ଯାଜପୁର

୫-ଟି ସଚିବଙ୍କ ଯାଜପୁର ଜିଲା ଗସ୍ତ: ‘ପରିବାରର ଉନ୍ନତି ହେଲେ ରାଜ୍ୟର ବିକାଶ ସମ୍ଭବ’

ଯାଜପୁର/ଯାଜପୁର ରୋଡ,୩୦।୮(ହର୍ଷବର୍ଦ୍ଧନ ବେହେରା/ପବିତ୍ର ରଞ୍ଜନ ମହାନ୍ତି): ଘରେ ବାନ୍ଧି ହୋଇ ରହିଥିବା ମହିଳାମାନେ ଘରୁ ପାଦ କାଢି ପାରିଲେ ଓଡ଼ିଶା ଏକ ସଶକ୍ତ ରାଜ୍ୟ ହୋଇ ପାରିବ। ମହିଳାମାନଙ୍କୁ ଆବଶ୍ୟକ ତାଲିମ ନେବାକୁ ପଡ଼ିବ। ମହାଜନ ପାଖକୁ ନ ଯାଇ ବ୍ୟାଙ୍କରୁ…

ସରକାରୀ ଜମି ହସ୍ତାନ୍ତରରେ ଅନିୟମିତତା

ଯାଜପୁର,୨୯ା୮(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବଡ଼ଚଣା ବ୍ଲକ ବଇରୀ ଗ୍ରାମରେ ନିର୍ମାଣାଧୀନ ମାଇ ହୋମ୍‌ ଇଣ୍ଡଷ୍ଟ୍ରିଜ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ବା ମହା ସିମେଣ୍ଟ କମ୍ପାନୀକୁ ସରକାରୀ ଜମି ହସ୍ତାନ୍ତରରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହେଉଛି। ହାଇଦ୍ରାବାଦର ଏହି କମ୍ପାନୀ ବାର୍ଷିକ…

କାର୍ଯ୍ୟକ୍ଷମ ହୋଇପାରୁନାହିଁ ଗୋଷ୍ଠୀ ଶୌଚାଳୟ

ପ୍ରୀତିପୁର,୨୯ା୮(ସୁଶାନ୍ତ ବେହୁରିଆ): ସରକାର ସ୍ବଚ୍ଛ ଭାରତ ଯୋଜନାରେ ପ୍ରଚାର ପ୍ରସାର ପାଇଁ ଅନେକ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ବିଭିନ୍ନ ଗ୍ରାମକୁ ବାହ୍ୟ ମଳମୁକ୍ତ ଗ୍ରାମ ବୋଲି ଫଳକ ଲଗାଇ ବାହାବା ନେବାକୁ ଉଦ୍ୟମ କରୁଛନ୍ତି। ହେଲେ ବିଭିନ୍ନ ସ୍ଥାନର…

ଗୀତ ମାଧ୍ୟମରେ ସରକାରଙ୍କ ନିକଟରେ ଗୁହାରି କଲେ ଦିବ୍ୟାଙ୍ଗ ପ୍ରଫୁଲ୍ଲ

କଳିଙ୍ଗନଗର,୨୮ା୮(ଶୁଭାଶିଷ ରାଉତ): ୫-ଟି ସଚିବ ଭିକେ ପାଣ୍ଡିଆନ ମଙ୍ଗଳବାର ଯାଜପୁର ଜିଲାର କୋରେଇ ନିର୍ବାଚନ ମଣ୍ଡଳୀ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହି ଗସ୍ତ ପୂର୍ବରୁ ଗୀତ ମାଧ୍ୟମରେ ସରକାରଙ୍କ ନିକଟରେ ଗୁହାରି କରିଛନ୍ତି ରଗଡ଼ି ଅଞ୍ଚଳର ଦିବ୍ୟାଙ୍ଗ ପ୍ରଫୁଲ…

ସହରବାସୀ ପିଉଛନ୍ତି ନର୍ଦ୍ଦମା ପାଣି

ଯାଜପୁର ଟାଉନ,୨୮ା୮(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଯାଜପୁର ସହରରେ ଜନସ୍ବାସ୍ଥ୍ୟ ବିଭାଗ ଜରିଆରେ ବିଶୁଦ୍ଧ ପାନୀୟ ଜଳ ପାଇପ ମାଧ୍ୟମରେ ଯୋଗାଇ ଦିଆଯାଉଛି ବୋଲି ପ୍ରଚାର କରାଯାଉଛି। କିନ୍ତୁ ଅଧିକାଂଶ ସମୟରେ ବହୁ ଅଞ୍ଚଳରେ ପାଇପ୍‌ଗୁଡ଼ିକରେ କଳା ନର୍ଦ୍ଦମା ପାଣି ଆସୁଛି। ମଝିରେମଝିରେ…

ଯନ୍ତ୍ରଣାରେ ଛଟପଟ ଜଗଦୀଶ

କାଏମା,୨୮ା୮(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅଧୀନ ବଡ଼କାଏମା ପଞ୍ଚାଯତ ଡେରାବର ଗ୍ରାମର ସନ୍ତୋଷ ଦାଶଙ୍କ ପୁଅ ଜଗଦୀଶ(୧୪) କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଜଗଦୀଶ ୮ମ ଶ୍ରେଣୀ ଯାଏ ପାଠ ପଢ଼ିଛନ୍ତି। ଏବେ ତାଙ୍କର ଦୁଇ ଗୋଡ଼…

୧୬ ବର୍ଷ ଧରି ଜବରଦଖଲରେ ମାର୍କେଟ କମ୍ପ୍ଲେକ୍ସ

ପ୍ରୀତିପୁର,୨୮ା୮(ସୁଶାନ୍ତ ବେହୁରିଆ): ସରକାର ଗ୍ରାମ ପଞ୍ଚାୟତର ଆୟବୃଦ୍ଧି, ସ୍ଥାୟୀ ଭିତ୍ତିଭୂମି ବିକାଶ ଓ ଶିକ୍ଷିତ ବେକାରିଙ୍କୁ ସ୍ବାବଲମ୍ବୀ କରିବା ନିମନ୍ତେ ପ୍ରତ୍ୟେକ ପଞ୍ଚାୟତରେ ମାର୍କେଟ କମ୍ପ୍ଲେକ୍ସ ଗୃହ ନିର୍ମାଣ ନିମନ୍ତେ ଅନୁଦାନ ଯୋଗାଇ ଦେଉଛନ୍ତି। ମାତ୍ର ସରକାରୀ କର୍ମଚାରୀଙ୍କ ଆନ୍ତରିକତା ଅଭାବ…

ବସୁଧା ଯୋଜନାରେ ମିଳୁନି ପାଣି

କାଏମା,୨୬ା୮(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ୍‌ ଅଧୀନ ବଡ଼କାଏମା ପଞ୍ଚାୟତର ଅନେକ ଗାଁ ପାଇପ୍‌ ଯୋଗେ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି। ପାନୀୟ ଜଳ ନ ମିଳିବାରୁ ଲୋକେ ହନ୍ତସନ୍ତ ହେଉଥିବାବେଳେ ପ୍ରଶାସନ ନୀରବ ଦ୍ରଷ୍ଟା ସାଜିଥିବା ଅଞ୍ଚଳବାସୀ…

ଠାକୁରପାଟଣା ପ୍ରାଥମିକ ବିଦ୍ୟାଳୟକୁ ରାସ୍ତାନାହିଁ

ବରୀ,୨୫ା୮(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ୍‌ ଅଧୀନ ବରୀ ପଞ୍ଚାୟତ ଠାକୁରପାଟଣା ପ୍ରାଥମିକ ବିଦ୍ୟାଳୟକୁ ରାସ୍ତା ନାହିଁ। ଫଳରେ ଛାତ୍ରୀଛାତ୍ର ବିଦ୍ୟାଳୟକୁ ଯାତାୟାତ କରିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସାଧାରଣତଃ ବର୍ଷା ଋତୁରେ ଏହି ବିଦ୍ୟାଳୟକୁ ସଂଯୋଗ କରୁଥିବା ରାସ୍ତାଟି ଜଳମଗ୍ନ…

ସରକାରୀ ବିହନ: ଭରସା ତୁଟିଛି

ଯାଜପୁର,୨୫।୮(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ଅଗଷ୍ଟରେ ଏଯାଏ ଆବଶ୍ୟକ ବର୍ଷା ହୋଇ ନ ଥିଲେ ହେଁ ଚାଷୀ ଆଗ୍ରହର ସହିତ ଧାନବୁଣା, ତଳିପକା, କ୍ଷେତ୍ର ପ୍ରସ୍ତୁତ ଆଦିରେ ତତ୍ପରତା ପ୍ରକାଶ କରିଛନ୍ତି। ହେଲେ ଚଳିତ ବର୍ଷ ଧାନ ବିହନର ଅଭାବ ପରିଲକ୍ଷିତ…

ଗାଁ ଚାଷୀଙ୍କ ସାଥୀ ତାଳପତ୍ର ପଖିଆ

ଡେରାବିଶ,୨୪ା୮(ବେବେର୍ତ୍ତା ଅଜୟ ଦାସ)ବର୍ଷାଋତୁ ଆସିଲେ ଚାଷୀଙ୍କ ପାଇଁ ଆବଶ୍ୟକ ପଡେ ତାଳପତ୍ରର ପଖିଆ। ଆଧୁନିକତାର ଚାକଚକ୍ୟ ଭିତରେ ଏବେ ବି ବିଭିନ୍ନ ଗାଁରେ ପଖିଆର ଚାହିଦା ଅକ୍ଷୂର୍ଣ୍ଣ ରହିଛି। ଆଜିର ହାଇକେଟ୍‌ ଯୁଗ ତଥା ପ୍ଲାଷ୍ଟିକର ବହୁଳ ପ୍ରସାର ମଧ୍ୟରେ ପ୍ରାଚୀନ…

କ୍ଷମତା ମିଳୁଛି, ବେକାରି ବଢୁଛି

ଯାଜପୁର ଅଫିସ,୨୪ା୮ଶିଳ୍ପ ସମୃଦ୍ଧ ଯାଜପୁର ଜିଲାରେ କ୍ରମଶଃ ବେକାରୀ ସମସ୍ୟା ଗ୍ରାସ କରିବାରେ ଲାଗିଛି ା ଶିଳ୍ପ କମ୍ପାନୀ ଅନୁପାତରେ ନିଯୁକ୍ତି ମିଳୁ ନାହିଁ ା ଶିଳ୍ପ ଓ ଖଣିଦ୍ୱାରା ଜିଲାର ବେକାରୀ ସମସ୍ୟାର ଦୂରୀକରଣ ହୋଇ ପାରିବ ବୋଲି ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?