ଯାଜପୁର

ହାଣ୍ଡିଶାଳକୁ ମାଡ଼

ସିଂହପୁର,୧ା୭(ଅନଙ୍ଗ ଉଦୟ ବେଉରିଆ): ପରିବା ଦର୍‌ ହଠାତ ଆକାଶଛୁଆଁ ଯୋଗୁ ଖାଉଟିଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି। ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ବଜାରର ସାପ୍ତାହିକ ହାଟରେ ଶନିବାର ବାଇଗଣ କିଲୋ ୬୦, ଟମାଟୋ ୧୦୦0, ଝୁଡ଼ଙ୍ଗ ୧୦୦, ଭେଣ୍ଡି…

ରାସ୍ତା ଅବରୋଧ କରି ଗ୍ରାମବାସୀଙ୍କ ପ୍ରତିବାଦ

ବ୍ରହ୍ମବରଦା/ଯାଜପୁର ସଦର,୧ା୭(ଯଯାତି କେଶରୀ ବେହେରା/ସମର ବିଜୟ ଶରଣ): ଯାଜପୁର ବ୍ଲକ୍‌ ଅନ୍ତର୍ଗତ ଝାଲପଡ଼ା ପଞ୍ଚାୟତ ଝାଲପଡ଼ା ଗ୍ରାମରେ ରାଶନ ସାମଗ୍ରୀ ପ୍ରଦାନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଶୁକ୍ରବାର ସକାଳେ ଝାଲପଡ଼ା ଗ୍ରାମର ଶତାଧିକ ମହିଳା ଓ ପୁରୁଷ ବରୁଅଁା-ବାଲିଚନ୍ଦ୍ରପୁର…

ଉନ୍ନତମାନର ରାସ୍ତା ପାଇଁ କେନ୍ଦ୍ର ଦେବ ଅର୍ଥ

କଳିଙ୍ଗନଗର,୧ା୭(ଶୁଭାଶିଷ ରାଉତ): କଳିଙ୍ଗନଗର ଶିଳ୍ପାଞ୍ଚଳର ଜୀବନ ରେଖା ସଦୃଶ ୨ ମୁଖ୍ୟ ରାସ୍ତା ବିଜୁ ପଟ୍ଟନାୟକ ମାର୍ଗ ଓ ଗୋପବନ୍ଧୁ ମାର୍ଗର ସତନ୍ତ୍ର ଉନ୍ନତୀକରଣ କରାଯିବ। ଏଥିପାଇଁ କେନ୍ଦ୍ର ସରକାର ଅର୍ଥ ବ୍ୟୟ କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡିଛି। ଶିଳ୍ପାଞ୍ଚଳର ଭିତ୍ତିଭୂମି…

ନିଶଙ୍ଖପୁର ଘାଟରୁ ବାଲି ଚୋରି ଅଣାୟତ୍ତ

କୋରେଇ,୩୦ା୬(ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନରେ ଲଘୁ ଖଣିଜ ସମ୍ପଦର ପ୍ରାଚୁଯ୍ୟ ରହିଛି। ହେଲେ ଯେଉଁ ପରିମାଣରେ ରାଜସ୍ବ ଆଦାୟ ହେବା କଥା ତାହା ହେଉନାହିଁ। ଏହି ତହସିଲ ଅଧୀନ ନିଶଙ୍ଖପୁର ଘାଟରୁ ପ୍ରତିଦିନ ସ୍ଥାନୀୟ ଜଣେ ମାଫିଆ…

ଖରସ୍ରୋତା ନଦୀବନ୍ଧ କାର୍ଯ୍ୟରେ ଅନିୟମିତତା

ପ୍ରୀତିପୁର,୩୦ା୬(ସୁଶାନ୍ତ ବେହୁରିଆ): ସରକାର ପ୍ରତ୍ୟେକ ବର୍ଷ ନଦୀବନ୍ଧ ସୁଦୃଢ଼ୀକରଣ କାର୍ଯ୍ୟ ନିମନ୍ତେ ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେକ ସ୍ଥାନରେ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁ କାର୍ଯ୍ୟଗୁଡ଼ିକରେ ବ୍ୟାପକ ଅନିୟମିତତା ହେଉଛି। ଫଳରେ ଏହାର ସ୍ଥାୟିତ୍ୱ ପ୍ରତି…

ପଞ୍ଚାୟତରେ ମାନବ ସମ୍ବଳ ଅଭାବ

ରସୁଲପୁର,୨୯।୬(ରଞ୍ଜିତ ରାଉତ):୨୦୧୫ରୁ ୨୦୩୦ ମଧ୍ୟରେ ପଞ୍ଚାୟତଗୁଡ଼ିକରେ ସ୍ଥାୟୀ ବିକାଶ ପାଇଁ ଲକ୍ଷ୍ୟ ରଖାଯାଇଛି। ହେଲେ ଦୁର୍ବଳ ଭିତ୍ତିଭୂମି ଉପରେ ସ୍ଥାୟୀ ବିକାଶ ଅବାସ୍ତବ ବୋଲି ମନେ ହେଉଛି। ପଞ୍ଚାୟତଗୁଡ଼ିକରେ ମାନବ ସମ୍ବଳର ଅଭାବ ପରିଲକ୍ଷିତ ହେଉଛି। ମାନବ ସମ୍ବଳ ଅଭାବ ଯୋଗୁ…

