ଯାଜପୁର

ଶ୍ରେଣୀଗୃହରେ ଉଠବସ୍‌: ଛାତ୍ରଙ୍କ ମୃତ୍ୟୁ

ରସୁଲପୁର,୨୨।୧୧(ରଞ୍ଜିତ ରାଉତ): ଯାଜପୁର ଜିଲା କୁଆଖିଆ ଥାନା ବାହାଦଲାପୁର ପଞ୍ଚାୟତ ସାନଓରାଳି ସୂର୍ଯ୍ୟନାରାୟଣ ନୋଡାଲ ଉପ୍ରା ବିଦ୍ୟାଳୟର ଶ୍ରେଣୀ କକ୍ଷରେ ଉଠବସ୍‌ବେଳେ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେ ହେଲେ ସାନଓରାଳି ଗ୍ରାମର ନିତ୍ୟାନନ୍ଦ ସେଠୀଙ୍କ ପୁଅ ତଥା…

ତଥ୍ୟ ଦେଇ ନ ଥିବା ୨ ଅଧିକାରୀଙ୍କୁ ଜରିମାନା

ଧର୍ମଶାଳା,୨୧ା୧୧ (ବଟକୃଷ୍ଣ ପରିଡ଼ା): ସୂଚନା ଅଧିକାର ଅଇନରେ ତଥ୍ୟ ପ୍ରଦନ କରି ନ ଥିବା ଧର୍ମଶାଳା ବ୍ଲକର ୨ ଅଧିକାରୀଙ୍କୁ ଅର୍ଥ ଦଣ୍ଡ ମିଳିଛି । ସୂଚନା ଅନୁଯାୟୀ, ଧର୍ମଶାଳା ବ୍ଲକରେ କରୋନା କଟକଣା ସମୟରେ ଖାଦ୍ୟ ସୁରକ୍ଷା ଯୋଜନାରେ ଜାଲିଆତି…

ପାଣି ଟାଙ୍କିରୁ ୨ କଙ୍କାଳ ଜବତ: ଲୋକେ କହୁଛନ୍ତି ମାନବ କଙ୍କାଳ, ପୋଲିସ କହିଲା ମାଙ୍କଡ଼ର

ଯାଜପୁର ସଦର, ୨୦ା୧୧ (ସମର ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ମହେଶ୍ୱରପୁର ପଞ୍ଚାୟତର ନିଶ୍ଚନ୍ତା ଗ୍ରାମ ନିକଟରେ ନିର୍ମାଣାଧୀନ ପାନୀୟ ଜଳଯୋଗାଣ ପ୍ରକଳ୍ପର ଟାଙ୍କି ଭିତରୁ ସୋମବାର ପୂର୍ବାହ୍ନରେ ୨ଟି କଙ୍କାଳ ଜବତ ହୋଇଛି। ତାହା ମାନବକଙ୍କାଳ ବୋଲି ସ୍ଥାନୀୟ…

ଚଳନ୍ତା ବସ୍‌ରେ ଛାତ୍ରୀଙ୍କୁ ବଳାତ୍କାର

ଯାଜପୁର,୨୦ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଦଶରଥପୁର ଥାନା ଅଞ୍ଚଳର ଜଣେ ନାବାଳିକା ଛାତ୍ରୀ(୧୬)ଙ୍କୁ ରବିବାର ଚଳନ୍ତା ବସ୍‌ରେ ବଳାତ୍କାର କରାଯାଇଛି। ଭଦ୍ରକରୁ କୋଲକାତା ଯିବା ଏବଂ ଫେରିବା ବାଟରେ ବସ୍‌ର ସ୍ଲିପର ସିଟ୍‌ରେ ଛାତ୍ରୀଙ୍କୁ ବଳାତ୍କାର କରିଛନ୍ତି ତାଙ୍କ ଗ୍ରାମର ଦୟାନିଧି…

ବିଶ୍ୱକପ୍‌ରେ ଭାରତର ଶୋଚନୀୟ ପରାଜୟ: ଗୋରୁ ପଘାକୁ ବେକରେ ଦେଇ ଝୁଲି ପଡ଼ିଲେ ଯୁବକ

ପ୍ରୀତିପୁର,୨୦।୧୨(ସୁଶାନ୍ତ ବେହୁରିଆ): ବିଶ୍ୱକପରେ ଭାରତର ଶୋଚନୀୟ ପରାଜୟ ଦୁଃଖରେ ଜୀବନ ହାରିଦେଲେ ଯୁବକ। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ବିଞ୍ଜାରପୁର ଥାନା ଅନ୍ତର୍ଗତ ଜରି ପଞ୍ଚାୟତରେ। ମୃତକ ହେଲେ କୂଳସାହିର ଦେବରଞ୍ଜନ ମଳିକ (୨୩)। ଭାରତ ଅଷ୍ଟ୍ରେଲିଆଠାରୁ ହାରିଯିବାକୁ…

୨ ବର୍ଷ ଗଲାନି,କାନ୍ଥ ଫାଟି ଆଁ

ଯାଜପୁର,୨୦ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ପୂର୍ତ୍ତ ବିଭାଗରେ ବିନା ଟେଣ୍ଡରରେ ଶତାଧିକ ପ୍ରକଳ୍ପ ଅନୁଗତ ଠିକାଦାରମାନଙ୍କ ହାତକୁ ଟେକି ଦିଆଯାଇଛି। ସରକାରଙ୍କ ନିର୍ଦ୍ଦେଶନାମାକୁ ଖୋଲାଖୋଲି ଉଲ୍ଲଂଘନ କରି ଏହି ବିଭାଗ ଏଫ୍‌-ଟୁ ଆଳରେ ଅନେକ କୋଟି ଟଙ୍କା ହରିଲୁଟ କରିଥିବା ଅଭିଯୋଗ…

