ବାଟ ହୁଡ଼ିଛି ଡିଏମ୍ଏଫ୍
ଯାଜପୁର,୩୦ା୯(ହର୍ଷବର୍ଦ୍ଧନ ବେହେରା): ଜୁଲାଇ ୨୦୨୩ ସୁଦ୍ଧା ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍ଏଫ୍) ପାଣ୍ଠିରେ ସମୁଦାୟ ୨୩୧୫୧.୧୫ କୋଟି ଟଙ୍କା ସଂଗ୍ରହ ହୋଇଛି। ଏଥିରେ ରାଜ୍ୟର ୮ ପ୍ରମୁଖ ଜିଲା ଅନୁଗୋଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ରାୟଗଡ଼ା ଓ ସୁନ୍ଦରଗଡ଼କୁ…
ବାଟ ହୁଡ଼ିଛି ଡିଏମ୍ଏଫ୍
ଯାଜପୁର,୩୦।୯(ହର୍ଷବର୍ଦ୍ଧନ ବେହେରା): ଜୁଲାଇ ୨୦୨୩ ସୁଦ୍ଧା ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍ଏଫ୍) ପାଣ୍ଠିରେ ସମୁଦାୟ ୨୩୧୫୧.୧୫ କୋଟି ଟଙ୍କା ସଂଗ୍ରହ ହୋଇଛି। ଏଥିରେ ରାଜ୍ୟର ୮ ପ୍ରମୁଖ ଜିଲା ଅନୁଗୋଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ରାୟଗଡ଼ା ଓ ସୁନ୍ଦରଗଡ଼କୁ…
ଗୋଳକୁଣ୍ଡ-ଇନ୍ଦୁପୁର ରାସ୍ତା କାର୍ଯ୍ୟ ନିମ୍ନମାନର
ବରୀ,୨୯ା୯(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ୍ ଅଧୀନ ଗୋଳକୁଣ୍ଡ-ଇନ୍ଦୁପୁର ପୂର୍ତ୍ତ ବିଭାଗ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଉକ୍ତ ରାସ୍ତା ସମ୍ପ୍ରସାରଣ ନିମନ୍ତେ ବିଭାଗ ତରଫରୁ ୩୩ କୋଟି ୫୦ ଲକ୍ଷ ୮୧୩ ଟଙ୍କା ମଞ୍ଜୁର କରାଯାଇଛି। ହେଲେ…
ଅନିୟମିତତା: ୨ ପ୍ରମୁଖ ଯନ୍ତ୍ରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
ଯାଜପୁର,୨୯ା୯(ହର୍ଷବର୍ଦ୍ଧନ ବେହେରା) : ଓଡ଼ିଶା ଗ୍ରାମ୍ୟ ନିର୍ମାଣ ବିଭାଗ (ବିଲ୍ଡିଂ ଏବଂ ବ୍ରିଜେସ)ର ଚିଫ୍ ଇଞ୍ଜିନିୟର ବା ମୁଖ୍ୟଯନ୍ତ୍ରୀ ରମେଶ କୁମାର ବେହେରାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ(ଡିସିପ୍ଲିନାରି ପ୍ରୋସିଡିଂ) ଗ୍ରହଣ କରାଯାଇଛି। ଏହାସହ ଗ୍ରାମ୍ୟ ନିର୍ମାଣ ବିଭାଗର ଇଞ୍ଜିନିୟର-ଇନ୍-ଚିଫ୍ କାର୍ଯ୍ୟାଳୟରେ ଅଧୀକ୍ଷଣ…
କାର୍ଯ୍ୟକ୍ଷମ ହୋଇପାରୁନାହିଁ
ଚଣ୍ଡିଖୋଲ,୨୮ା୯(ପ୍ରଦୀପ୍ତ କୁମାର ପୃଷ୍ଟି):ଯାଜପୁର ଓ କେନ୍ଦ୍ରାପଡ଼ା ଜିଲାର ୧୯ ବ୍ଲକ୍ରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ହେବାକୁ ଥିବା ସମସ୍ତ କାର୍ଯ୍ୟର ତଦାରଖ ବିଭାଗୀୟ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା କରାଯିବ। ସେଥିପାଇଁ ଚଣ୍ଡିଖୋଲସ୍ଥିତ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ…
ସରପଞ୍ଚଙ୍କୁ ଆକ୍ରମଣ, ଥାନାରେ ମାମଲା
ବରୀ,୨୯। ୯ (ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ ବୋଦୁଅ ପଞ୍ଚାୟତ ସରପଞ୍ଚ ଦେବୀ ମିଶ୍ରଙ୍କୁ ସେହି ପଞ୍ଚାୟତର ୨ ଯୁବକ ମରଣାନ୍ତକ ଆକ୍ରମଣ କରିଥିବା ବିଞ୍ଝାରପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି। ପ୍ରକାଶଯେ, ସରପଞ୍ଚ ମିଶ୍ର ବାଇକ୍ରେ ପଞ୍ଚାୟତର ଉନ୍ନୟନ ମୂଳକ…
