ଯାଜପୁର

ଲଘୁଚାପ ବର୍ଷାକୁ ନେଇ ଭୟଭୀତ ଚାଷୀ

ଯାଜପୁର ସଦର,୬।୧୨(ସମର ବିଜୟ ଶରଣ): ଲଘୁଚାପ ବର୍ଷାକୁ ନେଇ ଯାଜପୁର ବ୍ଲକ୍‌ ଅଞ୍ଚଳର ଚାଷୀ ଭୟଭୀତ ହୋଇ ପଡ଼ିଛନ୍ତି। ଯଦି ବର୍ଷା ହୁଏ ତେବେ ଅନେକ ପାଚିଲା ଧାନ ନଷ୍ଟ ହେବ। ଏବେ ଧାନ ପାଚି ବିଲରେ ଅଛି। ଆଉ କିଛି…

୩୩ ବର୍ଷ ହେଲା ରାସ୍ତା ନିର୍ମାଣ ହୋଇପାରୁନି

ପ୍ରୀତିପୁର,୬।୧୨(ସୁଶାନ୍ତ ବେହୁରିଆ):ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଜରି ବିସିଜେ ହାଇସ୍କୁଲ ଛକଠାରୁ ଦଶରଥପୁର ବ୍ଲକର ବଡ଼ କୁଁଆଲ ଗାଁ ପର୍ଯ୍ୟନ୍ତ ରାସ୍ତା ୩୩ ବର୍ଷ ହେବ ନିର୍ମାଣ ହୋଇପାରୁନାହିଁ। ଏନେଇ ଜରି, ଛାନ୍ଦମୁଣ୍ଡ, ବାଙ୍ଗରା, କୁସୁନପୁର, କଣ୍ଟିତର ଓ ଗୁଣ୍ଡୁରିପଡ଼ା ଆଦି ଗ୍ରାମର…

ଜାଲ୍‌ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ

ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ ଜାଲ ତଥ୍ୟ ପ୍ରଦାନ କରି ଆବାସ ହାତେଇଛନ୍ତି ବୋଲି ଅଭିଯୋଗରେ ଦର୍ଶାଯାଇଥିଲା। ହିତାଧିକାରୀ ଶ୍ରୀମତୀ…

କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ

କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ ଚାକିରି କରିବା ଅଭିଯୋଗରେ ଧରାପଡି ଜେଲ ଯିବା ସହିତ ଜରିମାନା ଦେବା ଘଟଣା ସାମ୍ନାକୁ…

ଭଙ୍ଗା କୁଡ଼ିଆରେ ଜୀବନ

କାଏମା,୩ା୧୨(ଶିବପ୍ରସାଦ ମହାନ୍ତି):ଧର୍ମଶାଳା ବ୍ଲକ ଦେଓଦା ପଞ୍ଚାୟତ ଚଇନିହୁଡ଼ା ଗ୍ରାମର ପ୍ରଫୁଲ୍ଲ ତରାଇଙ୍କ ପରିବାର ଏକ ଜରିପାଲ ପକାଯାଇଥିବା ଘରେ ରହୁଛନ୍ତି। ହେଲେ ତାଙ୍କୁ ପକ୍କାଘର ମିଳି ପାରିନାହିଁ ବୋଲି ଅଭିଯୋଗ ହୋଇଛି। ୩ ପିଲା ଓ ସ୍ବାମୀସ୍ତ୍ରୀଙ୍କୁ ନେଇ ତାଙ୍କ ପରିବାର।…

ଭିଆର୍‌ପି ପରୀକ୍ଷା ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ

ରସୁଲପୁର,୨ା୧୨(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଧୀନ ୧୮ ପଞ୍ଚାୟତରେ ନାହାନ୍ତି ଭିଆର୍‌ପି(ଭିଲେଜ ରିସୋର୍ସ ପର୍ସନ ଅର୍ଥାତ ଗ୍ରାମ ସମ୍ବଳ ବ୍ୟକ୍ତି)। ତେଣୁ ଏହି ପଦବୀ ପୂରଣ ପାଇଁ ଲିଖିତ ପରୀକ୍ଷା ଆସନ୍ତା ୩ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ୧୭ ପଞ୍ଚାୟତରୁ ୨୧୦ଜଣ…

ରାଜନୈତିକ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗଣ୍ଡଗୋଳ

କାଏମା,୨ା୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ଉତ୍ତରପ୍ରତାପ ପଞ୍ଚାୟତ ଜଳେଶ୍ବରପୁର ଗ୍ରାମରେ ରାଜନୈତିକ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗଣ୍ଡଗୋଳ ଘଟିଛି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଥାନାରେ ଉଭୟଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ପୋଲିସ ମାମଲା ରୁଜୁ…

