ଝାରସୁଗୁଡ଼ା

ଝାରସୁଗୁଡାରେ ହେବ ୧୫୦ ଶଯ୍ୟାବିଶିଷ୍ଟ ଅସ୍ଥାୟୀ କୋଭିଡ ହସ୍ପିଟାଲ

ଝାରସୁଗୁଡା ଅଫିସ,୩୧ା୩-ମଙ୍ଗଳବାର ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲା ସ୍ବାସ୍ଥ୍ୟ ବିଭାଗ ଓ କରୋନା ମୁକାବିଲା ପାଇଁ ସମୀକ୍ଷା କରାଯାଇଛି। ବୈଠକରେ ଉପସ୍ଥିତ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର…

6 years ago

ସାନିଟାଇଜ ମେଶିନ ଧରି ବୁଲୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୩୧।୩-କରୋନା ଭୂତାଣୁ ସଂକ୍ରମଣ ନ କରିବା ପାଇଁ ସବୁ ବେଳେ ସମାଜିକ ଦୂରତା ରକ୍ଷା କରିବା ସହ ସଫା ସୁତୁରା ରହିବାକୁ ପରାମର୍ଶ ଦିଆଯାଉଛି। ଝାରସୁଗୁଡା…

6 years ago

କୋଭିଡ ହସ୍ପିଟାଲ ପ୍ରତିଷ୍ଠାକୁ ବିରୋଧ କରି ୨ଗିରଫ

ଝାରସୁଗୁଡା ଅଫିସ,୩୦ା୩: କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଅସ୍ଥାୟୀ ହସ୍ପିଟାଲମାନ ପ୍ରତିଷ୍ଠା କରାଯାଉଛି। ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ ସୋମବାର ଆରମ୍ଭ…

6 years ago

ଚାଲିଚାଲି ଯାଉଥିବା ୪୪ ଶ୍ରମିକ ଉଦ୍ଧାର

ଝାରସୁଗୁଡା ଅଫିସ, ୩୦।୩-ସମଗ୍ର ଦେଶରେ ଲକଡାଉନ ଯୋଗୁଁ ବିଭିନ୍ନ କଳକାରଖାନ ବନ୍ଦ ହୋଇଯାଇଛି। ଫଳରେ ଏଠାରେ କାର୍ଯ୍ୟ କରୁଥିବା ଶ୍ରମିକମାବେ ହଇରାଣ ହରକତ ହେଉଛନ୍ତି। ରବିବାର ଛତିଶଗଡ…

6 years ago

ଅସହାୟଙ୍କୁ ଖାଦ୍ୟ ଯୋଗାଉଛନ୍ତି ପୋଲିସ ଅଧିକାରିଣୀ

ଝାରସୁଗୁଡ଼ା ଅଫିସ,୨୯ା୩: ସମଗ୍ର ଦେଶକୁ କରୋନା ମୁକାବିଲା ଲାଗି ଲକ୍‌ଡାଉନ୍‌ କରାଯାଇଛି । କଟକଣା ଯୋଗୁ ଯାନବାହନ ସମେତ ହୋଟଲଗୁଡ଼ିକ ବନ୍ଦ ରହିଛି। ଏପରିସ୍ଥିତିରେ ବହୁ ସ୍ଥାନରେ…

6 years ago

‘ଭିଡ୍‌ ବୁଲାତି ହେ ମଗର ଯାନେକା ନେହିଁ’: ସାଦାକାଗଜରେ ଚିତ୍ର ଆଙ୍କି ସଚେତନ କରୁଛନ୍ତି ଝାରସୁଗୁଡ଼ାର ଭଉଣୀଭାଇ

ଝାରସୁଗୁଡ଼ା ଅଫିସ,୨୯ା୩: ‘ଭିଡ୍‌ ବୁଲାତି ହୈ ମଗର ଯାନେକା ନେହିଁ, ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ, ଭିଡରୁ ଦୂରରେ ରୁହନ୍ତୁ, ନିୟମିତ ହାତ ଧୁଅନ୍ତୁ, କରୋନାଠୁ ଯଦି…

6 years ago

ଝାରସୁଗୁଡାରେ ବିଚାରପତି-ପୋଲିସ ମୁହାଁମୁହିଁ

ଝାରସୁଗୁଡା ଅଫିସ,୨୭।୩-ଝାରସୁଗୁଡା ଜିଲା ପୋଲିସ ପକ୍ଷରୁ ଲକ୍‌ ଡାଉନକୁ କଡାକଡି ଭାବେ ପାଳନ କରିବା ପାଇଁ ସହରର କିଶାନ ଛକ, ବସଷ୍ଟାଣ୍ଡ ଛକ, ରେଳ ଷ୍ଟେସନ ଛକ…

6 years ago

ମାନୁନାହାନ୍ତି ଲକ୍‌ଡାଉନ୍‌ କଟକଣା: ୧୭ଜଣଙ୍କୁ ଗିରଫ କଲା ଝାରସୁଗୁଡ଼ା ପୋଲିସ

ଝାରସୁଗୁଡା ଅଫିସ,୨୭ା୩- କରୋନା ମୁକାବିଲା କରିବା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ କରାଯାଇଛି। ଏହି ସମୟରେ କୌଣସି ଜରୁରୀ କାମ ନ ଥାଇ ବାହାରକୁ ବାହାରିଲେ ପୋଲିସ…

6 years ago

ଝାରସୁଗୁଡ଼ା ବ୍ଲଡ୍‌ବ୍ୟାଙ୍କ୍‌ରେ ରକ୍ତ ଅଭାବ

ଝାରସୁଗୁଡ଼ା ଅଫିସ,୨୭।୩: କରୋନା ଭୂତାଣୁ ସଂକ୍ରମଣରୁ ଲୋକଙ୍କୁ ରକ୍ଷା କରିବା ପାଇଁ ସମଗ୍ର ଭାରତରେ ୨୧ ଦିନ ପାଇଁ ଲକ୍‌ ଡାଉନ ଘୋଷଣା କରାଯାଇଛି। କୌଣସି ଜରୁରୀ…

6 years ago

ଲକ୍‌ଡାଉନ୍‌ ସମୟରେ ଅସହାୟଙ୍କ ସାହାରା ପାଲଟିଛନ୍ତି ଯୁବଗୋଷ୍ଠୀ

ଝାରସୁଗୁଡ଼ା ଅଫିସ,୨୬।୩: ସମଗ୍ର ଦେଶରେ କରୋନା କଟକଣା ଯୋଗୁ ଯାନବାହନ ସମେତ ହୋଟଲଗୁଡ଼ିକ ବନ୍ଦ ରହିଛି। ଏପରିସ୍ଥିତିରେ ବହୁ ସ୍ଥାନରେ ଲୋକେ ଫସି ରହିଛନ୍ତି। ଦୁଇ ଓଳି…

6 years ago