ଷ୍ଟିଲ୍ ଓପନ ବୋଟ୍ ଉପରେ ପ୍ରଶାସନର ନଜର ପଡ଼ିଲା
କାଏମା,୨୬ା୯( ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ କାଏମା ବ୍ରିଜର ପାଲା ଚାନ୍ଦିନୀ ନିକଟରେ ମୋଟର ଚାଳିତ ବୋଟ୍ ଏସ୍ଓବି(ଷ୍ଟିଲ ଓପନ ବୋଟ୍) ଦୀର୍ଘଦିନରୁ ଅବହେଳିତ ଭାବେ ପଡ଼ିରହିଥିଲା। ଏ ସଂକ୍ରାନ୍ତରେ ଗତ ୨୩ ତାରିଖ ଧରିତ୍ରୀରେ ‘ଅବହେଳିତ ଅବସ୍ଥାରେ ଷ୍ଟିଲ ଓପନ…
୨ ପାଣିଟାଙ୍କିରେ ଫାଟ
ସୁକିନ୍ଦା,୨୬ା୯(ସତ୍ୟଜିତ ଦାଶ): ଘରେ ଘରେ ପାନୀୟଜଳ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ଆରମ୍ଭ କରିଥିବା ମେଗା ପାନୀୟ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ସୁକିନ୍ଦା ବ୍ଲକରେ ମଧ୍ୟ ଜାରି ରହିଛି। ଏହି ପ୍ରକଳ୍ପ କାର୍ଯ୍ୟ ନିମ୍ନମାନର ସାଙ୍ଗକୁ ଦୁର୍ନୀତି ଅଭିଯୋଗ ହୋଇଆସୁଛି। ସଂସାଇଲୋ…
ପରିଚାଳନା କମିଟି ସଭାପତିଙ୍କ ନାଁରେ ଯୌନ ଉତ୍ପୀଡ଼ନ ଅଭିଯୋଗ
ଯାଜପୁର ରୋଡ୍,୨୬ା୯(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରଦୀପ ବିଶ୍ୱାଳ ଛାତ୍ରୀଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିବା ନେଇ ଅଭିଯୋଗ ହୋଇଛି। ଜଣେ ଛାତ୍ରୀଙ୍କ ଅଭିଯୋଗ ଆଧାରରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟର…
କେଲୁଅ ନଦୀବନ୍ଧ ରାସ୍ତା ଶୋଚନୀୟ
କାଏମା,୨୫ା୯(ଶିବପ୍ରସାଦ ମହାନ୍ତି):ଧର୍ମଶାଳା ବ୍ଲକ ଅଧୀନ ଉତ୍ତରପ୍ରତାପ ପଞ୍ଚାୟତର ଅଲଣି ସାହୁ ଗାଁ ନିକଟରୁ ଚାନ୍ଦମୋହିନୀ ଗ୍ରାମ ପର୍ଯ୍ୟନ୍ତ କେଲୁଅ ନଦୀବନ୍ଧ ରାସ୍ତା ଶୋଚନୀୟ ହେବାକୁ ଲାଗିଲାଣି। ଏବେ ବର୍ଷା ଦିନ ହୋଇଥିବାରୁ ବିଭିନ୍ନ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ରାସ୍ତାର ଅନେକ…
ସିସିଟିଭି ସ୍ଥାପନ ନିର୍ଦ୍ଦେଶକୁ ଅଣଦେଖା
ଯାଜପୁର,୨୫ା୯(ହର୍ଷବର୍ଦ୍ଧନ ବେହେରା):ବାଲି ଚୋରିକୁ ନିୟନ୍ତ୍ରଣ କରିବା ପାଇଁ ଏନ୍ଜିଟି (ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ) ପକ୍ଷରୁ ୨୦୨୨ ଅଗଷ୍ଟରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ଉକ୍ତ ରାୟରେ ବାଲି ଖାଦାନଗୁଡ଼ିକର ପ୍ରସ୍ଥାନ ଓ ପ୍ରବେଶ ପଥ ତଥା ବାଲି ଶଯ୍ୟା ନିକଟରେ…
ସମବାୟ ସମିତି କାର୍ଯ୍ୟାଳୟରେ ଲହଡ଼ି ମାରୁଛି ପାଣି
ପାଣିକୋଇଲି,୨୪।୯(ବିକାଶ ମଲ୍ଲିକ): ପାଣିକୋଇଲି ପ୍ରାଥମିକ କୃଷି ସମବାୟ ସମିତି କାର୍ଯ୍ୟାଳୟ ମଧ୍ୟରେ ଲହଡି ମାରୁଛି ବର୍ଷା ପାଣି। ବହୁ ପୁରାତନ ଏହି ସେବା ସମବାୟ ସମିତି ନିଜସ୍ବ ଗୃହରେ ଚାଲିଛି। ପାଣିକୋଇଲି, ପଥରପଦା ପଞ୍ଚାୟତ ଓ ଗୋଳେଇପୁର, କରଦା, ଧନେଶ୍ୱର ପଞ୍ଚାୟତର…
Archives