ବାହୁଡ଼ାରୁ ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣର ଶୁଭାରମ୍ଭ

ରସୁଲପୁର,୨୭ା୬(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ୨୮ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀମାନଙ୍କୁ ପବିତ୍ର ବାହୁଡ଼ା ଦିନ ଶୁଭାରମ୍ଭ କରିବାକୁ ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି  । ଏ ଦିଗରେ ପଞ୍ଚାୟତସ୍ତରରେ ଯୋଗ୍ୟ ହିତାଧିକାରୀମାନଙ୍କୁ ନେଇ ସଚେତନ…

ଧସିଥିବା ଆପ୍ରୋଚ୍‌ ରାସ୍ତାକୁ ବାଲି ପକାଇ ମରାମତି

ଧର୍ମଶାଳା,୨୬ା୬(ବଟକୃଷ୍ଣ ପରିଡ଼ା): ପାଣିକୋଇଲି ପୂର୍ତ୍ତ ବିଭାଗ ପକ୍ଷରୁ ଧର୍ମଶାଳା-କବାଟବନ୍ଧ ରାସ୍ତାର ଇମାମନଗର ଗ୍ରାମ ନିକଟରେ ଉଦ୍‌ଘାଟନ ହୋଇଥିବା ସେତୁର ଆପ୍ରୋଚ ରୋଡ୍‌ ଧସିପଡ଼ିଥିବା ନେଇ ରବିବାର ଗଣମାଧ୍ୟମରେ ଖବର ପ୍ରକାଶ ପରେ ତରବରିଆ ଭାବେ ଏହାର ମରାମତି କରାଯାଇଛି। ବିଭାଗ ପକ୍ଷରୁ…

ଅବ୍ୟବସ୍ଥାରେ ମିର୍ଜାପୁର ଇଣ୍ଡିଆନ୍‌ ବ୍ୟାଙ୍କ୍‌ ଶାଖା

କାଏମା,୨୬ା୬(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ମିର୍ଜାପୁରଠାରେ ଥିବା ଇଣ୍ଡିଆନ୍‌ ବ୍ୟାଙ୍କ୍‌ ଶାଖା ଅବ୍ୟବସ୍ଥା ମଧ୍ୟରେ ଚାଲିଥିବା ଅଭିଯୋଗ ହୋଇଛି। ଏହି ଶାଖାରେ ୪୦ ହଜାରରୁ ଊର୍ଦ୍ଧ୍ୱ ଗ୍ରାହକଙ୍କ ଜମାଖାତା ରହିଛି। ଫଳରେ ଏଠାରେ ସବୁଦିନ ଭିଡ଼ ରହୁଛି। କିନ୍ତୁ ଉକ୍ତ…

ଉଦ୍‌ଘାଟନକୁ ୬ ମାସ ପୂରିଲାନି

ପାଣିକୋଇଲି,୨୬ା୬(ବିକାଶ ମଲ୍ଲିକ): ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀଙ୍କ ହାତପାଣ୍ଠିରୁ ପାଣିକୋଇଲି ବଜାରରେ ଏକ ଯାତ୍ରୀ ବିଶ୍ରାମାଗାର ଓ ସୌରଚାଳିତ ପାଣିଟାଙ୍କି ନିର୍ମାଣ କରାଯାଇଛି। ଏହାକୁ ୨୦୨୩ ଜାନୁୟାରୀ ୧୯ରେ ଏମ୍‌ପି ସେଠୀ, ବିଧାୟକ ଅଶୋକ କୁମାର ବଳ, ଜିଲା ପରିଷଦ ସଭାପତି…

ରୋଗୀ ପାଉନାହାନ୍ତି ମାଗଣା ଔଷଧ

କଳିଙ୍ଗନଗର,୨୬ା୬(ଶୁଭାଶିଷ ରାଉତ): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ବୋର୍ଡ ଲଗାଯାଇଛି। ଏଥିରେ ଲେଖା ଅଛି ଔଷଧ ଖର୍ଚ୍ଚର ନାହିଁ ଭୟ, ଆମେ ସାଥେ ଅଛି ନିରାମୟ। ଏଭଳି ଏକ ବୋର୍ଡମାରି ବିଭାଗ…

ମରାମତି ଶେଷ ନ କରି ଠିକାଦାର ଫେରାର

କୋରେଇ,୨୫।୬(ଡି.ଏନ.ଏ.):ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗର କେତେଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ପାଇଁ ରାସ୍ତା ନିର୍ମାଣ ଓ ମରାମତିରେ ଦୁର୍ନୀତି ବଢ଼ିଚାଲିଛି। କେଉଁଠି କାମ ନ କରି ବିଲ୍‌ ପ୍ରେରିତ ହେଉଛି ତ କେଉଁଠି ନିମ୍ନମାନର କାମ କରି ଠିକାଦାର ଓ ଯନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri