୨ ବର୍ଷ ହେବ ଅନ୍ଧାରରେ ୫୦ ପରିବାର
ଯାଜପୁର/କୋରେଇ(ହର୍ଷବର୍ଦ୍ଧନବେହେରା/ଚନ୍ଦ୍ରକାନ୍ତ ପତି),୩।୩: ପ୍ରତି ୫ ବର୍ଷରେ ଥରେ ସାଧାରଣ ନିର୍ବାଚନ ହୁଏ। କିନ୍ତୁ ଯାଜପୁର ଜିଲା କୋରେଇ ବ୍ଲକର କେତେକ ଆଦିବାସୀ ବହୁଳ ଗ୍ରାମର ଭାଗ୍ୟ ବଦଳେ ନାହିଁ। ବିଡମ୍ବନା ଯେ, ଏହି ବ୍ଲକର ଗୌରାପାଳ ଗ୍ରାମର ସ୍କୁଲ ପିଲାମାନେ ଆଜି…
୫ ତାରିଖରେ ଚଣ୍ଡିଖୋଲ ଗସ୍ତ କରିବେ ମୋଦି: ସମୀକ୍ଷା କଲେ ପ୍ରଶାସନିକ ଅଧିକାରୀ
ଚଣ୍ଡିଖୋଲ,୨।୩: ଆସନ୍ତା ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଜପୁର ଗସ୍ତ କରିବେ। ଯାଜପୁରସ୍ଥିତ ଚଣ୍ଡିଖୋଲ ଗସ୍ତ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ଠାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏ ନେଇ ପ୍ରଶାସନିକ…
ବୋନ୍ କ୍ୟାନ୍ସରରେ ପୀଡ଼ିତ ୩ ବର୍ଷର ଶିଶୁ
କୋରେଇ,୧ା୩(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା କୋରେଇ ବ୍ଲକ ଅନ୍ଧାରି ପଞ୍ଚାୟତ ରଗଡ଼ି ଗ୍ରାମର ରାଜେନ୍ଦ୍ର ରାଉତ ଓ କନକ ରାଉତଙ୍କ ୩ ବର୍ଷର ଶିଶୁପୁତ୍ର ଦୀପକ ରାଉତ ବୋନ କ୍ୟାନ୍ସରରେ ପୀଡ଼ିତ ହୋଇ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ପ୍ରାୟ ୬…
କାରଖାନା ନିର୍ମାଣ ନାମରେ ମୋରମ ଲୁଟ୍
ଯାଜପୁର,୧ା୩(ହର୍ଷବର୍ଦ୍ଧନ ବେହେରା) :ତୃଣମୂଳଠାରୁ ଆରମ୍ଭ କରି ଯାହାର ଯେତେ କ୍ଷମତା ସେହି ପରିମାଣରେ ଦୁର୍ନୀତି ଓ ହରିଲୁଟ ବଢିବା ଏବେ ଯାଜପୁର ଜିଲା ପାଇଁ ଚିନ୍ତାର କାରଣ ହୋଇଛି। ବିଶେଷକରି ଲଘୁ ଖଣିଜ ଦ୍ରବ୍ୟ ଲୁଟ୍ କାରବାରକୁ ଅଧିକ ନିୟନ୍ତ୍ରଣ ଆଶା…
ବରାହନାଥ ପ୍ରକଳ୍ପ କାମରେ ବ୍ୟାପକ ଅନିୟମିତତା
ଯାଜପୁର,୧ା୩(ହର୍ଷବର୍ଦ୍ଧନ ବେହେରା):ଯାଜପୁର ସହର ଓ ଏହାର ପର୍ଯ୍ୟଟନସ୍ଥଳୀ ଗୁଡିକର ବିକାଶ ପାଇଁ ପ୍ରାୟ ୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଚାଲିଛି। ସେଥିମଧ୍ୟରୁ ଯାଜପୁର ଉପକଣ୍ଠରେ ପ୍ରବାହିତ ବୈତରଣୀ କୂଳରେ ଥିବା ଅତି ପ୍ରାଚୀନ ବରାହନାଥ ମନ୍ଦିର ପ୍ରକଳ୍ପ ସୌନ୍ଦର୍ଯ୍ୟକରଣ କାର୍ଯ୍ୟରେ…
ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ୱର,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ଓଡିଶା ଭାଜପା ସଭାପତି ମନମୋହନ ସାମଲ ଏହି ପ୍ରସଙ୍ଗରେ ସୂଚନା ଦେଇଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ସାମଲ କହିଛନ୍ତି ଯେ…
ଏନ୍ଏସ୍ସିକୁ ରିପୋର୍ଟ ମାଗିଲା କୃଷି ବିଭାଗ
