ଅବହେଳିତ ଥାଲାସେମିଆ ଶିଶୁ ରୋଗୀ
ଯାଜପୁର,୩୦ା୧(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ବିଭାଗ ୱାର୍ଡରେ ରକ୍ତଜନିତ ରୋଗ ଥାଲାସେମିଆ, ସିକିଲ୍ ସେ୍ଲ ଓ ହିମୋଫେଲିଆ ରୋଗୀମାନେ ଉପଯୁକ୍ତ ଚିିକିତ୍ସା ନ ପାଇ ନିରାଶ ହେଉଛନ୍ତି। ଏହି ମର୍ମରେ ଯାଜପୁର ଜିଲା ଥାଲାସେମିଆ ସିକିଲସେଲ୍ ଏନିମିଆ ୱେଲ୍ଫେୟାର…
ବେଆଇନ ଭାବେ ଚାଲିଛି ମୋରମ୍ ଚାଲାଣ
ଜେନାପୁର,୩୦ା୧(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଜେନାପୁର ଥାନା ବରଡା ମୌଜାର ନିମିଟି ପାହାଡ଼ ପାଦଦେଶରେ ଥିବା ନୂଆ ବରଡ଼ା ପାଖ ପଡ଼ିଆରୁ ବେଆଇନ ଭାବେ ମୋରମ ଚୋରା ଚାଲାଣ ହେଉଥିବା ଅଭିଯୋଗ ହେଉଛି। ପ୍ରତି ରାତିରେ ଚାଲାଣକାରୀ ମେଶିନ…
ବରୀ ବିଜେଡି: ଆଶାୟୀଙ୍କ ଭିତରେ ଲଢ଼େଇ
ରସୁଲପୁର, ୨୯।୧(ରଞ୍ଜିତ ରାଉତ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସରୁ ପ୍ରାର୍ଥୀ ହେବା ପାଇଁ ଆଶାୟୀମାନେ କସରତ ଆରମ୍ଭ କରିଦେଲେଣି। ଶାସକ ବିଜେଡିରେ ଅନେକ ଆଶାୟୀ ବିରୋଧୀଙ୍କୁ ସୁହାଇବା ଭଳି ମନେହେଉଛନ୍ତି। କହିବାକୁ…
ପାସେଞ୍ଜର ଟ୍ରେନରୁ ଦ୍ରୁତଗାମୀ ଭଡ଼ା ଅସୁଲ
ଯାଜପୁର,୨୯ା୧(ହର୍ଷବର୍ଦ୍ଧନ ବେହେରା): କରୋନା ଲକ୍ଡାଉନ୍ ସମୟରେ ଅର୍ଥାତ୍ ୨୦୨୧ ଏପ୍ରିଲରୁ ଓଡ଼ିଶାର ସମସ୍ତ ଯାତ୍ରୀବାହୀ ଓ ମେମୁ ପାସେଞ୍ଜର ଟ୍ରେନକୁ ସ୍ପେଶାଲ/ଦ୍ରୁତଗାମୀ କରାଯାଇଛି। ଆଜି ପର୍ଯ୍ୟନ୍ତ ସାଧାରଣ ଜନତାଠାରୁ ଦ୍ରୁତଗାମୀ ଭଡା ଆଦାୟ କରାଯାଉଥିବା ଅଭିଯୋଗ ହୋଇଛି। ରେଲଓ୍ବେର ଏଭଳି ଅବହେଳା,…
୫୦ ହଜାର ଦିଅ, ଗୁଣ୍ଠେ ଜମି ନିଅ
କଳିଙ୍ଗନଗର,୨୯।୧: ଯାଜପୁର ଜିଲାର ଦାନଗଦି ତହସିଲ ତଥା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଜନସଂଖ୍ୟା ବଢିବା ସାଙ୍ଗକୁ ସହରର କଳେବର ବୃଦ୍ଧି ପାଇବାରେ ଲାଗିଛି। ଲୋକଙ୍କ ଘର ପାଇଁ ଜମିର ଆବଶ୍ୟକତା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସହର ଓ…
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ୧୦୨ ବର୍ଷ ବୟସରେ ଦେହାନ୍ତ
କଟକ,୨୭।୧: ସ୍ୱାଧୀନତା ସଂଗ୍ରାମୀ ତଥା ଅଲ ଇଣ୍ଡିଆ ଫ୍ରିଡମ ଫାଇଟର୍ସ ଆସୋସିଏସନର ସଭାପତି ନୀଳମଣି ସାମଲ ୧୦୧ ବର୍ଷ ବୟସରେ କଟକ ଏସସିବି ମେଡିକାଲ କଲେଜ ଏବଂ ହସପିଟାଲରେ ଚିକିତ୍ସିତ ଅବସ୍ଥାରେ ପ୍ରାଣତ୍ୟାଗ କରିଛନ୍ତି। ବ୍ରେନଷ୍ଟ୍ରୋକ୍ ହେବା ପରେ ତାଙ୍କୁ ଏସସିବି…
ବଦଳିପାରେ ଭୋଟ ସମୀକରଣ
