କାର୍ଯ୍ୟକ୍ଷମ ହୋଇପାରୁନି ବିଦ୍ୟୁତ୍ ଷ୍ଟ୍ରକ୍ଚର
ବ୍ରହ୍ମବରଦା,୨୯ା୧୦(ଯଯାତି କେଶରୀ ବେହେରା):ବ୍ରହ୍ମବରଦା କଲେଜ ନିକଟରେ ପ୍ରତିଷ୍ଠା ହୋଇଥିବା ୩୩/୧୧କେଭି ବିଦ୍ୟୁତ୍ ଷ୍ଟ୍ରକ୍ଚର କାମରେ ଲାଗି ପାରୁନାହିଁ। ଫଳରେ ଏହାକୁ ନେଇ ଉପଭୋକ୍ତାଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଗତ ଜୁନ ୮ରେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ଏହି ଷ୍ଟ୍ରକ୍ଚରକୁ…
ଉଦ୍ୟାନ ଉତ୍କର୍ଷ କେନ୍ଦ୍ର ନାଁରେ ଅନିୟମିତତା
ଯାଜପୁର,୨୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ପାଣିକୋଇଲିଠାରେ ଆମ୍ବ ଓ ପରିବା ଚାଷୀଙ୍କ ପାଇଁ ସେଣ୍ଟର ଅଫ୍ ଏକ୍ସଲେନ୍ସ(ଉଦ୍ୟାନ ଉତ୍କର୍ଷ କେନ୍ଦ୍ର) ନିର୍ମାଣରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ନିର୍ମାଣ କାର୍ଯ୍ୟ ପାଇଁ ଡିଏମ୍ଏଫ୍(ଜିଲା ଖଣିଜ ପ୍ରତିଷ୍ଠାନ) ପାଣ୍ଠିରୁ ମଞ୍ଜୁର ହୋଇଥିବା…
ଏ ଫର୍ମକୁ ଚାପି ଦେଇ ଦୁର୍ନୀତି ଅଣାୟତ୍ତ
ଯାଜପୁର,୨୬ା୧୦(ହର୍ଷବର୍ଦ୍ଧନ ବେହେରା): ବିଷାକ୍ତ ମଦ ତିଆରି ହେଉ ବା ବିକ୍ରୀ କରିବା ଯେପରି ଏକ ଗର୍ହିତ ଅପରାଧ, ସେହିଭଳି ମଦ ବିକ୍ରୀ ନାମରେ ବିପୁଳ ଟଙ୍କା ରାଜସ୍ବ ଅତ୍ମସାତ୍ କରିବା ମଧ୍ୟ ଗୁରୁତର ଦେଶଦ୍ରୋହ କାର୍ଯ୍ୟ। ସରକାର ଅବକାରୀ ବିଭାଗକୁ ରାଜସ୍ବ…
ଉଷ୍ମ ଜଳବାୟୁ, ଚିନ୍ତାରେ କୋବିଚାଷୀ
ରସୁଲପୁର,୨୬ା୧୦(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅଞ୍ଚଳ ଏକ କୃଷି ପ୍ରଧାନ ବ୍ଲକ ଭାବେ ପରିଚିତ। ପରିବା ଚାଷ ପାଇଁ ରାଜ୍ୟରେ ଏହି ଅଞ୍ଚଳର ସ୍ବତନ୍ତ୍ର ପରିଚୟ ରହିଛି। ବାରବାଟୀ ଅଞ୍ଚଳରୁ ଉତ୍ପାଦିତ କୋବି ବ୍ୟବସାୟ ଉଦ୍ଦେଶ୍ୟରେ ରାଜ୍ୟର ବିଭିନ୍ନ ପ୍ରାନ୍ତକୁ ପରିବହନ ହୋଇଥାଏ।…
ମହେଶ୍ୱରପୁର ପଞ୍ଚାୟତରେ ନାନା ସମସ୍ୟା
ବ୍ରହ୍ମବରଦା,୨୬ା୧୦(ଯଯାତି କେଶରୀ ବେହେରା):ରସୁଲପୁର ବ୍ଲକ୍ର ମହେଶ୍ୱରପୁର ପଞ୍ଚାୟତରେ ନାନା ସମସ୍ୟା ଲାଗି ରହିଛି। ୧୩ ୱାର୍ଡର ୫ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣଙ୍କୁ ନେଇ ଗଠିତ ଏହି ପଞ୍ଚାୟତ କାର୍ଯ୍ୟାଳୟଟି ୪ ନମ୍ବର ୱାର୍ଡର ମଦରସା ମସଜିଦ ନିକଟରେ ଅବସ୍ଥିତ। ପଞ୍ଚାୟତ କାର୍ଯ୍ୟାଳୟଟି…
ଶ୍ରମିକ ବଦଳରେ ମେଶିନ କରୁଛି କାମ
ଯାଜପୁର,୨୨ା୧୦(ହର୍ଷବର୍ଦ୍ଧନ ବେହେରା)ଗ୍ରାମାଞ୍ଚଳରେ ଲୋକଙ୍କୁ କାମଧନ୍ଦା ଯୋଗାଇବା ଏବଂ ସେମାନଙ୍କ କ୍ରୟଶକ୍ତି ବୃଦ୍ଧି ଉଦ୍ଦେଶ୍ୟରେ ସଂସଦରେ ଗୃହୀତ ଆଇନ ବଳରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) କାର୍ଯ୍ୟକାରୀ ହେଉଛି। ଦେଶର କେତେକ ରାଜ୍ୟରେ ଏହି ଯୋଜନାକୁ…
ସମସ୍ୟାରେ ଜବାହର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ
ଯାଜପୁରରୋଡ୍,୨୨ା୧୦(ପବିତ୍ର ରଞ୍ଜନ ମହାନ୍ତି):ବ୍ୟାସନଗର ପୌର ପରିଷଦ ଅଧୀନ ୧୪ନଂ ୱାର୍ଡର ଚୋରଦା ଗ୍ରାମରେ ଥିବା ଜବାହର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଟି ନାନା ସମସ୍ୟାଘେରରେ ରହିଛି। ୧୯୬୪ରେ ସ୍ଥାପିତ ଏହି ବିଦ୍ୟାଳୟର ରୂପରେଖ ଅଦ୍ୟାବଧି ବଦଳିନାହିଁ। ଏଠାରେ ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ…
ବିରଜାଙ୍କ ପୀଠରେ ମହାଷ୍ଟମୀ
ଯାଜପୁର ଟାଉନ,୨୨ା୧୦(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି):ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜାଙ୍କ ପୀଠରେ ଶନିବାର ମହାଷ୍ଟମୀ ପାଳିତ ହୋଇଯାଇଛି। ପ୍ରାତଃ ସମୟରୁ ମା’ଙ୍କ ମହାଷ୍ଟମୀ ବେଶ ଦେଖିବା ପାଇଁ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ମା’ଙ୍କ ସ୍ବର୍ଣ୍ଣବେଶ କରାଯିବା ସହ ବିଭିନ୍ନ…
ଭିସିଆଇ କେମିକାଲ କାରଖାନାକୁ ବିରୋଧ
ଯାଜପୁର/କଳିଙ୍ଗନଗର,୨୧ା୧୦ (ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ): ପ୍ରଭାବିତ ଅଞ୍ଚଳବାସୀ ଓ କ୍ଷତିଗ୍ରସ୍ତ ପରିବାରଙ୍କ ସମସ୍ୟାଠାରୁ ଦୂରେଇ ଯାଉଥିବାରୁ ଶିଳ୍ପ କାରଖାନାଗୁଡ଼ିକ ଉପରେ ଜନ ଅଶାନ୍ତି ବିସ୍ଫୋରକ ପରିସ୍ଥିତି ସୃଷ୍ଟି କରିଛି। ନିଯୁକ୍ତି ଆଶା କ୍ରମଶଃ ମଉଳି ଯାଇଥିବାରୁ ଶିଳ୍ପ ପ୍ରତି ଲୋକଙ୍କ ମୋହ…
ରାସ୍ତା କାମ ବନ୍ଦ କଲେ ଗ୍ରାମବାସୀ
କାଳିଆପାଣି,୨୧ା୧୦(ଅସିତ ମହାନ୍ତ): ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଚାଲିଥିବା ଅରଡ଼ାପାଳ-ପୋଡ଼ାଘରା ରାସ୍ତା କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏପରି କି କନିଷ୍ଠ ଯନ୍ତ୍ରୀଙ୍କ ଅନୁପସ୍ଥିତରେ ଠିକାଦାର ମନମୁତାବକ କାମ କରୁଥିବାରୁ ଗୁରୁବାର ଗ୍ରାମବାସୀ କାମ ବନ୍ଦ କରିଥିଲେ।…
ମାଲ୍ବାହୀ ଟ୍ରେନ୍ ଧକ୍କାରେ ବୃଦ୍ଧ ଦମ୍ପତିଙ୍କ ଚାଲିଗଲା ଜୀବନ
କୋରେଇ,୨୧ା୧୦(ଚନ୍ଦ୍ରକାନ୍ତ ପତି): ମାଲ୍ବାହୀ ଟ୍ରେନ୍ ଧକ୍କାରେ ବୃଦ୍ଧ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ବୈତରଣୀ ରୋଡ୍ ରେଲୱେ ଷ୍ଟେଶନରେ ଏହି ଘଟଣା ଘଟିଛି। ମୃତକ ହେଲେ ବରୁଣ୍ଡେଇ ଗ୍ରାମର ଆଶୁତୋଷ ସିହ୍ନା(୭୦) ଓ ତାଙ୍କ ସ୍ତ୍ରୀ…
୫୬ ବର୍ଷରେ ଚୋରଦା ସାର୍ବଜନୀନ ଦୁର୍ଗାପୂଜା
ଯାଜପୁରରୋଡ୍,୧୯ା୧୦(ପବିତ୍ର ରଞ୍ଜନ ମହାନ୍ତି):ଆଜିର ବ୍ୟାସନଗର ପୌର ପରିଷଦ ସେ ସମୟର ଯାଜପୁରରୋଡ୍ ବିଜ୍ଞାପିତ ଅଞ୍ଚଳ ପରିଷଦ ନାମରେ ପରିଚିତ ଥିଲା। ବଜାର କହିଲେ ଷ୍ଟେଶନ ବଜାର, ସାହୁ ମାର୍କେଟ ଓ ଚୋରଦା ମୁଖ୍ୟ ରାସ୍ତାରେ କିଛି ବ୍ୟବସାୟ ପ୍ରତିଷ୍ଠାନ ଗଢ଼ି ଉଠିଥିଲା।…
Archives


