ଯାଜପୁର

ପୁଅର ଜୀବନ ରକ୍ଷା ପାଇଁ ମା’ବାପାଙ୍କ ଗୁହାରୀ

କାଏମା,୬ା୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଦେଓଦା ପଞ୍ଚାୟତ ଚଇନୁହୁଡା ଗ୍ରାମର ବଟକୃଷ୍ଣ ତରାଇଙ୍କ ପୁଅ ମନୋଜ(୨୦) ବଜ୍ରପାତରେ ଗୁରୁତର ହୋଇ ଆଜକୁ ୫ ମାସ ହେବ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ପୁଅର ଚିକିତ୍ସା ପାଇଁ ବିଜୁ…

ଡିଏମ୍‌ଏଫ୍‌ ପାଣ୍ଠିରୁ ହରିଲୁଟ ଅଭିଯୋଗ

କାଳିଆପାଣି,୫ା୨(ଅସିତ ମହାନ୍ତ):ଖଣି ପ୍ରଭାବିତ ଅଞ୍ଚଳର ବିକାଶ ପାଇଁ ଡିଏମ୍‌ଏଫ୍‌(ଜିଲା ଖଣିଜ ପ୍ରତିଷ୍ଠାନ) ପାଣ୍ଠି ଗଠିତ ହୋଇଛି। ଖଣି ମାଲିକମାନେ ସରକାରଙ୍କୁ ଦେଉଥିବା ରାଜସ୍ବର ୩୦ ପ୍ରତିଶତ ଅର୍ଥ ଡିଏମ୍‌ଏଫ୍‌ ପାଣ୍ଠିକୁ ଯାଉଛି। ତଦନୁସାରେ ୨୦୨୩ ଜୁଲାଇ ସୁଦ୍ଧା ଯାଜପୁର ଜିଲାରେ ୧୮୯୭.୮୭…

ଡିଏମ୍‌ଏଫ୍‌ ପାଣ୍ଠିରୁ ହରିଲୁଟ ଅଭିଯୋଗ

କାଳିଆପାଣି,୫ା୨(ଅସିତ ମହାନ୍ତ): ଖଣି ପ୍ରଭାବିତ ଅଞ୍ଚଳର ବିକାଶ ପାଇଁ ଡିଏମ୍‌ଏଫ୍‌(ଜିଲା ଖଣିଜ ପ୍ରତିଷ୍ଠାନ) ପାଣ୍ଠି ଗଠିତ ହୋଇଛି। ଖଣି ମାଲିକମାନେ ସରକାରଙ୍କୁ ଦେଉଥିବା ରାଜସ୍ବର ୩୦ ପ୍ରତିଶତ ଅର୍ଥ ଡିଏମ୍‌ଏଫ୍‌ ପାଣ୍ଠିକୁ ଯାଉଛି। ତଦନୁସାରେ ୨୦୨୩ ଜୁଲାଇ ସୁଦ୍ଧା ଯାଜପୁର ଜିଲାରେ…

ସୁକିନ୍ଦା ବିହନ ଫାର୍ମରେ ତାଲା

ଯାଜପୁର,୪ା୨(ହର୍ଷବର୍ଦ୍ଧନ ବେହେରା):ଏସିଆ ମହାଦେଶର ସର୍ବବୃହତ୍‌ ସୁକିନ୍ଦା ବିହନ ଉତ୍ପାଦନ ଫାର୍ମରେ ତାଲାପଡ଼ିଛି। ରାଜନୈତିକ ଓ ପ୍ରଶାସନିକ ଅବହେଳା କାରଣରୁ ଏହି ଫାର୍ମରେ କାମ କରି ଜୀବିକା ନିର୍ବାହ କରୁଥିବା ଶତାଧିକ ଶ୍ରମିକ ନିଃସହାୟ ହୋଇ ପଡ଼ି ରହିଛନ୍ତି। କେତେଜଣ ଜୀବିକା ଆଶାରେ…

ଅବଧି ପରେ ବି ସରୁନି ରାସ୍ତା କାମ

କୋରେଇ,୩ା୨(ଚନ୍ଦ୍ରକାନ୍ତ ପତି): ଗ୍ରାମାଞ୍ଚଳରେ ସୁଦୃଢ଼ ଗମନାଗମନ ବ୍ୟବସ୍ଥା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା (ଏମ୍‌ଏମ୍‌ଏସ୍‌ୱାଇ) ଏବଂ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ) ପ୍ରଣୀତ ହୋଇଛି। ଏହି ୨ ଯୋଜନା ରାଜ୍ୟ ସରକାରଙ୍କ ଗ୍ରାମ୍ୟ…