ଗୋଆରେ ପ୍ରଶଂସା ସାଉଣ୍ଟିଲା ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’

କଲିଙ୍ଗନଗର,୧ା୧୨(ଶୁଭାଶିଷ ରାଉତ):ଦେବପ୍ରଭା ପ୍ରଡକ୍ସନ ଦ୍ୱାରା ପ୍ରସ୍ତୁତ ପ୍ରଥମ ଫିଚର୍‌ ଫିଲ୍ମ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ ଅନ୍ତର୍ଜାତୀୟ ଗୋଆ ଫିଲ୍ମ ଫେଷ୍ଟିଭାଲ ଫିଲ୍ମ ବଜାରରେ ସଫଳତା ସାଉଣ୍ଟିଛି। ପ୍ରାୟ ୫୦ ଦେଶରୁ ଆସିଥିବା ଜୁରି ମେମ୍ବର, ଡିଷ୍ଟ୍ରିବ୍ୟୁଟର, ପ୍ରଡ୍ୟୁସର ଏବଂ ନିର୍ଦ୍ଦେଶକମାନଙ୍କ ଗହଣରେ…

ମନ୍ଥର ଗତିରେ ଚାଲିଛି ଜଳ ଯୋଗାଣ ପ୍ରକଳ୍ପ

ରସୁଲପୁର,୧ା୧୨(ରଞ୍ଜିତ ରାଉତ):”ରସୁଲପୁର ବ୍ଲକ ଅଧୀନ ୨୮ ପଞ୍ଚାୟତରେ ୨୪ ଉଚ୍ଚ କ୍ଷମତାସମ୍ପନ୍ନ ପିଇବା ପାଣି ଟାଙ୍କି ନିର୍ମାଣ ହେଉଛି। ଏଥିରୁ ୨୦୨୪ ସୁଦ୍ଧା ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ ପିଇବା ପାଣି ଯୋଗାଇଦେବାକୁ ଲକ୍ଷ୍ୟ ରଖାଯାଇଛି। ତେଣୁ ଆସନ୍ତା ଫେବୃୟାରୀ ସୁଦ୍ଧା…

ଡଙ୍କାରୀ ପାହାଡ଼ରେ କଳାପଥର ଲୁଟ୍‌

ଯାଜପୁର,୧ା୧୨(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାରେ ଲଘୁ ଖଣିଜ ଦ୍ରବ୍ୟ କଳାପଥର, ବାଲି, ମୋରମ ଓ ମାଙ୍କଡ଼ା ପଥର ବହୁ ପରିମାଣରେ ଗଚ୍ଛିତ ରହିଛି। ତେବେ ଧର୍ମଶାଳା ତହସିଲ ଅଞ୍ଚଳରେ ରହିଥିବା ବହୁ ମୂଲ୍ୟବାନ କଳାପଥର ଚୋରି କାରବାର ଏବେ ଅଣାୟତ୍ତ ହେବାରେ…

କୃଷି ଯୋଜନାରୁ ଫାଇଦା ନେବେ ଶିଳ୍ପପତି

ଯାଜପୁର,୩୦ା୧୧(ହର୍ଷବର୍ଦ୍ଧନ ବେହେରା) : ଦୀର୍ଘ ଦୁଇ ଦଶନ୍ଧି ସମୟର ଅପେକ୍ଷା ପରେ ପ୍ରଧାନମନ୍ତ୍ରୀ କୃଷି ସେଚ ଯୋଜନାରେ ଶେଷ ହେବାକୁ ଯାଉଥିବା କାନପୁର ଜଳସେଚନ ପ୍ରକଳ୍ପରେ ବଳକା ପାଣି ନାହିଁ। ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ଦ୍ୱାରା ଗଠିତ ବିଶେଷଜ୍ଞ…

ନଦୀ ପାଉଛି ଡ୍ରେନେଜ୍‌ର ଆଖ୍ୟା

ଯାଜପୁର,୨୯।୧୧(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ସମସ୍ତ ନଦୀ ଡ୍ରେନେଜ୍‌ର ଆଖ୍ୟା ନ ପାଉ। ଅଧିକାଂଶ ନଦୀ ଜଳ ଗୁରୁତର ଭାବେ ପ୍ରଦୂଷିତ ହେଉଥିବାରୁ ଓଡ଼ିଶା ନଦୀ ସୁରକ୍ଷା ସମିତି ପକ୍ଷରୁ ରାଜ୍ୟପାଳଙ୍କ ନିକଟରେ ଏଭଳି ଦାବି କରାଯାଇଛି। ଏହାସହ ସମସ୍ତ ଶୁଖିଲା ନଦୀକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri