ଯାଜପୁର

ଭାରତର ପ୍ରଥମ ଫାଟକ ବିହୀନ ରେଳପଥ

ଚଣ୍ଡିଖୋଲ,୪ା୩(ପ୍ରଦୀପ୍ତ କୁମାର ପୃଷ୍ଟି):ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିବ। ପ୍ରଥମ କରି ହରିଦାସ ପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ରେଳ ଚଳାଚଳ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଏହାର ଶୁଭାରମ୍ଭ କରିବେ। ଏହି ରେଳପଥରେ ୨୦୨୦ଜୁନ ୩୦ରେ ପ୍ରଥମ ମାଲ ବୋଝେଇ ଟ୍ରେନ…

ଆସନ୍ତାକାଲି ଚଣ୍ଡିଖୋଲ ଆସିବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ମିନିଟ୍ ରୁ ମିନିଟ୍ କାର୍ଯ୍ୟକ୍ରମ ବିବରଣୀ

ଭୁବନେଶ୍ୱର,୪ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅପରାହ୍ନରେ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଯାଜପୁର ଜିଲା ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡିଆରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟରେ ୧୯ ହଜାର ୬୦୦ କୋଟି ଟଙ୍କା ବ୍ୟୟରେ ହେବାକୁ…

ଭାଜପାରେ ଯୋଗଦେବାର ୨ ମାସ ପରେ ଛାଡ଼ିଲେ: ଘରକୁ ବାହୁଡ଼ିଲେ ପୂର୍ବତନ ଜିଲା ପରିଷଦ ସଭାପତି

ଯାଜପୁର,୪।୩: ଯାଜପୁରର ପୂର୍ବତନ ଜିଲା ପରିଷଦ ସଭାପତି ତଥା ରସଲୁପୁର ବବ୍ଲ ପୂର୍ବତନ ଅଧ୍ୟକ୍ଷ ନରେଶ ମହାନ୍ତି ସୋମବାର ବିଜେଡିରେ ଯୋଗ ଦେଇଛନ୍ତି। ପ୍ରାୟ ୨ ମାସ ପୂର୍ବରୁ ସେ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଥିିଲେ। ତେବେ ୨ ମାସ…

ହଳଦୀଗଡ଼ିଆରେ ଜଳ ସଙ୍କଟ

କୋରେଇ,୪ା୩ (ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ହଳଦୀଗଡ଼ିଆ ଗ୍ରାମରେ ଦୀର୍ଘଦିନ ହେବ ଜଳସଙ୍କଟ ଲାଗି ରହିଛି। ଫଳରେ ପିଇବା ପାଣି ପାଇଁ ଶତାଧିକ ଲୋକ ଦହଗଞ୍ଜ ହେଉଛନ୍ତି। ଏପରି କି ପାଣି ପାଇଁ ଗ୍ରାମର ମହିଳାମାନଙ୍କୁ ମାଇଲମାଇଲ ଦୂର…

ସମୀକ୍ଷାକଲେ ଡିଜିପି, ବାୟୁସେନା ଅଧିକାରୀ

ଚଣ୍ଡିଖୋଲ,୪ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୫ ତାରିଖରେ ଯାଜପୁର ଜିଲାର ଚଣ୍ଡିଖୋଲ ଆସୁଥିବାରୁ ପ୍ରଶାସନିକସ୍ତରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ରବିବାର ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ଆସି ଚଣ୍ଡିଖୋଲ ବେଣାପୁରଠାରେ ନିର୍ମାଣାଧୀନ ପ୍ରଧାନମନ୍ତ୍ରୀଙ୍କ ସଭାସ୍ଥଳ ପରିଦର୍ଶନ କରିବା…

ଡିଭାଇଡର ନିର୍ମାଣ, ଭଙ୍ଗାରେ ଅଯଥା ଖର୍ଚ୍ଚ

ଯାଜପୁର,୪୩(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦର ଦଳାଛକ ନିକଟରୁ ୨୦ ନମ୍ବର ଏନ୍‌ଏଚ୍‌(ଜାତୀୟ ରାଜପଥ)ରେ ମିଶୁଥିବା ବେଣାପୁର ଛକ ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ଅଯଥା ଖର୍ଚ୍ଚ ହୋଇଛି। ପ୍ରଥମେ ଡିଭାଇଡର ନିର୍ମାଣ କରି ପରେ ଭାଙ୍ଗିବା ପ୍ରକ୍ରିୟାରେ…

