ଯାଜପୁର

ଚକ୍‌ଲେଟ୍‌ ଦେଇ ନାବାଳିକାଙ୍କକୁ କରିଥିଲେ ବଳାତ୍କାର, ପରେ….

ଯାଜପୁର ଟାଉନ,୧୪।୨(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ଅଭିଜିତ୍‌ ପଲାଇ ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌ ଦଣ୍ଡରେ…

ଯୁକ୍ତ ୩ ଓ ପିଜି ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟ ମନ୍ତ୍ରୀ, ବର୍ଷକୁ ମିଳିବ…

ଯାଜପୁର, ୧୩।୨: ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଛନ୍ତି । ଏ…

୧୯ରେ ଗଣ ସତ୍ୟାଗ୍ରହ ନିଷ୍ପତ୍ତି

ଯାଜପୁର ଟାଉନ,୧୩ା୨(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ଆର୍ଥିକ ସଂସ୍ଥାମାନଙ୍କ ଦ୍ୱାରା କ୍ଷତିଗ୍ରସ୍ତ ମିଳିତ ମଞ୍ଚ ପକ୍ଷରୁ ଆସନ୍ତା ୧୯ରେ ଗଣସତ୍ୟାଗ୍ରହ କରାଯିବ ବୋଲି ସୂଚନା ଦିଆଯାଇଛି ା ୨୦୧୩ ପୂର୍ବରୁ ବିଭିନ୍ନ ଚିଟ୍‌ଫଣ୍ଡ କମ୍ପାନୀ ଲୋକମାନଙ୍କଠାରୁ ଅନେକ କୋଟି ଟଙ୍କା ନେଇ ଫେରସ୍ତ…

ପୁନଃ ଟେଣ୍ଡର କରି ଶୀଘ୍ର କାମ ଶେଷ କର

ଯାଜପୁର,୧୩ା୨(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳର ମାଙ୍କଡ଼ିଆ ସମ୍ପ୍ରଦାୟ ଜନଜାତିଙ୍କ ପାଇଁ ନିର୍ମାଣାଧୀନ ବସତି କଲୋନୀରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗ ଉପରେ ଲୋକାୟୁକ୍ତଙ୍କ ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ଭିଜିଲାନ୍ସ ତଦନ୍ତ ରିପୋର୍ଟକୁ ଆଧାର କରି ତୁରନ୍ତ ପୁନଃ ଟେଣ୍ଡର…

ସୁଦୃଢ଼ କଂକ୍ରିଟ ରାସ୍ତା ଉପରେ କଂକ୍ରିଟ

ଯାଜପୁର,୧୩ା୨(ହର୍ଷବର୍ଦ୍ଧନ ବେହେରା):ଖଣି ପ୍ରଭାବିତ ଅଞ୍ଚଳ ଏବଂ ଅଞ୍ଚଳବାସୀଙ୍କ ବିକାଶ ପାଇଁ ଡିଏମ୍‌ଏଫ୍‌(ଜିଲା ଖଣିଜ ପ୍ରତିଷ୍ଠାନ) ପାଣ୍ଠି ଗଠିତ ହୋଇଛି। ଖଣିରୁ ଆଦାୟ ହେଉଥିବା ରାଜସ୍ବର ୩୦ ପ୍ରତିଶତ ଅର୍ଥକୁ ନେଇ ୨୦୨୩ ଜୁଲାଇ ସୁଦ୍ଧା ଯାଜପୁର ଜିଲାରେ ୧୮୯୭.୮୭ କୋଟି ଟଙ୍କା…

କାମରେ ଲାଗୁନି ମାର୍କେଟ କମ୍ପ୍ଲେକ୍ସ

ଯାଜପୁର,୧୨ା୨(ହର୍ଷବର୍ଦ୍ଧନ ବେହେରା):ସର୍ବଧର୍ମ ସମନ୍ବୟର ପ୍ରତୀକ ବରାହ-ବିରଜା କ୍ଷେତ୍ରରେ ସାଧାରଣ ଲୋକଙ୍କ ଅର୍ଥନୈତିକ ବିକାଶ ଲାଗି କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ସମୟରେ ଏକାଧିକ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ରାଜନୈତିକ ଇଚ୍ଛାଶକ୍ତି ଓ ପ୍ରଶାସନିକ ଅବହେଳା କାରଣରୁ କେତେକ ଯୋଜନା…

ପ୍ଲାଷ୍ଟିକ ଅଖାରେ ମହିଳାଙ୍କ ଗଳିତ ମୃତଦେହ, କିଏ ରଖିଲେ…

ଯାଜପୁର,୧୧।୮: ଯାଜପୁର ଜିଲା ଦୁଦୁରାଅନ୍ତା କୁଅଁରସାହି ଠାରେ ବୈତରଣୀନଦୀ ତୁଠରେ ଅଜଣା ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି। ଏହାକୁ ଏକ ପ୍ଲାଷ୍ଟିକ ଅଖା ମଧ୍ୟରେ ରଖାଯାଇଥିବା ଦେଖିବାକୁ ମିଳିଛି । ସୂଚନା ପାଇ ମଙ୍ଗଳପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…

