ସୂଚନା କର୍ମୀଙ୍କ ମୋରମ ଲୁଟ୍ ଚର୍ଚ୍ଚା
ଯାଜପୁର,୬।୭(ହର୍ଷବର୍ଦ୍ଧନ ବେହେରା)ରାଜ୍ୟରେ ଲଘୁ ଖଣିଜ ଦ୍ରବ୍ୟର ଲୁଟ୍କୁ ଦୃଢ଼ ହସ୍ତରେ ଦମନ କରିବା ଏବଂ ରାଜସ୍ବ କ୍ଷତିକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ହେଲେ ଯାଜପୁର ଜିଲାର ଧର୍ମଶାଳା ତହସିଲ ଅଞ୍ଚଳରେ କଳାପଥର ଏବଂ ଦର୍ପଣ ତହସିଲ…
ଖିଲାପି ଠିକାଦାରଙ୍କୁ ଘଣ୍ଟ ଘୋଡ଼ାଇବାକୁ ମସୁଧା
ଯାଜପୁର,୪ା୭(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବଡଚଣା ବ୍ଲକ ବନ୍ଦାଲୋଠାରୁ ଏଣ୍ଡରପଦା ପୂର୍ତ୍ତ ବିଭାଗ ରାସ୍ତାର ଉନ୍ନତୀକରଣ ପ୍ରକଳ୍ପ ୫ ବର୍ଷ ହେଲା ଅଧାପନ୍ତରିଆ ହୋଇ ପଡ଼ିରହିଛି। ଏଥିଯୋଗୁ ସମ୍ପୃକ୍ତ ଅଞ୍ଚଳବାସୀ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଚାରଭାଟିଆ ପୂର୍ତ୍ତ…
ମୋରମ ଲୁଟ୍ ମାମଲାରେ ୨୧ ଲକ୍ଷ ଟଙ୍କା ଜରିମାନା
କଳିଙ୍ଗନଗର,୪ା୭(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମାଣତିରା ମୌଜାରେ ଟାଟା ରେଳପଥଠାରୁ ନ୍ୟୁ ଭିସ୍ତା ସିମେଣ୍ଟ କାରଖାନା ପର୍ଯ୍ୟନ୍ତ ନୂତନ ରେଳପଥ ସଂଯୋଗ କାର୍ଯ୍ୟ ଜାରି ରହିଛି । ଏହି ରେଳ ପଥରୁ ବାହାରୁଥିବା ମୋରମକୁ ଯୋଜନାବଦ୍ଧ ଭାବେ ଲୁଟ୍…
‘ଜନ୍ମେଜୟ ଜଣେ ଅଭ୍ୟାସଗତ ବିଶୃଙ୍ଖଳାକାରୀ’
ଚଣ୍ଡିଖୋଲ,୪ା୭(ପ୍ରଦୀପ୍ତ କୁମାର ପୃଷ୍ଟି): ଜନ୍ମେଜୟ ଲେଙ୍କା ଜଣେ ଅଭ୍ୟାସଗତ ବିଶୃଙ୍ଖଳାକାରୀ, ସେ କଂଗ୍ରେରେ ଥିବା ବେଳେ ଏମିତି ବିଶୃଙ୍ଖଳା ସୃଷ୍ଟି କରୁଥିଲେ । ଏବେ ବିଜେଡିରେ ବି ସେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବୋଲି ବଡ଼ଚଣା ବିଜୁ ଜନତା ଦଳ ତରଫରୁ…
ରିପୋର୍ଟ ମାଗିଲେ ଲୋକାୟୁକ୍ତ
ଯାଜପୁର,୪ା୭(ହର୍ଷବର୍ଦ୍ଧନ ବେହେରା): ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବୀକୃତି ମିଳିଥିବା ନିର୍ଦ୍ଦିଷ୍ଟ ବ୍ରାଣ୍ଡେଡ୍ କମ୍ପାନୀ ବଦଳରେ ଅତି ନିମ୍ନମାନର କମ୍ପ୍ୟୁଟର ସେଟ୍ ଯୋଗାଣ ଯାଜପୁର ଜିଲା ସମଗ୍ର ଶିକ୍ଷା ଅଭିଯାନ ବିଭାଗକୁ ମହଙ୍ଗା ପଡ଼ିଛି। ଟେଣ୍ଡର ଫିକ୍ସିଂ କରି ଏକ ନିର୍ଦ୍ଦିଷ୍ଟ ଯୋଗାଣକାରୀ…
ସରକାରୀ ଜମିରେ ଚାଲିଛି ଇଟା କାରଖାନା
ଜେନାପୁର,୩ା୭(ଅଶୋକ ଦାସ): ଧର୍ମଶାଳା ତହସିଲ ଅଧୀନ ପୁରୁଣା ବୋଉଳମାଳ ପଞ୍ଚାୟତର ସୁକୁଟିଝର ମୌଜାରେ ଥିବା ସରକାରୀ ଜମିରେ ବେଆଇନ ଭାବେ ଚାଲୁଛି ୨ ଇଟା କାରଖାନା। କାରଖାନା ହୋଇଥିବା ସ୍ଥାନ ଜଙ୍ଗଲ ଜମି, ଦାଣ୍ଡି, ସର୍ବସାଧାରଣ ଜାଗା ବୋଲି ସରକାରୀ ରେକର୍ଡରେ…
