ଝାରସୁଗୁଡ଼ା

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତି ଜଣକ ମହିଜୋରର ଗୋଲବଦନ ପାଣ୍ଡେ (୫୫) ବୋଲି ଜଣାପଡ଼ିଛି। କିଛିଦିନ ଧରି…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ନିଆଁର ପ୍ରକୋପ ବୃଦ୍ଧି ପାଇ କାରଟି ହୁତୁ ହୁତୁ ହୋଇ ଜଳିବାକୁ ଲାଗିଥିଲା।…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ ନାମ ସ୍ଥାନ ପାଇଛି। ପୋଲିସ ନେତୃତ୍ୱ, ଅପରାଧ ନିୟନ୍ତ୍ରଣ, ଆଇନଶୃଙ୍ଖଳା ପରିଚାଳନା, ଜନସୁରକ୍ଷା,…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ ଓ ଆଶ୍ଚର୍ଯ୍ୟଜନକ ଘଟଣା ଘଟଣାଟି ଘଟିଛି ଲାଇକେରା ଥାନା ପାକେଲପଡ଼ା ଓ କର୍ମାପଡ଼ା…

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ଅଙ୍କିତ ଘୋଷ ଗୁରୁତର

ବ୍ରଜରାଜନଗର, ୨୭।୭ (ବିଜୟ କୁମାର ବରାଡ): ବ୍ରଜରାଜ ନଗର ଥାନା ଅନ୍ତର୍ଗତ ଇବ ଶ୍ମଶାନ ଘାଟ ନିକଟରେ ଥିବା ମଡପଣ୍ଡ ପାଖରେ ରବିବାର ବିଳମ୍ବିତ ରାତ୍ରୀରେ ପୋଲିସ ଗୁଳିରେ କୁଖ୍ୟାତ ଅପରାଧି ଅଙ୍କିତ ଘୋଷ (୨୩) ଆହତ ହୋଇଛନ୍ତି। ପୋଲିସ ଗୁଳି…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀ ଓ ବେଦାନ୍ତ ଅଗ୍ନିଶମ ବାହିନୀ ୩…

ହଠାତ୍ ଜଳିଗଲା ATM, ଧୂଆଁ ବାହାରିବା ଦେଖି ଲୋକେ….

ବେଲପାହାଡ଼,୨୦ା୭(ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲାର ବେଲପାହାଡ଼ ରେଳ ଫାଟକ ନିକଟରେ ଥିବା ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI)ର ଏକ ଏଟିଏମରେ ରବିବାର ସକାଳେ ଅଚାନକ ଅଗ୍ନିକାଣ୍ଡ ଘଟିଥିଲା। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଥିଲା । ସ୍ଥାନୀୟ…

ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ

ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍‌ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ ଧମକପୂର୍ଣ୍ଣ ସୂଚନା ମିଳିଛି। ଜିଲା ଜଜ୍‌ଙ୍କ ସରକାରୀ ଇ-ମେଲ ଆଇଡି dj.jharsuguda-od@gov.in କୁ…

କେ.ସମାସିଂହାରୁ ଆସିଲା ସାଙ୍ଘାତିକ ଦୃଶ୍ୟ: ଘର କାନ୍ଥ ଭାଙ୍ଗି ଧାନ ବସ୍ତା ଟେକିନେଲା ଦନ୍ତା

କୋଲାବିରା,୧୬।୭(ସଞ୍ଜୟ ପୂଜାରୀ ): ଝାରସୁଗୁଡ଼ା ଜିଲା କୋଲାବିରା ଓ ବାଗଡିହି ବନାଞ୍ଚଳରେ ବିଗତ ୩/୪ ଦିନ ହେଲା ଗୋଟିଏ ଦନ୍ତା ହାତୀ ଘୂରି ବୁଲୁଥିବା ବେଳେ ଜନସାଧାରଣ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଠିକ୍‌ ଏହି ପରି ସମୟରେ ଅନ୍ୟ ଏକ ଦନ୍ତା…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ ପଞ୍ଚାୟତର ଶତାଧିକ ମହିଳା ଓ ଯୁବକ ଭାଜପାରେ ସାମିଲ ହୋଇଛନ୍ତି। ଏହି କାର୍ଯ୍ୟକ୍ରମରେ…

ଭୁଶୁଡିଲା ବିଜେଡି ଗଡ଼; ସାମୂହିକ ଇସ୍ତଫା ଦେଲେ ୧୦ କାଉନସିଲର, ଜାଣନ୍ତୁ କାହିଁକି…

ଝାରସୁଗୁଡ଼ା,୧୪।୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେଲପାହଡ଼ରେ ଭୁଶୁଡୁଛି ବିଜେଡି ଗଡ଼। ବିଜେଡି ସଦସ୍ୟତାରୁ ଇସ୍ତଫା ଦେଲେ ୧୦ କାଉନସିଲର। ହିତେଶ ଠକରଙ୍କୁ ନିଲମ୍ବନ ପରେ କାଉନସିଲର ବିଜେଡି ଛାଡ଼ିଥିବା କୁହାଯାଉଛି। ଇସ୍ତଫା ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। Odisha’s No.1…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?