ଝାରସୁଗୁଡ଼ା

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ବନ୍ଧବାହାଲସ୍ଥିତ ଲଖନପୁର ଏମସିଏଲ ହସ୍ପିଟାଲରେ ଦୀର୍ଘ ୧୭ ଘଣ୍ଟାରୁ ଅଧିକ...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩ ଜଣଙ୍କୁ ଉପ ସଭାପତି ଦାୟୀତ୍ୱ ଦେଇଛନ୍ତି। ସେମାନେ ହେଲେ ବ୍ରଜରଜନଗର ପୂର୍ବତନ ପୌରାଧ୍ୟକ୍ଷ...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌ ୪୦୪୦ ଜଣ ପରୀକ୍ଷାର୍ଥୀ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି। ଓଏସ୍‌ଏପି ବାଟାଲିୟନ ପଡ଼ିଆରେ...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ ନିଜ ଫଟୋ ନଥିବା ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏହାସହିତ ଜିଲ୍ଲାପାଳଙ୍କୁ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା (୬୦) ଗତ ମଙ୍ଗଳବାର ପିତାମାଲ ଜଙ୍ଗଲରେ ଏକ ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଛନ୍ତି।...

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।...

ଶ୍ରେଣୀଗୃହ ଅଭାବ, ସ୍କୁଲ ବାରଣ୍ଡାରେ ଚାଲିଛି ପାଠପଢ଼ା

ଲଖନପୁର,୭ା୧୧(ଗୌତମ ସାହୁ)- ଛାତ୍ରୀଛାତ୍ରଙ୍କୁ ଉତ୍ତମ ଶିକ୍ଷା ଯୋଗାଇ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏପରି କି ବିଦ୍ୟାଳୟର ଭିତ୍ତିଭୂମି ସୁଦୃଢ କରାଯାଉଛି। ନିକଟରେ ଉତ୍ତମ ଶିକ୍ଷା ବ୍ୟବସ୍ଥା ପାଇଁ ଝାରସୁଗୁଡ଼ା ଶିକ୍ଷା ଜିଲା ରାଜ୍ୟସ୍ତରରେ ପ୍ରଥମ...

ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ଟଙ୍କା ସହ ସୁନା ଗହଣା

ଝାରସୁଗୁଡ଼ା,୨୩।୧୦: ଝାରସୁଗୁଡ଼ା ଜିଲା ଲଇକେରା ଥାନା କୁଅଁରମାଲ ଗାଁରେ ଏକ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଘର ଲୋକଙ୍କୁ ବାନ୍ଧି ବନ୍ଧୁକ ଏବଂ ଭୁଜାଲି ଦେଖାଇ ଟଙ୍କା ସହ ସୁନା ଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି। ୪ଜଣ ମୁଖାପିନ୍ଧା...

ଡଷ୍ଟର ଫିଙ୍ଗି ଛାତ୍ରୀଙ୍କ ମୁଣ୍ଡ ଫଟାଇ ଦେଲେ ପିଇଟି ଶିକ୍ଷକ

ଝାରସୁଗୁଡ଼ା,୧୪।୧୦: ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଛାତ୍ରୀଙ୍କ ଉପରକୁ ଡଷ୍ଟର ଫିଙ୍ଗି ମୁଣ୍ଡ ଫଟାଇ ଦେଇଛନ୍ତି ଜଣେ ପିଇଟି ଶିକ୍ଷକ। ଆହତ ଛାତ୍ରୀ ଜଣକ ଦ୍ବିତୀୟ ଶ୍ରେଣୀରେ ପଢୁଥିବା ବେଳେ ତାଙ୍କୁ ଜିଲା...

ମୋଦିଙ୍କ ଉପସ୍ଥିତିରେ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଆମେ ଗୋଟିଏ ଦିନରେ…

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସଭାସ୍ଥଳରେ...

ମୋଦିଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ: ଦେଖିକି ଖୁସିରେ…

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ...

ମୋଦିଙ୍କ ଗସ୍ତକୁ ନେଇ କାନ୍ଦିଲେ ବିଧାୟକ: କୋହଭରା କଣ୍ଠରେ କହିଲେ..

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝାରସୁଗୁଡା ଗସ୍ତକୁ ନେଇ ଅମରାପାଲି ପଡିଆରେ ଭାଷଣ ରଖୁଥିବାବେଳେ ବିଧାୟକ ଟଙ୍କଧର ତ୍ରିପାଠୀ କୋହଭରା ହୋଇ କାନ୍ଦି ପକାଇଥିଲେ। ବିଜେଡି ଦଳର ଅଭେଦ୍ୟ ଗଡ଼ ହୋଇଥିବା ଝାରସୁଗୁଡା ଆଜି ଝାରସୁଗୁଡା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri