରା ପଞ୍ଚାୟତର ବାଳୁଙ୍ଗାବନ୍ଦୀ ଗ୍ରାମ ନିକଟରେ ଥିବା ଏକ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ହୋଇଛି। ଘଟଣା ଅନୁଯାୟୀ, ଏହି ଗ୍ରାମ ନିକଟରେ ଏକ ଫାର୍ମ ହାଉସରେ ମୟୂରଭଞ୍ଜ ଅଞ୍ଚଳରେ…

ଖଣି, ସହରାଞ୍ଚଳରେ ସର୍ବାଧିକ ଡ୍ରପ୍‌ ଆଉଟ

ଯାଜପୁର,୧୫ା୩(ହର୍ଷବର୍ଦ୍ଧନ ବେହେରା): ବହୁଳ ପ୍ରସାରିତ ସର୍ବଶିକ୍ଷା ଅଭିଯାନ ଯାଜପୁର ଜିଲାର ଖଣି ଓ ଗ୍ରାମାଞ୍ଚଳରେ ବିଫଳ ହୋଇଛି। ଖଣି ସମ୍ପଦରେ ଭରପୂର ଜିଲାର ସୁକିନ୍ଦା ଅଞ୍ଚଳରେ ୧୬୩୧ ଓ ବ୍ୟାସନଗର ପୌରପରିଷଦ ତଥା କୋରେଇ ବ୍ଲକ ଅଞ୍ଚଳରେ ୨୨୫୮ ଛାତ୍ରୀଛାତ୍ର ଅଧାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri