ଝାରସୁଗୁଡ଼ା

ସ୍ତ୍ରୀ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

ବ୍ରଜରାଜନଗର,୨୫ା୭(ଡି.ଏନ.ଏ.): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ମଣ୍ଡଳିଆ ଛକରେ ଯୌତୁକ ଲାଗି ସ୍ତ୍ରୀଙ୍କୁ କିରୋସିନ ଢାଳି ପୋଡି ମାରିବା ଅଭିଯୋଗରେ ପୋଲିସ ସୋମବାର ସ୍ବାମୀ ଆକତାବ…

4 years ago

ଆଜି ଝୁରୁଛି ଜନ୍ମମାଟି

ଝାରସୁଗୁଡ଼ା ଅଫିସ,୨୪ା୭: ଝାରସୁଗୁଡ଼ା ଜିଲା ବେଲପାହାଡର ସାମାଜିକ କର୍ମୀ ପାରଶ ଜୟସ୍ବାଲ(୬୪)ଙ୍କ ହୃଦଘାତରେ ରବିବାର ପରଲୋକ ହୋଇଯାଇଛି। ସେ ଅସୁସ୍ଥ ହୋଇପଡିବାରୁ ପରିବାର ଲୋକେ ନିକଟସ୍ଥ ଟାଟାକ୍ରୋସାକୀ…

4 years ago

ଝାରସୁଗୁଡ଼ାରୁ ରାୟପୁର ଦେଇ ଦିଲ୍ଲୀକୁ ଉଡ଼ିଲା ବିମାନ

ଝାରସୁଗୁଡ଼ା ଅଫିସ,୨୪ା୭: ଏଲାୟନ୍ସ ଏୟାର ତରଫରୁ ଝାରସୁଗୁଡ଼ା ଭିଏସ୍‌ଏସ୍‌ ବିମାନବନ୍ଦରରୁ ଭାୟା ରାୟପୁର ଦେଇ ଦିଲ୍ଲୀକୁ ରବିବାର ପରୀକ୍ଷାମୂଳକ ଭାବେ ୨ ବିମାନ ଚଳାଚଳ ଆରମ୍ଭ କରିଛି।…

4 years ago

ଡ୍ୟାମ୍‌ରୁ ମିଳିଲା ମୃତଦେହ: ଭାଇ କହୁଛି ମୋ’ ଭଉଣୀ, ମୋ ସ୍ତ୍ରୀ ନୁହେଁ କହିଲେ ସ୍ବାମୀ

ଝାରସୁଗୁଡ଼ା ଅଫିସ,୨୩ା୭: ଲଖନପୁର ଥାନା ବଳଣ୍ଡା ଗ୍ରାମ ନିକଟ ହୀରାକୁଦ ଜଳଭଣ୍ଡାରରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ଜଳଭଣ୍ଡାରରେ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀ…

4 years ago

ଶ୍ରାବଣରେ ଜମି ଶୁଖିଲା, ଚିନ୍ତାରେ ଚାଷୀ

କୋଲାବିରା,୨୨ା୭(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା କୋଲାବିରା ବ୍ଲକ ଅଞ୍ଚଳରେ ବର୍ଷା ଅଭାବରୁ ଚାଷକାର୍ଯ୍ୟ ଆଗେଇପାରୁ ନାହିଁ। ଏହାକୁ ନେଇ ଚାଷୀ ଚିନ୍ତାରେ ପଡିଛନ୍ତି। ଚଳିତ ବର୍ଷ ମୌସୁମୀ ବର୍ଷା…

4 years ago

ଝାରସୁଗୁଡ଼ାରେ କଡାକଡି ହେଲା କଟକଣା

ଝାରସୁଗୁଡ଼ା ଅଫିସ,୨୨ା୭- କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ସର୍ବସାଧାରଣ ସ୍ଥାନରେ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି। ଜୁଲାଇ ୨୧ରୁ ଆଗାମୀ ଏକମାସ ବ୍ୟାପୀ…

4 years ago

ଗ୍ୟାରେଜରୁ ଚୋରି କରି ବନ୍ଧା ହେଲେ

ଝାରସୁଗୁଡ଼ା ଅଫିସ,୧୫।୭: ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅଧୀନ ଯୋବ ଛକର ଏକ ଗ୍ୟାରେଜରୁ ଚୋରି ଅଭିଯୋଗରେ ଗଙ୍ଗାନଗର ଅଞ୍ଚଳର ମହମ୍ମଦ ସକିଲ (୨୨)ଙ୍କୁ ପୋଲିସ ଗିରଫ…

4 years ago

ଦ୍ରୌପଦୀଙ୍କ ଉଦ୍ଦେଶ୍ୟରେ କଂଗ୍ରେସ ନେତାଙ୍କ କଟୁ ମନ୍ତବ୍ୟକୁ ଭାଜପାର ବିରୋଧ

ଝାରସୁଗୁଡ଼ା ଅଫିସ,୧୫।୭: ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ କଂଗ୍ରେସ ନେତା ଅଜୟ କୁମାରଙ୍କ କଟୁ ମନ୍ତବ୍ୟକୁ ନେଇ ଭାଜପା ପକ୍ଷରୁ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର…

4 years ago

ଭଉଣୀଙ୍କ ମିଳୁନି ପତ୍ତା: ମାରିଦେଇଥିବା ଅଭିଯୋଗ ଆଣିଲେ ଭାଇ

ଝାରସୁଗୁଡ଼ା ଅଫିସ,୧୪।୭: ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା କତରବଗା ଗ୍ରାମର ଗୌର ପ୍ରଧାନଙ୍କ ସ୍ତ୍ରୀ ଗୀତାଞ୍ଜଳି (୩୮) ଗତ ୩୦ତାରିଖରୁ ନିଖୋଜ ହୋଇଯାଇଛନ୍ତି। ଘଟଣାକୁ ୧୫ଦିନ ବିତିଯାଇଥିଲେ…

4 years ago

ପୋଲିସ ଫେରାଇଲା ଚୋରି ମୋବାଇଲ୍‌

ଝାରସୁଗୁଡା ଅଫିସ୍‌,୧୨।୭: ମୋବାଇଲ୍‌ ଚୋରି ହୋଇଥିବା ଓ ହଜିଯାଇଥିବା ନେଇ ଝାରସୁଗୁଡ଼ା ଜିଲାର ବିଭିନ୍ନ ଥାନାରେ ସମୁଦାୟ ୪୧୩ ମାମଲା ରୁଜୁ ହୋଇଥିଲା । ଏନେଇ ଏସ୍‌ପି…

4 years ago