ଯାଜପୁର

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା ଚର୍ଚ୍ଚା ହେଉଛି। ଉକ୍ତ ଟି-ଶାର୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ…

ବିଶ୍ୱରଞ୍ଜନଙ୍କୁ ଟିକେଟ, ପଦ୍ମ ଧରିପାରନ୍ତି ସୁନନ୍ଦା

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୩ା୪:ଯାଜପୁର ଜିଲାର ବରୀ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ବିଧାୟିକା ସୁନନ୍ଦା ଦାସଙ୍କୁ ବିଜେଡି ବାଦ୍‌ ଦେଇ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ପ୍ରାର୍ଥୀ କରିଛି। ଏନେଇ ସୁନନ୍ଦା ଗଭୀର ଅସନ୍ତୋଷ…

‘ଚକ୍ରାନ୍ତ କରି ମୋ ଟିକେଟ୍ କାଟିଦେଲେ, ତାଙ୍କ କଥା ଜଗନ୍ନାଥ ବୁଝିବେ’: ସୁନନ୍ଦା ଦାସ

ଭୁବନେଶ୍ୱର, ୨୨।୪: ସୋମବାର ବିଜୁ ଜନତା ଦଳ ପକ୍ଷରୁ ସପ୍ତମ ପର୍ଯ୍ୟାୟ ଟିକେଟ୍ ଘୋଷଣା କରାଯାଇଛି। ଏଥିରେ ବରୀ ବିଧାୟକ ସୁନନ୍ଦା ଦାସଙ୍କ ସ୍ଥାନରେ ବିଶ୍ୱରଂଜନ ମଲ୍ଲିକଙ୍କୁ ଟିକେଟ୍ ମିଳିଛି। ଏହାପରେ ସୁନନ୍ଦା ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ଚକ୍ରାନ୍ତ କରି…

ଭାଜପା, ବିଜେଡିକୁ ଘାରିଛି ବିଦ୍ରୋହୀ ଚିନ୍ତା

ଯାଜପୁର,୨୨ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଲୋକ ସଭା ଓ ଏହା ଅଧୀନ ଜିଲାର ୭ ବିଧାନସଭା ଆସନରେ ଭୋଟ ଜୁନ୍‌ ୧ରେ ହେବାକୁ ଥିବାବେଳେ ମେ’ ମାସ ୭ରୁ ୧୪ ତାରିଖ ଯାଏ ପ୍ରାର୍ଥତ୍ପତ୍ର ଦାଖଲ ହେବ। ହେଲେ ଏ ଯାଏ ସବୁ ଆସନରେ…

ଗାଁରେ ପିଇବା ପାଣି ଅଭାବ

କାଏମା,୨୨ା୪(ଶିବପ୍ରସାଦ ମହାନ୍ତି):ସରକାର ଲୋକଙ୍କ ସର୍ବନିମ୍ନ ମୌଳିକ ସମସ୍ୟାରେ ସୁଧାର ଆଣିବାକୁ ଅହରହ ପ୍ରଚେଷ୍ଠା କରିଆସୁଛନ୍ତି। ମାତ୍ର କେତେଜଣ ଅଧିକାରୀଙ୍କ ଅପାରଗତା କାରଣରୁ ଧର୍ମଶାଳା ବ୍ଲକରେ ପାନୀୟ ଜଳ ଯୋଗାଣ ପାଇଁ ନିର୍ମିତ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ଏଯାବତ୍‌ ଶେଷ ହୋଇ ପାରିନାହିଁ। ଫଳରେ…

ବଡଚଣା ରାଜନୀତି ସରଗରମ: ଅମରଙ୍କୁ ଭେଟିଲେ ବର୍ଷା

ଚଣ୍ଡିଖୋଲ,୨୨ା୪(ପ୍ରଦୀପ୍ତ କୁମାର ପୃଷ୍ଟି):ବଡ଼ଚଣା ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଭାବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାମ ଘୋଷଣା ପରେ ରାଜନୀତି ସରଗରମ ହୋଇଛି। ବର୍ଷା ରବିବାର ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ ତାଙ୍କ ସରକାରୀ ବାସଭବନରେ ସାକ୍ଷାତ…

ମନ୍ଦିର ନ ଥାଇ ଅର୍ଥ ବ୍ୟୟବରାଦ

କାଳିଆପାଣି,୨୨ା୪(ଅସିତ ମହାନ୍ତ):ଯାଜପୁର ଜିଲା ସୁକିନ୍ଦା ବ୍ଲକ୍‌ କାର୍ଯ୍ୟାଳୟରେ ଦୁର୍ନୀତି ଚରମ ସୀମା ଟପିଥିବା ଅଭିଯୋଗ ହୋଇଛି। ବ୍ଲକ୍‌ ଅଧୀନ ନଗଡ଼ାରେ ମନ୍ଦିର ନ ଥାଇ ଅର୍ଥ ବ୍ୟୟବରାଦ ହୋଇଥିବା ଫଳକ ଲଗାଯାଇଛି। ଫଳରେ ଏଠାରେ ଦୁର୍ନୀତି ହୋଇଥିବା ସ୍ପଷ୍ଟ ବାରି ହୋଇପଡୁଛି।…

ଭାଇରାଲ ନିଶା ପଡ଼ିଲା ମହଙ୍ଗା, ବନ୍ୟଜନ୍ତୁ ଭିଡିଓ ପୋଷ୍ଟ କରୁଥିବା ୟୁଟ୍ୟୁବର୍ସଙ୍କ ସମ୍ପତ୍ତି ଖୋଳତାଡ଼ କରିବ ଇଡି

ଭୁବନେଶ୍ୱର,୨୧।୪: ପ୍ରିଭେନସନ୍ ଅଫ୍ ମନି ଲଣ୍ଡରିଂ ଆକ୍ଟ (ପିଏମଏଲଏ) ୨୦୦୨ ଉଲଂଘନ କରି ସୋସିଆଲ ମିଡିଆରେ ବନ୍ୟଜନ୍ତୁ ପ୍ରାଣୀ ଭିଡିଓ ପୋଷ୍ଟ କରିଥିବା ଅଭିଯୋଗରେ କିଛି ୟୁଟ୍ୟୁବର୍ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ଯାଜପୁର…

ପ୍ରବଳ ଗ୍ରୀଷ୍ମରେ ମୁଗ ଚାଷ ପ୍ରଭାବିତ ଆଶଙ୍କା

ଧର୍ମଶାଳା,୨୧ା୪(ବଟକୃଷ୍ଣ ପରିଡ଼ା):ଚଳିତଥର ସ୍ବଳ୍ପ ବୃଷ୍ଟିପାତ ଯୋଗୁ ମୁଗ ଚାଷ ଭଲ ହୋଇଛି। ମାତ୍ର ସପ୍ତାହେ ହେବ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଫୁଲଫଳ ଧରିଥିବା ମୁଗଚାଷ କ୍ଷତିଗ୍ରସ୍ତ ହେବା ନେଇ ଚାଷୀମାନେ ଆଶଙ୍କାବ୍ୟକ୍ତ କରିଛନ୍ତି। ଧର୍ମଶାଳା ବ୍ଲକ ଅଧୀନ ଚହଟା, ଚୋରମୁହଁା,…

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବିଜେଡି ଯାଜପୁର ବଡ଼ଚଣାରୁ ପ୍ରାର୍ଥୀ ଘୋଷଣା କରିଛି। ଦଳର ବରିଷ୍ଠ ନେତା ତଥା…

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି। ହେଲେ ଶିଳ୍ପ କାରଖାନାଗୁଡ଼ିକର ବେଖାତିର ମନୋଭାବ ଏବଂ ସ୍ଥାନୀୟ ନିଯୁକ୍ତି ପ୍ରତିଶ୍ରୁତିକୁ ଉପେକ୍ଷା ପ୍ରଶାସନକୁ…

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ ସ୍ଥାନରୁ ପ୍ରତିଦ୍ୱନ୍ଦ୍ୱିତା କରିବା କିଛି ନୂଆ କଥା ନୁହେଁ। ଭାରତର ନିର୍ବାଚନୀ ଇତିହାସରେ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?