୨ ବର୍ଷ ହେବ ଅନ୍ଧାରରେ ୫୦ ପରିବାର

ଯାଜପୁର/କୋରେଇ(ହର୍ଷବର୍ଦ୍ଧନବେହେରା/ଚନ୍ଦ୍ରକାନ୍ତ ପତି),୩।୩: ପ୍ରତି ୫ ବର୍ଷରେ ଥରେ ସାଧାରଣ ନିର୍ବାଚନ ହୁଏ। କିନ୍ତୁ ଯାଜପୁର ଜିଲା କୋରେଇ ବ୍ଲକର କେତେକ ଆଦିବାସୀ ବହୁଳ ଗ୍ରାମର ଭାଗ୍ୟ ବଦଳେ ନାହିଁ। ବିଡମ୍ବନା ଯେ, ଏହି ବ୍ଲକର ଗୌରାପାଳ ଗ୍ରାମର ସ୍କୁଲ ପିଲାମାନେ ଆଜି…

୫ ତାରିଖରେ ଚଣ୍ଡିଖୋଲ ଗସ୍ତ କରିବେ ମୋଦି: ସମୀକ୍ଷା କଲେ ପ୍ରଶାସନିକ ଅଧିକାରୀ

ଚଣ୍ଡିଖୋଲ,୨।୩: ଆସନ୍ତା ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଜପୁର ଗସ୍ତ କରିବେ। ଯାଜପୁରସ୍ଥିତ ଚଣ୍ଡିଖୋଲ ଗସ୍ତ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ଠାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏ ନେଇ ପ୍ରଶାସନିକ…

ବୋନ୍‌ କ୍ୟାନ୍‌ସରରେ ପୀଡ଼ିତ ୩ ବର୍ଷର ଶିଶୁ

କୋରେଇ,୧ା୩(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା କୋରେଇ ବ୍ଲକ ଅନ୍ଧାରି ପଞ୍ଚାୟତ ରଗଡ଼ି ଗ୍ରାମର ରାଜେନ୍ଦ୍ର ରାଉତ ଓ କନକ ରାଉତଙ୍କ ୩ ବର୍ଷର ଶିଶୁପୁତ୍ର ଦୀପକ ରାଉତ ବୋନ କ୍ୟାନ୍‌ସରରେ ପୀଡ଼ିତ ହୋଇ ଭୁବନେଶ୍ୱର ଏମ୍‌ସ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ପ୍ରାୟ ୬…

କାରଖାନା ନିର୍ମାଣ ନାମରେ ମୋରମ ଲୁଟ୍‌

ଯାଜପୁର,୧ା୩(ହର୍ଷବର୍ଦ୍ଧନ ବେହେରା) :ତୃଣମୂଳଠାରୁ ଆରମ୍ଭ କରି ଯାହାର ଯେତେ କ୍ଷମତା ସେହି ପରିମାଣରେ ଦୁର୍ନୀତି ଓ ହରିଲୁଟ ବଢିବା ଏବେ ଯାଜପୁର ଜିଲା ପାଇଁ ଚିନ୍ତାର କାରଣ ହୋଇଛି। ବିଶେଷକରି ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ କାରବାରକୁ ଅଧିକ ନିୟନ୍ତ୍ରଣ ଆଶା…

ବରାହନାଥ ପ୍ରକଳ୍ପ କାମରେ ବ୍ୟାପକ ଅନିୟମିତତା

ଯାଜପୁର,୧ା୩(ହର୍ଷବର୍ଦ୍ଧନ ବେହେରା):ଯାଜପୁର ସହର ଓ ଏହାର ପର୍ଯ୍ୟଟନସ୍ଥଳୀ ଗୁଡିକର ବିକାଶ ପାଇଁ ପ୍ରାୟ ୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଚାଲିଛି। ସେଥିମଧ୍ୟରୁ ଯାଜପୁର ଉପକଣ୍ଠରେ ପ୍ରବାହିତ ବୈତରଣୀ କୂଳରେ ଥିବା ଅତି ପ୍ରାଚୀନ ବରାହନାଥ ମନ୍ଦିର ପ୍ରକଳ୍ପ ସୌନ୍ଦର୍ଯ୍ୟକରଣ କାର୍ଯ୍ୟରେ…

ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ଓଡିଶା ଭାଜପା ସଭାପତି ମନମୋହନ ସାମଲ ଏହି ପ୍ରସଙ୍ଗରେ ସୂଚନା ଦେଇଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ସାମଲ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?