ପ୍ରଶସ୍ତୀକରଣ କାର୍ଯ୍ୟରେ ଅନିୟମିତତା
ପ୍ରୀତିପୁର,୩ା୭(ସୁଶାନ୍ତ ବେହୁରିଆ): ଯାଜପୁର ବିରଜା ମନ୍ଦିରଠାରୁ ସିଂହପୁର ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ ଆରମ୍ଭ ହୋଇଛି। ମାତ୍ର ଉକ୍ତ କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ବିରଜା ମନ୍ଦିରଠାରୁ ୪ କି.ମି. ରାସ୍ତା ଯାଜପୁର ପୂର୍ତ୍ତ ବିଭାଗ ଅଧୀନରେ ହେଉଥିବାବେଳେ…
କ୍ରଶର ୟୁନିଟ୍ ନିର୍ମାଣରେ ବିଳମ୍ବ
ଯାଜପୁର,୩ା୭(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ୨୦୨୧ ଜାନୁୟାରୀରେ ଧର୍ମଶାଳା ତହସିଲ ଏବଂ ଫେବୃୟାରୀରେ ଦର୍ପଣ ତହସିଲ ଅଞ୍ଚଳରେ ବେଆଇନ ପଥର ଭଙ୍ଗା କ୍ରଶରଗୁଡିକ ଉଚ୍ଛେଦ ହୋଇଥିଲା। ପରିବେଶ ନିୟମ ଓ ସାଇଟିଂ କ୍ରାଇଟେରିଆ ବାହାରେ ଚାଲୁଥିବା କ୍ରଶରଗୁଡ଼ିକୁ ଉଚ୍ଛେଦ…
ବନ୍ଦାଳୋ-ଏଣ୍ଡରପଦା ରାସ୍ତା ଅବସ୍ଥା ସୁଧୁରୁନି
ଚଣ୍ଡିଖୋଲ,୨।୭(ପ୍ରଦୀପ୍ତ କୁମାର ପୃଷ୍ଟି):କଟକ ଚାରବାଟିଆ ପୂର୍ତ୍ତ ବିଭାଗ ଡିଭିଜନର ବଡ଼ଚଣା ଉପଖଣ୍ଡ ଅଧୀନରେ ରହିଛି ବନ୍ଦାଳୋ-ଏଣ୍ଡରପଦା ରାସ୍ତା। ଏହି ରାସ୍ତାଟି ବଡ଼ଚଣା ବ୍ଲକରେ ଅବସ୍ଥିତ ହୋଇଥିବାବେଳେ ଢେଙ୍କାନାଳ ଜିଲାକୁ ଗମନାଗମନ ପାଇଁ ସ୍ପର୍ଶ କରିଛି। ହେଲେ ରାସ୍ତାର ଅବସ୍ଥା ଦିନକୁ ଦିନ…
ଶିଳ୍ପାଞ୍ଚଳରୁ ଚାଲିଛି ଗଛ କଟା
କଳିଙ୍ଗନଗର,୨।୭(ଶୁଭାଶିଷ ରାଉତ): କଳିଙ୍ଗନଗର ଶିଳ୍ପାଞ୍ଚଳ ଦିନେ ଘଞ୍ଚ ଜଙ୍ଗଲ ଥିଲା। କାଳକ୍ରମେ ଜନବସତି ପରେ ବିଭିନ୍ନ କଳକାରଖାନା ବସିଲା। ଏଥିନିମନ୍ତେ ହଜାର ହଜାର ଗଛ କଟାଗଲା ଏବଂ କିଛି ଚାରାରୋପଣ କରଗଲା, ଯାହାକି ପରିବେଶ ସନ୍ତୁଳନ ରକ୍ଷା ପାଇଁ ଆବଶ୍ୟକ ଥିଲା।…
ବୌଦ୍ଧପୀଠ ହାତିଆଶୁଣୀ ରାସ୍ତା ଶୋଚନୀୟ
କାଏମା,୨।୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତର ମଧ୍ୟଭାଗରେ ଐତିହାସିକ ବୌଦ୍ଧ କୀର୍ତ୍ତିରାଜି କାଏମା ପାହାଡ଼ ଅବସ୍ଥିତ ଓ ଏହାର ପାଦଦେଶରେ ବୌଦ୍ଧକୀର୍ତ୍ତି ସମ୍ପନ୍ନ ହାତିଆଶୁଣୀ ପୂଜା ପାଉଛନ୍ତି। ରାଜ୍ୟ ସଂସ୍କୃତି ବିଭାଗ ଓ ପ୍ରତ୍ନତାତ୍ତ୍ୱିକ ବିଭାଗ ପକ୍ଷରୁ ୨୦୦୪ରେ…
ଅବହେଳିତ ଦାମୋଦର ବିଦ୍ୟାପୀଠ
କାଏମା,୨।୭(ଶିବପ୍ରସାଦ ମହାନ୍ତି):ଧର୍ମଶାଳା ବ୍ଲକ ଅନ୍ତର୍ଗତ ଅଭୟପୁର ପଞ୍ଚାୟତର ଅଚ୍ୟୁତପୁରଠାରେ ଥିବା ଦାମୋଦର ବିଦ୍ୟାପୀଠ ଏବେ ଅବହେଳିତ ଅବସ୍ଥାରେ ରହିଛି। ସ୍ମାର୍ଟ ସ୍କୁଲ୍ ଯୋଜନାରେ ଏହି ବିଦ୍ୟାପୀଠକୁ ୨୦୨୨ ଜୁନ୍ରେ ରୂପାନ୍ତରଣ କରାଯାଇଥିଲା। ହେଲେ ଏହାର ରକ୍ଷଣାବେକ୍ଷଣ ଉପରେ କାହାର ନଜର ନ…
Archives


