ଯାଜପୁର

ପାଣିକୋଇଲି ନିକଟରେ ଟ୍ରକ୍‌କୁ ପିଟିଲା ବସ୍‌: ୨ ଗୁରୁତର, ୨୫ରୁ ଊର୍ଦ୍ଧ ଆହତ 

ଯାଜପୁର,୧୭।୨: ଯାଜପୁର  ଜିଲା ପାଣିକୋଇଲି ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କ୍ଷୀରଚୋରା ନାମକ ଉକ୍ତ ବସ୍‌ଟି (ଓଡି୦୧ଏଏମ୩୮୫୯ )ପଶ୍ଚିମବଙ୍ଗ ସୀମାନ୍ତ ଖଡିକା ବଜାରରୁ ଜଳେଶ୍ୱର ଓଲମରା ଦେଇ ଭୁବନେଶ୍ୱର ଯାଉଥିବା ବେଳେ  ଜାତୀୟ ରାଜପଥର ପାଣିକୋଇଲି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି।…

ଆଜି ୬ ଜିଲାକୁ ‘ଲକ୍ଷ୍ମୀ’ ବସ୍‌ ସେବା ଆରମ୍ଭ, ଉପକୃତ ହେବେ ଖୋର୍ଦ୍ଧା-ପୁରୀ-କେନ୍ଦ୍ରାପଡ଼ା-ଭଦ୍ରକ-ଯାଜପୁର-ନୟାଗଡ଼ବାସୀ

ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲାରେ ଗଡ଼ିବ ‘ଲକ୍ଷ୍ମୀ ବସ୍‌’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏସବୁ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ଗାଁ ଲୋକମାନେ…

ମରାମତି କାର୍ଯ୍ୟ ନିମ୍ନମାନର ଅଭିଯୋଗ

କାଏମା,୧୬ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ନିର୍ବାଚନମଣ୍ଡଳୀର ଗ୍ରାମ୍ୟ ନିର୍ମାଣ ବିଭାଜନ-୨ ଜାରକା କାର୍ଯ୍ୟାଳୟ ଅଧୀନ ନୀଳାଦେଇପୁର ଛକଠାରୁ ଚାନ୍ଦପୁର ପର୍ଯ୍ୟନ୍ତ ୨.୫୦୦ କି.ମି. ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ମରାମତି କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଏହି ରାସ୍ତା ୨୦୧୭ ଅକ୍ଟୋବରରେ…

ଗ୍ରାମବାସୀଙ୍କ ଭରସା ଖୋଲା କୂଅ

କାଏମା,୧୬ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ୍‌ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ପାଇଁ ବିପୁଳ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହୋଇପାରୁନାହିଁ। ସେହିପରି ଯେଉଁଠାରେ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି ତାହା ମଧ୍ୟ ଗୋଟିଏ ପରେ ଗୋଟିଏ ଅଚଳ ହେବାରେ…

ବର୍ଜ୍ୟବସ୍ତୁରେ ଡାକ୍ତରଖାନା ସଂକ୍ରମିତ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା)ରାଜ୍ୟରେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିୟମ-୨୦୧୬ ଏବଂ ଡାକ୍ତରୀ ବର୍ଜ୍ୟବସ୍ତୁ ପରିଚାଳନା ନିୟମ-୨୦୧୬ର କେତେକାଂଶରେ ଉଲ୍ଲଂଘନ ହେଉଛି। ୨୦୨୩ରେ ଡାକ୍ତରୀ ବର୍ଜ୍ୟବସ୍ତୁ ପରିଚାଳନା ନିୟମର ଉଲ୍ଲଂଘନ କରିଥିବା ୩୯ଟି ସରକାରୀ ଡାକ୍ତରଖାନାକୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ବିଡମ୍ବନା…

ହଟୁନି ବିଦ୍ୟୁତ୍‌ ଖୁଣ୍ଟ, ଗଛ: ଚାଲିଛି ରାସ୍ତା କାମ

ଚଣ୍ଡିଖୋଲ,୧୪।୨(ପ୍ରଦୀପ୍ତ କୁମାର ପୃଷ୍ଟି): ଚାରବାଟିଆ ପୂର୍ତ୍ତ ବିଭାଗ ଡିଭିଜନର ବଡ଼ଚଣା ଉପଖଣ୍ଡରେ ରହିଛି ବଡ଼ଚଣା-ବାଲିଚନ୍ଦ୍ରପୁର ରାସ୍ତା। ଏହି ରାସ୍ତା ନବୀକରଣ ଓ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲୁ ରହିଛି। ବିଭାଗ ପକ୍ଷରୁ ରାସ୍ତାରୁ ବିଦ୍ୟୁତ୍‌ ଖୁଣ୍ଟ ଓ ଗଛ ହଟାଇ ରାସ୍ତା ପ୍ରଶସ୍ତୀକରଣ…

