Odisha Elections 2024

ଯାଜପୁର

ବେଆଇନ ଇଟାଭାଟିକୁ ପ୍ରଶାସନର ଲଗାମ ନାହିଁ

କୋରେଇ,୯ା୨(ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ କୋରେଇ ଅଞ୍ଚଳରେ ଗଢ଼ିଉଠିଥିବା ବେଆଇନ ଇଟାଭାଟିଗୁଡ଼ିକ ଉପରେ ପ୍ରଶାସନର ଲଗାମ ନାହିଁ। କୋରେଇ ବ୍ଲକର ମୂଳାପାଳ, ପଥରପଦା, ବନ୍ଦାଳ, ରଣପୁର, ମକୁନ୍ଦୁପୁର ଆଦି ପଞ୍ଚାୟତରେ ଚିମିନି ଇଟାଭାଟି ଥିବା ସହିତ ଅନେକ...

ବିଭାଗ ବଦଳାଇ ଲୁଟ୍‌ ଯୋଜନା: ନିମ୍ନମାନର କାମକରି ବାରମ୍ବାର କରାଯାଉଛି ଟେଣ୍ଡର

ଚଣ୍ଡିଖୋଲ,୯ା୨(ଡି.ଏନ୍‌.ଏ.): ରାସ୍ତା ନିର୍ମାଣ ନାମରେ କେତେକ ବିଭାଗ ତରଫରୁ ଲୁଟ୍‌ କରାଯାଉଥିବା ଅଭିଯୋଗ ହେଉଛି। ଏପରି କି ଗୋଟିଏ ରାସ୍ତାକୁ ବିଭାଗ ବଦଳାଇ ନିମ୍ନମାନର କାମକରି ବାରମ୍ବାର ଟେଣ୍ଡର କରାଯାଉଛି। ଏହାଦ୍ୱାରା ବିଭାଗୀୟ ଅଧିକାରୀ ଓ ଠିକାଦାର ମାଲାମାଲ ହେଉଥିବାବେଳେ...

ଆବର୍ଜନା ପାଣିରେ କଲବଲ ବଙ୍ଗାଳିସାହି

ଯାଜପୁର ଅଫିସ,୭ା୨:ଦୀର୍ଘ ବର୍ଷ ହେଲା ବ୍ୟାସନଗର ସହରର ବିଭିନ୍ନ ସମସ୍ୟା ଅସମାହିତ ହୋଇରହିଛି। ବାର୍ଷିକ ବିପୁଳ ଟଙ୍କା ବ୍ୟୟବରାଦ ହେଉଥିଲେ ସୁଦ୍ଧା ସହରର ଡ୍ରେନେଜ ବ୍ୟବସ୍ଥା ସୁଧୁରି ପାରିନାହିଁ। ବ୍ୟାସନଗର ପୌରାଞ୍ଚଳର ୩ ନମ୍ବର ୱାର୍ଡ ବଙ୍ଗାଲିସାହି(ରୁଦ୍ରନଗର)ର ମୁଖ୍ୟରାସ୍ତାରେ ଥିବା...

୧୫୦ କହି ୫୦ ଷ୍ଟଲ ନିର୍ମାଣ

ଯାଜପୁର ଅଫିସ,୭ା୨:ବ୍ୟାସ ସରୋବର ମହୋତ୍ସବ ଏଥର ଛିନଭିନ ହୋଇଯାଇଛି। ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ମାମଲା ଆଳରେ ପୌରାଣିକ କିମ୍ବଦନ୍ତୀ ବହନ କରୁଥିବା ଗୁପ୍ତ ଗଙ୍ଗା ସମ୍ମୁଖ ମହୋତ୍ସବ ପଡିଆକୁ ଚଳିତ ବର୍ଷ ବାଦ୍‌ ଦିଆଯାଇଛି। ସେଠାରୁ ପ୍ରାୟ ଅଧ...

ସ୍ଵୟଂଶାସିତ ମାନ୍ୟତା ବଜାୟ ରଖିବା ସନ୍ଦେହ

ଚଣ୍ଡିଖୋଲ,୭ା୨(ଡି.ଏନ.ଏ.):ଯାଜପୁର ଜିଲାର ପ୍ରମୁଖ ମହାବିଦ୍ୟାଳୟ ଭାବେ ଚଣ୍ଡିଖୋଲର ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟ ପରିଚିତ। ଏହି ମହାବିଦ୍ୟାଳୟଟି ସ୍ଵୟଂଶାସିତ ମାନ୍ୟତା ପାଇଥିବା ବେଳେ ଏବେ ପୁନଃର୍ବାର ସ୍ବୟଂଶାସିତ ମାନ୍ୟତା ବଜାୟ ରଖି ପାରିବ କି ନାହିଁ ତାହାକୁ ନେଇ ସନ୍ଦେହ...

୧୧ ମାସରେ ୫୨୮ ଦୁର୍ଘଟଣା, ୨୦୦ ଜୀବନହାନି

ଯାଜପୁର ଅଫିସ,୭ା୨:ସିଆଇଡି ଏବଂ କ୍ରାଇମବ୍ରାଞ୍ଚ ରିପୋର୍ଟ ଅନୁସାରେ ୨୦୨୨ ଜାନୁୟାରୀରୁ ନଭେମ୍ବର ମଧ୍ୟରେ ଯାଜପୁର ଜିଲାରେ ୫୨୮ ଦୁର୍ଘଟଣା ଘଟିଛି। ଏଥିରେ ୨୦୦ ଲୋକଙ୍କ ଜୀବନ ଯାଇଥିବାବେଳେ ୩୧୫ ଜଣ ଆହତ ହୋଇଛନ୍ତି। ଅନ୍ୟପକ୍ଷରେ ଗତ ୩ ଦିନ ମଧ୍ୟରେ...

