ଯାଜପୁର

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର ଏହି ନିର୍ବାଚନମଣ୍ଡଳୀର ୩ ଗୋଷ୍ଠୀ ନେତା ଓ କାର୍ଯ୍ୟକର୍ତ୍ତାମାନଙ୍କୁ ଭୁବନେଶ୍ୱର ଶଙ୍ଖ ଭବନକୁ ଡାକି…

ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ

ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ ରାଜନୈତିକ କ୍ୟାରିୟର ଆରମ୍ଭ କରିବା ସହ ଟିକେଟ ଦୌଡ଼ରେ ରହିଛନ୍ତି। କୁହାଗଲାଣି ବିଜେଡି ଏଠାରେ…

ସହରାଞ୍ଚଳରେ ଛୁଇଁନି ୮୦% ମତଦାନ

ଯାଜପୁର,୧୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର କୋରେଇ ଓ ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଦୁଇ ପ୍ରମୁଖ ସହର ବ୍ୟାସନଗର ଓ ଯାଜପୁର ପୌରାଞ୍ଚଳ ରହିଛି। ତେବେ ଗତ ୩ ସାଧାରଣ ନିର୍ବାଚନକୁ ଅବଲୋକନ କଲେ ଏଠାରେ ଭୋଟରମାନଙ୍କ ମଧ୍ୟରେ ମତଦାନକୁ ନେଇ ଅରୁଚି ରହିଥିବା…

ନେତାଙ୍କୁ ଅଡୁଆ ଅଧାପନ୍ତରିଆ କାମ

ଯାଜପୁର,୧୭ା୪(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ-୨ ଅଧୀନ ଗ୍ରାମାଞ୍ଚଳର ଗମନାଗମନ ବ୍ୟବସ୍ଥାକୁ ସୁଦୃଢ କରିବା ଲକ୍ଷ୍ୟ ରଖି ବିଜୁ ସେତୁ ଯୋଜନା ଏବଂ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟ ହାତକୁ ନିଆଯାଇଛି। ହେଲେ କେତେକ ସ୍ଥାନରେ ବିଭାଗ…

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଶୁକୁରା ମୁଣ୍ଡା। ମିଳିଥିବା ସୂଚନା, ୫ ବର୍ଷ ତଳେ ଶୁକୁରା ପଡୋଶୀ ଜଗତ…

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ ବ୍ୟବସାୟୀମାନେ ରୀତିମତ ବେଆଇନ ମୋରମ ଉତ୍ତୋଳନ କରି ଚୋରା ଚାଲାଣ କରୁଥିବା ଅଭିଯୋଗ ହୋଇଛି…

ଯାଜପୁର ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର,୧୫।୪: ଯାଜପୁରରେ ବଡ଼ ଧରଣର ବସ୍‌ ଦୁର୍ଘଟଣା ଘଟିଛି। ଏନଏଚ-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍‌ ତଳକୁ ଯାତ୍ରୀବାହୀ ବସ୍‌ ଖସିପଡିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ଏବେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ବସ୍‌ଟି କଟକରୁ ଦୀଘା…

ଓଭରବ୍ରିଜ୍‌ ତଳକୁ ଖସିଲା ଯାତ୍ରୀବାହୀ ବସ୍‌: ୩ ମୃତ, ୫ ଗୁରୁତର

ଭୁବନେଶ୍ୱର,୧୫।୪: ଯାଜପୁରରେ ବଡ଼ ଧରଣର ବସ୍‌ ଦୁର୍ଘଟଣା। ଏନଏଚ-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍‌ ତଳକୁ ଖସିଲା ଯାତ୍ରୀବାହୀ ବସ୍‌। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଏସ୍‌ସିବିକୁ ସ୍ଥାନାନ୍ତର…

ରାସ୍ତା ନଷ୍ଟ କରୁଛି ଓଭର ଲୋଡିଂ ହାଇଓ୍ବା

ପ୍ରୀତିପୁର,୧୫ା୪(ସୁଶାନ୍ତ ବେହୁରିଆ): ଶିକ୍ଷା, ସ୍ବାସ୍ଥ୍ୟ ଓ ଗମନାଗମନ ଏକ ଜନକଲ୍ୟାଣକାରୀ ସରକାରଙ୍କ ମୂଳ ଲକ୍ଷ୍ୟ ଓ ଏକ ସୁସ୍ଥ ସମାଜ ଗଠନର ମୂଳମନ୍ତ୍ର। ମାତ୍ର କେତେକ କ୍ଷେତ୍ରରେ ବିଭିନ୍ନ ସରକାରୀ ବିଭାଗ ମଧ୍ୟରେ ତାଳମେଳର ଅଭାବ ଓ କେତେଜଣ ସରକାରୀ କର୍ମଚାରୀଙ୍କ…

ବରୀରେ କଂଗ୍ରେସରୁ ଲଢ଼ିବେ ଆରତି ଦେଓ

ବରୀ,୧୪ା୪(ମହେନ୍ଦ୍ର ସ୍ବାଇଁ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ରବିବାର କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀ ପାଇଁ ଆରତି ଦେଓଙ୍କୁ ପ୍ରାର୍ଥୀ କରାଯାଇଛି। ଫଳରେ ଟିକେଟ ଦୌଡ଼ରେ ଥିବା ଇଂ. ଅମରେଶ…

ଭାଜପାର ପ୍ରଚାର ଜୋର, ପ୍ରାର୍ଥୀ ଖୋଜୁଛି ବିଜେଡି

ଯାଜପୁର,୧୫ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀରେ ଭାଜପାର ନିର୍ବାଚନୀ ପ୍ରଚାର ଜୋରସୋରରେ ଚାଲିଛି। ଭାଜପା ପ୍ରାର୍ଥୀ ଆକାଶ ଦାସନାୟକ ବିଭିନ୍ନ କାର୍ଯ୍ୟକ୍ରମ ଓ ବନ୍ଧୁମିଳନ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଜାରି ରଖିଛନ୍ତି। କଂଗ୍ରେସ ରବିବାର ରାତିରେ ବ୍ୟାସନଗରର…

ତୁଟୁନି ଭାଜପା କନ୍ଦଳ, ସୁବିଧା ସ୍ଥିତିରେ ବିଜେଡି

ରସୁଲପୁର,(ରଞ୍ଜିତ ରାଉତ)/ ଯାଜପୁର, (ହର୍ଷବର୍ଦ୍ଧନ ବେହେରା) ୧୪ା୪ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନମଣ୍ଡଳୀରେ ଭାଜପା ସ୍ଥିତି ବିବାଦୀୟ ହୋଇପଡୁଛି। ୨୦୨୪ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହେଲାଣି ଏବଂ ଭାଜପା ଦଳୀୟ ପ୍ରାର୍ଥୀ ଘୋଷଣା କରିସାରିଛି। ତଥାପି ଏଠାରେ ଦଳୀୟ କନ୍ଦଳ ତୁଟିପାରୁନାହଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?