ଝାରସୁଗୁଡ଼ା

ବଜ୍ରପାତରେ ମହିଳା ମୃତ, ପରିବାରକୁ କ୍ଷତିପୂରଣ ଦାବି

ଲଖନପୁର, ୨୪।୯(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଭଅଁରଖୋଲ ପଞ୍ଚାୟତ ଠେବରା ଗ୍ରାମର ଜଣେ ମହିଳାଙ୍କ ମଙ୍ଗଳବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ସୁରେନ ମୁଣ୍ଡାଙ୍କ ସ୍ତ୍ରୀ…

5 years ago

କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ବିରୋଧ: ୨୪ରେ ବନ୍ଦ ଡାକରା

ଝାରସୁଗୁଡା ଅଫିସ/ଲଖନପୁର,୨୩।୧୯(ଡି.ଏନ୍‌.ଏ.): କେନ୍ଦ୍ର ସରକାର କୋଲ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିଭିନ୍ନ ଟ୍ରେଡ୍‌ ଯୁନିୟନ ବିରୋଧ କରିଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଏମ୍‌ସିଏଲ୍‌…

5 years ago

କୋଇଲା ବୋଝେଇ ଟ୍ରେନ୍‌ ଲାଇନଚ୍ୟୁତ: ବେଦାନ୍ତ ପ୍ରକଳ୍ପକୁ କୋଇଲା ପରିବହନ ବାଧାପ୍ରାପ୍ତ

ଝାରସୁଗୁଡ଼ା ଅଫିସ /ଲଖନପୁର,୧୮।୯(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲହଣ୍ଡାବୁଡ଼ ଲେଭଲ କ୍ରସିଂ ନିକଟରେ ବେଦାନ୍ତ କମ୍ପାନୀର ଏକ ମାଲବାହୀ ଟ୍ରେନ୍‌ ବୁଧବାର ସକାଳେ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ଟି ସୁନ୍ଦରଗଡ଼…

5 years ago

ବିଦ୍ୟୁତ୍‌ ଖୁଣ୍ଟତଳୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ଝାରସୁଗୁଡା ଅଫିସ/ଲଖନପୁର, ୧୭।୯(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଇଟାଭଟା ପଡ଼ାର ଏକ ବିଦ୍ୟୁତ୍‌ ଖୁଣ୍ଟତଳେ ପଡ଼ିଥିବା ଜଣେ ଯୁବକଙ୍କ କ୍ଷତବିକ୍ଷତ ଶରୀରକୁ ମଙ୍ଗଳବାର ସ୍ଥାନୀୟ…

5 years ago

ବେଲପାହାଡ଼ ଏକ୍ସସିସ୍‌ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ଘଟଣା: ୧୦ ଦିନ ପରେ ଘଟଣାର ପର୍ଦ୍ଦାଫାସ, ବିହାରରୁ ଜଣେ ଗିରଫ, ବନ୍ଧୁକ ଜବତ

ଝାରସୁଗୁଡା ଅଫିସ/ଲଖନପୁର, ୧୪।୧୯(ଡି .ଏନ୍‌ .ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଏକ୍ସସିସ ବ୍ୟାଙ୍କରୁ ଗତ ୪ ତାରିଖରେ ସଶସ୍ତ୍ର ଡକାୟତି ହୋଇଥିଲା। ଡକାୟତମାନେ ବନ୍ଧୁକ ଦେଖାଇ ୧୧…

5 years ago

ଝାରସୁଗଡ଼ାରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ଗୁରୁତର

ଝାରସୁଗୁଡ଼ା ଅଫିସ/ଲଖନପୁର,୧୪।୯(ଡି.ଏନ୍‌.ଏ): ଝାରସୁଗଡ଼ା ଜିଲାର ବ୍ରଜରାଜନଗର ଛୁଆଲିବେରନାଠାରେ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ପ୍ରସାଦ ଗୁରୁତର ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବା…

5 years ago

ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ

ଲଇକେରା, ୧୪ା୯ (ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପୂର୍ତ୍ତ ବିଭାଗର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଲଇକେରା ପୂର୍ତ୍ତ ବିଭାଗ ତରଫରୁ ଏକ ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ ସହକାରୀ…

5 years ago

ବେଲପାହାଡ଼ରେ ବିଧାୟକଙ୍କ ସମୀକ୍ଷା ବୈଠକ

ବେଲପାହାଡ଼,୧୪ା୯ (ଡ଼ି.ଏନ୍‌.ଏ.) ଝାରସୁଗୁଡ଼ା ଜିଲା ବେଲପାହାଡ଼ ପୌରାଞ୍ଚଳର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ତଥା ସମସ୍ୟାର ସମାଧାନ ପାଇଁ ଶୁକ୍ରବାର ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତିଙ୍କ…

5 years ago

ଝାରସୁଗୁଡ଼ାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଝାରସୁଗୁଡା ଅଫିସ୍‌/ଲଖନପୁର,୧୪ା୯(ଡି.ଏନ୍‌.ଏ.): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସଙ୍କ ନିର୍ବାଚନମଣ୍ଡଳୀ ଝାରସୁଗୁଡ଼ାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲା ମୁଖ୍ୟ ଚିକିସତ୍ାଳୟରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ…

5 years ago

ଓପିଜିସି କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ଧାରଣା: ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

  ଲଖନପୁର,୧୪ା୯(ଡି.ଏନ୍‌.ଏ.): ଓପିଜିସିର ଇବ୍‌ଥର୍ମାଲ ପ୍ରକଳ୍ପ ଦ୍ୱାରା ବିସ୍ଥାପିତ ବନହରପାଲି ଗ୍ରାମବାସୀ ବିଭିନ୍ନ ସମସ୍ୟାକୁ ନେଇ ବାରମ୍ବାର କମ୍ପାନୀ କର୍ର୍ତ୍ତୃୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଆସୁଛନ୍ତି। ହେଲେ କମ୍ପାନୀ…

5 years ago