ଯାଜପୁର

ଡିଏମ୍‌ଏଫ୍‌ରେ ଶିକ୍ଷା, ସ୍ବାସ୍ଥ୍ୟକୁ ଅଣଦେଖା

ଯାଜପୁର,୨୨ା୮(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଖଣି ଖାଦାନ ଭରା ଅଞ୍ଚଳର ବିକାଶ ପାଇଁ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ଗଠିତ ହୋଇଛି। ଖଣି ଓ ଖଣିଜ ପଦାର୍ଥ ପ୍ରଶାସନିକ ପରିଚାଳନା ପାଇଁ ମାଇନ୍ସ ଓ ମିନେରାଲ ଡେଭଲପମେଣ୍ଟ ଆଣ୍ଡ ରେଗୁଲେଶନ ଆକ୍ଟ…

ସରକାରୀ ଯୋଜନାରୁ ବଞ୍ଚିତ ମୂଷନଙ୍କ ପରିବାର

ପ୍ରୀତିପୁର,୨୩।୮(ସୁଶାନ୍ତ ବେହୁରିଆ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ୍‌ ଅଧୀନ ଘଣ୍ଟିଆଳି ଲେଙ୍କା ସାହିର ମୁଷନ ଯେନାଙ୍କ ପରିବାର ସରକାରୀ ସହାୟତାରୁ ବଞ୍ଚତ୍ତ ହୋଇଛନ୍ତି। ରୋଗଗ୍ରସ୍ତ ସ୍ବାମୀ ଓ ମାନସିକ ବିକୃତ ପୁଅକୁ ନେଇ ଭଙ୍ଗା କୁଡ଼ିଆରେ ବାସ କରୁଥିବା ଏହି ୭୫…

ଦୁର୍ବଳ ରାସ୍ତା ଉପରେ ତାଳି ପକାଇଲେ ଠିକାଦାର

ରସୁଲପୁର,୨୨ା୮(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଜନ-୨ ଓ କୁଆଖିଆ ସେକ୍ସନ ଅଧୀନ ହାଟ ସିଂହାପୁରଠାରୁ ଦନେଇପୁରକୁ ସଂଯୋଗ କରୁଥିବା ରାସ୍ତାକୁ ମୁଖ୍ୟମନ୍ତ୍ରୀ ସଡ଼କ ଅନୁଦାନରେ ସୁଦୃଢୀକରଣ କରାଯାଇଛି। ଉକ୍ତ ରାସ୍ତାର ୮କିମି.କୁ ପ୍ରଶସ୍ତୀକରଣ…

ସାର କଳାବଜାର, ଚାଷୀକୁଳ ହତାଶ

ଯାଜପୁର,୨୧ା୮(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ନଦୀ ତଟବର୍ତ୍ତୀ ଅଞ୍ଚଳରେ ବନ୍ୟା ଦାଉ ସାଧିବା ପରେ ଅତ୍ୟଧିକ ସାର ଦର ବୃଦ୍ଧି ଏବଂ କଳାବଜାରକୁ ନେଇ ଏବେ ଜିଲାର ଚାଷୀଙ୍କ ମୁଣ୍ଡରେ ଚଡ଼କ ପଡିଛି ା ବର୍ଷାପରେ ଚାଷକାର୍ଯ୍ୟ ଜୋରସୋର ଚାଲିଥିବାରୁ ଲାଭଖୋର…

ଫାୟାର ଷ୍ଟେଶନ ବାଇପାସ ଗୋଲେଇ ଛକ ମରଣଯନ୍ତା

ଯାଜପୁରରୋଡ୍‌,୨୧ା୮(ପବିତ୍ର ରଞ୍ଜନ ମହାନ୍ତି):ଭାରତୀୟ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ଦୂରଦୃଷ୍ଟ ଅଭାବ ଯୋଗୁ ଫାୟାର ଷ୍ଟେଶନ ଗୋଲେଇ ଛକ ମରଣଯନ୍ତା ପାଲଟିଛି। ୨ ବର୍ଷ ପୂର୍ବରୁ ୨୧୫ ଜାତୀୟ ରାଜପଥର ନାମ ପରିବର୍ତ୍ତନ କରାଯାଇ ଏହାକୁ ୨୦ନଂ. ଜାତୀୟ ରାଜପଥ ନାମକରଣ କରାଯାଇଛି।…

ବ୍ୟବସାୟୀଙ୍କୁ ମିଳିବ ଏମିତି ଘର

ଯାଜପୁର ଟାଉନ,୨୦ା୮(ପ୍ରଯକ୍ତା ପ୍ର୍ରିୟଦର୍ଶନୀ ମହାନ୍ତି):ଯାଜପୁର ସହର ଉପକଣ୍ଠରେ ନିର୍ମାଣ ଚାଲିଛି ଆରଏମ୍‌ସି ମାର୍କେଟ୍‌ କମ୍ପ୍ଲେକ୍ସ। ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ବୈତରଣୀ ପଠାରେ ଆର୍‌ଏମ୍‌ସି ପକ୍ଷରୁ ବିସ୍ଥାପିତ ବ୍ୟବସାୟୀଙ୍କ ପାଇଁ ଗୃହ ନିର୍ମାଣ ଚାଲିଛି। ମାତ୍ର ଏହା ଏମିତି ନିର୍ମାଣ ହେଉଛି…

କାର୍ଯ୍ୟ ଚୁକ୍ତିକୁ ଠିକାଦାରଙ୍କ ଅଣଦେଖା

ଯାଜପୁର,୨୦ା୮(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର ବଡ଼ଚଣା ଓ ବରୀ ବ୍ଲକର ଏକାଧିକ ରାସ୍ତା, ଗୃହ, ନଦୀବନ୍ଧ, ଆଲୋକୀକରଣ ଆଦି ନିର୍ମାଣ ଓ ମରାମତି ଦାୟିତ୍ୱ ପଡ଼ୋଶୀ କଟକ ଜିଲା ଚାର୍‌ବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅଧୀନରେ ରହିଛି। ଏହିସବୁ ରାସ୍ତାଗୁଡ଼ିକ ଉପରେ ଯାଜପୁର…

ଚିନ୍ତା ବଢ଼ାଇଛି ବ୍ୟାସ ସରୋବର ମନ୍ଦିରରେ ଭୋଜିଭାତ

ଯାଜପୁର,୧୯ା୮(ହର୍ଷବର୍ଦ୍ଧନ ବେହେରା): ଓଡ଼ିଆ ସଂସ୍କୃତିର ଏକ ପୁଣ୍ୟ ପୀଠ ଭାବେ ବ୍ୟାସ ସରୋବର ସର୍ବଜନବିଦିତ। ଏଠାକୁ ବହୁ ପରିଦର୍ଶକ, ପର୍ଯ୍ୟଟକ ଆସିଥାନ୍ତି। ପ୍ରାୟ ୬୪ କୋଟି ଟଙ୍କା ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରୁ ମଞ୍ଜୁର ହୋଇ ଏହି ସରୋବରର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ…

ଏମ୍‌ଏମ୍‌ଏସ୍‌ଓ୍ବାଇ ରାସ୍ତା ନିର୍ମାଣରେ ଅନିୟମିତତା

ଯାଜପୁର,୧୯ା୮(ହର୍ଷବର୍ଦ୍ଧନ ବେହେରା): ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ଅଧୀନରେ ଥିବା ଯାଜପୁର ନିର୍ମାଣ ଡିଭିଜନ-୧ ବିଭାଗରେ ଠିକାଦାରି ରାଜନୀତି ଅଣାୟତ୍ତ ହେବାରେ ଲାଗିଛି। ଆଭ୍ୟନ୍ତର ଅଞ୍ଚଳବାସୀଙ୍କ ପାଇଁ ଗ୍ରାମ୍ୟ ରାସ୍ତା ନିର୍ମାଣ ଓ ମରାମତି ନାମରେ ବିପୁଳ କୋଟି…

ବିପଦପୂର୍ଣ୍ଣ ଅବସ୍ଥାରେ ପୋଲିସ ବିଟ୍‌ ହାଉସ

ଯାଜପୁରରୋଡ୍‌,୧୮ା୮(ପବିତ୍ର ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ବ୍ୟାସନଗର ସହରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ତେଣୁ ଆଇନଶୃଙ୍ଖଳା ରକ୍ଷା କରିବା ପାଇଁ ଏହି ସହରରେ ଦୁଇଟି ଥାନା ଆବଶ୍ୟକତା ଥିବାବେଳେ ଗୋଟିଏ ଥାନା କାର୍ଯ୍ୟକରୁଛି। ବ୍ୟାସନଗର ସହରଟି ଯାଜପୁରରୋଡ୍‌ ଥାନା ଅଧୀନରେ ଥିବାରୁ…

କମିଗଲା ୯ କି.ମି. ରାସ୍ତା ନିର୍ମାଣ

ଯାଜପୁର,୧୮ା୮(ହର୍ଷବର୍ଦ୍ଧନ ବେହେରା): ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ କେନ୍ଦ୍ର ସରକାରଙ୍କ ଜାତୀୟ ରାଜପଥ ପ୍ରାଧିକରଣ ବିଭାଗ ପକ୍ଷରୁ ଯାଜପୁର ଜିଲା ଦେଇ ଏକ ନୂତନ ଜାତୀୟ ରାଜପଥ(ଏନଏଚ)ର ପରିକଳ୍ପନା କରାଯାଇଛି । ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ସଂଯୋଗ କରୁଥିବା…

ମହିଳାଙ୍କୁ ଟାଣିନେଲା କୁମ୍ଭୀର: ମୃତଦେହ ଜବତ

ବରୀ,୧୭ା୮(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲା ବରୀ ବ୍ଲକ୍‌ ଅମଠପୁର ପଞ୍ଚାୟତ ପାଲଟପୁର ଗ୍ରାମରେ ବୁଧବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଜ୍ୟୋତ୍ସ୍ନା ଜେନା(୩୬) ବିରୂପା ନଦୀକୁ ଶୌଚ ପାଇଁ ଯାଇଥିବାବେଳେ ତାଙ୍କୁ କୁମ୍ଭୀର ଟାଣିନେଇ ମାରିଦେଇଛି। ପରେ ତାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?