ଯାଜପୁର

ଖୋଲା କୂଅ ପାଣି ପିଉଛନ୍ତି ଗ୍ରାମବାସୀ

ଯାଜପୁର,୫ା୧(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳଜଙ୍ଗ ଗ୍ରାମ ପଞ୍ଚାୟତ ଅଧୀନରେ ଥିବା ଐତିହାସିକ ବଳରାମପୁରଗଡ଼ ଗ୍ରାମବାସୀ ଖୋଲା କୂପ ପାଣି ପିଉଛନ୍ତି। ରାଜନୈତିକ ନେତୃବର୍ଗଙ୍କ ଆନ୍ତରିକତାର ଅଭାବ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆରଡବ୍ଲ୍ୟୁଏସ୍‌ଏସ୍‌) ବିଭାଗୀୟ…

ଅବହେଳିତ ଅବସ୍ଥାରେ ବିଡ଼ି ଶ୍ରମିକ

ବ୍ରହ୍ମବରଦା,୫ା୧(ଯଯାତି କେଶରୀ ବେହେରା):ରସୁଲପୁର ବ୍ଲକ୍‌ ଅନ୍ତର୍ଗତ ବ୍ରହ୍ମବରଦା ପଞ୍ଚାୟତରେ ଥିବା ବିଡ଼ି ଶ୍ରମିକମାନେ ଅବହେଳିତ ଅବସ୍ଥାରେ ରହିଥିବା ଅଭିଯୋଗ କରିଛନ୍ତି। ପରିବାର ପ୍ରତିପୋଷଣ ପାଇଁ ବିଡ଼ି ନିର୍ମାଣକୁ ସେମାନେ ବେଉଷା ଭାବେ ବାଛିନେଇ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଦୈନକ…

ବେଆଇନ ଟ୍ରେନ୍‌ ଟିକେଟ୍‌ କାଟି ଅଡୁଆରେ ଯୁବକ: କମ୍ପ୍ୟୁଟର ଜବତ, ଜଣେ ଅଟକ

ସିଂହପୁର,୩ା୧(ଅନଙ୍ଗ ଉଦୟ ବେଉରିଆ): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ସିଂହପୁର ବଜାରର ମହେଶ୍ୱର ପଣ୍ଡା ନାମକ ଦୋକାନୀ ନିଜ ଆଇଡିରୁ ବାରମ୍ବାର ଟ୍ରେନ୍‌ ଟିକେଟ କାଟୁଥିବା ରେଳବାଇ ପୋଲିସ ପାଖରେ ସୂଚନା ଥିଲା। ବୁଧବାର ଇନ୍ସିପେକ୍ଟର ଏ.କେ ସିଂଙ୍କ ନିର୍ଦ୍ଦେଶ…

ରାଜପଥରେ ଛାଇ ହୋଇଛି ଘରୋଇ ପ୍ରଚାରପତ୍ର

ରସୁଲପୁର,୩।୧(ରଞ୍ଜିତ ରାଉତ): ଜାତୀୟ ରାଜପଥରେ ଛାଇହୋଇଛି ଘରୋଇ ପ୍ରଚାରପତ୍ର। ନିଜର ପ୍ରଚାର ପାଇଁ ବ୍ୟବହାର ହେଉଛି ରାଜପଥ। ରସୁଲପୁର ବ୍ଲକ ଅଞ୍ଚଳ ଦେଇ ଯାଇଥିବା ୨ ଜାତୀୟ ରାଜପଥ ପ୍ରଚାର ହୋଡିଂର ପ୍ରମୁଖ ସ୍ଥାନ ପାଲଟିଛି। ନେତା ଓ ବ୍ୟବସାୟିକ ପ୍ରତିଷ୍ଠାନର…

ପାସେଞ୍ଜର ଟ୍ରେନରେ ୨ଗୁଣା ଭଡ଼ା ଆଦାୟ

ଯାଜପୁର,୩୧(ହର୍ଷବର୍ଦ୍ଧନ ବେହେରା): ରେଳ ବିଭାଗର ପୂର୍ବତଟ ରେଳ ଡିଭିଜନ ପକ୍ଷରୁ ଗତ ୩ା୪ା୨୦୨୧ରୁ ଯାତ୍ରୀଙ୍କଠାରୁ ଦୁଇଗୁଣା ଭଡ଼ା ଆଦାୟ କରାଯାଉଛି। ସମସ୍ତ ପାସେଞ୍ଜର ଓ ମେମୁ ଟ୍ରେନଗୁଡ଼ିକୁ ଦ୍ରୁତଗାମୀ ସ୍ପେଶିଆଲ ଟ୍ରେନ ଘୋଷଣା କରି ଗରିବ, ଖଟିଖିଆ, ରୋଗୀ, ଛାତ୍ରୀଛାତ୍ର, ବରିଷ୍ଠ…

ନବମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରେମ ନିବେଦନ, ଅଶ୍ଲୀଳ ଭାଷା କହି ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ

ଯାଜପୁର,୨।୧: ଛାତ୍ରୀଙ୍କୁ ପ୍ରେମ ନିବେଦନ ପ୍ରଧାନ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି। ନବମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରେମନିବେଦନ ସହ ପ୍ରଧାନ ଶିକ୍ଷକ ଅଶ୍ଲୀଳ ଭାଷାରେ କିଛି କହିଥିଲେ। ଯାହାର ଅଡିଓ ବର୍ତ୍ତମାନ ଭାଇରାଲ ହେଉଛି। ଏଭଳି ଘଟଣା ଘଟିଛି ଯାଜପୁର ସଦର ବ୍ଲକର…