କଳାପଥର ଲୁଟ ନିୟନ୍ତ୍ରଣ ବାହାରେ

ଯାଜପୁର,୧୧ା୨(ହର୍ଷବର୍ଦ୍ଧନ ବେହେରା)ରାଜ୍ୟ ଇସ୍ପାତ ଓ ଖଣି ବିଭାଗକୁ ଯାଜପୁର ଜିଲାର ଲଘୁ ଖଣିଜ ଦ୍ରବ୍ୟ ପରିଚାଳନା ଦାୟିତ୍ୱ ମିଳିବାର ପ୍ରାୟ ୧୦ ମାସ ଅତିକ୍ରାନ୍ତ ହୋଇସାରିଛି। ଇତିମଧ୍ୟରେ ଯାଜପୁର ଜିଲାରେ ଲଘୁ ଖଣିଜ ଦ୍ରବ୍ୟ ଉପନିର୍ଦ୍ଦେଶାଳୟ କାର୍ଯ୍ୟାଳୟ ଖୋଲିଛି। ଏହାପରେ ଜିଲାରେ…

ବ୍ରାହ୍ମଣୀ ନଦୀରୁ ଜଳ ନମୁନା ସଂଗ୍ରହ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବ୍ରାହ୍ମଣୀ ଏବଂ ଏହାର ଶାଖା ଖରସ୍ରୋତା ନଦୀତଟବର୍ତ୍ତୀ ଅଞ୍ଚଳର ୯ଟି ସ୍ଥାନରୁ ଗୁରୁବାର ସେଣ୍ଟ୍ରାଲ ପଲ୍ୟୁଶନ କଣ୍ଟ୍ରୋଲ ବୋର୍ଡ(ସିପିସିବି) ପକ୍ଷରୁ ନଦୀଜଳ ନମୁନା ସଂଗ୍ରହ କରାଯାଇଛି। କବାଟବନ୍ଧ, ମାର୍ଥାପୁର, ଦେଉଳକଣା, କୁସୁମପୁର, ଯୋକଡିଆ ଆଦି ସ୍ଥାନରୁ…

ନୀଳପଥର ଲୁଟ୍‌ ରୋକାଯାଉନି

କାଳିଆପାଣି,୯ା୨(ଅସିତ ମହାନ୍ତ): ଯାଜପୁର ଜିଲା ଦୈତାରୀ ସଂରକ୍ଷିତ ଟିକରପଡ଼ା ଜଙ୍ଗଲରୁ ନୀଳପଥର ଲୁଟ୍‌ ଚାଲିଛି। ହେଲେ ଏହାକୁ ରୋକାଯାଉନାହିଁ। ଏହା ଉପରେ ବାହାର ରାଜ୍ୟ ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ମାତ୍ର ଏକଥା ବନ ବିଭାଗ ଅଧିକାରୀ ଜାଣି ଅଜଣା ପରି…

ମଶା ଉପଦ୍ରବରେ ସହରବାସୀ ନୟାନ୍ତ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ଘରୋଇକରଣ ହେଲେ ପରିମଳ ବ୍ୟବସ୍ଥା ସୁଧୁରିବ ବୋଲି ବ୍ୟାସନଗର ପୌରାଞ୍ଚଳବାସୀ ବହୁତ ଆଶା ରଖିଥିଲେ। ହେଲେ ଗତ କିଛି ବର୍ଷ ହେଲା ସବ୍ୟସାଚୀ ମହାକୁଡ ନାମକ ଏକ ଘରୋଇ ସଂସ୍ଥାକୁ ସଫେଇ ଦାୟିତ୍ୱ ଦେବା ପରେ ବ୍ୟାସନଗର ପୌର…

ଭୂଇଁରୁ ଉଠିପାରୁନି କୋରେଇ ଭବନ

କୋରେଇ,୮।୨(ଚନ୍ଦ୍ରକାନ୍ତ ପତି)ଯାଜପୁର ଜିଲାର ଅନ୍ୟ ନିର୍ବାଚନମଣ୍ଡଳୀରେ ଭବନମାନ ନିର୍ମାଣ ହୋଇଥିବା ବେଳେ କୋରେଇ ଭବନ ନିର୍ମାଣ କାର୍ଯ୍ୟ ରାଜନୈତିକ ଓ ପ୍ରଶାସନିକ ଚାପରେ ଦିଗହରା ହୋଇଥିବା ଅଭିଯୋଗ ହୋଇଛି। ୨୦୦୯ରେ କୋରେଇ ଭବନ ନିର୍ମାଣ ପାଇଁ ପ୍ରସ୍ତାବ ଦିଆଯାଇଥିବା ବେଳେ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?