ଝାରସୁଗୁଡ଼ା

ବ୍ରଜରାଜନଗରରେ କ୍ରାଇମ୍‌ବ୍ରାଞ୍ଚ ଡିଜି

ଝାରସୁଗୁଡ଼ା ଅଫିସ୍‌, ୩୦ା୧:ବ୍ରଜରାଜନଗର ଗାନ୍ଧୀଛକରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଉପରକୁ ପୋଲିସ୍‌ ଏଏସ୍‌ଆଇଙ୍କ ଗୁଳିମାଡ଼ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରାଇମବ୍ରାଞ୍ଚକୁ ତଦନ୍ତ…

1 year ago

ଏଏସ୍‌ଆଇ ଗୋପାଳଙ୍କ ଘର ବ୍ରହ୍ମପୁର

ଝାରସୁଗୁଡ଼ା ଅଫିସ୍‌,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ନିଜ ରିଭଲଭର୍‌ରୁ ଗୁଳିମାରିଥିବା ପୋଲିସ୍‌ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସଙ୍କ ଘର ବ୍ରହ୍ମପୁର ହୋଇଥିବାବେଳେ ସେ କନଷ୍ଟେବଳ ଭାବେ ପ୍ରଥମେ…

1 year ago

ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ଘଟଣା ନେଇ ଏମିତି କହିଲେ ପ୍ରତ୍ୟକ୍ଷଦର୍ଶୀ

ଝାରସୁଗୁଡ଼ା ଅଫିସ,୨୯ା୧: ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରକୁ ଜଣେ ଏଏସ୍‌ଆଇ ବ୍ରଜରାଜନଗରରେ ଗୁଳିମାଡ଼ କରିଥିବା ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ସେମାନେ କହିଛନ୍ତି, ‘ଦାଦା ସଭାସ୍ଥଳରେ ପହଞ୍ଚିବା କ୍ଷଣି…

1 year ago

ନବ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର: ଭୁବନେଶ୍ୱରକୁ କରାଗଲା ଏୟାରଲିଫ୍ଟ

ଝାରସୁଗୁଡ଼ା ଅଫିସ,୨୯।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ ରବିବାର ଗୁଳିମାଡ଼ ହୋଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଏ ନେଇ ଝାରସୁଗୁଡ଼ା ବିମାନ ବନ୍ଦରରୁ ତାଙ୍କୁ…

1 year ago

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼

ଝାରସୁଗୁଡ଼ା ଅଫିସ,୨୯।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ  ରବିବାର ଗୁଳିମାଡ଼ ହୋଇଛି। ବ୍ରଜରାଜନଗର ଗାନ୍ଧୀ ଛକରେ ମ୍ୟୁନିସିପାଲିଟି ଚେୟାରମ୍ୟାନ୍‌ ଏବଂ ଭାଇସ୍‌ ଚେୟାରମ୍ୟାନଙ୍କ ଏକ କାର୍ଯ୍ୟାଳୟ ଉଦ୍‌ଘାଟନ କରିବାକୁ…

1 year ago

ଦୁର୍ଘଟଣା: ସ୍ତ୍ରୀ ମୃତ, ସ୍ବାମୀ ଆହତ

ଝାରସୁଗୁଡ଼ା ଅଫିସ,୨୮ା୧: ବଡମାଲ ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସ୍‌ ଓ୍ବେର ସାପଡା ନିକଟରେ ଏକ ଅଜଣା ଗାଡି ବାଇକ୍‌କୁ ଧକ୍କାଦେଇ ଫେରାର୍‌ ହୋଇଯାଇଛି। ଏଥିରେ ବାଇକ୍‌ରେ ଥିବା…

1 year ago

ଫ୍ୟାନ୍‌ରେ ଝୁଲି ଇଞ୍ଜିନିୟରଙ୍କ ଆତ୍ମହତ୍ୟା

ଝାରସୁଗୁଡ଼ା ଅଫିସ,୨୪ା୧: ଝାରସୁଗୁଡ଼ା ଜିଲା ବଡମାଲ ଥାନା ଅନ୍ତର୍ଗତ ବେଦାନ୍ତ ଟାଉନଶିପ୍‌ ଲେଡିଜ୍‌ ହଷ୍ଟେଲରେ ରହୁଥିବା ଜଣେ ଯୁବତୀ ସୋମବାର ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଛନ୍ତି। ସେ…

1 year ago

ଶନିମନ୍ଦିରକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସୁନା କଳସ ଦାନ ଚର୍ଚ୍ଚା

ଝାରସୁଗୁଡ଼ା ଅଫିସ୍‌,୨୪ା୧:ମହାରାଷ୍ଟ୍ର ଅହମ୍ମଦନଗର ଜିଲାର ଶନିସିଙ୍ଗଣାପୁରସ୍ଥିତ ଶନିମନ୍ଦିରରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଓ ତାଙ୍କ ପରିବାର ଅମାବାସ୍ୟା ତିଥିରେ ଶନି ଅଭିଷେକ କରି ପୂଜାର୍ଚ୍ଚନା କରିିଛନ୍ତି।…

1 year ago

ଜେଲ ଭୋଗୁଥିବା କଏଦୀଙ୍କ ମୃତ୍ୟୁ

ଝାରସୁଗୁଡ଼ା ଅଫିସ୍‌,୨୨।୧: ଝାରସୁଗୁଡ଼ା ଉପକାରାଗାରରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା କଏଦୀ ସୁଶାନ୍ତ ବୁଦୁଲା ଓରଫ ଜଙ୍ଗଲି (୪୨)ଙ୍କ ଜିଲା ମୁଖ୍ୟଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ହୋଇଛି।…

1 year ago

ଭଉଣୀ, ଭାଇ ମିଶି କରିଥିଲେ ହତ୍ୟା: ଅଢ଼େଇ ବର୍ଷ ପରେ ପାଇଖାନା ଟାଙ୍କିରୁ ମିଳିଲା ନିଖୋଜ ସ୍ବାମୀଙ୍କ କଙ୍କାଳ

ଝାରସୁଗୁଡ଼ା ଅଫିସ,୨୨।୧: ଦୀର୍ଘ ଅଢ଼େଇ ବର୍ଷ ପରେ ଡ୍ରାଇଭର ଡମ୍ବରୁଧର ପାତ୍ର(୩୯)ଙ୍କ ନିଖୋଜ ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି ବନହରପାଲି ଥାନା ପୋଲିସ। ପୋଲିସ ବନ୍ଧବାହାଲ…

1 year ago