ଜିଲା ପ୍ରଶାସନ,ବିଦ୍ୟାର୍ଥୀ ବିବାଦ ଘନଉଛି

ରସୁଲପୁର,୭ା୨(ଡି.ଏନ.ଏ.):ରସୁଲପୁର ବ୍ଲକ ଅନ୍ତର୍ଗତ ରାଉତରାପୁର ପଞ୍ଚାୟତ ଦର୍ଶନ ସରକାରୀ ଉଚ୍ଚ ବିଦ୍ୟାଳୟକୁ ୫-ଟି ରୁପାନ୍ତରକରଣ କରାଯାଇଛି ା ଏଠାରେ ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ଡେପୁଟେଶନରେ ପଠାଇବା ଘଟଣାକୁ ନେଇ କ୍ରମଶଃ ଜିଲା ପ୍ରଶାସନ ଓ ବିଦ୍ୟାର୍ଥୀମାନଙ୍କ ମଧ୍ୟରେ ବିବାଦ ଘନେଇବାରେ...

ପରିଚୟ ହରାଉଛି ଐତିହାସିକ ହାତିଆଶୁଣୀ

କାଏମା,୬ା୨(ଡି.ଏନ.ଏ.):ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କାଏମା ପଞ୍ଚାୟତ ମଧ୍ୟଭାଗରେ ଐତିହାସିକ ବୌଦ୍ଧ କୀର୍ତ୍ତି ସମ୍ପନ୍ନ କାଏମା ପାହାଡ଼ ଅବସ୍ଥିତ। ଏହାର ପାଦ ଦେଶରେ ବୌଦ୍ଧ କୀର୍ତ୍ତିରାଜି ହାତିଆଶୁଣି ପୂଜା ପାଉଛନ୍ତି । ରକ୍ଷଣାବେକ୍ଷଣ ଅଭାବରୁ ସେହି ସ୍ଥାନ କ୍ରମଶଃ...

ଲୋକଙ୍କ ଭରସା ବାଉଁଶପୋଲ

ବ୍ରହ୍ମବରଦା,୬ା୨(ଡି.ଏନ.ଏ.):ଯାଜପୁର ବ୍ଲକ୍‌ ଅଧୀନ ଝାଲପଡ଼ା, ରୁଦ୍ରପୁର ପଞ୍ଚାୟତବାସୀଙ୍କ ଦୀର୍ଘ ଦିନ ହେବ ଗମନାରେ ସମସ୍ୟା ଲାଗି ରହିଛି। ଗ୍ରାମ ନିକଟସ୍ଥ ବ୍ରାହ୍ମଣୀ ନଦୀ ବନ୍ଧର ସୁଦୃଢ଼ୀକରଣ ପାଇଁ ସରକାର ବିପୁଳ ଟଙ୍କା ବ୍ୟୟ କରୁଥିବାସତ୍ତ୍ୱେ ବନ୍ଧ ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ...

ଡକାୟତ ଗ୍ୟାଙ୍ଗର ୫ ଗିରଫ, ୨ ବନ୍ଧୁକ, ଗୁଳି ଜବତ

ଛତିଆ,୫।୨(ଡି.ଏନ୍‌.ଏ.): ଯାଜପୁର ଜିଲା ବଡଚଣା ବ୍ଲକ ବୈରୀ ଥାନା ପୋଲିସ ୫ ଡକାୟତଙ୍କୁ ଗିରଫ କରିଛି। ସେମାନଙ୍କ ଘର କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ବୋଲି ସୂଚନା ମିଳିଛି। ପୋଲିସ ତାଙ୍କଠାରୁ ୨ଟି ବନ୍ଧୁକ ୨ଟି ଗୁଳି ସହ ମାରଣାସ୍ତ୍ର...

ଗୋପାଳ ପଣ୍ଡା ବିଦ୍ୟାଳୟ ଅଶାନ୍ତ: ଧାରଣାରେ ଛାତ୍ରୀଛାତ୍ର

ରସୁଲପୁର,୫।୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ୫-ଟି ରୂପାନ୍ତରିତ ହିଙ୍ଗୁଳା ଗୋପାଳ ପଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ମାଧବ ସ୍ବାଇଁଙ୍କୁ ଅନ୍ୟ ବିଦ୍ୟାଳୟକୁ ୩ଦିନ ଡେପୁଟେଶନରେ ପଠାଇବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ଉକ୍ତ ନିର୍ଦ୍ଦେଶନାମାକୁ ନେଇ ଛାତ୍ର...

ସଡ଼କ ଦୁର୍ଘଟଣାରେ ପୂର୍ବତନ ବିଧାୟକ ଅର୍ଜୁନ ଚରଣ ଦାସଙ୍କ ପରଲୋକ

ଯାଜପୁର ଅଫିସ,୪।୨: ସଡ଼କ ଦୁର୍ଘଟଣାରେ ପୂର୍ବତନ ଯାଜପୁର ଏମ୍‌ପି ଅନାଦି ଦାସଙ୍କ ପୁଅ ତଥା ପୂର୍ବତନ କଂଗ୍ରେସ ବିଧାୟକ ଅର୍ଜୁନ ଚରଣ ଦାସଙ୍କ ଶନିବାର ପରଲୋକ ଘଟିଛି। ବାଇକ୍‌ରେ ଯାଉଥିବା ବେଳେ ଯାଜପୁର ଖରସ୍ରୋତା ବ୍ରିଜ ଉପରେ ହାଇଓ୍ବା ମାଡିଯାଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri