ଝାରସୁଗୁଡ଼ା

ଝାରସୁଗୁଡ଼ା କୋଭିଡ୍‌ ହସ୍ପିଟାଲରେ ଆକ୍ରାନ୍ତଙ୍କ ମୃତ୍ୟୁ: ଟଙ୍କା ପାଇଁ ହତ୍ୟା ଅଭିଯୋଗ କରି ପ୍ରଧାନମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ମୃତକଙ୍କ ପୁଅ

ଝାରସୁଗୁଡ଼ା ଅଫିସ,୧।୫ ଝାରସୁଗୁଡ଼ା କୋଭିଡ୍‌ ହସ୍ପିିଟାଲ୍‌ରେ କନକତୋରା ଗ୍ରାମର ନନ୍ଦଲାଲ୍‌ ବିଶ୍ୱାଳ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ମୃତ୍ୟୁବରଣ କରିଛନ୍ତି। ତାଙ୍କର ସ୍ବାଭାବିକ ମୃତ୍ୟୁ…

6 years ago

ସିଲ୍‌ ହେଲା ମଦ ଦୋକାନ

ବ୍ରଜରାଜନଗର,୨୮।୪: ପ୍ରଶାସନ ପକ୍ଷରୁ ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ସହରାଞ୍ଚଳରେ ଚଢ଼ାଉ କରାଯାଇଥିଲା। ଚଢାଉ ବେଳେ ଅଧିକାରୀମାନେ କୋଭିଡ୍‌ ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତି, ବ୍ୟବସାୟ ପ୍ରତିଷ୍ଠାନ ଉପରେ…

6 years ago

ବିଧାୟକଙ୍କ ନାମରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗ

ଝାରସୁଗୁଡ଼ା ଅଫିସ,୨୪ା୪: ବ୍ରଜରାଜନଗର ବିଧାୟକ ତଥା ବିଜେଡି ଜିଲା ସଭାପତି କିଶୋର କୁମାର ମହାନ୍ତି ଏବଂ ବିଜେଡି କର୍ମୀ କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି।…

6 years ago

ସୋନୀ ସାଜିଲେ ଛତିଶଗଡ଼ ବୋହୂ

ଝାରସୁଗୁଡ଼ା ଅଫିସ,୨୧।୪:  ୫ବର୍ଷ ତଳେ ଛତିଶଗଡ଼ରୁ ମହାନଦୀ ବନ୍ୟାଜଳରେ ଭାସିଆସିଥିବା ଯୁବତୀ ସୋନୀ ଯାଦବଙ୍କ ବୁଧବାର ବାହାଘର ପରେ ବଧୂ ବେଶରେ ଓଡିଶାରୁ ଛତିଶଗଡ଼ ଫେରିଯାଇଛନ୍ତି। ଝାରସୁଗୁଡ଼ା…

6 years ago

ବଳାତ୍କାର ପରେ ନାବାଳିକା ୬ ମାସର ଗର୍ଭବତୀ

ଝାରସୁଗୁଡ଼ା ଅଫିସ,୧୫।୪: ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଝାରସୁଗୁଡ଼ା ଜିଲା ବଡମାଲ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ବଡମାଲ ଥାନା ଅଭିଯୁକ୍ତ ଯୁବକଙ୍କୁ ଗିରଫ…

6 years ago

୫ବର୍ଷ ତଳେ ମହାନଦୀରୁ ଉଦ୍ଧାର ସୋନୀ ବୋହୂ ହୋଇଯିବେ ଛତିଶଗଡ଼

ଝାରସୁଗୁଡ଼ା ଅଫିସ,୧୪ା୪: ଦୀର୍ଘ ୫ବର୍ଷ ତଳେ ମହାନଦୀରୁ ଉଦ୍ଧାର ହୋଇଥିବା ଯୁବତୀ ସୋନୀ ଯାଦବଙ୍କ ଆସନ୍ତା ୨୧ ତାରିଖରେ ସାହାନାଈ ବାଜିବ। ଏଥିପାଇଁ କୁଶମେଲ୍‌ ଗ୍ରାମର ପାଳିତ…

6 years ago

ପ୍ରେମୀଯୁଗଳଙ୍କ ମୃତଦେହ ବନ୍ଦ କୋଠରିରୁ ଜବତ

ଝାରସୁଗୁଡ଼ା ଅଫିସ,୧୪ା୪: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅନ୍ତର୍ଗତ ରେଙ୍ଗାଲି କିଷାନପଡାର ଏକ ବନ୍ଦ କୋଠରିରୁ ପୋଲିସ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେମାନେ ହେଲେ…

6 years ago

ଯାତକ ମେଳ ନ ଖାଇବାରୁ ବିବାହ ଭାଙ୍ଗିଦେଲେ ପରିବାର ଲୋକେ, ଏମିତି ଚରମ ପଦକ୍ଷେପ ନେଲେ ପ୍ରେମୀଯୁଗଳ

ଝାରସୁଗୁଡା ଅଫିସ,୧୩।୪: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅନ୍ତର୍ଗତ ରେଙ୍ଗାଲି କିଷାନପଡ଼ା ଏକ ବନ୍ଦ କୋଠରୀ ଭିତରୁ ଝୁଲନ୍ତା ଅବସ୍ଥାରେ ପ୍ରେମୀ ଯୁଗଳଙ୍କ ମୃତଦେହ ପୋଲିସ ଜବତ…

6 years ago

ଓପିଜିସିର ୨ ୟୁନିଟ୍‌ ବନ୍ଦ: ବିଦ୍ୟୁତ ଉତ୍ପାଦନ ବାଧାପ୍ରାପ୍ତ

ଝାରସୁଗୁଡ଼ା ଅଫିସ,୮।୪: ଝାରସୁଗୁଡ଼ା ବୁଢ଼ିପଦର ଗ୍ରୀଡ୍‌ରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହେବା ପରେ ବନହରପାଲି ସ୍ଥିତି ଓ ବିଦ୍ୟୁତ୍‌ ଉତ୍ପାଦନ ନିଗମ(ଓପିଜିସି)ର ୨ଟି ୟୁନିଟ୍‌ ଗୁରୁବାର ଅପରାହ୍ନ…

6 years ago

ଗ୍ରାମକୁ ବିସ୍ଥାପିତ କରିବା ଦାବିରେ ବେଦାନ୍ତ ପ୍ରକଳ୍ପ ସମ୍ମୁଖରେ କାତିକେଲାବାସୀଙ୍କ ଆନ୍ଦୋଳନ

ଝାରସୁଗୁଡା ଅଫିସ, ୮।୪: ଝାରସୁଗୁଡା ଭୂର୍କାମୁଣ୍ଡା ସ୍ଥିତ ବେଦାନ୍ତ ପ୍ରକଳ୍ପ ଫାଟକ ସମ୍ମୁଖରେ କାତିକେଲାବାସୀ ଗୁରୁବାର ସକାଳ ୬ଟାରୁ ଧାରଣା ଦେଇଛନ୍ତି। ପାଉଁଶ ପୋଖରୀ ଦ୍ବାରା କ୍ଷତିଗ୍ରସ୍ତ…

6 years ago