ଯାଜପୁର,୨୬ା୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ସୁକିନ୍ଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଘଡ଼ାଇ ପରିବାରର ପ୍ରଭାବ ୧୯୯୦ରୁ ରହିଆସିଛି। ପ୍ରଫୁଲ୍ଲ ଘଡ଼ାଇ ଏଠାରୁ ୫ ଥର ନିର୍ବାଚିତ ହୋଇ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ହୋଇଥିଲେ। ୨୦୧୪ ଓ ୨୦୧୯ରେ ତାଙ୍କ ପୁଅ ପ୍ରୀତିରଞ୍ଜନ…
ବନ୍ଧୁମିଳନ ଆଳରେ ନେତୃତ୍ୱ ପରିବର୍ତ୍ତନ ସ୍ବର
ଚଣ୍ଡିଖୋଲ,୨୫ା୧(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବଡ଼ଚଣା ବିଜେଡି ପକ୍ଷରୁ ପୁରୁଖା କର୍ମୀମାନେ ବୁଧବାର ଚଣ୍ଡିଖୋଲ ନିକଟ ଧର୍ମଶାଳା ଭବନରେ ଏକ ବନ୍ଧୁମିଳନ କରି ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀର ନେତୃତ୍ୱ ପରିବର୍ତ୍ତନର ସ୍ବର ଉଠାଇଛନ୍ତି। ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ କୈଳାସ…
ଅବ୍ୟବସ୍ଥାରେ ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର
ବଡ଼ଚଣା,୨୪।୧(ଦିଲୀପ କୁମାର ମହାନ୍ତି): ବଡ଼ଚଣା ବ୍ଲକ୍ର ଏକମାତ୍ର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଦୀର୍ଘଦିନ ହେଲା ଅବ୍ୟବସ୍ଥାରେ ଚାଲିଛି। ଏଠାରେ ୪ ବିଶେଷଜ୍ଞ ଡାକ୍ତରଙ୍କୁ ମିଶାଇ ମୋଟ୍ ୧୪ ଡାକ୍ତର ରହିବା କଥା। ହେଲେ ଏବେ ୪ ଜଣ ଡାକ୍ତର ରହିଛନ୍ତି। ସେମାନେ ବଦଳି…
ଚାଷୀଙ୍କ କାମରେ ଲାଗୁନି ଚେକ୍ଡ୍ୟାମ୍
ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୪।୧: ବର୍ଷାର ଅନିୟମିତତା ଯୋଗୁ ରାଜ୍ୟରେ ଦେଖାଦେଉଥିବା କୃଷି ସମସ୍ୟାର ସମାଧାନ ପାଇଁ ସରକାର କ୍ଷୁଦ୍ର ଜଳସେଚନ ପ୍ରକଳ୍ପ(ଏମ୍ଆଇପି) କାର୍ଯ୍ୟକାରୀ କରୁଛନ୍ତି। ଅଣ ଜଳସେଚିତ ଅଞ୍ଚଳରେ ଆବଶ୍ୟକ ବର୍ଷାର ଅଭାବ ଯୋଗୁ କୃଷକର ମେରୁଦଣ୍ଡ ଦୋହଲି ଯାଉଛି। ଏହାକୁ…
କାମ ନ ସରୁଣୁ ଉଠିଯାଉଛି ପିଚୁ
ଯାଜପୁର,୨୩ା୧(ହର୍ଷବର୍ଦ୍ଧନ ବେହେରା):ବ୍ୟୟ ଅଟକଳ ଅନୁଯାୟୀ ସୁଗମ ଓ ସୁଦୃଢ଼ ରାସ୍ତା ନିର୍ମାଣ ପାଇଁ ପୂର୍ତ୍ତ ବିଭାଗ ବା ଆର ଆଣ୍ଡ ବି ଉପରେ ଜନସାଧାରଣଙ୍କ ଅତୁଟ ବିଶ୍ୱାସ ରହିଛି। ତେଣୁ ରାଜ୍ୟ ସରକାର ଗ୍ରାମ୍ୟ ନିର୍ମାଣ ଓ ଜଳସେଚନ ବିଭାଗର ଏକାଧିକ…
ଆବେଦନକାରୀଙ୍କୁ ଶୋଷୁଛନ୍ତି ଜନସେବା କେନ୍ଦ୍ର
ରସୁଲପୁର,୨୩।୧(ରଞ୍ଜିତ ରାଉତ):ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାରେ ସାମିଲ ପାଇଁ ଅନ୍୍ଲାଇନ୍ ଆବେଦନ ଜାରି ରହିଛି। ରସୁଲପୁର ବ୍ଲକର ୨୮ ପଞ୍ଚାୟତରେ ଅନୂ୍ୟନ ୨ହଜାରରୁ ଊର୍ଦ୍ଧ୍ୱ କାରିଗର ଆବେଦନ କରି ସାରିଲେଣି। ଆବେଦନ ପାଇଁ କାରିଗରମାନେ ଜନସେବା କେନ୍ଦ୍ରର ସହାୟତା ଲୋଡୁଛନ୍ତି। ଜନସେବା କେନ୍ଦ୍ରରେ…
Archives