ଅଭାବୀ ବିକ୍ରି, କୋବି ଫସଲ ଉଜାଡ଼ିଦେଲେ ଚାଷୀ

ରସୁଲପୁର,୩।୨(ରଞ୍ଜିତ ରାଉତ): ଫସଲର ଅଭାବୀ ବିକ୍ରି ଚାଷୀଙ୍କ ଚିନ୍ତା ବଢ଼ାଇଛି। ଏଭଳିସ୍ଥିତି ଯାଜପୁର ଜିଲା ରସୁଲପୁର ବ୍ଲକର କୋବି ଚାଷୀଙ୍କ କ୍ଷେତ୍ରରେ ଦେଖାଦେଇଛି। ଏଠାରେ ଫୁଲକୋବିର ଅଭାବୀ ବିକ୍ରି ଯୋଗୁ ଚାଷୀ ସେମାନଙ୍କ କୋବି ଫସଲ ଉଜାଡ଼ି ଦେଇଛନ୍ତି। କୋବି ଚାଷ…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେବା ବାଟବଣା

କାଏମା,୨ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କେତେଜଣ କର୍ମଚାରୀଙ୍କ ଖାମଖିଆଲି ମନୋଭାବ ପାଇଁ ସେବା ବାଟବଣା ହେଉଛି। ଫଳରେ ରୋଗୀ ଉପଯୁକ୍ତ ସେବାରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି। ୧୬ ନମ୍ବର ଜାତୀୟ ରାଜପଥର ଜାରକା ଛକରୁ କିଛି ଦୂରତାରେ ଏହି…

ଅବହେଳିତ ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ବ୍ରହ୍ମବରଦା,୨ା୨(ଯଯାତି କେଶରୀ ବେହେରା): ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅବହେଳିତ ଅବସ୍ଥାରେ ରହିଛି। ଏଠାରେ ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଜନବସତି ରହିଛି। ଅଞ୍ଚଳର ୫ରୁ୬ ପଞ୍ଚାୟତର ଲୋକେ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଛନ୍ତି। ହେଲେ ଏଠାରେ ଆମ୍ବୁଲାନ୍ସ ସେବା ଉପଲବ୍ଧ ହେଉନାହିଁ।…

ସରୁନି ଷଠିପୁର ୪ ଥାକିଆ ରାସ୍ତା

ଯାଜପୁର,୨ା୨(ହର୍ଷବର୍ଦ୍ଧନ ବେହେରା): ଜିଲା ଗଠନ ହେବା ପରେ ଲୋକଙ୍କ ଜୀବନଧାରଣ ମାନରେ ଯେତେ ଉନ୍ନତି ହେବା କଥା ତାହା ନୈରାଶ୍ୟଜନକ ହୋଇଛି। ଯେଉଁ ଅଞ୍ଚଳର ଗମନାଗମନ ଯେତେ ସୁଦୃଢ ସେହି ଅଞ୍ଚଳ ସେତେ ଉନ୍ନତ ବୋଲି ବିଶ୍ୱାସ ରହିଛି। କିନ୍ତୁ ଦୁର୍ବଳ…

ବିନା ଘୋଡ଼ଣିରେ ବିଷାକ୍ତ ପାଉଁଶ ପରିବହନ

ଯାଜପୁରରୋଡ଼,୩୧।୧(ପବିତ୍ର ରଞ୍ଜନ ମହାନ୍ତି): କଳିଙ୍ଗନଗର ଶିଳ୍ପାଞ୍ଚଳର ବିଭିନ୍ନ କାରଖାନାରେ କୋଇଲାକୁ ଜାଳେଣି ଭାବେ ବ୍ୟବହାର କରାଯାଇଥାଏ। ପରେ ସେଥିରୁ ବହୁ ପରିମାଣରେ ପାଉଁଶ ବାହାରିଥାଏ।। ସେହି ପାଉଁଶ କାରଖାନାର କୌଣସି କାମରେ ବ୍ୟବହୃତ ହୋଇ ନ ଥାଏ। ସେହି ବିଷାକ୍ତ ପାଉଁଶ…

ଅବହେଳିତ ଥାଲାସେମିଆ ଶିଶୁ ରୋଗୀ

ଯାଜପୁର,୩୦ା୧(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ବିଭାଗ ୱାର୍ଡରେ ରକ୍ତଜନିତ ରୋଗ ଥାଲାସେମିଆ, ସିକିଲ୍‌ ସେ୍‌ଲ ଓ ହିମୋଫେଲିଆ ରୋଗୀମାନେ ଉପଯୁକ୍ତ ଚିିକିତ୍ସା ନ ପାଇ ନିରାଶ ହେଉଛନ୍ତି। ଏହି ମର୍ମରେ ଯାଜପୁର ଜିଲା ଥାଲାସେମିଆ ସିକିଲସେଲ୍‌ ଏନିମିଆ ୱେଲ୍‌ଫେୟାର…

ବେଆଇନ ଭାବେ ଚାଲିଛି ମୋରମ୍‌ ଚାଲାଣ

ଜେନାପୁର,୩୦ା୧(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଜେନାପୁର ଥାନା ବରଡା ମୌଜାର ନିମିଟି ପାହାଡ଼ ପାଦଦେଶରେ ଥିବା ନୂଆ ବରଡ଼ା ପାଖ ପଡ଼ିଆରୁ ବେଆଇନ ଭାବେ ମୋରମ ଚୋରା ଚାଲାଣ ହେଉଥିବା ଅଭିଯୋଗ ହେଉଛି। ପ୍ରତି ରାତିରେ ଚାଲାଣକାରୀ ମେଶିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?