ଧୂଳିଧୂଆଁରେ ପଥଚାରୀ ନୟାନ୍ତ

ଯାଜପୁର,୩୦ା୧୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ଡୁବୁରୀ ୫୩ ନମ୍ବର ଜାତୀୟ ରାଜପଥ (ଏନ୍‌ଏଚ୍‌) ସମ୍ପ୍ରସାରଣ କାର୍ଯ୍ୟ ପ୍ରାୟ ୭ ବର୍ଷ ହେବ ଚାଲିଛି। କିନ୍ତୁ ଶିଳ୍ପ ଓ ଲଘୁ ଖଣି କରିଡର ଭାବେ ପରିଚିତ ଏହି ଗୁରୁତ୍ୱପୂର୍ଣ୍ଣ ରାସ୍ତାର…

ଖଣ୍ଡଗିରିରୁ ଅପହରଣ ହୋଇଥିବା କ୍ୟାବ ଡ୍ରାଇଭର ଆରୁହା ଜଙ୍ଗଲରୁ ଉଦ୍ଧାର

ଯାଜପୁର,୨୯ା୧୨(ହର୍ଷବର୍ଦ୍ଧନ ବେହେରା): ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରୁ ଅପହରଣ ହୋଇଥିବା କ୍ୟାବ ଡ୍ରାଇଭର ପିଣ୍ଟୁ ସାହୁଙ୍କୁ ଶୁକ୍ରବାର ସନ୍ଧ୍ୟା ସମୟରେ ଯାଜପୁର ଜିଲା ଧର୍ମଶାଳା ଥାନା ଆରୁହା ଜଙ୍ଗଲରୁ ଉଦ୍ଧାର କରାଯାଇଛିି। ତେବେ ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଅନ୍ୟ…

ଘରୋଇକରଣ ନାଁରେ ଦାୟିତ୍ୱହୀନତା

ଯାଜପୁର/ଯାଜପୁରରୋଡ,(ହର୍ଷବର୍ଦ୍ଧନ ବେହେରା/ପବିତ୍ର ରଞ୍ଜନ ମହାନ୍ତି),୨୯ା୧୨ : ଘରୋଇକରଣ ବ୍ୟାସନଗର ମ୍ୟୁନିସିପାଲିଟିକୁ ଦାୟିତ୍ୱରୁ ଖସିବା ସୁଯୋଗ ଦେଇଛି । ସହରର ୨୬ଟି ୱାର୍ଡର ପରିମଳ ଦାୟିତ୍ୱର ଘରୋଇକରଣ କରି ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ସହରବାସୀଙ୍କ ପାଇଁ ବଡ କାର୍ଯ୍ୟ କରିଛନ୍ତି ଭାବି ଆତ୍ମତୃପ୍ତିରେ ମସଗୁଲ…

ଗୋମାଂସ ସନ୍ଦେହରେ ଅଟକାଯାଇଥିଲା ଟ୍ରକ୍‌: ଯାହା ମିଳିଲା…

ଧର୍ମଶାଳା,୨୮ା୧୨(ବଟକୃଷ୍ଣ ପରିଡ଼ା): ଗୋମାଂସ ବୋଝେଇ ହୋଇଯାଉଥିବା ସନ୍ଦେହ କରି ଏକ ଟ୍ରକ୍‌କୁ ଅଟକାଇବା ପରେ ଏଥିରୁ ମାଛ ଖାଦ୍ୟ ଓ ମଲା ଟସର ପୋକ ମିଳିଛି। ଏହି ଘଟଣା ଏଠାରେ ଆଲୋଚ୍ୟର ବିଷୟ ହୋଇଛି। ସୂଚନା ମୁତାବକ, ଗୁରୁବାର ଅପରାହ୍ନରେ ୧୬…

ଟ୍ୟୁଶନ ମାଷ୍ଟରଙ୍କୁ ୨୦ବର୍ଷ ଜେଲ

ଯାଜପୁର ଟାଉନ,୨୮ା୧୨(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ନାବାଳିକା ଛାତ୍ରୀଙ୍କୁ ଟ୍ୟୁଶନ୍‌ ମାଷ୍ଟର ବଳାତ୍କାର କରିବା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ହଜାର ଟଙ୍କା ଜରିମାନା କରିଛନ୍ତି ଅତିରିକ୍ତ ଜିଲା ଦୌରା ଓ ପୋକ୍‌ସୋ କୋର୍ଟର…

ସର୍ବେଶ୍ୱରଙ୍କୁ ୨୨୮ କୋଟିର ଝଟକା

ଯାଜପୁର,୨୮ା୧୨(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ଥିବା ମାଣ୍ଡୁକା ପାହାଡ଼ରୁ ମୋରମ ଲୁଟ୍‌ ମାମଲାର କ୍ଷତିପୂରଣ ବାବଦକୁ ୨୨୮ କୋଟି ୨୫ ଲକ୍ଷ ୬୧ ହଜାର ୭୮ ଟଙ୍କା ଆଦାୟ କରାଯିବାକୁ ନିଷ୍ପତ୍ତି ହୋଇଛି। ଏନେଇ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?