ଝାରସୁଗୁଡ଼ା

ଝାରସୁଗୁଡ଼ାରେ ୟୁକ୍ରେନ୍‌ ଫେରନ୍ତା ଛାତ୍ରୀଛାତ୍ରଙ୍କୁ ସ୍ବାଗତ

ଝାରସୁଗୁଡ଼ା ଅଫିସ,୫ା୩: ରୁଷିଆ-ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଲାଗ ରହିଛି। ଏଥିରେ ୟୁକ୍ରେନ୍‌ ଧ୍ୱସ୍ତବିଧ୍ୱସ୍ତ ହେବାରେ ଲାଗିଛି। ୟୁକ୍ରେନ୍‌ରେ ଅଧ୍ୟୟନ କରୁଥିବା ଭାରତର ଡାକ୍ତରୀ ଓ ଇଞ୍ଜିନିୟରିଂ ଛାତ୍ରୀଛାତ୍ର…

5 years ago

କଂଗ୍ରେସରୁ ବହିଷ୍କାର ପରେ ବିଜେଡିରେ ଯୋଗଦେଲେ

ଝାରସୁଗୁଡ଼ା ଅଫିସ,୪।୩: ଦଳ ବିରୋଧୀ କାର୍ଯ୍ୟ ପାଇଁ ଝାରସୁଗୁଡ଼ା ଜିଲା ଛାତ୍ର କଂଗ୍ରେସ(ଏନ୍‌ଏସ୍‌ୟୁଆଇ) ସଭାପତି ନବନିତ୍‌ କୌରଙ୍କୁ ଗୁରୁବାର ଦଳରୁ ବହିଷ୍କାର କରାଯାଇଛି। ଏନେଇ ଏନ୍‌ଏସୟୁଆଇ ରାଜ୍ୟ…

5 years ago

ନିଲମ୍ବିତ ହେଲେ ବିଜେଡି ଛାତ୍ର ସଭାପତି

ଝାରସୁଗୁଡ଼ା ଅଫିସ/ବଜରାଜନଗର(ଡି.ଏନ.ଏ.),୪ା୩: ବିଶୃଙ୍ଖଳିତ କାର୍ଯ୍ୟ ପାଇଁ ବ୍ରଜରାଜନଗର ପୌରାଞ୍ଚଳ ବିଜୁ ଛାତ୍ର ଜନତା ଦଳ ସଭାପତି ସରୋଜ କୁମାର ଶାହଙ୍କୁ ଦଳରୁ ନିଳମ୍ବିତ କରାଯାଇଛି। ଏ ନେଇ…

5 years ago

ଗାନ୍ଧୀଛକ ନୂଆଡିହି ଟୋଲ୍‌ ଗେଟ୍‌ ଉଚ୍ଛେଦ ଦାବିରେ ଗଣଧାରଣା

ଝାରସୁଗୁଡା ଅଫିସ,୩।୩: ଝାରସୁଗୁଡ଼ାରୁ ବେଲପାହାଡକୁ ସଂଯୋଗ କରୁଥିବା ୪୯ନଂ ଜାତୀୟ ରାଜପଥର ଗାନ୍ଧୀଛକ ନୂଆଡିହି ନିକଟରେ ବେଆଇନ ଭାବେ ସ୍ଥାପିତ ହୋଇଥିବା ଟୋଲ ଗେଟ୍‌କୁ ସ୍ଥାନୀୟ ବାସିନ୍ଦା…

5 years ago

ବେଲପାହାଡ଼ ଟିଆର୍‌ଏଲ୍‌ କ୍ରୋସାକୀ ଡୋଲୋମାଇଟ୍‌ ପ୍ଲାଣ୍ଟରେ ଅଗ୍ନିକାଣ୍ଡ, ବ୍ୟାପକ କ୍ଷୟକ୍ଷତି

ଝାରସୁଗୁଡ଼ା ଅଫିସ,୩।୩: ଝାରସୁଗୁଡ଼ା ଜିଲା ବେଲପାହାଡ ଟିଆର୍‌ଏଲ୍‌ କ୍ରୋସାକୀ ଡୋଲୋମାଇଟ ପ୍ଲାଣ୍ଟରେ ଗୁରୁବାର ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି। ସକାଳ ୭ଟାରେ ପ୍ଲାଣ୍ଟରେ ନିଆଁ…

5 years ago

ଝାରସୁଗୁଡ଼ାରେ ୫ ଜିଲା ପରିଷଦ ଆସନ ହାତେଇନେଲା ବିଜେଡି

ଝାରସୁଗୁଡ଼ା ଅଫିସ,୨୭।୨: ଝାରସୁଗୁଡ଼ା ଜିଲାର ସମୁଦାୟ ୯ଜିଲା ପରିଷଦ ଜୋନ୍‌ ରହିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୫ ଜିଲା ପରିଷଦ ଜୋନ୍‌ର ଭୋଟ ଗଣତି ହୋଇଥିଲା ।…

5 years ago

ପଞ୍ଚଭୂତରେ ଲୀନ ହେମାନନ୍ଦଙ୍କ ପାର୍ଥିବ ଶରୀର

ଝାରସୁଗୁଡ଼ା ଅଫିସ,୨୭।୨: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଶୁକ୍ରବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିଲା। ଶନିବାର ଝାରସୁଗୁଡ଼ା ସହରରେ ଏକ ମହାପ୍ରୟାଣ ଆମ୍ବୁଲାନ୍ସରେ ତାଙ୍କ…

5 years ago

ଝାରସୁଗୁଡ଼ାରେ ଆଗରେ ରହିଛି ବିଜେଡି

ଝାରସୁଗୁଡ଼ା ଅଫିସ, ୨୬।୨ ଝାରସୁଗୁଡ଼ା ଜିଲାରେ ଶନିବାର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଜାରି ରହିଛି। ପ୍ରଥମ ପର୍ଯ୍ୟାୟରେ ଝାରସୁଗୁଡ଼ା ଜିଲାର ୯ଟି ଜୋନରେ ଭୋଟ୍‌ ଗଣନା…

5 years ago

ଘରୁ ମିଲିଲା ବିଡା ବିଡ଼ା ଟଙ୍କା, ସୁନା ଅଳଙ୍କାର

ଝାରସୁଗୁଡ଼ା ଅଫିସ,୨୫।୨: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଝାରସୁଗୁଡ଼ା ଓଏମ୍‌ଭିଡି ଏଏସ୍‌ଆଇ ହରେ କୃଷ୍ଣ ନାୟକଙ୍କ ବିଜୁନଗର ସ୍ଥିତ ଭଡାଘର ସମେତ ୫ଟି ସ୍ଥାନରେ ଏକ କାଳୀନ…

5 years ago

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ

ଝାରସୁଗୁଡା ଅଫିସ/ଭୁବନେଶ୍ୱର,୨୫।୨(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଓଡ଼ିଶା ମୋଟର ଭେଇକିଲ ଡିପାର୍ଟମେଣ୍ଟର ଏଏସ୍‌ଆଇ ହରେକୃଷ୍ଣ ନାୟକ। ତାଙ୍କ ବାସଭବନରେ ଶୁକ୍ରବାର ଭିଜିଲାନ୍ସ ଚଢାଉ କରିଛି। ଏକାକାଳୀନ ୬ଟି ସ୍ଥାନରେ…

5 years ago