ଭୂତଳ ରାସ୍ତା ନିର୍ମାଣ ପାଇଁ ନୋଟିସ

ଯାଜପୁର,୧୪।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ୍‌ ରେଳଷ୍ଟେଶନର ଗୋପବନ୍ଧୁ ଛକ ନିକଟରେ ଏକ ଭୂତଳ ରାସ୍ତା ବା ଗଳିପୋଲ ନିର୍ମାଣ କରିବାକୁ ବ୍ୟାସନଗର ତହସିଲ ପକ୍ଷରୁ ସର୍ବସାଧାରଣ ନୋଟିସ ପ୍ରକାଶ ପାଇଛି। ଏହାପରେ ଦୀର୍ଘଦିନର ଦାବି ଗଳିପୋଲ କିମ୍ବା ରେଲୱେ ଫ୍ଲାଇଓଭର ବ୍ରିଜ…

ଚକ୍‌ଲେଟ୍‌ ଦେଇ ନାବାଳିକାଙ୍କକୁ କରିଥିଲେ ବଳାତ୍କାର, ପରେ….

ଯାଜପୁର ଟାଉନ,୧୪।୨(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ଅଭିଜିତ୍‌ ପଲାଇ ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌ ଦଣ୍ଡରେ…

ଯୁକ୍ତ ୩ ଓ ପିଜି ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟ ମନ୍ତ୍ରୀ, ବର୍ଷକୁ ମିଳିବ…

ଯାଜପୁର, ୧୩।୨: ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ  ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଛନ୍ତି । ଏ…

୧୯ରେ ଗଣ ସତ୍ୟାଗ୍ରହ ନିଷ୍ପତ୍ତି

ଯାଜପୁର ଟାଉନ,୧୩ା୨(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ଆର୍ଥିକ ସଂସ୍ଥାମାନଙ୍କ ଦ୍ୱାରା କ୍ଷତିଗ୍ରସ୍ତ ମିଳିତ ମଞ୍ଚ ପକ୍ଷରୁ ଆସନ୍ତା ୧୯ରେ ଗଣସତ୍ୟାଗ୍ରହ କରାଯିବ ବୋଲି ସୂଚନା ଦିଆଯାଇଛି ା ୨୦୧୩ ପୂର୍ବରୁ ବିଭିନ୍ନ ଚିଟ୍‌ଫଣ୍ଡ କମ୍ପାନୀ ଲୋକମାନଙ୍କଠାରୁ ଅନେକ କୋଟି ଟଙ୍କା ନେଇ ଫେରସ୍ତ…

ପୁନଃ ଟେଣ୍ଡର କରି ଶୀଘ୍ର କାମ ଶେଷ କର

ଯାଜପୁର,୧୩ା୨(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳର ମାଙ୍କଡ଼ିଆ ସମ୍ପ୍ରଦାୟ ଜନଜାତିଙ୍କ ପାଇଁ ନିର୍ମାଣାଧୀନ ବସତି କଲୋନୀରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗ ଉପରେ ଲୋକାୟୁକ୍ତଙ୍କ ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ଭିଜିଲାନ୍ସ ତଦନ୍ତ ରିପୋର୍ଟକୁ ଆଧାର କରି ତୁରନ୍ତ ପୁନଃ ଟେଣ୍ଡର…

ସୁଦୃଢ଼ କଂକ୍ରିଟ ରାସ୍ତା ଉପରେ କଂକ୍ରିଟ

ଯାଜପୁର,୧୩ା୨(ହର୍ଷବର୍ଦ୍ଧନ ବେହେରା):ଖଣି ପ୍ରଭାବିତ ଅଞ୍ଚଳ ଏବଂ ଅଞ୍ଚଳବାସୀଙ୍କ ବିକାଶ ପାଇଁ ଡିଏମ୍‌ଏଫ୍‌(ଜିଲା ଖଣିଜ ପ୍ରତିଷ୍ଠାନ) ପାଣ୍ଠି ଗଠିତ ହୋଇଛି। ଖଣିରୁ ଆଦାୟ ହେଉଥିବା ରାଜସ୍ବର ୩୦ ପ୍ରତିଶତ ଅର୍ଥକୁ ନେଇ ୨୦୨୩ ଜୁଲାଇ ସୁଦ୍ଧା ଯାଜପୁର ଜିଲାରେ ୧୮୯୭.୮୭ କୋଟି ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri