ଯାଜପୁର

ଟ୍ରାଫିକ ସମସ୍ୟାରେ ଲୋକେ ଅତିଷ୍ଠ

ଯାଜପୁର,୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଦୁଇ ପ୍ରମୁଖ ସହର ଯାଜପୁର ଟାଉନ୍‌ ଏବଂ ବ୍ୟାସନଗରରେ ରୂପରେଖ ବଦଳିବାରେ ଲାଗିଛି। କିନ୍ତୁ ଏହି ଦୁଇ ସହରରେ ଟ୍ରାଫିକ ସମସ୍ୟା କିଛି ନୂଆ କଥା ନୁହେଁ। ପୌର ପରିଷଦ, ପ୍ରଶାସନ ଓ ପୋଲିସର ଉଦାସୀନତାରୁ…

ଅଣଛାତ୍ରଙ୍କ ପ୍ରବେଶ ଉପରେ ରୋକ୍‌

ଯାଜପୁରରୋଡ୍‌,୭ା୧୦(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ଅଣଛାତ୍ରମାନଙ୍କ ଅବାଧ ପ୍ରବେଶ ଉପରେ ରୋକ୍‌ ଲଗାଯାଇଛି। ଯେଉଁ ଅଣଛାତ୍ର ବିନା କୌଣସି କାର୍ଯ୍ୟରେ କଲେଜକୁ ପ୍ରତିଦିନ ଆସୁଛନ୍ତି ସେମାନଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମହାବିଦ୍ୟାଳୟ ଅଧ୍ୟକ୍ଷ ଉପେନ୍ଦ୍ର…

କାର୍ଯ୍ୟାଦେଶ ଅଛି, ସହାୟତା ନାହିଁ

ଯାଜପୁର,୭ା୧୦(ହର୍ଷବର୍ଦ୍ଧନ ବେହେରା): ଦାରିଦ୍ର୍ୟ ସୀମାରେଖା ତଳେ ବାସ କରୁଥିବା ସର୍ବହରାଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଆବାସ, ମୋ କୁଡିଆ ଓ ବିଜୁ ପକ୍କାଘର ଯୋଜନା ପ୍ରଣୀତ ହୋଇଛି। ହେଲେ ୧୭ ବର୍ଷ ହେଲା କାର୍ଯ୍ୟାଦେଶ ପାଇ ଜଣେ…

ପୁନରୁଦ୍ଧାର ହେଉଛି ବୌଦ୍ଧପୀଠ ଲାଙ୍ଗୁଡ଼ି

କାଏମା,୬ା୧୦(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ମର୍ଜାପୁର ଓ ପାଟପୁର ପଞ୍ଚାୟତ ମଧ୍ୟଭାଗରେ ଥିବା ଲଙ୍ଗୁଡ଼ି ପାହାଡ଼ର ପୁନରୁଦ୍ଧାର କରାଯାଉଛି। ଏହି କାର୍ଯ୍ୟ ୨୦୨୩ ଜାନୁୟାରୀରୁ ଆରମ୍ଭ ହୋଇଛି। ଡିସେମ୍ବର ସୁଦ୍ଧା କାର୍ଯ୍ୟ ସରିବ। ଏହାପରେ ଉକ୍ତ ପାହାଡ଼ ପୂର୍ବଭଳି…

ଟ୍ରଲିରେ ବୁହାହେଲେ ଅସୁସ୍ଥ ମହିଳା

ଧର୍ମଶାଳା,୬ା୧୦(ବଟକୃଷ୍ଣ ପରିଡ଼ା):ଯାଜପୁର ଜିଲାରେ ସ୍ବାସ୍ଥ୍ୟସେବାର ବିକଳ ଚିତ୍ର ପୁଣି ସାମନାକୁ ଆସିଛି। ଜଣେ ଅସୁସ୍ଥ ମହିଳାଙ୍କୁ ଡକ୍ତରଖାନା ନେବା ପାଇଁ ୧୦୮ ଆମ୍ବୁଲାନ୍ସ ନ ଆସିବାରୁ ଶେଷରେ ତାଙ୍କୁ ଟ୍ରଲିରେ ନିଆଯାଇଛି। ସମ୍ପୃକ୍ତ ମହିଳା ହେଲେ ରସୁଲପୁର ବ୍ଲକ ପ୍ରଥମଖଣ୍ଡି ପଞ୍ଚାୟତ…

ଜାରକା ଡିଭିଜନରେ ତତ୍ପରତା, ଯାଜପୁରରେ ନାହିଁ

ଯାଜପୁର,୬ା୧୦(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ୨୦୧୯ ଜୁନ ସୁଦ୍ଧା ୧୭୮୧ ଗ୍ରାମ ମଧ୍ୟରୁ ୧୩୩ଟିକୁ ସଡ଼କ ସଂଯୋଗ ହୋଇପାରି ନ ଥିଲା। ସେତେବେଳେ ବିଧାୟକ ମୋହନ ମାଝିଙ୍କ ଏକ ବିଧାନସଭା ପ୍ରଶ୍ନର ବିଭାଗୀୟ ଉତ୍ତରରୁ ଏହା ସ୍ପଷ୍ଟ ହୋଇଥିଲା। ଗତ ବିଧାନସଭା ଅଧିବେଶନରେ…

ବିପଦକୁ ଡାକୁଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ଯାଜପୁରରୋଡ୍‌,୫ା୧୦(ପବିତ୍ର ରଞ୍ଜନ ମହାନ୍ତି):ବିଦ୍ୟୁତ୍‌ ବିଭାଗର ଖାମଖିଆଲି ନୀତି ବହୁ ସମୟରେ ସାଧାରଣ ଲୋକ ଓ ଜୀବଜନ୍ତୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଛି। ବିଦ୍ୟୁତ୍‌ ଆଘାତରେ ପ୍ରତ୍ୟେକ ଦିନ ବହୁ ଅଘଟଣ ଘଟିବାସହ ଧନଜୀବନ ହାନି ହେଉଛି। ରାଜ୍ୟ ସରାକର ବିଦ୍ୟୁତ୍‌…

ରାମଗଡ଼କୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦାବି

ଜେନାପୁର,୪ା୧୦(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ବ୍ଲକ୍‌ ଅନ୍ତର୍ଗତ ତାଳଜଙ୍ଗ ଗ୍ରାମ ନିକଟସ୍ଥ ପାହାଡ଼ରେ ଥିବା ରାମଗଡ଼ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ତେଣୁ ଏହାର ପୁନରୁଦ୍ଧାର କରିବା ସହ ଏହାକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବାକୁ ଜେନାପୁର ଗୋପବନ୍ଧୁ ପ୍ରେସ୍‌ କ୍ଲବର ସଦସ୍ୟ…

୧୪ ହାତୀ ଚଲାପଥରୁ ୧୦ ଅଚଳ

ଯାଜପୁର,୪ା୧୦(ହର୍ଷବର୍ଦ୍ଧନ ବେହେରା)ରାଜ୍ୟରେ କେତୋଟି ହାତୀ ଚଲାପଥ ବା ଏଲିଫ୍ୟାଣ୍ଟ କରିଡର ରହିଛି, ସେ ନେଇ ଏଯାଏ କୌଣସି ନିର୍ଦ୍ଦିଷ୍ଟ ସୂଚନା ହସ୍ତଗତ ହୋଇ ପାରିନାହିଁ। ବିଭିନ୍ନ ସଂସ୍ଥା ଦ୍ୱାରା ଓଡ଼ିଶାର ହାତୀ ଚଲାପଥଗୁଡିକୁ ଭିନ୍ନ ଭିନ୍ନ ଭାବେ ଚିହ୍ନଟ କରାଯାଇଛି। ଗତ…

ବଢ଼ିଲା ଯାଜପୁର ଜିଲା ହସ୍ପିଟାଲ ଶଯ୍ୟାସଂଖ୍ୟା

ଭୁବନେଶ୍ୱର, ୪।୧୦(ଅସମାପିକା ସାହୁ)ଜନସାଧାରଣଙ୍କୁ ସୁଲଭ ଓ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟର ଶଯ୍ୟା ସଂଖ୍ୟା ବୃଦ୍ଧି କରିଛନ୍ତି। ୩୩୦ରୁ ୪୨୦କୁ ଶଯ୍ୟା ସଂଖ୍ୟା ବଢ଼ାଯାଇଛି। ଏ ନେଇ ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର…

ସରପଞ୍ଚଙ୍କ ଧାରଣା ଯୋଗୁ ଗ୍ରାମସଭା ବାତିଲ

ବରୀ,୩ା୧୦(ମହେନ୍ଦ୍ର ସ୍ବାଇଁ): ଗତ ୨୫ ତାରିଖରୁ ରାଜ୍ୟବ୍ୟାପୀ ସରପଞ୍ଚ ସଂଘ ତରଫରୁ ୧୫ ଦଫା ଦାବି ନେଇ ଆନ୍ଦୋଳନ ଜାରି ରହିଛି। ମୁଖ୍ୟତଃ ଗାନ୍ଧୀ ଜୟନ୍ତୀ, ସ୍ବାଧୀନତା ଦିବସ ଓ ସାଧାରଣତନ୍ତ୍ର ଦିବସରେ ପଞ୍ଚାୟତ କାର୍ଯ୍ୟାଳୟରେ ଗ୍ରାମସଭା ହେବ ବୋଲି ନିୟମ…

ଡ୍ରୋନ କ୍ୟାମେରାରେ ହେବ ଲୁଟ୍‌ର ଆକଳନ

ଚଣ୍ଡିଖୋଲ,୨ା୧୦(ପ୍ରଦୀପ୍ତ କୁମାର ପୃଷ୍ଟି):ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ଥିବା ମାଣ୍ଡୁକା ପାହାଡ଼ରେ ବେଆଇନ ଲୁଟ୍‌ ଘଟଣାକୁ ନେଇ ଡେରିରେ ପ୍ରଶାସନର ଚେତା ପଶିଛି। ସରକାରୀ ଭାବେ ଅନୁମୋଦିତ ଲିଜ୍‌ ଏରିଆ ବାହାରୁ ବିପୁଳ ଟଙ୍କାର ଲଘୁ ଖଣିଜ ଲୁଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?