ଗୁଣିଗାରେଡ଼ିରୁ ହତ୍ୟା: ୧୭ ଜଣଙ୍କୁ ଆଜୀବନ କାରାଦଣ୍ଡ

ଯାଜପୁର/ଯାଜପୁର ରୋଡ/ କଳିଙ୍ଗନଗର, ୧୭ା୧୧ (ହର୍ଷବର୍ଦ୍ଧନ ବେହେରା/ପବିତ୍ର ରଞ୍ଜନ ମହାନ୍ତି/ ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ନିମପଲ୍ଲୀ ଗ୍ରାମ ସୁରିସାହିରେ ବୃଦ୍ଧ ଦମ୍ପତିଙ୍କୁ ଜିଅନ୍ତା ପୋଡ଼ି ହତ୍ୟା କରିବା ମାମଲାର ରାୟ…

ବଢୁଛି ଚୋରାମଦ କାରବାର

ଯାଜପୁର ସଦର,୧୬ା୧୧(ସମର ବିଜୟ ଶରଣ)ଯାଜପୁର ସଦର ଥାନା ଅଞ୍ଚଳରେ ଚୋରା ମଦ କାରବାର ବଢ଼ିବାରେ ଲାଗିଛି। ଥାନା ଅଧୀନ ବରୁଅଁା ଛକ ନିକଟରେ ୩ ମଦ ଦୋକାନ ରହିଛି। ସେଥିମଧ୍ୟରୁ ଗୋଟିଏ ଠିପି ବନ୍ଦ, ଗୋଟିଏ ବାର୍‌ ଓ ଅନ୍ୟଟି ଦେଶୀ…

ବ୍ୟାସନଗରର ଯୁବ କ୍ରୀଡ଼ାବିତ୍‌ଙ୍କୁ ଅଣଦେଖା

ଯାଜପୁର,୧୬ା୧୧(ହର୍ଷବର୍ଦ୍ଧନ ବେହେରା) :କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ପୌରପରିଷଦ ଗଠନ ହେବାର ଇତିମଧ୍ୟରେ ୨୯ ବର୍ଷ ଅତିକ୍ରାନ୍ତ ହୋଇ ସାରିଛି। ନିକଟରେ ଏକାଧିକ ଶିଳ୍ପ ଓ ଖଣି ପ୍ରତିଷ୍ଠାନ ଯୋଗୁ ସହରର ଜନସଂଖ୍ୟା ବଢି ଚାଲିଛି। ଅଥଚ ଏହି…

୨୪ ମୃତକଙ୍କ ଭତ୍ତା ଟଙ୍କା ଆତ୍ମସାତ୍‌

ଯାଜପୁର,୧୬ା୧୧(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାରେ ତୃଣମୂଳଠାରୁ ଆରମ୍ଭ କରି ଉଚ୍ଚପଦସ୍ଥ କେତେଜଣ ଅଧିକାରୀ ହରିଲୁଟ କରୁଛନ୍ତି ା ଏହି ଘଟଣା ଏବେ ସମାଜ ପାଇଁ ଚିନ୍ତାର କାରଣ ହୋଇଛି। ଜିଲାର ଦଶରଥପୁର ବ୍ଲକ ଅନ୍ତର୍ଗତ ବିରିପଟା ଗ୍ରାମ ପଞ୍ଚାୟତକୁ ଏଠାରେ ଉଦାହରଣ ଭାବେ…

ବେଆଇନ ଚେମିନି ଇଟାଭାଟିକୁ ଲଗାମ ନାହିଁ

କୋରେଇ,୧୫। ୧୧(ଚନ୍ଦ୍ରକାନ୍ତ ପତି): ବ୍ୟାସନଗର ତହସିଲ ଅଧୀନ କୋରେଇ ଅଞ୍ଚଳରେ ଅନେକ ବେଆଇନ ଚେମିନି ଇଟାଭାଟି ଗଢ଼ି ଉଠିଛି। ହେଲେ ଏଗୁଡ଼ିକ ଉପରେ ଯାଜପୁର ଜିଲା ପ୍ରଶାସନର କାର୍ଯ୍ୟାନୁଷ୍ଠାନ ନୈରାଶ୍ୟଜନକ ରହିଛି। ଖବର ଅନୁଯାୟୀ, ବ୍ଲକର ମୂଳାପାଳ, ପଥରପଦା, ବନ୍ଦାଳ, ରଣପୁର…

ନକଲି ଆଦିବାସୀ: ଚପିଗଲା ଆର୍‌ଡିସିଙ୍କ ତଦନ୍ତ ନିର୍ଦ୍ଦେଶ

ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି) ୧୫।୧୧ : କେତେଜଣ ସାଧାରଣ ଏବଂ ଓବିସି ବର୍ଗର ବ୍ୟକ୍ତି ପଡ଼ୋଶୀ ଜିଲାରେ କିଛି ଜମି କିଣି ସେହି ପଟ୍ଟା ବଳରେ ନକଲି ଜାତିଗତ ପ୍ରମାଣପତ୍ର ହାସଲ କରି ସରକାରଙ୍କ ସମସ୍ତ ସୁବିଧାସୁଯୋଗ ହାସଲ କରୁଛନ୍ତି। ଏନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri