ମହିଳାଙ୍କୁ ଟାଣିନେଲା କୁମ୍ଭୀର: ମୃତଦେହ ଜବତ
ବରୀ,୧୭ା୮(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲା ବରୀ ବ୍ଲକ୍ ଅମଠପୁର ପଞ୍ଚାୟତ ପାଲଟପୁର ଗ୍ରାମରେ ବୁଧବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଜ୍ୟୋତ୍ସ୍ନା ଜେନା(୩୬) ବିରୂପା ନଦୀକୁ ଶୌଚ ପାଇଁ ଯାଇଥିବାବେଳେ ତାଙ୍କୁ କୁମ୍ଭୀର ଟାଣିନେଇ ମାରିଦେଇଛି। ପରେ ତାଙ୍କ...
ସ୍କୁଲ ଯାଇ ନପାରି ରାସ୍ତା ରେ ବସିଲେ ଛାତ୍ରୀଛାତ୍ର
କାଳିଆପାଣି,୧୬।୮: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଖଣି ଅଞ୍ଚଳରେ ଟ୍ରାଫିକ ସମସ୍ୟା ବିପର୍ଯ୍ୟସ୍ତ ହୋଇ ପଡଛି। ଏ ନେଇ ଛାତ୍ରଛାତ୍ରୀ ସ୍କୁଲ ଯାଇ ନପାରି ଟମକା-ମଙ୍ଗଳପୁର ରାସ୍ତାର ଭିମଟାଙ୍ଗର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଛାତ୍ରୀଛାତ୍ର ଧାରଣା ଦେଇଥିଲେ ।...
ଥାନାରୁ ନ୍ୟାୟ ନ ପାଇ ଏସ୍ପିଙ୍କୁ ଭେଟିଲେ ପୀଡ଼ିତା
ପାଣିକୋଇଲି,୧୫ା୮(ବିକାଶ କୁମାର ମଲିକ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଟିଏ ପରିବାରର ବାପ ଓ ୩ ପୁଅ, ଝିଅ ମିଶି ପଡ଼ୋଶୀ ଦୁଇ ମହିଳାଙ୍କୁ ଅଶାଳୀନ ବ୍ୟବହାର ସହିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏ ସଂକ୍ରାନ୍ତରେ ପୀଡ଼ିତାଙ୍କ ତରଫରୁ ଯାଜପୁର ଥାନାରେ...
ଗାନ୍ଧିଜୀଙ୍କ ନେତୃତ୍ୱରେ ଝାସ ଦେଇଥିଲେ ଯାଜପୁରର ସ୍ବାଧୀନତା ସଂଗ୍ରାମୀ
ଯାଜପୁର,୧୫ା୮(ହର୍ଷବର୍ଦ୍ଧନ ବେହେରା) : ଦେଶର ସ୍ବାଧୀନତା ପାଇଁ ଭାରତବାସୀ ଯେଉଁ ତ୍ୟାଗ ସ୍ବୀକାର କରିଥିଲେ ସେଥିରେ ଯାଜପୁର ଜିଲାବାସୀଙ୍କ ବଳିଦାନ ମଧ୍ୟ କମ ନୁହେଁ। ୧୯୪୨ ଭାରତଛାଡ ଆନ୍ଦୋଳନରେ କୋରାପୁଟ ଓ ବାଲେଶ୍ୱର ଜିଲାରେ ଗୁଳିକାଣ୍ଡ ହୋଇ ତାଣ୍ଡବଲୀଳା ଓ...
ଡିଜାଇନ୍ରେ ତ୍ରୁଟି ଯୋଗୁ ଭୁଶୁଡ଼ିଥିଲା ପୋଲ
ରସୁଲପୁର,୧୪ା୮(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ୧୬ନମ୍ବର ଜାତୀୟ ରାଜପଥ ପୋଲ ଭୁଶୁଡ଼ିବା ଘଟଣାର ତଦନ୍ତ ରିପୋର୍ଟ ଆସିଛି। ଦୁର୍ଘଟଣାର ୩ ସପ୍ତାହ ପରେ ରାଜପଥ କର୍ତ୍ତୃପକ୍ଷଙ୍କ ରିପୋର୍ଟ ହସ୍ତଗତ ହୋଇଛି। ଡିଜାଇନରେ ତ୍ରୁଟି ଯୋଗୁ...
ଅବଧିର ୪ ବର୍ଷ ପରେ ବି ସରିଲାନି ନିର୍ମାଣ
ଯାଜପୁର ଅଫିସ,୧୪ା୮: ପରସେଣ୍ଟେଜ୍(ପିସି) କାରବାରର ଅବସାନ ଏବଂ ପ୍ରଶାସନର ସ୍ବଚ୍ଛତା ପାଇଁ ରାଜ୍ୟ ସରକାର ସ୍ଲୋଗାନ ଦେଇ ଚାଲିଥିବାବେଳେ ଏହାର ବିପରୀତ ଦୃଶ୍ୟ ଯାଜପୁର ଜିଲା ଗ୍ରାମ୍ୟ ନିର୍ମାଣ ବିଭାଗରେ ଦେଖିବାକୁ ମିଳୁଛି। ଏହି ବିଭାଗରେ ବାର୍ଷିକ ବିପୁଳ କୋଟି...
ଜରାଜୀର୍ଣ୍ଣ ଅବସ୍ଥାରେ କଠଉଣୀ ମଠ ପୋଖରୀ
ଜେନାପୁର,୧୪ା୮(ଅଶୋକ ଦାସ): ଯାଜପୁର ଜିଲା ଧର୍ମଶାଳା ବ୍ଲକ୍ ଅନ୍ତର୍ଗତ ସହାଣୀଡ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମ ନିକଟରେ ଥିବା ଶହେବର୍ଷରୁ ଊଦ୍ଧର୍ବ କଠଉଣୀ ମଠ ପୋଖରୀ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ଅବସ୍ଥାରେ ପଡ଼ିରହିଛି। ଏହି ପୋଖରୀ ମଠର ନୀତିକାନ୍ତି ସହ ଅନ୍ୟ...
ବେଆଇନ ପଥର ଖାଦାନରେ ପୁଣି ମୁଣ୍ଡ ଗଡ଼ିଲା
ଯାଜପୁର/ଧର୍ମଶାଳା,୧୩ା୮(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା)ଯାଜପୁର ଜିଲା ଧର୍ମଶାଳା ବ୍ଲକ ଡାଳିଯୋଡ଼ା ବନାଞ୍ଚଳ ଅଧୀନ ମୌଳାଭଞ୍ଜା ବାଘୁଆ-୨ ନମ୍ବର ଜଙ୍ଗଲ କିସମ ଜମିରେ ଥିବା ବେଆଇନ ପଥର ଖାଦାନରେ ପୁଣି ଜଣେ ଶ୍ରମିକଙ୍କ ମୁଣ୍ଡ ଗଡ଼ିଛି। ମୃତ ଶ୍ରମିକ ଜଣକ ହେଲେ ଜେନାପୁର...
ବନ୍ୟାରେ ଧୋଇଗଲା ଗ୍ରାମ୍ୟ ଉନ୍ନୟନ ରାସ୍ତା
ବରୀ,୧୨ା୮(ମହେନ୍ଦ୍ର ସ୍ବାଇଁ): ବରୀ କଳାମାଟିଆ ରାସ୍ତାଠାରୁ ବାଲୁଙ୍କେଶ୍ୱର ମନ୍ଦିର ରାସ୍ତାକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ଚଳିତ ବର୍ଷ ସାମାନ୍ୟ ବନ୍ୟାରେ ଧୋଇଯାଇଛି। ଫଳରେ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ବ୍ଲକ କାର୍ଯ୍ୟାଳୟ, ବରୀ-ରାମଚନ୍ଦ୍ରପୁର ଥାନାକୁ ଆସୁଥିବା...
ଶିଳ୍ପାନୁଷ୍ଠାନର ପାଣି ପାଇପ ପାଇଁ ଗଛ କଟା
କଳିଙ୍ଗନଗର,୧୧ା୮(ଶୁଭାଶିଷ ରାଉତ): କିଛି ମାସ ତଳେ ପାନୀୟ ଜଳ ପ୍ରକଳ୍ପ ପାଇଁ ପଙ୍କପାଳସ୍ଥିତ ଇଡ୍କୋ ପମ୍ପ ହାଉସ ନିକଟରେ ଅନେକ ଗଛ କଟାଯାଇଥିଲା। ବନ ବିଭାଗ ଅନୁମତି ମିଳିବା ପୂର୍ବରୁ ତରବରିଆ ଭାବେ ଗଛଗୁଡ଼ିକ କାଟି ଦିଆଯାଇଥିଲା। ଏହାପରେ ଯଖପୁରା...
ବେଆଇନ କଳାପଥର ଚାଲାଣ ଜାରି
ଯାଜପୁର/କବାଟବନ୍ଧ, ୧୧ା୮(ହର୍ଷବର୍ଦ୍ଧନ ବେହେରା/ଦିଲୀପ ବିଶ୍ୱାଳ): ସଞ୍ଜ ହେଲେ ବେଆଇନ ପଥର ଉତ୍ତୋଳନ କରିବାକୁ ବ୍ଲାଷ୍ଟିଂ ଚାଲିଛି। ସେହି ଶବ୍ଦ ଅଞ୍ଚଳବାସୀଙ୍କ ଛାତି ଥରାଇ ଦେଉଛି। ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ଡଙ୍କାରୀ ଓ ବାରମାଣ ମୌଜାରେ ଏବେ ଏଭଳି...
୧୦ ପିଲା ଡ୍ରପ୍ଆଉଟ ଚିହ୍ନଟ
ଯାଜପୁର,୧୧ା୮(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲା ସମଗ୍ର ଶିକ୍ଷା ୨୦୨୩-୨୪ ବର୍ଷରେ ପ୍ରବନ୍ଧ(ପ୍ରୋଜେକ୍ଟ ଏପ୍ରାଇଜାଲ ବଜେଟିଂ ଆଚିଭ୍ମେଣ୍ଟ ଏଣ୍ଡ ଡାଟା ହ୍ୟାଣ୍ଡଲିଂ) ସିଷ୍ଟମ ପୋର୍ଟାଲରେ ୧୦ ଜଣ ଡ୍ରପ୍ଆଉଟ(ଅଧାରୁ ସ୍କୁଲ ଛାଡିଥିବା) ପିଲାଙ୍କୁ ଚିହ୍ନଟ କରି ଅପ୍ଲୋଡ କରାଯାଇଛି। ଜୁଲାଇ...
Archives


