ଯାଜପୁର

ପଦ୍ମ ଧରିପାରନ୍ତି ଆକାଶ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ କୋରେଇ, ବରୀ ଓ ବଡ଼ଚଣା ଆସନ ନିମନ୍ତେ ବିଜେଡି ପ୍ରଥମ ପର୍ଯ୍ୟାୟରେ ପ୍ରାର୍ଥୀ ଘୋଷଣା କରି ନ ଥିବାରୁ ଆଶାୟୀ ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। କାହାକୁ ମିଳିବ…

ଜେଲ ଗଲେ ୟୁଟ୍ୟୁବର ମୋନାଲିସା, ବଦ୍ରି

ଯାଜପୁର ଟାଉନ,୨୯ା୩(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି):ବେଆଇନ ଭାବେ ଘରେ ମାଙ୍କଡ଼ ରଖି ସେମାନଙ୍କ ସହ ଫଟୋ ଓ ଭିଡିଓ କରି ସାମାଜିକ ଗଣମାଧ୍ୟମରେ ଶେୟାର କରୁଥିବା ୟୁଟ୍ୟୁବର ମୋନାଲିସା ଭଦ୍ର ଓ ତାଙ୍କ ସ୍ବାମୀ ବଦ୍ରିନାରାୟଣ ଭଦ୍ର ଶେଷରେ ଜେଲ ଯାଇଛନ୍ତି। ଉଭୟେ…

ବିରଜା ମନ୍ଦିରରେ ପୂଜା ପରେ ସମ୍ବଲପୁର ଗଲେ ପ୍ରଣବ

ଯାଜପୁର ଟାଉନ,୨୯ା୩(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି):ଯାଜପୁର ବିଧାୟକ ତଥା ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଚଳିତ ନିର୍ବାଚନରେ ବିଜେଡି ପକ୍ଷରୁ ସମ୍ବଲପୁର ସାଂସଦ ପ୍ରାର୍ଥୀ ପାଇଁ ମନୋନୀତ ହୋଇଛନ୍ତି। ଏହି ଘୋଷଣା ପରେ ଗୁରୁବାର ସକାଳେ ସେ ପ୍ରଥମେ ପୁରୀ…

ରାସ୍ତା କାର୍ଯ୍ୟରେ ଅନିୟମିତତା ଅଭିଯୋଗ

କାଳିଆପାଣି,୨୯ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକର ଖଣି ଅଞ୍ଚଳରେ ବିଭିନ୍ନ ଯୋଜନାରେ ନିର୍ମାଣାଧୀନ କଂକ୍ରିଟ ରାସ୍ତା ଅତି ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏଭଳି ଏକ ଘଟଣା କାଳିଆପାଣି ପଞ୍ଚାୟତରେ ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ କାଳିଆପାଣି ପଞ୍ଚାୟତର ଚିରୁଗୁଣିଆଁ…

୫ ମାସ ପରେ ବି ସରିଲାନି ଡିପିଆର୍‌

ଯାଜପୁର,୨୯ା୩ (ହର୍ଷବର୍ଦ୍ଧନ ବେହେରା):ଯାଜପୁର ରୋଡ୍‌ ରେଳଷ୍ଟେଶନଠାରୁ ଧାମରା ବନ୍ଦର ଭାୟା ଯାଜପୁର ଓ ଆରଡି ପ୍ରସ୍ତାବିତ ନୂତନ ରେଳପଥର ଚୂଡ଼ାନ୍ତ ଲୋକେଶନ ସର୍ଭେ ଏବଂ ଡିଟେଲ ପ୍ରୋଜେକ୍ଟ ରିପୋର୍ଟ(ଡିପିଆର) ନିର୍ଦ୍ଧାରିତ ସମୟରେ ଶେଷ ହୋଇ ପାରିନାହିଁ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ…

ରାତିସାରା ଚାଲିଛି ମୋରମ ଲୁଟ୍‌

ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୯ା୩ : ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ କାରବାରକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ରାଜସ୍ବ ବିଭାଗଠାରୁ ଖଣି ବିଭାଗକୁ ଦାୟିତ୍ୱ ହସ୍ତାନ୍ତର ହୋଇଛି। ଏହି କ୍ରମରେ ରାଜ୍ୟ ସରକାର ଲଘୁ ଖଣି ନିର୍ଦ୍ଦେଶାଳୟ ବିଭାଗ ସ୍ଥାପନ କରିବା ସହ…

ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା

ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍‌ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଶେୟାର କରୁଥିଲେ। ଏନେଇ ତାଙ୍କ ନାମରେ ଅଭିଯୋଗ ହୋଇଥିଲା। ସୂଚନାଯୋଗ୍ୟ, ବେଆଇନ ଭାବେ…

ଝୁଲି ରହିଲା କୋରେଇ,ବରୀ, ବଡ଼ଚଣା

ଯାଜପୁର,୨୮ା୩(ହର୍ଷବର୍ଦ୍ଧନ ବେହେରା) :ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ଏଥିରେ ୭୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବାବେଳେ ଯାଜପୁର ଜିଲାର କୋରେଇ, ବରୀ…

ସାହିତ୍ୟ ହେଉଛି ଲେଖକଙ୍କ ବୈଭବ

ଯାଜପୁରରୋଡ୍‌,୨୭ା୩: ଯାଜପୁରରୋଡ୍‌ ସ୍ଥିତ ଉତ୍ସବ ପ୍ୟାଲେସ୍‌ରେ ‘ଅଭିମାନ’ ପ୍ରକାଶନର ତୃତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ କବି ପ୍ରଭାକର ଶତପଥୀ,ରାଜକିଶୋର ପାଢ଼ୀ,ବିଦ୍ୟୁତ୍‌ ଲତା ଦାସ, ଭବାନୀ ଭୂୟାଁ ଓ ପ୍ରଦୀପ କୁମାର ରାୟ ଅତିଥି ଭାବେ…

ୟୁଟ୍ୟୁବର ମୋନାଲିସାଙ୍କ ଘରେ ଚଢ଼ାଉ: ମାଙ୍କଡ଼ ସହ ଭିଡିଓ ଶେୟାର କରି ହୋଇଥିଲେ ପ୍ରସିଦ୍ଧ

ଯାଜପୁର ସଦର,୨୫ା୩(ସମର ବିଜୟ ଶରଣ): ବେଆଇନ ଭାବେ ମାଙ୍କଡ଼ ରଖି ସେମାନଙ୍କ ସହ ଫଟୋ ଓ ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିବା ଚର୍ଚ୍ଚିତ ୟୁଟ୍ୟୁବର ମୋନାଲିସା ଭଦ୍ର ଓ ତାଙ୍କ ସ୍ବାମୀ ବଦ୍ରିନାରାୟଣ ଭଦ୍ରଙ୍କ ପାଇଁ ମହଙ୍ଗା ପଡ଼ିଛି।…

ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

କୋରେଇ,୨୫ା୩(ଚନ୍ଦ୍ରକାନ୍ତ ପତି): ବାସହୀନଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଯୋଜନା କରୁଛନ୍ତି। ଅଥଚ ଏହିସବୁ ଯୋଜନା ଯୋଗ୍ୟ ବ୍ୟକ୍ତିଙ୍କ ପାଖରେ ପହଞ୍ଚିବା ସମ୍ଭବ ହେଉନାହିଁ। ତଳସ୍ତର ନେତାଙ୍କ ରାଜନୈତିକ ଫାଇଦା ଏବଂ ବିରୋଧୀ ଶାସକ ଟଣାଓଟରା ଯୋଗୁ ଏଭଳି…

ଗାଁରେ ଆଉ ଜଳୁନି ଷ୍ଟ୍ରିଟ୍‌ ଲାଇଟ୍‌

କାଏମା,୨୫ା୩(ଶିବପ୍ରସାଦ ମହାନ୍ତି): ଅନ୍ଧକାରରୁ ମୁକ୍ତି ପାଇଁ ଗାଁଗାଁରେ ଲାଗିଥିଲା ଷ୍ଟ୍ରିଟ ଲାଇଟ୍‌। ମାତ୍ର କିଛି ଦିନ ଜଳିବା ପରେ ତାହା ବନ୍ଦ ହୋଇଯାଇଛି। ଅନେକ ଗାଁରେ ଆଉ ଜଳୁନି ଷ୍ଟ୍ରିଟ୍‌ ଲାଇଟ। ଧର୍ମଶାଳା ବ୍ଲକର ଅନେକ ପଞ୍ଚାୟତରେ ଏହି ଘଟଣା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?