ଯାଜପୁର,୨୯ା୨(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ଦୀର୍ଘ ୭୬ ବର୍ଷ ପୁରୁଣା ଏକମାତ୍ର ସୁକିନ୍ଦା ବିହନ ଫାର୍ମ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡି ରହିଛି। ୨୦୨୧ରେ ପିଜୁଳି ଚାରା ରୋପଣ ବିରୋଧରେ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟି)ରେ ମାମଲା ରୁଜୁ ଏବଂ ପରେ ବଡ଼ଚଣାକୁ…
ଅବକାରୀ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ପାଉଁଶ ହୋଇଗଲା ମୋଟରସାଇକେଲ
କାମାକ୍ଷାନଗର,୨୭।୨: ଭୟାବହ ଅଗ୍ନିକାଣ୍ଡରେ ଜଳିପୋଡ଼ି ପାଉଁଶ ହୋଇଗଲା ପାଞ୍ଚରୁ ଅଧିକ ମୋଟରସାଇକେଲ। ଏଭଳି ଏକ ଦୁର୍ଘଟଣା ଘଟିଛି କାମାକ୍ଷାନଗର ଅବକାରୀ କାର୍ଯ୍ୟାଳୟ ପରିସରରେ। ସୂଚନାଥାଉ କି, କୁହାଯାଉଛି କି ପ୍ରଥମେ କାର୍ଯ୍ୟାଳୟର ପଛପଟେ ନିଆଁ ଲାଗିଥିଲା । ଏହାପରେ ଚାହୁଁ ଚାହୁଁ…
ବିଜେଡିରୁ ଭାଜପା, ଭାଜପାରୁ ବିଜେଡି
ଯାଜପୁର,୨୬/୨(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ରାଜନୀତି ବେଶ୍ ରୋଚକ ରହିଆସିଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଓ ପରେ ଭାଜପା ନେତା ବିଜେଡିରେ ଏବଂ ଏବେ ୨୦୨୪ ନିର୍ବାଚନ ପୂର୍ବରୁ ବିଜେଡିର ବରିଷ୍ଠ ନେତା ଭାଜପା ଶିବିରାର୍ଥୀ ହୋଇଛନ୍ତି। ଦଳୀୟ…
ବିଜେଡି ଛାଡ଼ିବାର ଘଣ୍ଟାଏ ପରେ ଭାଜପାରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ
ଭୁବନେଶ୍ୱର,୨୫ା୨: ରବିବାର ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ଭଜାପରେ ସାମିଲ ହୋଇଛନ୍ତି। କିଛି ସମୟ ପୂର୍ବରୁ ଦେବାଶିଷ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦେବାଶିଷ ଦଳରେ ଯୋଗ ଦେଇଛନ୍ତି। ରବିବାର…
ଯାତ୍ରୀବାହୀ ପାସେଞ୍ଜର ଭଡ଼ା କମିଲା
ଯାଜପୁର,୨୪ା୨(ହର୍ଷବର୍ଦ୍ଧନ ବେହେରା): କରୋନା ଲକ୍ଡାଉନ୍ ସମୟରୁ ଓଡ଼ିଶାର ସମସ୍ତ ଯାତ୍ରୀବାହୀ ଓ ମେମୁ ପାସେଞ୍ଜର ଟ୍ରେନଗୁଡ଼ିକୁ ସ୍ପେଶାଲ/ଦ୍ରୁତଗାମୀ କରାଯାଇ ସାଧାରଣ ଜନତାଙ୍କଠାରୁ ଦ୍ରୁତଗାମୀ ଭଡ଼ା ଆଦାୟ ହେଉଥିଲା। ରେଲଓ୍ବେର ଏଭଳି କାର୍ଯ୍ୟ ବିରୋଧରେ କଳିଙ୍ଗନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ…
ବିଷାକ୍ତ ଖାଦ୍ୟରୁ ବ୍ୟାପୁଛି ଝାଡ଼ାବାନ୍ତି
ଯାଜପୁରରୋଡ୍/କୋରେଇ, ୨୪ା୨ (ପବିତ୍ର ରଞ୍ଜନ ମହାନ୍ତି/ ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଶଙ୍ଖଚିଲା ଅଞ୍ଚଳରେ ୨ଦିନ ହେବ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଶଙ୍ଖଚିଲା ହାଟରେ ଦହିବରା ଏବଂ ଚଟପଟି ଦୋକନରୁ ଖାଦ୍ୟଖାଇ ସଂଖ୍ୟାଧିକ ଆକ୍ରାନ୍ତ ହୋଇଥିବା ସ୍ଥାନୀୟ…
Archives


