ଯାଜପୁର

ଧର୍ମଶାଳା ଗଣ୍ଡଗୋଳ: ରାଜନୀତି ଛକାପଞ୍ଝାରେ ୨ ଗୋଷ୍ଠୀ, ଗାଁରେ  କୋକୁଆ ଭୟ   

ଧର୍ମଶାଳା,୧୫।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ଗଣ୍ଡଗୋଳକୁ ନେଇ ଧାରଣା, ରାଜନୀତି ଛକାପଞ୍ଝା ଦେଖିବାକୁ ମିଳିଛି। ଭୁବନେଶ୍ବରରେ ବିଜେଡି ଓ ଯାଜପୁରରେ ଭାଜପାର ଧାରଣା। ବିଧାୟକ ହିମାଂଶୁ ସାହୁ ଓ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମର୍ଥକ ଧାରଣାରେ ବସିଛନ୍ତି। କାଲି…

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି । ଧର୍ମଶାଳା ଜିଲା ଜେନାପୁର ଥାନା ଗଡମଧୁପୁର ପଞ୍ଚାୟତର ଏକ ଫାର୍ମହାଉସ ନିକଟରେ ଦୁଇଗୋଷ୍ଠୀ…

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ ସ୍ଥାନରେ ରଖାଯାଉଥିବା ବେଳେ ଏହାକୁ ସ୍ଥାନୀୟ ଲୋକେ ବିରୋଧ କରି ରୋକିଛନ୍ତି। ମିଳିଥିବା ସୂଚନା…

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ମୃତ ମହିଳାଙ୍କ ପୁଅ ସୋମବାର ବିଳମ୍ବିତ ରାତ୍ରରେ ଧର୍ମଶାଳା ଥାନାରେ ଅଭିଯୋଗ କରିଛନ୍ତି। ମିଳିଥିବା…

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ସୋମବାର ସନ୍ଧ୍ୟାରେ ଯାଜପୁର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ବିଭାଗ ଲାଞ୍ଚ ଟଙ୍କା…

ଥାନାରେ IIC-ASI ହାତାହାତି: ଆକ୍ସନ ନେଲେ ଏସ୍‌ପି

ଯାଜପୁର,୪।୧୨: ଯାଜପୁର ଜିଲା ଅଳକୁଣ୍ଡ ଥାନାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ଝିଅ-ପୁଅ ମାମଲାର ଚାର୍ଜସିଟ ରିପୋର୍ଟକୁ ନେଇ ଥାନା ଭିତରେ ତୁମୁଳକାଣ୍ଡ ଘଟିଛି। IIC ଏବଂ ASIଙ୍କ ମଧ୍ୟରେ ପାଟିତୁଣ୍ଡ ହେବାସହ ହାତାହାତି ହୋଇଛନ୍ତି। ଏହି ଘଟଣା…

ଗାଧୋଇବାକୁ ଯାଇ ଘରକୁ ଫେରିଲେନି ବ୍ୟକ୍ତି, ଆଜି ନଦୀରୁ…

ଧର୍ମଶାଳା,୪ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କାଏମା ଲକ୍ଷ୍ମୀସାହି ଗ୍ରାମ ନିକଟ କେଲୁଅ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଲକ୍ଷ୍ମୀସାହି ଗ୍ରାମର ରଞ୍ଜନ ଗାହାଣ ବୟସ(୫୬)।…

ଛାତ୍ରଙ୍କୁ ଧକ୍କାଦେଲା ହାଇଓ୍ବା: ଗୋଟିଏ ନୁହେଁ  ଚାଚିଚାରିଟି ହାଇଓ୍ବା ଜାଳିଲେ ଗ୍ରାମବାସୀ, ଦୃଶ୍ୟ ଉତ୍ତୋଳନ କରୁଥିବା  ଗଣମାଧ୍ୟମ ପ୍ରତିନିଧିଙ୍କୁ….. 

ଧର୍ମଶାଳା,୨।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜେନାପୁର ଥାନା କୁରିକଣା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି।  ହାଇୱା ଧକ୍କାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏ ନେଇ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଦେଖା ଦେଇଛି। ସ୍ଥାନୀୟ ଗ୍ରାମବାସୀ ଏକାଠି ହୋଇ ୪ଟି …

ବାଇକ୍‌ଆରୋହୀଙ୍କ ଉପରେ ଚଢ଼ିଗଲା ଜେସିବି, ଚାଲିଗଲା ଜୀବନ

ଧର୍ମଶାଳା,୨୭ା୧୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କରଜଙ୍ଗା ନିକଟରେ ଗୁରୁବାର ଜେସିବି ଧକ୍କାରେ ଜଣେ ବାଇକ୍‌ଆରୋହୀଙ୍କ ଜୀବନ ଚାଲିଯାଇଛି। ମିଳିଥିବା ସୂଚନାନୁସାରେ, ଏକ ଜେସିବି କାମ କରୁଥିବା ସମୟରେ ରାସ୍ତାରେ ଯାଉଥିବା ବାଇକ୍‌ଆରୋହୀଙ୍କୁ ଧକ୍କା ଦେଇ ଚଢ଼ି ଯାଇଥିଲା।…

ଅଞ୍ଚଳବାସୀଙ୍କ ନିଦ ହଜାଇଛନ୍ତି ଚୋର: ପୁଣି ଦେଓଡା ଅଞ୍ଚଳରୁ ସିରିଜ ଚୋରି… 

ଧର୍ମଶାଳା,୨୬।୧୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଡା ଗାଁର ତିନି ସ୍ଥାନରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏହି ଗାଁର ଗୁରୁ ଚରଣ ମଳିକଙ୍କ ଘରେ ସମସ୍ତେ ଶୋଇ ଥିବା ବେଳେ ବିଳମ୍ବିତ ରାତିରେ ଯେଉଁ ରୁମ୍‌ରେ…

ଭୟଙ୍କର ଦୁର୍ଘଟଣା: ଚାରି ଜଣଙ୍କ ଉପରେ ମାଡିଗଲା ବସ୍‌

ଯାଜପୁର,୨୩।୧୧: ଭୟଙ୍କର ଦୁର୍ଘଟଣା। ଜଣଙ୍କୁ ନୁହେଁ ଏକାବେଳକେ ଚାରି ଚାରି ଜତଣଙ୍କୁ ଧକ୍କା ଦେଲା ହରଗୋୖରୀ ନାମକ ଘରୋଇ   ବସ୍‌। ଏଥିରେ  ୪ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ଯାଜପୁର ଓ ପରେ କଟକ ମେଡିକାଲ ସ୍ଥାନାନ୍ତର କରାଯାିଛି ।…

ହ୍ୟୁମାନଙ୍କ ମୃତ୍ୟୁ ପାଇଁ ଦାୟୀ କିଏ: ତାଙ୍କୁ ଖୋଜିବାକୁ ଡିଜିପିଙ୍କ ପାଖରେ…

ଯାଜପୁରରୋଡ଼/ଧର୍ମଶାଳା(ପବିତ୍ର ରଞ୍ଜନ ମହାନ୍ତି/ଶିବ ପ୍ରସାଦ ମହାନ୍ତି)୨୨।୧୧:ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ଦାବିରେ ଜିଲା ସିଭିଲ ସୋସାଇଟି ଏବଂ ଗଣସଙ୍ଗଠନ ଗୁଡିକ ପକ୍ଷରୁ ବିକ୍ଷୋଭ କରାଯାଇ ଡିଜିପିଙ୍କ ଉଦ୍ଦେଶ୍ୟରେ ଏକ ଦାବି ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସଂଗଠନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri